ଯାତାୟାତ କଟକଣାରୁ ମୁକ୍ତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ
କଟକ ଅଫିସ/ ଭୁବନେଶ୍ୱର (ବ୍ୟୁରୋ),୨୫ା୩: କରୋନା ଭୂତାଣୁ ସଂକ୍ରମଣ ଏଡାଇବା ପାଇଁ ସାରା ରାଜ୍ୟକୁ ଲକ୍ଡାଉନ ଘୋଷଣା କରିଛନ୍ତି ସରକାର। ଏହି ସମୟରେ ଯାତାୟାତ ନେଇ ବିିଭିନ୍ନ କଟକଣା ଜାରି ହୋଇଛି। ତେବେ ଜରୁରୀ ସେବା ଯୋଗାଉଥିବା ଡାକ୍ତର, ନର୍ସ ଏବଂ…
୧୦୦ ପଞ୍ଜୀକୃତଙ୍କଠାରେ କରୋନା ଲକ୍ଷଣ ସନ୍ଦେହ
ଭୁବନେଶ୍ୱର,୨୫।୩(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ନୂଆ କରୋନା ପଜିଟିଭ୍ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ସେହି ୨ଜଣ ପଜିଟିଭ୍ ଆକ୍ରାନ୍ତ ରହିଛନ୍ତି। ଏହି ଦୁଇ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ୪୫ ଜଣଙ୍କୁ ଡାକ୍ତରଖାନାରେ ଆଇସୋଲେଶନ୍ରେ ରଖାଯାଇଛି। ବର୍ତ୍ତମାନ ସୁଦ୍ଧା ୩୮୬୧ ଜଣ ୧୦୪…
ଅନ୍ଲାଇନ୍ରେ ଡିଏଲ୍, ଏଲ୍ଏଲ୍ ଆବେଦନ ବନ୍ଦ
କଟକ ଅଫିସ,୨୫ା୩: ନୂତନ ମୋଟର ଯାନ ଆଇନ୍ କଡ଼ାକଡ଼ି ଭାବେ ଲାଗୁ ହେବା ପରେ ରାଜ୍ୟର ପ୍ରାୟତଃ ସମସ୍ତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆର୍ଟିଓ)ରେ ଲୋକମାନଙ୍କ ଭିଡ ଦେଖିବାକୁ ମିଳିଥିଲା। କରୋନା ଭୂତାଣୁର ଭୟାବହତା ସତ୍ତ୍ବେ ଆର୍ଟିଓଗୁଡିକରେ ଭିଡ଼ କମି ନ ଥିଲା।…
ରେଲଓ୍ବେ ଆଣିବ ପ୍ରଥମ ପଡ୍ ହୋଟେଲ
ମୁମ୍ବାଇ,୨୪-୩: ଭାରତୀୟ ରେଳପଥ ପକ୍ଷରୁ ଦେଶର ପ୍ରଥମ ପଡ୍ ହୋଟେଲ ବା କ୍ୟାପସୁଲ ରୁମ୍ ବିଶିଷ୍ଟ ହୋଟେଲ ମୁମ୍ବାଇରେ ସ୍ଥାପନ କରାଯିବ। ମୁମ୍ବାଇର ସେଣ୍ଟ୍ରାଲ ରେଲଓ୍ବେ ଷ୍ଟେଶନରେ ଏହି ହୋଟେଲ ଖୋଲିବାକୁ ଥିବା ବେଳେ ଏହା ଦ୍ୱାରା ଶୀଘ୍ର ଯାତ୍ରୀମାନେ ସୁଲଭ…
ନିୟମ ନ ମାନି ୩ ଚା ଦୋକାନୀ ଗିରଫ
ବୁଗୁଡ଼ା,୨୪ା୩(ଡି.ଏନ.ଏ.)- ବୁଗୁଡ଼ା ସହରରେ ଲକ୍ ଡାଉନ ଯୋଗୁ ଗାଡ଼ି ମଟର ସହ ସମସ୍ତ ଦୋକାନ ବନ୍ଦ ରହିଥିବାବେଳେ କେତେକ ଚା’ ଦୋକାନୀ ନିୟମ ନମାନି ଦୋକାନ ଖୋଲିଥିଲେ। ମଙ୍ଗଳବାର ସକାଳେ ୩ ଚାହା ଦୋକାନୀଙ୍କୁ ପୋଲିସ ଉଠାଇନେବା ସହ ସେମାନଙ୍କ ବିରୋଧରେ…
ମୁଣ୍ଡବିହୀନ ମୃତଦେହ ଉଦ୍ଧାର ଘଟଣା, ୪ଗିରଫ
ବାଲିଗୁଡା,୨୪ା୩- ବାଲିଗୁଡା ଥାନା ସିନ୍ଦ୍ରିଗଁା ଖଡ୍ଗନଦୀ ପାଖ ଏକ ଗାଡିଆରୁ ପୋଲିସ ଅଖା ଭିତରେ ପଶିଥିବା ଏକ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରିଥିଲା। ମୃତକ କିଲୁପଡାର ଯୁଧିଷ୍ଠିର ମଳିକ ବୋଲି ତାଙ୍କ ସ୍ତ୍ରୀ ଚିହ୍ନଟ କରିଥିଲେ। ଏହି ଘଟଣାରେ ୪ ଜଣଙ୍କୁ…
ହୋମ୍ କ୍ୱାରାଣ୍ଟାଇନ୍ରେ ନ ରହିବାରୁ ଥାନାରେ ମାମଲା
ହିଞ୍ଜିଳିକାଟୁ,୨୪ା୩(ଡି.ଏନ୍.ଏ.)- ରାଜ୍ୟ ସରକାର କରୋନାକୁ ନେଇ ଗାଇଡ୍ଲାଇନ ଜାରି କରିଛନ୍ତି। ଏହାକୁ ଅବମାନନା କରିବା ଅଭିଯୋଗରେ ଜଣେ ବିଦେଶ ଫେରନ୍ତା ଯୁବକଙ୍କ ବିରୋଧରେ ହିଞ୍ଜିଳିକାଟୁ ତହସିଲଦାର ମଙ୍ଗଳବାର ଥାନାରେ ଅଭିଯୋଗ କରିଛନ୍ତି। ନଂ.୯୮/୨୦ରେ ମାମଲା ରୁଜୁ କରି ପୋଲିସ ତଦନ୍ତ ଚଳାଇଛି।…
କରୋନା ବିରୋଧୀ ଲଢେଇ: ଜୁନ ୩୦ ଯାଏ ବଢିଲା ଆଇଟି ରିଟର୍ନ ଅବଧି, ବିନା ଚାର୍ଜରେ ବ୍ୟବହାର କରିହେବ ବିଭିନ୍ନ ଏଟିଏମ୍
ନୂଆଦିଲ୍ଲୀ,୨୪-୩: କରୋନା ପ୍ରତିରୋଧ ଲାଗି ଏବେ ସାରା ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି। ଏଥିଲାଗି ଦେଶର ଅର୍ଥ ବ୍ୟବସ୍ଥା ଗଭୀର ଭାବେ ପ୍ରଭାବିତ ହେଉଛି। କ୍ଷତିଗ୍ରସ୍ତ ଅର୍ଥ ବ୍ୟବସ୍ଥାକୁ ସୁଧାରିବା ଲାଗି କେନ୍ଦ୍ର ସରକାର ଶୀଘ୍ର ଏକ ଆର୍ଥତ୍କ ପ୍ୟାକେଜ ଆଣିବେ…
ଅହମ୍ମଦାବାଦ୍ରେ ଫସି ରହିଛନ୍ତି ୬୧ ଓଡିଆ ତୀର୍ଥଯାତ୍ରୀ: ଫେରାଇ ଆଣିବାକୁ ନିବେଦନ
ଖଇରା, ୨୪।୩(ଡି.ଏନ.ଏ.)-ବାଲେଶ୍ୱର ଜିଲାର ଖଇରା ତଥା ପଡୋଶୀ ଆଗରପଡା, ସୋର, ବାହାନଗା ଏବଂ ଔପଦା ଅଞ୍ଚଳରୁ ତୀର୍ଥଯାତ୍ରାରେ ଯାଇଥିବା ୬୧ଯାତ୍ରୀ ଗୁଜୁରାଟର ଅହମ୍ମଦାବାଦରେ ଫସି ରହିଛନ୍ତି । ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯାଇ ସେମାନଙ୍କୁ ଘରକୁ ଫେରାଇ ଆଣିବାକୁ ପରିବାର ତରଫରୁ…
ବର୍ଷେ ଘୁଞ୍ଚିଲା ଟୋକିଓ ଅଲିମ୍ପିକ୍ସ
ଲାଉସାନେ,୨୪।୩(ଏଏଫ୍ପି)- କୋଭିଡ -୧୯ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଶ୍ୱର ସର୍ବଶ୍ରେଷ୍ଠ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। କରୋନା ଭାଇରସ୍ ସାରା ବିଶ୍ୱରେ ମହାମାରୀରେ ପରିଣତ ହୋଇଥିବାରୁ ଅଲିମ୍ପିକ୍ସକୁ ବର୍ଷେ ଘୁଞ୍ଚାଇ ଦିଆଯାଇଛି ବୋଲି ଅନ୍ତର୍ଜାତୀୟ ଅଲିମ୍ପିକ୍ କମିଟି…
ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ, ଡାକ୍ତରଖାନା ନିଜେ ନ ଆସି ୧୦୪କୁ ଫୋନ୍ କରନ୍ତୁ: ବାଗ୍ଚୀ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ସବୁ ଥଣ୍ଡାଜ୍ୱର କୋଭିଡ-୧୯ ନୁହେଁ। ଯଦି ଥଣ୍ଡା ଜ୍ୱର ସହ ନିଃଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ହେଉଥାଏ ତେବେ ଯାଇ ୧୦୪କୁ କଲ୍ କରନ୍ତୁ। ସେଠାରେ ଉପସ୍ଥିତ କର୍ମଚାରୀଙ୍କୁ ନିଜ ବିଷୟରେ ସମସ୍ତ ତଥ୍ୟ ଦିଅନ୍ତୁ। କଥା ହେବା ମଧ୍ୟରେ ସ୍ବାସ୍ଥ୍ୟାବସ୍ଥା…
ରାସ୍ତାରେ କରୋନା ଆପଣଙ୍କୁ ଖୋଜୁଛି, ଘରେ ରୁହନ୍ତୁ; ଜୀବନଶୈଳୀ ପରିବର୍ତ୍ତନ ପାଇଁ ପ୍ରସ୍ତୁତ ହୁଅନ୍ତୁ: ବାଗ୍ଚୀ
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଗତ ୩ ଦିନ ଜନତା କର୍ଫ୍ୟୁ ଏବଂ ଲକ୍ଡାଉନ୍କୁ ନେଇ ଜନଜୀବନ ଅସ୍ଥିର ହୋଇପଡ଼ିଛି। ମଙ୍ଗଳବାର ଲକ୍ଡାଉନ୍ର ୨ୟ ଦିନ। ଆସନ୍ତା ୨୯ ତାରିଖ ଯାଏ ଏହା ଚାଲିବ। ତେବେ ଏହାଦ୍ୱାରା ଅର୍ଥନୈତିକ ପ୍ରଭାବ ବିରାଟ ଆକାରରେ ପ୍ରଭାବ। ହେଲେ…
Archives


