ଏପ୍ରିଲ ୧୫ ପର୍ଯ୍ୟନ୍ତ ବନ୍ଦ ରହିବ ହାଇକୋର୍ଟ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ସାରା ବିଶ୍ୱରେ ମହାମାରୀ କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ସଂଖ୍ୟା ଅହେତୁକ ଭାବେ ବଢ଼ୁଥିବା ପରିସ୍ଥିତିକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶରେ ୨୧ ଦିନିଆ ଲକଡାଉନ ଘୋଷଣା କରିଥିଲେ। ରାଜ୍ୟରେ ମଧ୍ୟ କଂରୋନା ସଂକ୍ରମଣର ଭୟ ବଢ଼ୁଥିବା ଦେଖି…
ପ୍ରଶାସନ ନିର୍ଦ୍ଦେଶ ମାନୁନାହାନ୍ତି ରାଜ୍ୟ ବାହାରୁ ଫେରିଥିବା ଲୋକେ, ଜିଲାପାଳଙ୍କୁ ଚିଠି
ଦାରିଙ୍ଗବାଡ଼ି,୨୬।୩(ଡି.ଏନ୍.ଏ.)- କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ସମସ୍ତ ପ୍ରକାର ପଦକ୍ଷେପ ନିଆଯାଉଛି। ହେଲେ ବିଭିନ୍ନ ଗଁା ଦାୟିତ୍ୱରେ ରହିଥିବା କର୍ମଚାରୀଙ୍କ ତଦାରଖ ଅଭାବରୁ ଗତ କିଛିଦିନ ହେଲା ବାହାର ରାଜ୍ୟ ତଥା କେରଳ, ତାମିଲନାଡୁ, କର୍ନାଟକ ଆଦିରୁ…
ଲକ୍ଡାଉନ୍ ଯୋଗୁ ଅନ୍ୟ ରାଜ୍ୟକୁ ଚାଲିକି ଯାଉଛନ୍ତି ଲୋକେ
ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ୍ ଯୋଗୁ ସାରା ଦେଶରେ ଲକ୍ଡାଉନ୍ ପରିସ୍ଥିତି ସୃଷ୍ଟି ହୋଇଛି। ଲକ୍ଡାଉନ୍ ଯୋଗୁ ସାଧାରଣ ଜୀବନ ଏକପ୍ରକାର ଠପ୍ ହୋଇଯାଇଛି। ଏଭଳି ସ୍ଥିତିରେ ଦୂରଦୂରାନ୍ତରୁ ଆସିଥିବା ଶ୍ରମିକଙ୍କ ସମସ୍ୟା ବଢ଼ିଯାଇଛି। ଗାଡିମଟର ଚାଲୁ ନ ଥିବା ବେଳେ ହାତରେ…
କରୋନା ପ୍ରଭାବ: କର୍ମଚାରୀଙ୍କ ଦରମା କାଟ୍ କଲା ଜୋମାଟୋ
ନୂଆଦିଲ୍ଲୀ,୨୬।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଏପରି ସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍ ଡାଉନ୍ ଜାରି କରାଯିବା ସହିତ ବିଭିନ୍ନ ବ୍ୟବସାୟିକ ସଂସ୍ଥାର ଦୈନଦିନ କାର୍ଯ୍ୟକୁ ବନ୍ଦ କରିବାକୁ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଫଳରେ ବହୁ…
ସେଲ୍ଫ ଆଇସୋଲେଶନରେ ବିଶ୍ୱ ଚାମ୍ପିୟନ ଜୋଶୁଆ
ଲଣ୍ଡନ,୨୬।୩- ବିଶ୍ୱ ହେବିଓ୍ବେଟ ବକ୍ସିଂ ଚାମ୍ପିୟନ ଆନ୍ଥୋନୀ ଜୋଶୁଆ ନିଜକୁ ସେଲ୍ଫ ଆଇସୋଲେଶନରେ ରଖିଛନ୍ତି। ସେ କରୋନାରେ ପୀଡ଼ିତ ପ୍ରିନ୍ସ ଚାଲର୍ସଙ୍କୁ ଭେଟିଥିଲେ। ବ୍ରିଟେନର ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ବଡ଼ ପୁଅ ପ୍ରିନ୍ସ ଚାଲର୍ସଙ୍କଠାରେ ପ୍ରଥମେ ଲକ୍ଷଣ ଦେଖା ଦେଇଥିଲା। ଜୋଶୁଆ…
ତେଲେଙ୍ଗନା, ଆନ୍ଧ୍ରକୁ ସିନ୍ଧୁଙ୍କ ଆର୍ଥିକ ସହାୟତା
ନୂଆଦିଲ୍ଲୀ,୨୬।୩(ପି.ଟି.)- କୋଭିଡ-୧୯ ସଂକ୍ରମଣକୁ ରୋକିବା ପାଇଁ ଅଲିମ୍ପିକ୍ସ ପଦକ ବଜୟିନୀ ତଥା ମହିଳା ବ୍ୟାଡମିଣ୍ଟନ ତାରକା ପି.ଭି. ସିନ୍ଧୁ ତେଲେଙ୍ଗାନା ଓ ଆନ୍ଧ୍ର ସରକାରଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ଦାନ କରିଛନ୍ତି। ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଏହି…
ଲକ୍ଡାଉନ୍ରେ କୋଳିମାଟି ସାପ୍ତାହିକ ହାଟ ବନ୍ଦ: ନିୟମକୁ ମାନିଲେ ଅଞ୍ଚଳବାସୀ
କୋଳିମାଟି,୨୬।୩(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତର ସାପ୍ତାହିକ ହାଟ ଗୁରୁବାର ସମ୍ପୂର୍ଣ୍ଣ ବନ୍ଦ ରହିଥିବା ଦେଖିବାକୁ ମିଳିଛି। କରୋନା ମୁକାବିଲା ଲାଗି ୨୧ ଦିନ ସାରା ଦେଶକୁ ଲକ୍ଡାଉନ କରାଯାଇଥିବା ବେଳେ ଏହି ନିୟମକୁ ମାନିଛନ୍ତି କୋଳିମାଟି ଅଞ୍ଚଳର…
ଦେଶରେ ଲକ୍ଡାଉନ୍ ପରିସ୍ଥିତି: ଦୂରଦର୍ଶନରେ ପୁଣି ପ୍ରସାରିତ ହେବ ରାମାୟଣ-ମହାଭାରତ
ନୂଆଦିଲ୍ଲୀ,୨୬।୩: ମହାମାରୀ କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ଲୋକମାନେ ଘରେ ବନ୍ଦୀ ହୋଇ ରହିଛନ୍ତି। ଘରେ ରହି ଲୋକମାନେ ଭିନ୍ନ ଉପାୟରେ ନିଜର ସମୟ କାଟୁଛନ୍ତି। କରୋନା ଯୋଗୁ ସାଧାରଣ…
ଲକ୍ଡାଉନ୍ କଟକଣାକୁ ନେଇ ଚାଷୀ ଆତଙ୍କିତ: ପରିବା ବିକ୍ରି ନ ହେବା ଭୟ ଦେଖାଇ ଶସ୍ତା ଦରରେ କିଣୁଛନ୍ତି ଦଲାଲ
ବାଲେଶ୍ୱର ଅଫିସ,୨୬।୩: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର ବାଇଗଣବାଡ଼ିଆର ଚାଷୀମାନେ କରୋନା କଟକଣା ଲାଗି ଚିନ୍ତାରେ। ସେମାନଙ୍କ କହିବା ଅନୁଯାୟୀ, ସେମାନେ ଚାଷ କରୁଥିବା ପନିପରିବା । ଭୁବନେଶ୍ୱର, କଟକ, ପୁରୀ, ବାଲେଶ୍ୱର ସମେତ ପଶ୍ଚିମବଙ୍ଗର ବିଭିନ୍ନ ଅଞ୍ଚଳକୁ ଯାଇଥାଏ। ତେବେ…
ରେଖାଙ୍କିତ ଚିହ୍ନ ମଧ୍ୟରେ ରହି ସାମଗ୍ରୀ କିଣିବାକୁ ଗ୍ରାହକଙ୍କୁ ପରାମର୍ଶ
ରାଇକିଆ,୨୬।୩(ଡି.ଏନ୍.ଏ.): ସାରା ଦେଶ କରୋନା ମୁକାବିଲା ଲାଗି ଲକ୍ଡାଉନ୍ ହେବା ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଦୋକାନ ବଜାର ସମ୍ପୂର୍ଣ୍ଣ ବନ୍ଦ ରହିଛି। କେବଳ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିଛି । ପ୍ରତ୍ୟେକ ଦିନ ସକାଳ ୭ଟାରୁ ୧୧ଟା…
ଲକ୍ଡାଉନ୍ ବେଳେ ୮୦ ଛାତ୍ରୀଛାତ୍ରଙ୍କୁ ଏକତ୍ରିତ କରି ଟ୍ୟୁଶନ କରୁଥିଲେ ଶିକ୍ଷକ: ବାନ୍ଧିନେଲା ପୋଲିସ
ରାଜନଗର,୨୬।୩: କରୋନା ମୁକାବିଲା ଲାଗି ରାଜ୍ୟ ଓ କେନ୍ଦ୍ର ସରକାର ଲକ୍ଡାଉନ୍ ଘୋଷଣା କରିଥିଲେ। ଏହା ସହ ସ୍କୁଲ କଲେଜ ବିଭିନ୍ନ ଶିକ୍ଷାନୁଷ୍ଠାନକୁ ବନ୍ଦ କରାଯାଇଥିଲା। କେହି ଏକତ୍ରିତ ନ ରହି ଦୂରତା ରକ୍ଷା ଲାଗି ଘୋଷଣା କରିଥିଲେ ମଧ୍ୟ ରାଜନଗର…
ଅନିଶ୍ଚିତତାରେ ପିଡିଏସ୍ ସାମଗ୍ରୀ ବଣ୍ଟନ
ସମ୍ବଲପୁର, ୨୬।୩ (ବ୍ୟୁରୋ): କରୋନା କଟକଣା ଓ ଲକ୍ ଡାଉନ୍ ଘୋଷଣା ପରେ ରାଜ୍ୟ ସରକାର ୩ମାସର ଆଗୁଆ ପିଡିଏସ୍ ସାମଗ୍ରୀ ବଣ୍ଟନ କରିବା ପାଇଁ ଘୋଷଣା କରିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ଜିଲା ଯୋଗାଣ ବିଭାଗ ପକ୍ଷରୁ କିଭଳି ଭାବେ…
Archives


