Home Left

କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ ହେବ କ୍ୱାରାଣ୍ଟାଇନ ସେଣ୍ଟର

କଟକ ଅଫିସ, ୨୫।୩: କରୋନା(କୋଭିଡ୍‌-୧୯)କୁ ଦୃଷ୍ଟିରେ ରଖି କଟକ ସହରର ବିଭିନ୍ନ ସ୍ଥାନରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲାଯାଉଛି। କଟକର ୩ ଶିକ୍ଷାନୁଷ୍ଠାନ ହଷ୍ଟେଲରେ କ୍ୱାରାଣ୍ଟାଇନ ସେଣ୍ଟର ଖୋଲିବାକୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ସେଗୁଡ଼ିକ ହେଲା ଭୁବନାନନ୍ଦ ଇଞ୍ଜିନିୟରିଂ…

କରୋନା ସ୍ଥିତି ସମୀକ୍ଷା, ହାଟବଜାର ପରିଦର୍ଶନ କଲେ ଉପଜିଲାପାଳ

ବିଜେପୁର, ୨୫।୩(ଡି.ଏନ୍‌.ଏ.): କରୋନା ପାଇଁ ଚାରିଆଡ଼େ ଭୟର ବାତାବରଣ ଖେଳିଯାଇଛି। ଏହାକୁ ପ୍ରତିହତ କରିବାର ଏକମାତ୍ର ମାଧ୍ୟମ ହେଲା ଜନଗହଳିରୁ ଦୂରେଇ ରହିବା। ଏହି କ୍ରମରେ ବରଗଡ଼ ଜିଲା ବିଜେପୁର ବ୍ଲକରେ ବୁଧବାର ପଦ୍ମପୁର ଉପଜିଲାପାଳ ତନ୍ମୟ କୁମାର ଦର୍‌ଓ୍ବାନ କରୋନା…

ଡାକ୍ତର, ପାରାମେଡିକାଲ କର୍ମଚାରୀ ଆବଶ୍ୟକ କଲା ସ୍ବାସ୍ଥ୍ୟବିଭାଗ

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ଲାଗି ଡାକ୍ତର ଓ ପାରାମେଡିକାଲ କର୍ମଚାରୀ ଆବଶ୍ୟକ କଲା ରାଜ୍ୟ ସ୍ବାସ୍ଥ୍ୟବିଭାଗ। ୩ ମାସ ପାଇଁ ଚୁକ୍ତି ଭିତ୍ତିରେ ଡାକ୍ତର, ନର୍ସ, ଫାର୍ମାସିଷ୍ଟ ନିଯୁକ୍ତି ପାଇଁ ସ୍ବାସ୍ଥ୍ୟବିଭାଗର ଅଫିସିଆଲ ଟୁଇଟର ହ୍ୟାଣ୍ଡେଲରେ ବିଜ୍ଞାପନ ଦିଆଯାଇଛି। ଜୁନ୍‌ ୩୦…

ଓଡ଼ିଶା-ଝାଡ଼ଖଣ୍ଡ ସୀମା ସିଲ୍‌: ରାଜପଥରେ ଅଟକି ରହିଛି ଶହ ଶହ ଭାରୀଯାନ

ବଡ଼ବିଲ,୨୫।୩(ସ୍ବ.ପ୍ର.): ଦେଶବ୍ୟାପୀ ମଙ୍ଗଳବାର ମଧ୍ୟରାତ୍ରିରୁ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ସେଥିପାଇଁ କେନ୍ଦୁଝର ଜିଲା ଝାଡ଼ଖଣ୍ଡ ରାଜ୍ୟ ସୀମାନ୍ତ ବଡ଼ବିଲରେ ପୋଲିସ ପ୍ରଶାସନ କଡ଼ା ପଦକ୍ଷେପ ନେଇଛି। ଓଡ଼ିଶା ଓ ଝାଡ଼ଖଣ୍ଡ ସୀମାକୁ ସିଲ୍‌ କରାଯାଇଥିଲା ବେଳେ ଅତି ଜରୁରୀ ନ ହେଲେ…

୨୦୦ ଗରୀବ ପରିବାରକୁ ରାଶନ ବାଣ୍ଟିଲେ ଆଫ୍ରିଦୀ

କରାଚୀ,୨୫।୩- ପୂରା ବିଶ୍ୱକୁ ଧିରେ ଧିରେ ଗ୍ରାସ କରୁଛି କରୋନା ଭାଇରସ। ଏହି ମାରାତ୍ମକ ଭାଇରସରୁ ବଞ୍ଚତ୍ବା ପାଇଁ କୌଣସି ଔଷଧ ନ ଥିବାରୁ ବିଭିନ୍ନ ଦେଶ ଭଳି ପାକିସ୍ତାନ ସରକାର ଦେଶରେ ଲକ୍‌ଡାଉନ ଜାରି କରିଛନ୍ତି। ଏଭଳି ସ୍ଥିତିରେ ଦିନ…

ଲକ୍‌ଡାଉନ୍‌ ପରେ କଳାବଜାର ଉପରେ କଡ଼ା ନଜର

ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍‌.ଏ.): ଗୋଟିଏ ପଟେ କରୋନା ସଂକ୍ରମଣ ପ୍ରତିହତ ପାଇଁ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ବଳବତ୍ତର ରହିଥିବା ସହ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ଫାଇଦା ଉଠାଉଛନ୍ତି କେତେକ ଅସାଧୁ ବ୍ୟବସାୟୀ। ଅତ୍ୟାବଶ୍ୟକୀୟ ସାମଗ୍ରୀର ଅଭାବ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ବଦ୍ରି ପ୍ରସାଦ ଇନ୍‌ଷ୍ଟିଚ୍ୟୁଟର ଆର୍ଥିକ ସହାୟତା

ସମ୍ବଲପୁର,୨୫।୩(ବ୍ୟୁରୋ)-ସମ୍ବଲପୁର ଜିଲା ଶାସନ ନିକଟ ଦେବେଇପାଲି ସ୍ଥିତ ବଦ୍ରିପ୍ରସାଦ ଇନଷ୍ଟିଚ୍ୟୁଟ ଅଫ୍‌ ଟେକ୍ନୋଲୋଜି ପକ୍ଷରୁ କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିଙ୍କୁ ୧୧ହଜାର ଟଙ୍କା ପ୍ରଦାନ କରାଯାଇଛି। ସଂପ୍ରତି ସମଗ୍ର ବିଶ୍ୱରେ କରୋନା ଭୂତାଣୁ ବ୍ୟାପିଛି । ଦେଶରେ ମଧ୍ୟ…

ଆଳୁ, ପିଆଜ ଦର ବୃଦ୍ଧି କରୁଛନ୍ତି ଅସାଧୁ ବ୍ୟବସାୟୀ, ପ୍ରଶାସନର ଚଢ଼ାଉ

ଜୟପୁର,୨୫।୩(ଡି.ଏନ୍‌.ଏ.): ରାଜ୍ୟର ସମସ୍ତ ଜିଲାରେ ଲକ୍‌ଡାଉନ୍‌ ନେଇ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହାର ସୁଯୋଗ ନେଇ କିଛି ଅସାଧୁ ବ୍ୟବସାୟୀ ଅତ୍ୟାବଶ୍ୟକୀୟ ସାମଗ୍ରୀର ଦର ବୃଦ୍ଧି କରିଛନ୍ତି। ଏଥିନେଇ କୋରାପୁଟ ଜିଲା ଜୟପୁର ସହରରେ ଆଳୁ କିଲୋପିଛା ୧୦ଟଙ୍କା ଏବଂ…

ଲକ୍‌ଡାଉନ ସମୟରେ ସ୍ବତନ୍ତ୍ର ଟ୍ରେନିଂ କରିବ ବିରାଟ ବାହିନୀ

ନୂଆଦିଲ୍ଲୀ,୨୫।୩- ମାରାତ୍ମକ କରୋନା ଭାଇରସରୁ ବର୍ତ୍ତିବା ଲାଗି ସରକାର ଲକ୍‌ଡାଉନ ଘୋଷଣା କରିଛନ୍ତି। ଭାରତୀୟ କ୍ରିକେଟରମାନେ ଏବେ ଘରେ ପରିବାର ସହ ସମୟ କାଟୁଛନ୍ତି। କିନ୍ତୁ ଷ୍ଟ୍ରେନ୍ଥ ଓ କଣ୍ଡିଶନିଂ କୋଚ୍‌ ନିକ୍‌ ଓ୍ବେବ ଟିମ୍‌ ଇଣ୍ଡିଆର ଫିଜିଓ ନୀତିନ ପଟେଲଙ୍କ…

କରୋନା ଗୁଜବ ପ୍ରଚାର କରି ଜଣେ ଗିରଫ

ଧାମନଗର,୨୫।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଥାନା ପୋଲିସ ଫେସବୁକ୍‌ ଏବଂ ହ୍ବାଟ୍ସଆପ୍‌ରେ କରୋନା ନେଇ ଗୁଜବ ପ୍ରଚାର ଅଭିଯୋଗରେ ଭଦ୍ରକ ଜିଲା ଧାମନଗର ଥାନା ଅଧୀନ ବରହମପୁର ଗ୍ରାମର ଦୁର୍ଯ୍ୟୋଧନ କୁଣ୍ଡୁଙ୍କୁ ଗିରଫ କରିଛି । ଏହି ବ୍ଲକର ଧୂଷୁରୀ ଥାନା…

ଲକ୍‌ଡାଉନ୍‌ ପ୍ରଭାବ: ବଜାରରୁ ଆଳୁ, ପିଆଜ ଉଭାନ୍‌

ଖୋର୍ଦ୍ଧା ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାର ବିଭିନ୍ନ ସତର୍କତା ଅବଲମ୍ବନ କରୁଛନ୍ତି। କେନ୍ଦ୍ର ସରକାର ମଙ୍ଗଳବାର ମଧ୍ୟରାତ୍ରରୁ ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା କରିବା ପରେ ବୁଧବାର ବଜାରରୁ ଆଳୁ ଓ ପିଆଜ ଉଭାନ୍‌ ହୋଇଯାଇଥିବା ଦେଖିବାକୁ ମିଳୁଛି।…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କଲେ ରାଜ୍ୟ ସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ

ସମ୍ବଲପୁର,୨୫।୩(ବ୍ୟୁରୋ): ରାଜ୍ୟ ସଭା ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୩ ମାସର ଦରମା ପ୍ରଦାନ କରିଛନ୍ତି। ଏନେଇ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୂଚନା ଦେଇଛନ୍ତି । ଚେକ୍‌ ନଂ. ୨୨୪୭୯୭ ଜରିଆରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି ନାମରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri