Home Left

ବ୍ୟାଡ୍‌ମିଣ୍ଟନ ର଼୍ୟାଙ୍କିଙ୍ଗ୍‌କୁ ସାମୟିକ ସ୍ଥିର ରଖାଯାଇପାରେ

ନୂଆଦିଲ୍ଲୀ, ୨୬ା୩ (ପି.ଟି.): କରୋନା ଭାଇରସ୍‌ ବ୍ୟାପିବା ଆଶଙ୍କା ଯୋଗୁ ଟୋକିଓ ଅଲିମ୍ପିକ୍ସକୁ ୨୦୨୧କୁ ଘୁଞ୍ଚାଇ ଦିଆଯାଇଛି। ଫଳ ସ୍ବରୂପ ବିଶ୍ୱ ର଼୍ୟାଙ୍କିଙ୍ଗ ବ୍ୟବସ୍ଥାକୁ ବର୍ତ୍ତମାନ ପାଇଁ ସ୍ଥିର ରଖିବା ଲାଗି ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ବିଚାର କରିପାରେ। ବିଡବ୍ଲ୍ୟୁଏଫ୍‌…

ଲକ୍‌ଡାଉନ୍‌ ନ ମାନି ୨ ଗିରଫ, ବୋଲେରୋ ସହ ୬ ବାଇକ୍‌ ଜବତ

ଠାକୁରମୁଣ୍ଡା,୨୬।୩(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବା ଦିଗରେ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବରେ ପଦକ୍ଷେପ ଆରମ୍ଭ କରିଥିବା ବେଳେ ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଅଞ୍ଚଳରେ ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ଅପରପକ୍ଷରେ କଟକଣା ନ ମାନିବାରୁ ଠାକୁରମୁଣ୍ଡା ପୋଲିସ…

ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୧ କୋଟି ଟଙ୍କା ଦାନ କଲେ ଜନ ସେନା ମୁଖ୍ୟ

ନୂଆଦିଲ୍ଲୀ,୨୬।୩: କରୋନା ଭାଇରସ ଏବେ ବିଶ୍ୱ ପାଇଁ ଏକ ଚ୍ୟାଲେଞ୍ଜ ହୋଇ ଠିଆ ହୋଇଛି। ଭାରତ ମଧ୍ୟ ଏହାସହ ଲଢିବାକୁ ସବୁ ପ୍ରକାର ଉଦ୍ୟମ ଜାରି ରଖିଛି। ଏହା ପରେ ବି ଭାରତରେ ବେଳକୁ ବେଳ କରୋନା ସଂକ୍ରମିତ ଓ ମୃତକଙ୍କ…

ପୁଣେରେ ସଂକ୍ରମିତ ଦମ୍ପତି ହେଲେ ସୁସ୍ଥ

ମୁମ୍ବାଇ,୨୬ା୩: ବିଶ୍ୱବ୍ୟାପୀ କରୋନା ପ୍ରଭାବରେ ଲୋକେ ଆତଙ୍କିତ ଥିବାବେଳେ ଗୁଡ଼ି ପଡ଼ଓ୍ବାରେ ମହାରାଷ୍ଟ୍ରକୁ ଏକ ଖୁସି ଖବର ମିଳିଛି। ମହାରାଷ୍ଟ୍ରର ପୁଣେରେ ପ୍ରଥମ କରୋନା ସଂକ୍ରମିତ ଦମ୍ପତି ଠିକ ହୋଇଯାଇଛନ୍ତି। ଏଥିଲାଗି ଉଭୟଙ୍କୁ ହସ୍ପିଟାଲରୁ ଡିସ୍‌ଚାର୍ଜ କରିଦିଆଯାଇଛି। ଏହି ଦମ୍ପତି ନାଇଡ଼ୁ…

ଶୁଟିଂ ଚାଲିଛି ମନେ ମନେ ମନ ଖୋଜୁଥିଲା

ଦୁଇଟି ପରିବାର ଭିତରେ ଅହି-ନକୂଳ ସମ୍ପର୍କ। ହେଲେ ପ୍ରେମ ଏପରି ଏକ ଜିନିଷ ଯାହା କିଛି ଖାତିର କରେନା। ଅଭିମନ୍ୟୁଙ୍କ ପୁଅ ଓମ୍‌ ଏବଂ ଦୁର୍ଯ୍ୟୋଧନଙ୍କ ଝିଅ ଗୌରୀ ପ୍ରେମରେ ପଡିଯାଇଛନ୍ତି। ଦୁଇ ପରିବାର ଭିତରେ ଥିବା ଶତୃତାକୁ ସେମାନେ ଜାଣିଥିଲେ…

ଲକ୍‌ଡାଉନ: ମଜା କରିବାର ବେଳ

ନୂଆଦିଲ୍ଲୀ: ଲକ୍‌ଡାଉନରେ ରହିବା ଆଦୌ ବୋରିଂ ନୁହେଁ, ବରଂ ନିଜକୁ ଉପଭୋଗ କରିବାର ପ୍ରକୃଷ୍ଟ ସମୟ। ଏମିତି ଏକ ବାର୍ତ୍ତା ଦେଉଛି ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରିଥିବା ମା-ଝିଅଙ୍କର ଏକ ଯୋଡ଼ି। ଲକ୍‌ଡାଉନରେ ଘର ଭିତରେ ରହିବା ହିଁ ନିଜକୁ…

କରୋନା ସାଜିଲା ବାଧକ: ବିବାହ ସ୍ଥଗିତ ରଖିଲେ ଉପ ଜିଲାପାଳ

ରାୟପୁର,୨୬।୩: କରାନା ଭାଇରସ ସଂକ୍ରମଣକୁ ରୋକିବାକୁ ସରକାର ସାରା ଦେଶକୁ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ସାରା ଦେଶ ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ନିକଟରେ ଛତିଶଗଡ଼ ରାୟପୁରର ଉପ ଜିଲାପାଳ ଶୀତଲ ବଂଶଲ…

ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆ ହୋଇ ପରିବା କିଣିବାକୁ ପରାମର୍ଶ

ପାଟପୁର,୨୬।୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି ରାଜ୍ୟର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରାଯାଇଛି। ଗଞ୍ଜାମ ଜିଲାରେ ମଧ୍ୟ ଲକ୍‌ଡାଉନ୍‌ର ପ୍ରଭାବ ଦେଖିବାକୁ ମିଳିଛି। ଧାର୍ଯ୍ୟ ହୋଇଥିବା ସମୟରେ…

ଅଫିସର

ଏକ ରାଜ୍ୟରେ ପାଞ୍ଚଜଣ ଅଫିସରଙ୍କ ଭିତରେ ଥାଏ ଅତୁଟ ବନ୍ଧୁତା। ସତେଯେମିତି ସେମାନେ ଗୋଟିଏ ରଜ୍ଜୁରେ ବନ୍ଧା। କାହାର ଅସୁବିଧା ପଡ଼ିଲେ ଏକାଠି ହୋଇ ସାହାଯ୍ୟର ହାତ ବଢ଼ାଇ ଦିଅନ୍ତି। ହେଲେ ହଠାତ୍‌ ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଜୀବନ ଆକାଶରେ କଳା…

ଅସ୍ଥାୟୀ ଭାବେ ରାଜମହଲ ଛକକୁ ସ୍ଥାନାନ୍ତର ହେଲା ୧ ନଂ ପରିବା ହାଟ

ଭୁବନେଶ୍ୱର,୨୬।୩(ବ୍ୟୁରୋ): କରୋନା ଭୂତାଣୁକୁ ନେଇ ବର୍ତ୍ତମାନ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି ହୋଇଛି। ତେଣୁ ସାମାଜିକ ଦୂରତା ବଜାୟ ରଖିବା ସହ କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଏହି ପରିପ୍ରେକ୍ଷୀରେ…

ଗୁରୁଦ୍ୱାରାକୁ ଆଇଏସ୍‌ ଟାର୍ଗେଟ: ୨୫ ନିହତ

କାବୁଲ,୨୬ା୩: ଆଫଗାନିସ୍ତାନ ରାଜଧାନୀ କାବୁଲର କେନ୍ଦ୍ରସ୍ଥଳରେ ଥିବା ସଂଖ୍ୟାଲଘୁ ଶିଖ୍‌ମାନଙ୍କ ଗୁରୁଦ୍ୱାରା ଉପରେ ଇସ୍‌ଲାମିକ୍‌ ଷ୍ଟେଟ୍‌ (ଆଇଏସ୍‌) ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ଏଥିରେ୨୫ ଜଣଙ୍କ ମୃତ୍ୟୁ ହେବା ସହ ୧୫ ଜଣ ଆହତ ହୋଇଛନ୍ତି। କାବୁଲ ଶୋର୍‌ ବଜାରରେ ଥିବା ଏକ…

ମନେ ପକାନ୍ତି ତାପସୀ

ତାପସୀ ପାନ୍ନୁ ଏବେ ତାଙ୍କ ବଲିଉଡ୍‌ କ୍ୟାରିୟରର ପୁରୁଣା ଦିନକୁ ମନେ ପକାଉଛନ୍ତି। ହିନ୍ଦୀ ସିନେମାରେ ଅଭିନୟ କରିବା ପୂର୍ବରୁ ସେ ତାମିଲ ଏବଂ ତେଲୁଗୁ ଫିଲ୍ମରେ ଅଭିନୟ କରିଥିଲେ। ହେଲେ ସେଠାରେ ଭାଗ୍ୟ ତାଙ୍କର ସାଥ୍‌ ଦେଇ ନ ଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri