ଘରେ ପହଞ୍ଚି ପାରିଲେନି: ଦୁର୍ଘଟଣାରେ ସ୍ବାମୀ ମୃତ, ସ୍ତ୍ରୀ ଓ ୨ ଶିଶୁ ଗୁରୁତର
ଛେଣ୍ଡିପଦା, ୨୪।୩(ସ୍ବ.ପ୍ର.): ଅନୁଗୋଳ ଜିଲା ଜରପଡ଼ା ଥାନା ଅଞ୍ଚଳ ଦେଇଯାଇଥିବା ୫୫ନଂ. ଜାତୀୟ ରାଜପଥ ତୁକୁଡା ମୁଣ୍ଡାସାହି ନିକଟରେ ମଙ୍ଗଳବାର ଭୋର୍ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ତାଙ୍କ ସ୍ତ୍ରୀ ଏବଂ ଦୁଇ…
ମହାପ୍ରଭୁଙ୍କ ଟଙ୍କା ଜମାକୁ ନେଇ ସସ୍ପେନ୍ସ
ପୁରୀ ଅଫିସ, ୨୩।୩: ୟେସ୍ ବ୍ୟାଙ୍କରୁ ଫେରିଥିବା ମହାପ୍ରଭୁଙ୍କ ଟଙ୍କାକୁ ନେଇ ପୁଣି କଳ୍ପନା ଜଳ୍ପନା ପ୍ରକାଶ ପାଇଛି। ୟୁନିୟନ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜନ୍ନାଥଙ୍କ ଟଙ୍କା ରହିବା ନେଇ ହୋଇଥିବା ନିଷ୍ପତ୍ତିକୁ ରଦ୍ଦ କରିଛି ମନ୍ଦିର ପ୍ରଶାସନ। ପୁନଶ୍ଚ ଟେଣ୍ଡର ହୋଇ…
ସ୍ଥଗିତ ହେବ ଟୋକିଓ ଅଲିମ୍ପିକ୍ସ: ଆଇଓସି ସଦସ୍ୟ
ଟୋକିଓ, ୨୪।୩: କୋଭିଡ-୧୯ ବା କରୋନା ଭାଇରସ ଆତଙ୍କ କାରଣରୁ ବିଶ୍ୱର ସର୍ବଶ୍ରେଷ୍ଠ କ୍ରୀଡ଼ା ମହାକୂମ୍ଭ ଅଲିମ୍ପିକ୍ସ ସ୍ଥଗିତ ହେବା ଏକା ପ୍ରକାର ନିଶ୍ଚିତ ହୋଇଛି। ଅନ୍ତର୍ଜାତୀୟ ଅଲିମ୍ପିକ କମିଟି (ଆଇଓସି)ର ସଦସ୍ୟ ଡିକ୍ ପାଉଣ୍ଡ ଏ ନେଇ ସୂଚନା ଦେଇଛନ୍ତି।…
ଓଲଟିଲା ଟ୍ରକ୍: ବର୍ତ୍ତିଲେ ଡ୍ରାଇଭର, ହେଲ୍ପର
ବଅଁରପାଳ, ୨୪।୩(ଡି.ଏନ.ଏ.): ନାଲ୍କୋ ଥାନା କୁଲାଡ଼ ଥର୍ମାଲ ରାସ୍ତାର ବଳରାମପ୍ରସାଦ କେନ୍ଦୁଢ଼ିପ ସାହି ନିକଟରେ ମଙ୍ଗଳବାର ଏକ ଟ୍ରକ୍ ଓଲଟି ପଡ଼ିଛି। ତେବେ ଟ୍ରକ୍ ଡ୍ରାଇଭର ଏବଂ ହେଲ୍ପର ଏଥିରୁ ବର୍ତ୍ତିଯାଇଛନ୍ତି। ଉକ୍ତ ଟ୍ରକ୍ଟି ତାଳଚେରରୁ କୋଇଲା ନେଇ ଜିଏମ୍ଆର୍ ଅଞ୍ଚଳକୁ…
ପୁଣି ଗଞ୍ଜାମରେ ବଦଳିଲା ନିର୍ଦ୍ଦେଶନାମା: ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଖୋଲିବ ଜରୁରୀ ସାମଗ୍ରୀ ଦୋକାନ
ଛତ୍ରପୁର,୨୪।୩(ଡି.ଏନ୍.ଏ.): କରୋନା ଭୟାବହତାକୁ ନେଇ ଗଞ୍ଜାମ ଜିଲା ପ୍ରଶାସନ କଡ଼ା ଆଭିମୁଖ୍ୟ ଗ୍ରହଣ କରି ଚାଲିଛି। ନିର୍ଦ୍ଦେଶନାମାକୁ ୧୨ଘଣ୍ଟା ପୂରି ନ ଥିବାବେଳେ ପୁଣି ନୂତନ ନିର୍ଦ୍ଦେଶନାମା ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜାରି କରିଛନ୍ତି। ନୂତନ ନିର୍ଦ୍ଦେଶନାମା ଅନୁସାରେ…
କରୋନା ପ୍ରଭାବ: ନାଲ୍କୋରେ ଉତ୍ପାଦନ କମିବା ଆଶଙ୍କା
ବଅଁରପାଳ, ୨୪।୩(ଡି.ଏନ.ଏ.): କରୋନା ସଂକ୍ରମଣ ପ୍ରତିହତ କରିବାକୁ ସାରା ଦେଶରେ ଲାଗୁ କରାଯାଇଛି ଲକ୍ଡାଉନ୍। ଏହାର ଗଭୀର ପ୍ରଭାବ ପଡ଼ିଛି ଶିଳ୍ପାନୁଷ୍ଠାନ ଉପରେ। ନବରତ୍ନ ମାନ୍ୟତାପ୍ରାପ୍ତ କମ୍ପାନୀ ନାଲ୍କୋ ମଧ୍ୟ ଏଥିରୁ ବାଦ୍ପଡ଼ିନି। ସଂକ୍ରମଣ ରୋକିବାକୁ ଗାଇଡ୍ଲାଇନ ଅନୁଯାୟୀ କମ୍ପାନୀ ପରିଚାଳିତ…
ସାନ୍ତରାପୁରରେ ହାତୀ ଆତଙ୍କ
ବଅଁରପାଳ, ୨୪।୩(ଡି.ଏନ.ଏ.): ବଅଁରପାଳ ବ୍ଲକ ସାନ୍ତରାପୁର ପଞ୍ଚାୟତରେ ହାତୀ ଆତଙ୍କ ଦେଖାଦେଇଛି। ସୋମବାର ରାତିରେ ଏକ ହାତୀ ଜନବସତିରେ ପଶି ବ୍ୟାପକ କ୍ଷୟକ୍ଷତି କରିଛି। ହାତୀଟି ଫୁଲପଡ଼ା ଅଞ୍ଚଳରେ ସୋମବାର ନିଜର ଉପସ୍ଥିତି ଜାହିର କରିଥିଲା। ରାତିରେ ଶରତ ମହାଳିକଙ୍କ କଦଳୀ…
କରୋନା ପଜିଟିଭ ଗୁଜବ: ଜଣେ ଗିରଫ
ଛତ୍ରପୁର,୨୪।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳର ଜଣଙ୍କଠାରେ କରୋନା ପଜିଟିଭ ମିଳିଥିବା ନେଇ ମିଥ୍ୟା ଖବର ସୋସିଆଲ ମିଡିଆରେ ପ୍ରଚାର କରିବା ଅଭିଯୋଗରେ ସମ୍ପୃକ୍ତଙ୍କୁ ସୋମବାର ରାତିରେ ପୋଲିସ ଗିରଫ କରିଛି। ଗିରଫ ଜଣକ ହେଲେ ବଡ ଆର୍ଜିପଲ୍ଲୀ ଗ୍ରାମର ସିଏଚ୍…
ବାଲେଶ୍ୱରରେ ଲକ୍ଡାଉନ ନିୟମ ଉଲ୍ଲଂଘନ: ୨ ଗିରଫ
ବାଲେଶ୍ୱର ଅଫିସ, ୨୪।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଥିବା ବେଳେ ସାରା ରାଜ୍ୟକୁ ଲକ୍ଡାଉନ୍ କରାଯାଇଛି। ତେବେ ଲକ୍ଡାଉନ୍ ନିୟମ ଉଲ୍ଲଂଘନ କରାଗଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…
କରୋନା ମୁକାବିଲା: ଗାଁ ଗାଁ ବୁଲି ସଚେତନତା, ଘରେ ରହିବାକୁ ପରାମର୍ଶ
ରାଇକିଆ, ୨୪।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକରେ କରୋନା ମୁକାବିଲା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି । ପ୍ରତେକ ଦିନ ବାହାର ରାଜ୍ୟ ଫେରନ୍ତାମାନେ ବହୁ ସଂଖ୍ୟାରେ ଆସୁଛନ୍ତି। ବିଶେଷକରି ରାଇକିଆ ଅଞ୍ଚଳରୁ ଯାଇ କେରଳ, ତାମିଲନାଡୁ, କର୍ନାଟକ, ଝାଡ଼ଖଣ୍ଡ,…
ଗର୍ଭବତୀ ଓ କରୋନା ସତର୍କତା
ବର୍ତ୍ତମାନ ସମଗ୍ର ପୃଥିବୀବାସୀଙ୍କ ଚିନ୍ତାର କାରଣ ସାଜିଛି କରୋନା ଭାଇରସ୍। ସମସ୍ତଙ୍କ ଲାଗି ଏହି ରୋଗ ବିପଜ୍ଜନକ ହୋଇଥିଲେ ହେଁ ମଧୁମେହ ରୋଗୀ, ହୃଦ୍ରୋଗୀ, ଶ୍ୱାସରୋଗୀ, ବୃଦ୍ଧ ଓ ଛୋଟ ପିଲାମାନଙ୍କ ଠାରେ ଏହି ରୋଗ ହେବାର ଆଶଙ୍କା ବେଶି। ସର୍ବୋପରି…
୨ ମାସରେ ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ କୋଟି ଛୁଇଁବା ଆଶଙ୍କା !
ଇସଲାମାବାଦ୍,୨୪।୩: କରୋନା ସଂକ୍ରମଣ ରୋକିବା ଲାଗି ପାକିସ୍ତାନ ସରକାର ଉଦ୍ୟମ ଅବ୍ୟାହତ ରଖିଛନ୍ତି। ଏହା ଉପରେ ନିୟନ୍ତ୍ରଣ ଅଣା ନ ଗଲେ ଆସନ୍ତା ୨ ମାସ ମଧ୍ୟରେ ଜୁନ୍ ସୁଦ୍ଧା ସଂକ୍ରମିତଙ୍କ ସଂଖ୍ୟାେ ୨କୋଟି ଛୁଇଁବାର ଆଶଙ୍କା ରହିଛି ବୋଲି ବିଶେଷଜ୍ଞ…
Archives


