ଲୋକଙ୍କୁ ଘରେ ରହିବାକୁ ପରାମର୍ଶ ଦେଲେ ସଚିନ
ନୂଆଦିଲ୍ଲୀ,୨୫।୩- ମାରାତ୍ମକ କରୋନା ଭାଇରସ କବଳରୁ ବଞ୍ଚତ୍ବା ପାଇଁ କୌଣସି ନିର୍ଦ୍ଧିଷ୍ଟ ଉପାୟ କିମ୍ବା ଔଷଧ ନାହିଁ। ଏଭଳି ପରିସ୍ଥିତିରେ ଦେଶ ବାସୀଙ୍କୁ ଘରେ ରହିବାକୁ ପରାମର୍ଶ ଦେଇଛନ୍ତି ସଚିନ ତେନ୍ଦୁଲକର। ସରଳ କାର୍ଯ୍ୟ କରିବା ସର୍ବଦା ସହଜ ନୁହେଁ। କାରଣ…
କ୍ୱାରାଣ୍ଟାଇନ କ୍ୟାମ୍ପ ପାଇଁଁ ୬ ୱାର୍ଡ ଖାଲିକଲେ ଏସ୍ ଭି ନିରତାର କର୍ତ୍ତୃପକ୍ଷ
କଣ୍ଟାପଡା,୨୫ା୩(ଡି.ଏନ୍.ଏ.)- ମହାମାରୀ କରୋନାର ପ୍ରତିଷେଧକ ପାଇଁ ସାରା ଭାରତ ୨୧ଦିନ ପାଇଁ ଲକଡାଉନ କରାଯାଇଛି। କରୋନା ଆକ୍ରାନ୍ତ, ରାଜ୍ୟ ଓ ଦେଶ ବାହାରୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ଚିକିତ୍ସା ପାଇଁ କଟକ ଜିଲା ଓଲଟପୁରସ୍ଥିତ ଏସ୍ ଭି ନିରତାର ଦିବ୍ୟାଙ୍ଗ ଗବେଷଣା ଓ…
କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଓଏମ୍ସି ଦେଲା ୫ଶହ କୋଟି ଟଙ୍କା
ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠି(ସିଏମ୍ଆର୍ଏଫ୍)କୁ ଓଡ଼ିଶା ଖଣି ନିଗମ(ଓଏମ୍ସି) ସହଯୋଗ କରିଛି। ଓଏମ୍ସି ସିଏମ୍ଆର୍ଏଫ୍ ଫଣ୍ଡକୁ ୫ଶହ କୋଟି ଟଙ୍କା ପ୍ରଦାନ କରିଥିବା ସୂଚନା ମିଳିଛି। ପ୍ରକାଶ ଯେ, ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ…
ଲକ୍ଡାଉନ୍ ସମୟରେ ସାହିଦାଣ୍ଡରେ ଭତ୍ତା ବଣ୍ଟନ: ଶତାଧିକ ହିତାଧିକାରୀଙ୍କ ଗହଳି
ଦେବଗଡ଼,୨୫।୩:(ଡି.ଏନ୍.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍ଡାଉନ୍ କରାଯାଇଥିବା ବେଳେ ଜନସାଧାରଣଙ୍କ ଗହଳି ଲାଗି କଟକଣା ଲାଗୁ କରାଯାଇଛି। ତେବେ ଦେବଗଡ଼ ପୌରାଞ୍ଚଳର ୪ନଂ. ୱାର୍ଡ ବରପାଲି ସାହିଠାରେ ମଙ୍ଗଳବାର ପୂର୍ବାହ୍ନରୁ ପୌର ପରିଷଦ ପକ୍ଷରୁ ୨, ୩…
ଲକ୍ଡାଉନ୍ ସମୟରେ କଳାବଜାର ରୋକିବାକୁ ଜିଲା ପୋଲିସ ପକ୍ଷରୁ ବ୍ୟବସାୟୀ ସଂଘ ସହ ଆଲୋଚନା
ଦେବଗଡ଼,୨୫।୩:(ଡି.ଏନ୍.ଏ.): କରୋନା ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଚାଲିଛି। ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଓଡ଼ିଶାରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ଓ ଜନସାଧାରଣଙ୍କ ଚିନ୍ତା ବଢ଼ାଇଛି। ଏପରିସ୍ଥଳେ ରାଜ୍ୟକୁ ଲକ୍ଡାଉନ୍ କରାଯାଇଛି। କେବଳ ଅତ୍ୟାବଶ୍ୟକ ଦୋକାନଗୁଡ଼ିକ ନିର୍ଦ୍ଦିଷ୍ଟ…
ବଲ ଅଟକାଇ ରନଆଉଟ୍ ହୋଇଥିଲେ ମହାନ ବ୍ୟାଟ୍ସମ୍ୟାନ
କ୍ରିକେଟରେ ଜଣେ ବ୍ୟାଟ୍ସମ୍ୟାନ ରନ୍ଆଉଟ୍ କେଉଁଭଳି ହୁଏ, ତାହା କ୍ରିକେଟ ପ୍ରଶଂସକଙ୍କୁ ଭଲ ସେ ଜଣା। କିନ୍ତୁ ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ମହାନ ବ୍ୟାଟ୍ସମ୍ୟାନ ଇଞ୍ଜାମାମ ଉଲ ହକ୍ ୨୦୦୬ରେ ଭାରତ ବିପକ୍ଷରେ ଭିନ୍ନ କାରଣ ପାଇଁ ରନ୍ଆଉଟ୍ ଘୋଷିତ…
ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ରାଶନ କିଣିବାକୁ ପୋଲିସର ପରାମର୍ଶ
ଦିଗପହଣ୍ଡି,୨୫।୩(ଡି.ଏନ୍.ଏ.): ଦିଗପହଣ୍ଡି ଥାନା ପୋଲିସ ପକ୍ଷରୁ ସହରରେ ଥିବା ରାଶନ ଦୋକାନଗୁଡିକର ଭିଡ଼ ନିୟନ୍ତ୍ରଣ କରି ସତର୍କତା ଅବଲମ୍ବନ କରିବାକୁ ପଦକ୍ଷେପ ନିଆଯାଇଛି। ପ୍ରତି ଦୋକାନ ସମ୍ମୁଖରେ ରେଖାଙ୍କିତ ଚିହ୍ନ ମଧ୍ୟରେ ଠିଆହୋଇ ଆବଶ୍ୟକ ରାଶନ କିଣିବା ପାଇଁ ଲୋକଙ୍କୁ ପରାମର୍ଶ…
ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଭାଇଜାନ୍
ଭୁବନେଶ୍ୱର,୨୫ା୩(ବ୍ୟୁରୋ)-ମହାମାରୀ କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିସାରିଲାଣି। ଅହେତୁକ ଭାବେ ବଢ଼ୁଥିବା ଏହାର ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାରା ଦେଶକୁ ୨୧ଦିନିଆ ଲକଡାଉନ ଜାରି କରିଛନ୍ତି। ଏଥିରେ ରାଜ୍ୟଗୁଡ଼ିକୁ ମଧ୍ୟ ସମର୍ଥନ କରିବାକୁ ନିବେଦନ…
ରୋନାଲ୍ଡୋଙ୍କ ବଦାନ୍ୟତା
ଲିସବନ,୨୫।୩(ଏଏଫ୍ପି)- ଫୁଟବଲ ଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ଓ ତାଙ୍କ ଏଜେଣ୍ଟ ଜର୍ଜ ମେଣ୍ଡେସ ପର୍ତ୍ତୁଗୀଜ ମେଡିକାଲକୁ ୩ ଇନ୍ଟେନସିଭ କେୟାର ୟୁନିଟ୍ ପ୍ରଦାନ କରିବେ। ଏହା ଦେଶରେ କରୋନା ପୀଡ଼ିତଙ୍କୁ ସାହାଯ୍ୟ କରିପାରିବ। ଏ ନେଇ ସ୍ଥାନୀୟ ସ୍ବାସ୍ଥ୍ୟ ବିଭାଗ କର୍ମକର୍ତ୍ତା…
ମହିଳାଙ୍କ କାନରୁ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ
ଦାରିଙ୍ଗବାଡ଼ି,୨୫।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡିରେ ଜଣେ ମହିଳାଙ୍କଠାରୁ ବୁଧବାର ଲୁଟ୍ ହୋଇଛି। ଦୁର୍ବୃତ୍ତ ଜଣେ ମହିଳାଙ୍କୁ ମାଡ଼ ମାରିବା ସହ ତାଙ୍କ କାନରୁ ସୁନାଫୁଲ ଛଡାଇ ନେଇଥିବା ସେ ଅଭିଯୋଗ କରିଛନ୍ତି। ତେବେ ଲୁଟ୍ର ଶିକାର ମହିଳା ଜଣକ…
କରୋନା କଟକଣା: ନୀରବି ଯାଇଛି ଆରଡ଼ି ପୀଠ, ୩୫୦ ବର୍ଷ ମଧ୍ୟରେ ନ ଥିଲା ଏପରି ପ୍ରତିବନ୍ଧକ
ଆରଡ଼ି,୨୫।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ିର ବାବା ଆଖଣ୍ଡଳମଣିଙ୍କ ପୀଠରେ ପ୍ରତିଦିନ ହଜାର ହଜାର ଭକ୍ତଙ୍କ ଗହଳି ଲାଗିଥାଏ। ହେଲେ କରୋନା ଭାଇରସ୍ ପାଇଁ ଶୁକ୍ରବାରଠାରୁ କଟକଣା ଜାରି କରାଯାଇଛି। ଫଳରେ ୬ ଦିନ ହେଲାଣି ଆଉ ଶୁଭୁନି ହରିବୋଲ, ହୁଳହୁଳି ଏବଂ…
ଲକ୍ଡାଉନ୍କୁ ନେଇ ପୁରୀ ପୋଲିସର କଡ଼ା ଆଭିମୁଖ୍ୟ: ୩୦ ବାଇକ୍ ଜବତ, ସାମାଜିକ ଦୂରତ୍ୱ ରକ୍ଷା ଲାଗି ବ୍ୟବସାୟୀଙ୍କୁ ତାଗିଦ୍
ପୁରୀ ଅଫିସ,୨୫।୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ହୋଇଥିବା ଲକ୍ଡାଉନ୍କୁ କଡ଼ାକଡ଼ି କରିବା ଲାଗି ପୁରୀ ପୋଲିସ କଠୋର ଆଭିମୁଖ୍ୟ ଗ୍ରହଣ କରିଛି। ବୁଧବାର ଲକ୍ଡାଉନ୍ର ଚତୁର୍ଥ ଦିନରେ ପୋଲିସ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ୩୦ଟି ବାଇକ୍କୁ ଜବତ…
Archives


