Home Left

ଔଷଧ ବିତରକଙ୍କୁ ମିଳିବ ପ୍ରୋତ୍ସାହନ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ହସ୍ପିଟାଲଗୁଡିକୁ ଔଷଧ ଏବଂ ମେଡିକାଲ ସାମଗ୍ରୀ ଯୋଗାଣକୁ ତ୍ୱରାନ୍ବିତ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ନିର୍ଦ୍ଧାରିତ ସମୟଠାରୁ ଶୀଘ୍ର ଔଷଧ ଯୋଗାଇଲେ ବିତରକ ସଂସ୍ଥାମାନଙ୍କୁ ପ୍ରୋତ୍ସାହନ ମିଳିବ ବୋଲି ସରକାର ଘୋଷଣା କରିଥିବା ବୁଧବାର କରୋନା ଭୂତାଣୁ…

୨ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିିର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଓଡ଼ିଶାରେ ଏବେବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ରେ ରହିଛି। ଆଉ କୌଣସି ନୂଆ ପଜିଟିଭ୍‌ ଚିହ୍ନଟ ହୋଇନାହିଁ। ବୁଧବାର ୧୨ଟା ସୁଦ୍ଧା ଓଡ଼ିଶାରେ ୧୩୩ଟି ନମୁନା କୋଭିଡ୍‌-୧୯ ପରୀକ୍ଷା ପାଇଁ ପଠାଯାଇଥିଲା। ସେଥିମଧ୍ୟରୁ ୧୨୯ଟି ନମୁନାର ରିପୋର୍ଟ ହସ୍ତଗତ ହୋଇଥିବାବେଳେ…

କରୋନା ଆତଙ୍କ ସମୟରେ କଳାବଜାରୀ, ଚଢାଉ କଲା ପ୍ରଶାସନ

ବଲାଙ୍ଗୀର ଅଫିସ, ୨୬ା୩-  କରୋନା ଆତଙ୍କକୁ ନେଇ ବିଶ୍ୱସ୍ତରରୁ ଗାଁ ଯାଏ ଜନସାଧାରଣ ଆତଙ୍କିତ ଅବସ୍ଥାରେ ଥିବାବେଳେ କେତେକ ଅସାଧୁ ବେପାରୀ ବିଭିନ୍ନ ପ୍ରକାର ଖାଦ୍ୟଦ୍ରବ୍ୟ, ହ୍ୟାଣ୍ଡୱାସ, ସାନିଟାଇଜର ଚଢ଼ାଦରରେ ବିକ୍ରି କରୁଛନ୍ତି। ଆଳୁ, ପିଆଜ, ଚାଉଳ, କିରାନା ସାମଗ୍ରୀର ବି…

ବୁଲା ଗୋରୁ, କୁକୁରଙ୍କୁ ଆହାର ଯୋଗାଇଲେ ସ୍ବେଚ୍ଛାସେବୀ

ବରଗଡ଼ ଅଫିସ୍‌,୨୬।୩- ଲକ୍‌ଡାଉନ୍‌ ପରେ ସାଧାରଣ ଜନତାଙ୍କ ଅପେକ୍ଷା ବୁଲା ଗୋରୁ, କୁକୁରଙ୍କ ଆହାର ଚିନ୍ତା ବଢ଼ିଯାଇଛି। ଏହାକୁ ହୃଦୟଙ୍ଗମ କରି ବରଗଡ଼ ସହରର ୭ ସ୍ବେଚ୍ଛାସେବୀ ଯୁବକ ବୁଧବାରରୁ ଘରୁ ପଦାକୁ ବାହାରି ସେମାନଙ୍କ ସାହାଭରସା ପାଲଟିଛନ୍ତି। ଏକ ଅଟୋରେ…

ମାସ୍କ ତିଆରି କରି ରିହାତି ଦରରେ ଯୋଗାଇଲେ ଏସ୍‌ଏଚ୍‌ଜି ମହିଳା

ସୋନପୁର, ୨୬।୩(ନି.ପ୍ର.) ଘାତକ କରୋନା ଭୂତାଣୁର ସଂକ୍ରମଣ ସାରା ବିଶ୍ୱକୁ କବଳିତ କରିଛି। ଏଭଳି ସମୟରେ ବଜାରରେ ମାସ୍କ ମିଳୁନି। ପ୍ରଶାସନର ପରାମର୍ଶକ୍ରମେ ସୁବର୍ଣ୍ଣପୁର ଜିଲାର ୧୨ଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀର ସଦସ୍ୟମାନେ ମାସ୍କ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି।…

ଏମ୍‌ସରେ ଆରମ୍ଭ ହେଲା କରୋନା ପରୀକ୍ଷା: ଆର୍‌ଏମ୍‌ଆର୍‌ସି ପରେ ଓଡ଼ିଶାର ଦ୍ୱିତୀୟ ନମୁନା ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ଭୁବନେଶ୍ବର ଏମ୍‌ସରେ ରାଜ୍ୟର ଦ୍ୱିତୀୟ କରୋନା ଭୂତାଣୁ (କୋଭିଡ-୧୯) ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି। କେନ୍ଦ୍ର ସରକାରଙ୍କ ଅନୁମତି ମିଳିବା ପରେ ବୁଧବାରଠାରୁ ଏଠାରେ ନମୁନା ପରୀକ୍ଷା ହୋଇଛି। ପ୍ରଥମ ଦିନରେ ୩ ନମୁନା ପରୀକ୍ଷା କରାଯାଇଥିଲା। ସମସ୍ତ ରିପୋର୍ଟ…

୫୦ ଲକ୍ଷ ଟଙ୍କାର ଚାଉଳ ଦାନ କଲେ ଗାଙ୍ଗୁଲି

କୋଲକାତା, ୨୬।୩ (ପି.ଟି.)- ମହାମାରୀ ରୂପ ନେଇ ସାରିଥିବା ପ୍ରାଣଘାତୀ କରୋନା ଭାଇରସ୍‌ର ମୁକାବିଲା ଲାଗି ପ୍ରଧାନମନ୍ତ୍ରୀ ପୁରା ଭାରତକୁ ୨୧ ଦିନ ପାଇଁ ଲକ୍‌ ଡାଉନ୍‌ କରିଦେଇଛନ୍ତି। ଏଭଳି ଏକ ଘଡ଼ସନ୍ଧି ମୁହୂର୍ତ୍ତରେ ପ୍ରଭାବିତ ହୋଇଥିବା ଲୋକଙ୍କ ସହାୟତା ପାଇଁ…

ସବ୍‌ସିଡିରେ ମିଳିବ ଅତିରିକ୍ତ ୨ କେଜି ଖାଦ୍ୟଶସ୍ୟ

ମୁମ୍ବାଇ,୨୬। ୩: ତାଲାବନ୍ଦ ସମୟରେ ଲୋକଙ୍କୁ ଯେଭଳି ପର୍ଯ୍ୟାପ୍ତ ପରିମାଣର ଖାଦ୍ୟଶସ୍ୟ ଉପଲବ୍ଧ ହୁଏ ସେ ପ୍ରସଙ୍ଗକୁ କେନ୍ଦ୍ର ସରକାର ଧ୍ୟାନରେ ରଖିଛନ୍ତି। ରାଶନ ଦୋକାନଗୁଡିକରେ ଲୋକଙ୍କୁ ୨ କିଲୋ ଅଧିକ ସବ୍‌ସିଡି ଖାଦ୍ୟଶସ୍ୟ ପ୍ରଦାନ ରହିଥିବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ…

ଖୋଲା ରହିବ ଖାଦ୍ୟଶସ୍ୟ, ଔଷଧ ଦୋକାନ

ମୁମ୍ବାଇ,୨୬। ୩: ଲୋକମାନେ ଭୟଭୀତ ନ ହୋଇ ସାମଗ୍ରୀ କିଣିବାକୁ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର ନିବେଦନ କରିଛନ୍ତି। ଲକ୍‌ଡାଉନ ସମୟରେ ଖାଦ୍ୟଶସ୍ୟ, ଔଷଧ ସମେତ ଅତି ଦରକାରୀ ସାମଗ୍ରୀଗୁଡିକର ଦୋକାନ ଖୋଲା ରହିବ ବୋଲି ସେ ସୂଚନା ଦେଇଛନ୍ତି। କଳାବଜାରୀ ଏବଂ…

ଘରେ କ୍ୟାଶ ପହଞ୍ଚାଇବେ ବ୍ୟାଙ୍କ

ମୁମ୍ବାଇ,୨୬। ୩: ଏବେ ବାହାରକୁ ଯିବା ଲାଗି କଟକଣା ଲାଗୁ କରାଯାଇଛି। ଲକ୍‌ଡାଉନ ଯୋଗୁ ବାହାରକୁ ବାହାରିବାକୁ ଅସୁବିଧା ହେଉ ଥିବାରୁ ନଗଦ ଲାଗି ସମସ୍ୟା ଉପୁଜିବାର ଆଶଙ୍କା ରହିଛି। ଏଟିଏମ୍‌କୁ କ୍ୟାଶ ଆଣିବା ଲାଗି କୌଣସି କଟକଣା ନ ଥିବା…

ଲାଠି ସାନିଟାଇଜ କରୁଛି ପୋଲିସ

ନୂଆଦିଲ୍ଲୀ, ୨୫ା୩- ସାରା ବିଶ୍ୱକୁ କବଳିତ କରି ରଖିଥିବା କରୋନା ଭାଇରସ୍‌କୁ ନେଇ ଲୋକେ ଭୟଭୀତ ରହିଛନ୍ତି। ସଂକ୍ରମଣ ରୋକିବାକୁ ଭାରତ ସରକାର ୨୧ ଦିନିଆ ଲକଡାଉନ ନିର୍ଦ୍ଦେଶ ଜାରି କରିଛନ୍ତି। ଲୋକଙ୍କୁ ଘରୁ ନ ବାହାରିବାକୁ ମନା କରାଯାଇଥିବାବେଳେ ନିର୍ଦ୍ଦେଶ…

ବନ୍ଦ ହେଲା ବାୟାଣି ଯାତ୍ରା

ଛେଣ୍ଡିପଦା, ୨୫।୩(ସ୍ବ.ପ୍ର)-ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ପାତ୍ରପଡ଼ା ପଞ୍ଚାୟତର ଅଧିଷ୍ଠାତ୍ରୀ ଦେବୀ ମା’ ବାୟାଣି ଠାକୁରାଣୀଙ୍କ ଗୁରୁବାର ଆୟୋଜିତ ହେବାକୁ ଥିବା ବାର୍ଷିକ ଯାତ୍ରା ବନ୍ଦ କରାଯାଇଛି। କରୋନା ସଂକ୍ରମଣ ରୋକିବାକୁ ଜାରି ହୋଇଥିବା ସରକାରୀ ଗାଇଡ୍‌ଲାଇନ ଅନୁଯାୟୀ ଯାତ୍ରା ବନ୍ଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri