Home Left

କରୋନା ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର, ନର୍ସଙ୍କୁ ମିଳିବ ଅଧିକ ଗୋଟିଏ ମାସର ଦରମା

ଚେନ୍ନାଇ,୨୪।୩: କରୋନା ଭାଇରସ ଏବେ ବିଶ୍ୱର ଚିନ୍ତାକୁ ବଢାଇ ଦେଇଥିବା ବେଳେ ଭାରତରେ ମଧ୍ୟ ଏହା ଲୋକଙ୍କୁ ଭୟଭୀତ କରାଇଛି। ଦିନକୁ ଦିନ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ମଙ୍ଗଳବାର ସକାଳ ସୁଦ୍ଧା ୫ଶହ ଅତିକ୍ରମ କଲାଣି। ଏମାନଙ୍କ ମଧ୍ୟରୁ…

ଗାଡ଼ି ଚାଳନା ଉପରେ ଲାଗିଲା କଟକଣା: ସଉଦା ପାଇଁ ଚାଲିକରି ଯିବାକୁ ହେବ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା ଭୂତାଣୁର ସମ୍ପ୍ରସାରଣ ରୋକିବା ପାଇଁ ରାଜ୍ୟ ସରକାର ଘରେ ନିଜକୁ ଆବନ୍ଧ ରଖିବା ଲାଗି ଲୋକଙ୍କୁ ନିବେଦନ କରିଛନ୍ତି। ଏ ନେଇ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରଥମ ପର୍ଯ୍ୟାୟରେ ରାଜ୍ୟ ସରକାର ଅତି…

କରୋନା ମୁକାବିଲା: ଆଜି ଓଡ଼ିଶାବାସୀଙ୍କୁ ସ୍ବତନ୍ତ୍ର ଉଦ୍‌ବୋଧନ ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): କରୋନା (କୋଭିଡ-୧୯) ବିଶ୍ୱ ପାଇଁ ମହାମାରୀ ଭାବେ ଉଭା ହୋଇଛି। ୟୁରୋପୀୟ ଦେଶଗୁଡିକରେ କରୋନା ଭୂତାଣୁ ତାଣ୍ଡବ ରଚାଇଥିବାବେଳେ ଭାରତରେ ଏହା ଧୀରେ ଧୀରେ ପ୍ରବେଶ କରିବା ଆରମ୍ଭ କରିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଲକ୍‌ଡାଉନ୍‌…

ଗଞ୍ଜାମରେ କରୋନା ସଚେତନତା ଜୋରଦାର

ଗଞ୍ଜାମ, ୨୪।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇ ଦେଇଥିବା ବେଳେ ଜନସାଧାରଣ ଅସ୍ତବ୍ୟସ୍ତ ହୋଇପଡିଛନ୍ତି। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ ଜୋରଦାର କରାଯାଇଛି । ୫ ଦିନରୁ ଊର୍ଦ୍ଧ୍ୱ ହେବ ସହରରେ ଅତ୍ୟାବଶ୍ୟକ ସାମଗ୍ରୀକୁ ବାଦ୍‌ ଦେଲେ…

ପ୍ରେମ ବିବାହକୁ ନେଇ ଗଣ୍ଡଗୋଳ: ପୋଲିସକୁ ଆକ୍ରମଣ

ବାଲେଶ୍ୱର ଅଫିସ, ୨୪।୩: ବାଲେଶ୍ୱର ଜିଲା କମର୍ଦ୍ଦା ଥାନା ଅନ୍ତର୍ଗତ ଶଗଡ଼ା ସାହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ପ୍ରେମ ବିବାହକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ୫ଜଣ ଗୁରୁତର ହୋଇଛନ୍ତି। ଉଦ୍ଧାର କରିବାକୁ ଯାଇଥିବା ପୋଲିସ…

କରୋନା ପାଇଁ ସମର୍ପିତ ହେଲା ଭାରତର ପ୍ରଥମ ହସ୍ପିଟାଲ

ମୁମ୍ବାଇ,୨୪।୩: କରୋନା ଭାଇରସ ଏବେ ବିଶ୍ୱକୁ ତା’ କବଳକୁ ନେଇ ସାରିଥିବା ବେଳେ ଭାରତ ଏଥିରୁ ବାଦ୍‌ ପଡିନାହିଁ। ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ଶହ ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ମଙ୍ଗଳବାର ସକାଳ ସୁଦ୍ଧା…

ପାଟଣା ଲକ୍‌ଡାଉନ୍‌: ଫ୍ଲାଗ ମାର୍ଚ୍ଚକରି ବଜାରର ଦୋକାନଗୁଡ଼ିକୁ ବନ୍ଦ କଲା ପୋଲିସ

ପାଟଣା,୨୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା ପକ୍ଷରୁ ଗହଳି କମାଇ କରୋନାକୁ ରୋକିବା ପାଇଁ ମଙ୍ଗଳବାର ମୁଖ୍ୟାଳୟସ୍ଥିତ ଦୋକାନ ବଜାର ବନ୍ଦ କରାଯାଇଛି। ଲକ୍‌ଡାଉନ୍‌କୁ ଲାଗି ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ କରାଯାଇଥିବା ନେଇ ଜିଲାପାଳ ଆଶିଷ ଠାକ୍‌ରେ ଓ ଏସ୍‌ପି…

କରୋନା କଟକଣା: ନୀତି କାନ୍ତିରେ ଆରମ୍ଭ ହେଲା ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଯାତ୍ରା

ପୁରୁଷୋତ୍ତମପୁର,୨୪।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡକାଳୀଙ୍କ ୨୧ ଦିନିଆ ଦଣ୍ଡ ଯାତ୍ରା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି । କରୋନା ଲାଗି ପ୍ରଶାସନ ପକ୍ଷରୁ ଜାରି ହୋଇଥିବା  କଟକଣା ଯୋଗୁ ଯାତ୍ରା ସମ୍ପୂର୍ଣ୍ଣ ଫିକା ପଡିଯାଇଛି। ପରମ୍ପରା ଅନୁସାରେ ବର୍ଷକୁ ୨୧…

କରୋନା ଭାଇରସ୍‌ ସଂକ୍ରମଣରୁ ବୃଦ୍ଧ, ଶିଶୁଙ୍କୁ କିଭଳି ରକ୍ଷା କରିବେ

ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ପ୍ରତିଦିନ ବଢ଼ିବାରେ ଲାଗିଛି। କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ସଂଖ୍ୟା ଏପର୍ଯ୍ୟନ୍ତ ୫୦୦ରୁ ଊର୍ଦ୍ଧ୍ୱ ହୋଇଥିବା ବେଳେ ଏଥିରେ ମୃତ୍ୟୁ ସଂଖ୍ୟା ୧୦କୁ ଛୁଇଁଛି। କରୋନା…

ବାଲେଶ୍ୱର ଲକ୍‌ଡାଉନ୍‌: ଅତ୍ୟାବଶ୍ୟକ ସାମଗ୍ରୀ ଲାଗି ଯାତାୟାତ କରିବାକୁ ଲୋକଙ୍କୁ ଅନୁମତି

ବାଲେଶ୍ୱର ଅଫିସ,୨୪।୩: କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏ ନେଇ ସୋମବାର ୯ଟି ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହି ୯ ଜିଲାର ତାଲିକାରେ ଥିବା ବାଲେଶ୍ୱର ସହରକୁ ମଙ୍ଗଳବାର ପୂର୍ବାହ୍ନରୁ ଲକ୍‌ଡାଉନ୍‌ କରାଯାଇଛି…

କରୋନା ଭାଇରସ: ସ୍ଥଗିତ ରହିଲା ରାଜ୍ୟ ସଭା ନିର୍ବାଚନ

ନୂଆଦିଲ୍ଲୀ,୨୪।୩: କରୋନା ଭାଇରସର ସଂକ୍ରମଣକୁ ଦେଖି ଆଗାମୀ ରାଜ୍ୟସଭା ନିର୍ବାଚନକୁ ସ୍ଥଗିତ କରି ଦିଆଯାଇଛି। ମଙ୍ଗଳବାର ନିର୍ବାଚନ କମିଶନ ଏହା ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ମାର୍ଚ୍ଚ ୨୬ରେ ରାଜ୍ୟସଭା ନିର୍ବାଚନ ହେବାକୁ ସ୍ଥିର କରାଯାଇଥିଲା। ୭ ରାଜ୍ୟର ୧୮ଟି ଆସନ ପାଇଁ…

ଆଜି ସନ୍ଧ୍ୟା ସୁଦ୍ଧା ଏସ୍‌ସି,ଏସ୍‌ଟି ହଷ୍ଟେଲ ଛାତ୍ରୀଛାତ୍ରଙ୍କୁ ଘରେ ପହଞ୍ଚାଯିବ: ସୁବ୍ରତୋ ବାଗ୍‌ଚୀ

ଭୁବନେଶ୍ୱର, ୨୪।୩(ବ୍ୟୁରୋ): ରାଜ୍ୟର ସମସ୍ତ ଜିଲା ମଙ୍ଗଳବାର ମଧ୍ୟରାତ୍ରରୁ ମାର୍ଚ୍ଚ ୨୯ ଯାଏ ଲକ୍‌ଡାଉନ୍‌ ରହିବ। ମଙ୍ଗଳବାର ଏହି ସୂଚନା ଦେଇଛନ୍ତି କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ। ସମଗ୍ର ରାଜ୍ୟ ଲକ୍‌ଡାଉନ୍‌ ହେଉଥିବାରୁ ଅନୁସୂଚିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri