Home Left

କନିକାଙ୍କ ସଂସ୍ପର୍ଶରେ ଆସିଛନ୍ତି ବାପି!

ମୁମ୍ବାଇ: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡିତ ହେବା ପରେ ତାଙ୍କୁ ନେଇ ଆସୁଛି କିଛି ନା କିଛି ଖବର। ନିକଟରେ ସେ ଲଣ୍ଡନରୁ ଫେରି ଲକ୍ଷ୍ନୌରେ କିଛି କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଓ ପରେ ତାଙ୍କ ନିକଟରେ…

କରୋନା ସଚେତନତା ଗୀତ ଗାଇ ପୁଣି ଚର୍ଚ୍ଚାରେ ଦୁଇ ଭାଇ ଶାନ୍ତି, ଜ୍ୟୋତି

ଜୟପୁର, ୨୪।୩(ନି.ପ୍ର.) ‘ମଦ ପିଇବି ନାଇଁ, ନାଇଁ ନାଇଁ ନାଇଁ ପିଇବି ନାଇଁ’ ଦୁରଦର୍ଶନରେ ପ୍ରସାରିତ ହେଉଥିବା ଏହି ଗୀତ ୯୦ ଦଶକରେ ବେଶ୍‌ ଲୋକପ୍ରିୟ ହୋଇଥିଲା। ମଦ ନ ପିଇବାକୁ ଗୀତ ମାଧ୍ୟମରେ କୋରାପୁଟ ଦାମନଯୋଡ଼ି ଅଞ୍ଚଳର ଯାଆଁଳା ଭାଇ…

ପିପିଲିରେ କାଉ ମଡ଼କ

ପିପିଲି,୨୪ା୩(ସ୍ବ.ପ୍ର/ ଡି.ଏନ୍‌.ଏ.)- ମହାମାରୀ କରୋନାକୁ ନେଇ ପିପିଲି ଅଞ୍ଚଳରେ ଲୋକେ ଭୟଭୀତ ଥିବାବେଳେ ସୋମବାର କେତେକ କାଉ ମରିପଡ଼ିଥିବା ଦେଖିବାକୁ ମିଳିଛି। ଗତ ୩ / ୪ଦିନ ଭିତରେ ଶହଶହ କାଉ ମରି ଚାରିଆଡ଼େ ପଡ଼ିଥିବାରୁ ଲୋକେ ଆତଙ୍କିତ ହୋଇପଡିଛନ୍ତି। ସୂଚନା…

ଫିକା ପଡିବ ଅଲିମ୍ପିକ୍‌ ମଶାଲ ରିଲେ: ଉତ୍ସବରେ ରହିବେନି ମଶାଲ, ବାହକ, ଜନସାଧାରଣ

ଟୋକିଓ,୨୪।୩(ଏପି): କୋଭିଡ-୧୯ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଛି। ବିଶ୍ୱର ଶ୍ରେଷ୍ଠ କ୍ରୀଡ଼ା ମହାକୁମ୍ଭ ଅଲିମ୍ପିକ୍ସ ମଧ୍ୟ ଏଥିରେ ପ୍ରଭାବିତ ହେବାକୁ ଯାଉଛି। ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଥିବା ଅଲିମ୍ପିକ୍‌ ମଶାଲ ରିଲେ ଫିକା ପଡିବା ନିଶ୍ଚିତ ହୋଇଛି। ଜାପାନର ଉତ୍ତର…

ସଂକ୍ରମିତଙ୍କ ଛେପକୁ ସାବଧାନ !

ଓ୍ବାଶିଂଟନ,୨୪।୩: କରୋନା ଭୂତାଣୁ ସଂକ୍ରମଣ ନେଇ ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ଏଥିରେ ସଂକ୍ରମିତଙ୍କ ଛେପ ପ୍ରତି ସାବଧାନ ରହିବାକୁ ପରାମର୍ଶ ଦିଆଯାଇଛି। କରୋନା ଭୂତାଣୁ ଆଦ୍ର ପୃଷ୍ଠଭୂମିରେ ଶୀଘ୍ର ବ୍ୟାପିଥାଏ। ତେଣୁ ସଂକ୍ରମିତ ବ୍ୟକ୍ତିଙ୍କୁ ଏଣେତେଣେ ଛେପ…

ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀଙ୍କ ଲମ୍ବା ଲାଇନ୍‌

ଗୋପ,୨୪।୩(ଡି.ଏନ୍‌.ଏ): କରୋନାକୁ ନେଇ ସାରା ବିଶ୍ବରେ ଆତଙ୍କ ଦେଖାଯାଇଥିବାବେଳେ ଗୋପ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ତା’ର ବ୍ୟତିକ୍ରମ ଦେଖାଯାଇଛି। ସାମାଜିକ ଦୂରତା ଦୃଷ୍ଟି ଦିଆ ଯାଉ ନ ଥିବାରୁ ସ୍ବାସ୍ଥ୍ୟ କେନ୍ଦ୍ରକୁ ଆସୁଥିବା ଲୋକେ ଲମ୍ବା ଲାଇନରେ ଛିଡ଼ା ହୋଇ ଅସନ୍ତୋଷ ପ୍ରକାଶ…

ପୁଣିଥରେ ଏକାଠି ନଜର ଆସିବେ ଆଲିଆ-ରଣବୀର

ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ବିଶ୍ୱ ଚିନ୍ତାରେ ଥିବା ବେଳେ ଏବେ ବଲିଉଡ୍‌ ଦୁନିଆରୁ ଆସିଛି ଏକ ଭିନ୍ନ ଧରଣର ଖବର। ସଞ୍ଜୟ ଲିଲା ଭଂସାଲିଙ୍କ ଆଗାମୀ ପ୍ରୋଜେକ୍ଟରେ ଆଲିଆ ଭଟ୍ଟ ଓ ରଣବୀର ସିଂ କାମ କରିବେ ବୋଲି…

କରୋନା ସଚେତନତା: ସମସ୍ତ ନିର୍ମାଣ କାର୍ଯ୍ୟ ବନ୍ଦ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯)କୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ତୁରନ୍ତ ସମସ୍ତ ପ୍ରକାର ନିର୍ମାଣ କାର୍ଯ୍ୟ ବନ୍ଦ କରିବା ପାଇଁ ନିର୍ଦ୍ଦେଶନାମା ଜାରି କରିଛନ୍ତି। କେବଳ ସ୍ବାସ୍ଥ୍ୟ ଏବଂ କୋଭିଡ-୧୯ ସମ୍ବନ୍ଧୀୟ କାର୍ଯ୍ୟ ଜାରି ରହିବ। ମାତ୍ର ଅନ୍ୟ ସମସ୍ତ…

ଆନ୍ଧ୍ରରେ ଫଶିଛନ୍ତି ୪୨ ପରୀକ୍ଷାର୍ଥୀ: ଉଦ୍ଧାର ପାଇଁ ରାଜ୍ୟ ସରକାରଙ୍କୁ ଅନୁରୋଧ

ବାରିପଦା ଅଫିସ, ୨୪ା୩- ଓଡ଼ିଶାରୁ ବିଏଡ ଟିଚିଙ୍ଗ୍‌ ପରୀକ୍ଷା ଦେବା ପାଇଁ ଆନ୍ଧ୍ରକୁ ଯାଇଥିବା ୪୨ ପରୀକ୍ଷାର୍ଥୀ ସେଠାରେ ଫଶି ରହିଛନ୍ତି। କରୋନା ଭାଇରସ୍‌ ସଂକ୍ରମଣକୁ ରୋକିବା ଲାଗି ଟ୍ରେନ୍‌ ବାତିଲ ହୋଇଯାଇଥିବାରୁ ପରୀକ୍ଷାର୍ଥୀମାନେ ସେଠାରୁ ଆସିପାରୁନାହାନ୍ତି। ଓଡ଼ିଶା ଆଣିବାକୁ ସେମାନେ…

ଆସନ୍ତାକାଲିଠାରୁ ୩ ଦିନ ଯାଏଁ ଉତ୍ତରପ୍ରଦେଶ ଲକ୍‌ଡାଉନ୍‌

ଲକ୍ଷ୍ନୌ,୨୪।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ଉତ୍ତରପ୍ରଦେଶର ସମସ୍ତ ଜିଲାକୁ ଲକ୍‌ଡାଉନ୍‌ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଆସନ୍ତାକାଲିଠାରୁ ୩ ଦିନ ଯାଏଁ ଉତ୍ତରପ୍ରଦେଶର ସମସ୍ତ ଜିଲାରେ ଲକ୍‌ଡାଉନ୍‌ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଙ୍ଗଳବାର ଘୋଷଣା କରିଛନ୍ତି।…

ବଢ଼ିଲା କ୍ଲୋରୋକ୍ୱିନ୍‌ ଚାହିଦା: ଇପ୍କାର ଶେୟାରରେ ୧୨ ପ୍ରତିଶତ ବୃଦ୍ଧି

ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମିତଙ୍କ ପାଇଁ ମ୍ୟାଲେରିଆ ଔଷଧ କ୍ଲୋରୋକ୍ୱିନ୍‌ ଉପଯୋଗୀ ସାବ୍ୟସ୍ତ ହେବ ବୋଲି ଇଣ୍ଡିଆନ୍‌ ମେଡ଼ିକାଲ୍‌ କାଉନସିଲ୍‌ ରିସର୍ଚ୍ଚ ପକ୍ଷରୁ ଘୋଷଣା କରାଯାଇଛି। ଏହାପରେ କ୍ଲୋରୋକ୍ୱିନ୍‌ର ଚାହିଦା ଯଥେଷ୍ଟ ବଢ଼ିବାରେ ଲାଗିଛି। ଏହା ସହିତ ଏହାର ନିର୍ମାତା କମ୍ପାନୀ ଇପ୍କା…

ହୋମ କ୍ବାରାଣ୍ଟାଇନ୍‌ରେ ୧୪ ଶିଷ୍ୟଙ୍କ ସହ ଶଙ୍କରାଚାର୍ଯ୍ୟ

ପୁରୀ ଅଫିସ, ୨୪।୩: ପୁରୀ ଗୋବର୍ଦ୍ଧନ ମଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ହୋମ କ୍ବାରାଣ୍ଟାଇନରେ ରହିଛନ୍ତି। ଶଙ୍କରାଚାର୍ଯ୍ୟ ସୋମବାର ସନ୍ଧ୍ୟାରେ ବିମାନ ଯୋଗେ ଦିଲ୍ଲୀରୁ ଭୁବନେଶ୍ୱରରେ ପହଞ୍ଚିଥିଲେ। କାର୍‌ ଯୋଗେ ଶଙ୍କରାଚାର୍ଯ୍ୟ ତାଙ୍କର ୧୪ଜଣ ଶିଷ୍ୟଙ୍କ ସହ ସାଢ଼େ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri