Home Left

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଅଇନ୍ଦିପୁର ଜୁଆଙ୍ଗ ସାହିରେ ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ସୂଚନା…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ ବହୁ ଚାଷୀ ପଞ୍ଜୀକରଣ କରିପାରି ନ ଥିବାରୁ ଏହାର ଅବଧି ସେପ୍ଟେମ୍ବର ୧୫…

ସୂର୍ଯ୍ୟଙ୍କ ଗୋଚରରେ ଚମକିବ ୫ ରାଶିଙ୍କ ଭାଗ୍ୟ; ମୋଟା ଅଙ୍କର ହେବ ରୋଜଗାର, ବଢିବ ସମ୍ପତ୍ତି…

ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ମାନ-ସମ୍ମାନ, ନେତୃତ୍ୱ ଏବଂ ପିତାଙ୍କ କାରକ ବୋଲି ଧରାଯାଏ। ତେଣୁ ସୂର୍ଯ୍ୟଙ୍କର ପ୍ରତ୍ୟେକ କାର୍ଯ୍ୟକଳାପ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ସେ ପ୍ରତିମାସରେ ପ୍ରାୟ ୩୦ ଦିନରେ ରାଶି ପରିବର୍ତ୍ତନ କରନ୍ତି। ସୂର୍ଯ୍ୟଙ୍କର ପ୍ରତ୍ୟେକ ରାଶି ପରିବର୍ତ୍ତନ ଅତ୍ୟନ୍ତ…

ମୋରମ୍‌ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର

ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍‌ ଖାଦାନରେ ଶନିବାର ସକାଳେ ମୋରମ୍‌ ଖୋଳୁଥିବା ବେଳେ ପଥର ତଳେ ଚାପି ହୋଇ ଜଣେ ନାବାଳକ ମୃତ୍ୟୁ ବରଣ କରିଛନ୍ତି। ସେହିପରି ସେଠାରେ…

ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…

ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ ଓଡ଼ିଶା ସମ୍ପର୍କିତ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। କଲେଜ ଅଧ୍ୟକ୍ଷ ଅଶ୍ବିନୀ…

ଫେବୃଆରୀରେ ଲାଗିବ ସୂର୍ଯ୍ୟପରାଗ, ସୂର୍ଯ୍ୟ ଚାରିପଟେ ଦେଖାଯିବ ନିଆଁର ବଳୟ! କେବେ ଦେଖି ନ ଥିବେ…

୬ ଫେବୃଆରୀ ୨୦୨୭ ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ ହେବ। ଏହି ସମୟରେ ଆକାଶରେ ‘ରିଙ୍ଗ ଅଫ ଫାୟାର୍‌’ (Ring of Fire) ଅର୍ଥାତ ନିଆଁର ବଳୟ ଦୃଶ୍ୟମାନ ହେବ। ଜାଣନ୍ତୁ ଏହି ପରାଗ କେଉଁଠି ଦେଖାଯିବ ଏବଂ ଏହାର ବିଶେଷତା…

ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍‌ ନେଇ ସଚେତନ

ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍‌ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍‌ଡିପିଓ ସୁଜିତ କୁମାର ନାୟକଙ୍କ ପୌରହିତ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପୁରୁଷୋତ୍ତମପୁର ଥାନା ଆଇଆଇସି…

ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…

ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ ଚନ୍ଦନ ଦାସ ଓରଫ ହାପି (୩୦)ଙ୍କ ମୃତଦେହ ତାଙ୍କ ଘର ସମ୍ମୁଖରୁ ହାତଗୋଡ଼…

ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର

ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ ।ଭାବେ ପୋଡ଼ି ନଷ୍ଟ ହୋଇଯାଇଛି। ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ। ଖବର…

କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି

ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍‌ ଟର୍ମିନାଲ୍‌ସ ନିକଟରେ ଥିବା ଏକ କାର୍‌ ଶୋ’ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍‌ ଭିତରେ ଥିବା ୩୦ଟି ନୂଆ କାର୍‌, ୮ଟି ମରାମତି ପାଇଁ ଆସିଥିବା କାର୍‌ ଓ…

ସରକାରୀ ନିର୍ଦ୍ଦେଶ ପରେ ବି ହେଉନି ପଦବୀ ପୂରଣ: ୧୨ ସ୍କୁଲରେ ଜଣେ ଲେଖାଏ ଶିକ୍ଷକ, ତୁରନ୍ତ ନିଯୁକ୍ତି ଦାବି କରି…

ଅମରପାଲି,୨୯ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକର ୧୨ଟି ପ୍ରାଥମିକ ବିଦ୍ୟାଳୟରେ ଏବେ ବି ଜଣେ ଲେଖାଏ ଶିକ୍ଷକ ବାଲ୍‌ବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ୬ଟି ଶ୍ରେଣୀର ପାଠପଢ଼ା ସହ ସରକାରୀ କାମ ସମ୍ଭାଳୁଛନ୍ତି। ଫଳରେ ଗୁଣାତ୍ମକ ଶିକ୍ଷା ବାଧାପ୍ରାପ୍ତ ହେଉଛି।…

ଏମିତି ଫିଲ୍ମ କରିବାକୁ ଚାହୁଁଛନ୍ତି ତାପସୀ

ଅଭିନେତ୍ରୀ ତାପସୀ ପନ୍ନୁ ପ୍ରତିବର୍ଷ କମ ଫିଲ୍ମ କରନ୍ତି। କିନ୍ତୁ ତାଙ୍କ ଫିଲ୍ମକୁ ସବୁବେଳେ ସକାରାତ୍ମକ ପ୍ରତିକ୍ରିୟା ମିଳେ। ବକ୍ସ ଅଫିସରେ ଫିଲ୍ମଗୁଡ଼ିକ ଭଲ ପ୍ରଦର୍ଶନ ନ କଲେ ମଧ୍ୟ, ଅଭିନୟ ଦକ୍ଷତା ପାଇଁ ତାଙ୍କୁ ପ୍ରଶଂସା କରାଯାଏ। ଆଜିକାଲି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?