ରାଜ୍ୟ ବାହାରେ ଥିବା ସରକାରୀ ରହଣି ସ୍ଥାନର ବୁକିଂ ସ୍ଥଗିତ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣର ମୁକାବିଲା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି କ୍ରମରେ ଓଡ଼ିଶା ସରକାରଙ୍କ ସ୍ବରାଷ୍ଟ୍ର ବିଭାଗ ପକ୍ଷରୁ ଦେଶର ବିଭିନ୍ନ ସହରରେ ଥିବା ଓଡ଼ିଶା ଭବନ, ଓଡ଼ିଶା ସଦନ, ଓଡ଼ିଶା ନିବାସ ଏବଂ ଉତ୍କଳ…
ସମଗ୍ର ରାଜ୍ୟରେ ଲକ୍ଡାଉନ୍ କଡ଼ାକଡ଼ି
ଭୁବନେଶ୍ୱର,୨୬ା୩ (ବ୍ୟୁରୋ): ଦେଶରେ କରୋନା ଭାଇରସର ମୁକାବିଲା ଲାଗି ମଙ୍ଗଳବାର ମଧ୍ୟରାତ୍ରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଦେଶରେ ଲକ୍ଡାଉନ୍ ଘୋଷଣା କରିଛନ୍ତି। ଆସନ୍ତା ୨୧ଦିନ ପର୍ଯ୍ୟନ୍ତ ଘରୁ ପଦାକୁ ବାହାରିବା ଉପରେ କଟକଣା ଲାଗୁ କରାଯାଇଛି। ଜରୁରୀ କାର୍ଯ୍ୟ କିମ୍ବା…
ମାସକର ଖାଦ୍ୟ ମାଗଣାରେ ଦେବାକୁ ନିବେଦନ
କଟକ ଅଫିସ୍,୨୬ା୩: କରୋନାକୁ ଦୃଷ୍ଟିରେ ରଖି ୨୧ଦିନ ପାଇଁ ସାରା ଦେଶରେ ତାଲା ବନ୍ଦ ଘୋଷଣା କରାଯାଇଛି। ତେବେ ଏଥିଯୋଗୁ ଦିନମଜୁରିଆ, ଚୁକ୍ତିଭିିିତ୍ତିକ ଶ୍ରମିକ, ନିର୍ମାଣ ଶ୍ରମିକ, ପାଚିକା, ପରିଚାରିକା, ରିକ୍ସା ଚାଳକ, ଅଟୋ ଚାଳକ, ଉଠାଦୋକାନୀ, ଚାଷୀ ପ୍ରମୁଖଙ୍କ ନିତିଦିନିଆ…
ସିଏମ୍ସି ପକ୍ଷରୁ ହୋମ ଡେଲିଭରି ସେବା
କଟକ ଅଫିସ,୨୬ା୩: ସମ୍ପ୍ରତି ଲକ୍ଡାଉନ୍ ସମୟରେ କଟକ ମହାନଗର ନିଗମ (ସିଏମ୍ସି) ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ହୋମ ଡେଲିଭରି ସେବା ଯୋଗାଇଦେବାକୁ ବୁଧବାର ପଦକ୍ଷେପ ନିଆଯାଇଛି। ଜନଗହଳିକୁ ନିୟନ୍ତ୍ରଣ କରିବା ପାଇଁ ଏହି ବ୍ୟବସ୍ଥା କରାଯାଇଥିବା ସିଏମ୍ସି କମିଶନର ଅନନ୍ୟା…
ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର
ପୁରୀ ଅଫିସ,୨୬ା୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ଜୋର୍ଦାର ଉଦ୍ୟମ ଜାରି ରଖିଛି। ଜିଲାର ୧୧ଟି ବ୍ଲକର ସମସ୍ତ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଏବଂ ବିଭିନ୍ନ ପଞ୍ଚାୟତରେ ଆଇସୋଲେଶନ ସେଣ୍ଟର ଖୋଲାଯାଇଛି। ଆଇସୋଲେଶନ ସେଣ୍ଟରରେ ବେଡ୍ ପକାଯାଇଥିବାବେଳେ…
ଚେନ୍ନାଇରେ ଫଶିିଛନ୍ତି ପୁରୀର ୧୮ ତୀର୍ଥଯାତ୍ରୀ
ପୁରୀ ଅଫିସ,୨୬ା୩: ତୀର୍ଥ କରିବାକୁ ଯାଇଥିବା ପୁରୀର ୧୮ଜଣ ଚେନ୍ନାଇରେ ଅଟକି ରହିଛନ୍ତି। ଏବେ ଟ୍ରେନ୍ ଏବଂ ବିମାନ ସେବା ବନ୍ଦ ହୋଇଯାଇଥିବାରୁ ସେମାନେ ଓଡ଼ିଶା ଫେରି ପାରୁନାହାନ୍ତି। ବହୁତ ହଇରାଣରେ ରହୁଥିବାବେଳେ ଉଦ୍ଧାର ପାଇଁ ଏକ ଭିଡିିଓ ମାଧ୍ୟମରେ ରାଜ୍ୟ…
ବୃତ୍ତ ଚିହ୍ନରେ ଠିଆହୋଇ ସାମଗ୍ରୀ କିଣିବେ ଲୋକେ: ହାଟ, ବଜାରରେ ଲକ୍ଷ୍ମଣରେଖା ଟାଣିଲା ବିଏମ୍ସି
ଭୁବନେଶ୍ୱର, ୨୬ା୩ (ବ୍ୟୁରୋ): କରୋନା ପାଇଁ ସାରା ଦେଶ ଏବେ ୨୧ଦିନ ପାଇଁ ଲକ୍ ଡାଉନ୍। ଆବଶ୍ୟକତା ହେଉ ଅବା ଅଧିକ ଅତ୍ୟାବଶ୍ୟକ ସାମଗ୍ରୀ ଘରେ ମହଜୁଦ ରଖିବାକୁ ହେଉ, ଲୋକେ ଏବେ ବଜାର ମୁହାଁ। ଫଳରେ ହାଟ, ବଜାର ଓ…
ଜିଲା ରେଡ୍କ୍ରସ୍ ପାଣ୍ଠିକୁ ୪୪ କୋଟି ୫୦ଲକ୍ଷ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ଭାଇରସ୍କୁ ନିୟନ୍ତ୍ରଣ କରିବା ପାଇଁ ଅନ୍ୟତମ ପଦକ୍ଷେପ ସ୍ବରୂପ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩୦ ଜିଲାର ରେଡ୍କ୍ରସ ପାଣ୍ଠିକୁ ୪୪କୋଟି ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ଗଞ୍ଜାମ ଓ ମାଲକାନଗିରି ଜିଲାକୁ ୩ କୋଟି ଟଙ୍କା…
ଆସିପାରେ ୧.୫ ଲକ୍ଷ କୋଟି ଆର୍ଥିକ ପ୍ୟାକେଜ
ମୁମ୍ବାଇ,୨୬। ୩: କରୋନା ଭାଇରସ ଲାଗି ସାରା ଦେଶ ଏବେ ଲକ୍ଡାଉନ ହୋଇଛି। ଦେଶର ଆର୍ଥତ୍କ କାର୍ଯ୍ୟକଳାପ ଏବେ ବନ୍ଦ ପାଇଁ ଠପ୍ ହୋଇଯାଇଛି। କରୋନା ପାଇଁ ଅର୍ଥ ବ୍ୟବସ୍ଥା ସାମ୍ନା କରୁଥିବା ଅସୁବିଧାର ସମାଧାନ ଲାଗି ସରକାର ଆର୍ଥତ୍କ ପ୍ୟାକେଜ…
ରାଜଧାନୀରେ ଶତାଧିକ ଗାଡ଼ି ଧରାପଡ଼ିଲା
ଭୁବନେଶ୍ୱର, ୨୬ା୩(ବ୍ୟୁରୋ): ଲକ୍ଡାଉନ୍କୁ ନ ମାନି ରାଜଧାନୀ ରାସ୍ତାରେ ଗାଡ଼ି ଚଳାଉଥିବା ଲୋକଙ୍କୁ ଧରିଛି କମିଶନରେଟ ପୋଲିସ। ଶତାଧିକ ଗାଡ଼ି ଧରାଯାଇଥିବାବେଳେ କେତେକ ମାଲିକ ଓ ଚାଳକ ଜରିମାନା ଦେଇ ଗାଡ଼ି ନେଇଛନ୍ତି। କ୍ୟାପିଟାଲ ଥାନାଞ୍ଚଳରେ ୧୫ଟି ବାଇକ ଜବତ କରାଯାଇଥିବାବେଳେ…
ନିର୍ମାଣ ଶ୍ରମିକଙ୍କୁ ଆର୍ଥିକ ସହାୟତା ଯୋଗାଇ ଦେବାକୁ ନିବେଦନ
ଭୁବନେଶ୍ୱର,୨୬ା୩ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଲକ୍ଡାଉନ୍ ଯୋଗୁ ନିର୍ମାଣ ଶ୍ରମିକମାନେ ହାତବାନ୍ଧି ଘରେ ବସିଛନ୍ତି। ଅନେକ ନିର୍ମାଣ ଶ୍ରମିକ ଦୈନିକ ଓ ସାପ୍ତାହିକ ମଜୁରି ପାଇ ନିଜର ଜୀବିକା ନିର୍ବାହ କରିଥାନ୍ତି। ରୋଜଗାର ବନ୍ଦ ହୋଇଯାଇଥିବାରୁ ସେମାନଙ୍କ ପରିବାରର ଦୁର୍ଦ୍ଦଶା…
ଚଢ଼ାଉ ପରେ ଦର କମାଇଲେ ଗ୍ରସେରି, ପରିବା ଦୋକାନୀ
ଭୁବନେଶ୍ୱର,୨୬ା୩(ବ୍ୟୁରୋ): କରୋନା ସଂକ୍ରମଣ ଏଡ଼ାଇବାକୁ ମଙ୍ଗଳବାର ମଧ୍ୟରାତିରୁ ସାରା ଦେଶ ୨୧ ଦିନିଆ ଲକ୍ଡାଉନ୍ ହେବା ପରେ ଏବେ ବଜାରରେ ଗ୍ରସେରି ଓ ପରିବା ଦର ବୃଦ୍ଧି ପାଇଛି। ଭୁବନେଶ୍ୱରର ପ୍ରମୁଖ ୧୭ଟି ହାଟ ସହ ବିଏମ୍ସି ଅଧୀନ ୬୭ ଓ୍ବାର୍ଡ…
Archives


