Home Left

କରୋନା ମୁକାବିଲା ଲାଗି ଜୀଉରା ଗ୍ରାମରେ ସଚେତନତା ବୈଠକ

ପାଟପୁର,୨୫।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଜୀଉରା ଗ୍ରାମ ହାଇସ୍କୁଲ ପରିସରରେ କରୋନା ମୁକାବିଲା ଲାଗି ବୁଧବାର ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି l ପ୍ରତ୍ୟେକ ଦିନ ବାହାର ରାଜ୍ୟ ଫେରନ୍ତାମାନେ ବହୁ ସଂଖ୍ୟାରେ ଆସୁଛନ୍ତି। ବିଶେଷକରି ଜୀଉରା ଅଞ୍ଚଳରୁ…

ଲକ୍‌ଡାଉନ୍‌ ଉଲ୍ଲଂଘନକାରୀଙ୍କୁ ପ୍ଲାକାର୍ଡ ଧରାଇଥିଲା ପୋଲିସ: ମାଡ଼ ମାରି ଛାଡି ଦେବାକୁ ଅନୁରୋଧ

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ): ଦେଶ ପାଇଁ ଏହା ଆମର ଏକ ବଡ଼ ବଳିଦାନ। ଦେଶ ସେବା ଲାଗି ଏହା ଏକ ବଡ଼ ସୁଯୋଗ। ଏଭଳି ଅନେକ ବାର୍ତ୍ତା ଦେଇ ବୁଧବାର ବାଲିଗୁଡ଼ା ଏସ୍‌ଡିପିଓ ଦାରିଙ୍ଗବାଡ଼ି ଥାନା ଅଞ୍ଚଳର ଦାରିଙ୍ଗବାଡ଼ି ସମେତ ସିମନବାଡ଼ି ଅଞ୍ଚଳରେ ଲୋକଙ୍କୁ…

ମୁଖ୍ୟମନ୍ତ୍ରୀଙ୍କ ଅପିଲ୍‌କୁ ଓଡ଼ିଶାବାସୀଙ୍କ ସମର୍ଥନ: ୨୪ ଘଣ୍ଟାରେ ୧ଲକ୍ଷରୁ ଅଧିକ ଲୋକେ ଘରୁ ନ ବାହାରିବାକୁ ନେଲେ ଶପଥ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ଜୋରଦାର୍‌ ଉଦ୍ୟମ ଚଳାଇଛି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭିଡିଓ ବାର୍ତ୍ତା ଦେଇ ଘରୁ ନ ବାହାରିବାକୁ ଶପଥ ନେବାକୁ କହିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅପିଲରେ ଅନୁପ୍ରାଣୀତ ହୋଇ ଗତ ୨୪ ଘଣ୍ଟାରେ…

ଲକ୍‌ଡାଉନ୍‌ ପରେ ହଷ୍ଟେଲ୍‌ ଛାଡୁଛନ୍ତି ଛାତ୍ରୀଛାତ୍ର, ଗାଡ଼ିମୋଟର ନ ଥିବାରୁ ସମସ୍ୟା ଭୋଗୁଛନ୍ତି ଅଭିଭାବକ

ରାଇକିଆ,୨୫।୩(ଡି.ଏନ୍‌.ଏ.): ସାରା ଦେଶରେ ଲକ୍‌ଡାଉନ୍‌ ଲାଗୁ ହେବା ପରେ ଏହାର ପ୍ରଭାବ ଦେଖିବାକୁ ମିଳିଛି କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ। ଦୋକାନ ବଜାର ବନ୍ଦ ରହିବା ସହ ଯାନବାହନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଏପରିକି ଦୁଇ ଚକିଆ ଯାନକୁ ମଧ୍ୟ…

ଲକ୍‌ଡାଉନ୍‌ର ଫାଇଦା ଉଠାଉଛନ୍ତି ବ୍ୟବସାୟୀ: ଗ୍ରାହକଙ୍କ ଉପରେ ମହଙ୍ଗା ମାଡ଼

ବରଗଡ଼ ଅଫିସ,୨୫।୩: ମହାମାରୀ କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ମଙ୍ଗଳବାର ମଧ୍ୟରାତ୍ରିରୁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ କରାଯାଇଛି। ୨୧ଦିନ ପାଇଁ ହୋଇଥିବା ଏହି କଟକଣାରୁ ଫଳ, ତେଜରାତି, ଔଷଧ, ପନିପରିବା, ମାଛ, ମାଂସ, ଅଣ୍ଡା ଆଦି ଅତ୍ୟାବଶ୍ୟକ ସାମଗ୍ରୀ…

ଗ୍ରାହକଙ୍କ ଭିଡ଼ ଦେଖି ଦର ବୃଦ୍ଧି କରୁଛନ୍ତି ଦୋକାନୀ

ଆରଡ଼ି,୨୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଆରଡ଼ି ଅଞ୍ଚଳରେ କରୋନା କଟକଣା ଦେଖିବାକୁ ମିଳୁନାହିଁା ସାରା ଜିଲା ଲକ୍‌ଡାଉନ ଘୋଷଣା ପରେ ବି ପଡୋଶୀ ଯାଜପୁର, କେନ୍ଦ୍ରାପଡା ଜିଲାର କିଛି ବ୍ୟକ୍ତି ବିଭିନ୍ନ ଆଳ ଦେଖାଇ ବାଇକ୍‌ରେ ବୁଲୁଛନ୍ତି। ବୁଧବାର ସକାଳ ୬ଟାରୁ ବେତାଳିଗାଁ,…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ପାଟଣା ବିଧାୟକ ଜଗନ୍ନାଥ ନାୟକ

ପାଟଣା,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ଯୁବ ବିଧାୟକ ଜଗନ୍ନାଥ ନାଏକ ବୁଧବାର ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ଭୁବନେଶ୍ୱର ବିଧାନସଭା ସେକ୍ରେଟାରୀ ଦାଶରଥୀ ଶତପଥୀଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୩ ମାସର ଦରମା ଚେକ୍‌ ଆକାରରେ…

ଦେଶରେ ପ୍ରଥମ ଖବରଦାତା କରୋନାରେ ହେଲେ ସଂକ୍ରମିତ

ଭୋପାଳ,୨୫।୩: ମଧ୍ୟପ୍ରଦେଶ ଭୋପାଳରେ ବୁଧବାର କରୋନା ଭାଇରସ୍‌ ସଂକ୍ରମଣର ଦ୍ୱିତୀୟ ମାମଲା ସାମ୍ନାକୁ ଆସିଛି। ଉକ୍ତ ସଂକ୍ରମିତ ରୋଗୀ ହେଉଛନ୍ତି ଜଣେ ଖବରଦାତା। ତେବେ ଭାରତରେ କରୋନା ଭାଇରସ୍‌ରେ ଜଣେ ଖବରଦାତା ସଂକ୍ରମିତ ହୋଇଥିବା ଘଟଣା ହେଉଛି ପ୍ରଥମ। ଯେଉଁ ଖବରଦାତାଙ୍କ…

ଆଇନଜୀବୀ, ଭାଜପା ଯୁବ ନେତାଙ୍କୁ ପୋଲିସର ମାଡ଼: ଏସ୍‌ଆଇଙ୍କ ବିରୋଧରେ ଦୁଇ ପୃଥକ୍‌ ମାମଲା

ଆନନ୍ଦପୁର,୨୫।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନାରେ ରାମଚନ୍ଦ୍ରପୁର ଥାନା ଏସ୍‌ଆଇ ବିଶ୍ୱଜିତ୍‌ ବେହେରାଙ୍କ ନାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ମାମଲା ରୁଜୁ ହୋଇଛି। ଆନନ୍ଦପୁର ଥାନା କେସ୍‌ ନଂ.୫୧/୨୦ ଅନୁଯାୟୀ ଶାଳବଣି ଭାଜପା ମଣ୍ଡଳ ସଭାପତି ଟୁକୁନା ମହାନ୍ତ ଏସ୍‌ଆଇ…

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫ଲକ୍ଷ ଦେଲା ଓଟିଡିସି

ଭୁବନେଶ୍ୱର, ୨୫।୩(ବ୍ୟୁରୋ): କରୋନା(କୋଭିଡ୍‌-୧୯)ର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ଓଟିଡିସି ସହଯୋଗ କରିଛି। ଓଟିଡିସି ସିଏମ୍‌ଆର୍‌ଏଫ୍‌ ପାଣ୍ଠିକୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରିଛି। ଏହି ଟଙ୍କା ବୁଧବାର ମନି ଟ୍ରାନ୍ସଫର ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପ୍ରେରଣ…

କରୋନା ସ୍ଥିତିରେ ସୁଧାର ଆସିବା ପରେ ଚାଇନାରେ ପୁଣି ଖୋଲିଲା ଫିଲ୍ମ ହଲ୍‌, ରିଲିଜ୍‌ ହେବ ପୁରୁଣା ହିଟ୍‌ ଫିଲ୍ମ

ବେଜିଂ: କରୋନା ଭାଇରସ୍‌ ଚାଇନାର ମନୋରଞ୍ଜନ ଇଣ୍ଡଷ୍ଟ୍ରି ଉପରେ ପ୍ରଭାବ ପକାଇଥିଲା। ଫଳରେ ଫିଲ୍ମ ହଲ୍‌ଗୁଡ଼ିକ ବନ୍ଦ କରି ଦିଆଯାଇଥିଲା। ଏବେ ସ୍ଥିତିରେ ସୁଧାର ଆସିଥିବାରୁ ଚାଇନାର ପ୍ରାୟ ୬୦୦ରୁ ୭୦୦ ଫିଲ୍ମ ହଲ୍‌ ପୁଣି ଆରମ୍ଭ ହୋଇଛି। ଏମିତିରେ ବି…

ଉତ୍ତରପ୍ରଦେଶ ପରେ ବିହାର ସରକାରଙ୍କ ଘୋଷଣା: ସମସ୍ତ ରାଶନକାର୍ଡଧାରୀଙ୍କୁ ମିଳିବ ହଜାରେ ଲେଖାଏଁ ସହାୟତା ରାଶି

ପାଟନା,୨୫।୩: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏବେ ବେଲଗାମ ହୋଇପଡ଼ିଛି। ଏହି ସଂକ୍ରମଣକୁ ରୋକିବା ପାଇଁ କେନ୍ଦ୍ର ସରକାର ସାରା ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଅଧିକାଂଶ ଲୋକ ନିଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri