Home Left

ନୟାଗଡ଼ରେ ବାଟବଣା ଲକ୍‌ଡାଉନ୍‌: ଗଳାବାଟ ବାଛୁଛନ୍ତି ଲୋକେ, ସୁରକ୍ଷା ପ୍ରତି ଖାତିର ନାହିଁ

ନୟାଗଡ ଅଫିସ,୨୫।୩: କରୋନାର ପ୍ରତିଷେଧକ ପାଇଁ ନୟାଗଡ ଜିଲା ସଦର ମହକୁମାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି । ଏଥିପାଇଁ ସରକାର ବିଭିନ୍ନ କଟକଣା ଲାଗୁ କରିଛନ୍ତି। ହେଲେ ସରକାରଙ୍କ କଟକଣାକୁ ଲୋକ ମାନୁ ନାହାନ୍ତି । ବରଂ ରାସ୍ତା ବନ୍ଦକୁ ଛାଡି…

କରୋନା ସଂକ୍ରମଣ: କେନ୍ଦ୍ରୀୟ ବିଦ୍ୟାଳୟର ୮ମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ର ବିନା ପରୀକ୍ଷାରେ ପାସ୍‌

ନୂଆଦିଲ୍ଲୀ,୨୫।୩: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମସ୍ତ ସ୍କୁଲ ବନ୍ଦ ରହିଥିବାରୁ ପରୀକ୍ଷା କରିବା ଅସମ୍ଭବ। ତେଣୁ କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ୮ମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ଛାତ୍ରୀଛାତ୍ରଙ୍କୁ ବିନା ପରୀକ୍ଷା ପାସ୍‌ କରାଇବା…

ଆଖୁବୋଝେଇ ଟ୍ରକ୍‌ ଡ୍ରାଇଭରଙ୍କୁ ପୋଲିସର ମାଡ଼ ଅଭିଯୋଗ: ପ୍ରତିବାଦରେ କାରଖାନାକୁ ପରିବହନ ବନ୍ଦ

ଆସିକା,୨୫।୩(ଡି.ଏନ୍‌.ଏ.): ଆସିକା ସମବାୟ ଚିନିଶିଳ୍ପର ଆଖୁପେଡ଼ା କାର୍ଯ୍ୟ ଚାଲୁ ରହିଥିଲା ବେଳେ ଜିଲାର ବିଭିନ୍ନ ଅଞ୍ଚଳରୁ ଟ୍ରକ୍‌ ଯୋଗେ ଆଖୁ କାରଖାନାକୁ ଆସୁଛି। ମଙ୍ଗଳବାର ବିଳମ୍ବିତ ରାତିରେ ଆସିକା ବିଜୁ ପଟ୍ଟନାୟକ ଛକଠାରେ ମୁତୟନ ଥିବା ପୋଲିସ ସେହି ରାସ୍ତା ଦେଇ…

ଗାଁକୁ କ୍ୱାରାଣ୍ଟାଇନ୍‌ କଲେ ଗ୍ରାମବାସୀ

ଲୁଧିଆନା,୨୫।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ପଞ୍ଜାବର ଏକ ଗାଁକୁ ଗ୍ରାମବାସୀ କ୍ୱାରାଣ୍ଟାଇନ୍‌ କରିଛନ୍ତି। ସ୍ଥାନୀୟ ନାଭା ଅଞ୍ଚଳରେ ଥିବା ଅଗେତା ଗାଁକୁ ଅନ୍ୟ ଗାଁଠାରୁ ଅଲଗା କରି ରଖିବାକୁ ଗ୍ରାମବାସୀମାନେ ଉଦ୍ୟମ ଆରମ୍ଭ କରିଛନ୍ତି। ଜନତା କର୍ଫ୍ୟୁ ପରଦିନ…

କରୋନାରୁ ଦୂରେଇ ରହିବା ଲାଗି ହାତ ଧୋଉଧୋଉ ହୋଇ ବି ପାରେ ଜଳସଙ୍କଟ !

ଓ୍ବାଶିଂଟନ,୨୫।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍‌ର ବ୍ୟବହାର କରିବା, ନିୟମିତ ଭାବେ ନିର୍ଦ୍ଧିଷ୍ଟ ସମୟ ବ୍ୟବଧାନରେ ହାତ ଧୋଇବା ଏବଂ ଆଖି, ନାକ, ପାଟିକୁ ବାରମ୍ବାର ସ୍ପର୍ଶ…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତାର ସୁଅ

ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ଜନପ୍ରତିନିଧିମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆରଏଫ୍‌)କୁ ସହାୟତା କରିବା ଲାଗି ଅନୁରୋଧ କରିଥିଲେ। ସ୍ବୟଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ନିଜ ୩ ମାସର ଦରମା କରୋନା ମୁକାବିଲା ପାଇଁ ଦାନ କରିଥିଲେ। ଏହା…

୫୦ରୁ ଊର୍ଦ୍ଧ୍ୱ ବୟସ୍କ କର୍ମଚାରୀଙ୍କୁ ଏପ୍ରିଲ ୪ ପର୍ଯ୍ୟନ୍ତ ଅଫିସ ମନା

ଭୁବନେଶ୍ୱର,୨୫।୩(ବ୍ୟୁରୋ): କରୋନା ଭାଇରସ ସଂକ୍ରମଣରୁ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିବାରେ ଲାଗିଛନ୍ତି। ମଙ୍ଗଳବାର ୫୦ବର୍ଷ ଏବଂ ତା’ଠାରୁ ଅଧିକ ବୟସର ସରକାରୀ କର୍ମଚାରୀଙ୍କ ଲାଗି ନୂଆ ନିିୟମ ଘୋଷଣା କରାଯାଇଛି। ୫୦ବର୍ଷରୁ ଅଧିକ ବୟସ୍କ…

ହନ୍ତା ଭାଇରସ୍‌ ସଂକ୍ରମଣରେ ଜଣେ ମୃତ

ବେଜିଂ,୨୫ା୩: ଚାଇନାର ଉହାନ ସହରରୁ ଚାରିଆଡ଼େ ବ୍ୟାପିଥିବା କରୋନା ଭାଇରସ୍‌ ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବାବେଳେ ଏବେ ଆଉ ଏକ ନୂଆ ଭୂତାଣୁ ଆସିଛି। ଏହାର ସଂକ୍ରମଣରେ ଚାଇନାର ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏହି ଭୂତାଣୁକୁ ହନ୍ତା ଭାଇରସ୍‌ ବୋଲି…

ପ୍ରସ୍ତୁତି ଲାଗି ଯଥେଷ୍ଟ ସମୟ ଥିଲା

ନୂଆଦିଲ୍ଲୀ,୨୫ା୩: ଭାରତରେ ଏବେ ଚାରିଆଡ଼େ ଭୟ ଓ ଆତଙ୍କର ପରିବେଶ। ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ଭାଇରସ୍‌ରେ ୫୧୧ ଆକ୍ରାନ୍ତ ହେବା ପରେ ଯୁଦ୍ଧକାଳୀନ ଭିତ୍ତିରେ ସବୁ ଚାଲିଛି। ହେଲେ ବହୁ ଆଗରୁ ଏସବୁ ହୋଇପାରିଥାନ୍ତା। ପ୍ରସ୍ତୁତି ଲାଗି…

ଔଷଧ ଦୋକାନରୁ ହାଇଡ୍ରୋକ୍ସି କ୍ଲୋରୋକୁଇନ ଖାଲି

କଟକ ଅଫିସ, ୨୫ା୩: କରୋନା ରୋକିବା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରିନାହିଁ। ଆଉ ଯଦି କୌଣସି ଔଷଧ ଏହା ଭଲ ହେବା ପାଇଁ ଶୁଣିବାକୁ ମିଳୁଛି ତାହା ବଜାରରୁ ଗାଏବ ହୋଇଯାଇଛି। କିଛିଦିନ ପୂର୍ବେ ଇଣ୍ଡିଆନ କାଉନସିଲ ଫର…

ସିଲ୍‌ ହେଲା ହୋଟେଲ ଦେବଭୂମି

ପୁରୀ ଅଫିସ,୨୫ା୩: କରୋନା ଭାଇରସ୍‌ର ଭୟାବହତାକୁ ଦେଖି ରାଜ୍ୟ ସରକାର ସବୁ ଜିଲାକୁ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକ୍‌ଡାଉନ ବେଳେ କେବଳ ଅତ୍ୟାବଶ୍ୟକ ସାମଗ୍ରୀ ବିକ୍ରି ହେଉଥିବା ଦୋକାନ ଖୋଲିବା ପାଇଁ ଅନୁମତି ରହିଛି। କିନ୍ତୁ ଏହି ନିୟମକୁ ନ ମାନି…

ହସ୍ପିଟାଲରେ ନାହିଁ ପିପିଇ କିଟ୍‌

ଭୁବନେଶ୍ୱର,୨୫ା୩(ବ୍ୟୁରୋ): କରୋନା ସଂକ୍ରମଣ ଯୋଗୁ ଇଟାଲୀ ଏବଂ ସ୍ପେନ୍‌ ଭଳି ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୃଷ୍ଟି ହୋଇପାରେ ଏକ ବିରାଟ ସଙ୍କଟ। କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଲାଗି ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ନିକଟରେ ଆବଶ୍ୟକ ପର୍ସନାଲ ପ୍ରୋଟେକ୍ସନ ଇକ୍ୱିପ୍‌ମେଣ୍ଟ(ପିପିଇ) କିଟ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri