Home Left

ଖବରକାଗଜ ସୁରକ୍ଷିତ: କେରଳ ଡାକ୍ତର

କୋଜିକୋଡ଼େ,୨୪।୩: ଖବରକାଗଜ ଯୋଗୁ ମଧ୍ୟ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଥିବା ନେଇ ଗୁଜବ ସୃଷ୍ଟି ହେବାପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଏହାକୁ ଖଣ୍ଡନ କରାଯାଇଥିଲା। ସେହିପରି ଏବେ କେରଳ କୋଜିକୋଡ଼େର ଜଣେ ଡାକ୍ତର ଖବରକାଗଜ ଦ୍ୱାରା କରୋନା ସଂକ୍ରମଣ…

ଚକ୍‌ଲେଟ୍‌ ବ୍ରାଉନି

ଆବଶ୍ୟକ ସାମଗ୍ରୀ: ୨କପ୍‌ ମଇଦା, ୨ ବଡ଼ ଚାମଚ ଚିନି ପାଉଡର, ୨ ବଡ଼ ଚାମଚ କୋକୋ ପାଉଡର, ୨ ବଡ଼ ଚାମଚ କ୍ଷୀର, ୧ ଛୋଟ ଚାମଚ ତେଲ, ୨ ବଡ଼ ଚାମଚ କଟା ଡ୍ରାଏ ଫ୍ରୁଟ୍ସ, ୨ ବଡ଼…

୬୪୫ ସ୍କୁଲରେ ହେବ ଅସ୍ଥାୟୀ ହସ୍ପିଟାଲ

ନୂଆଦିଲ୍ଲୀ,୨୪।୩: କେନ୍ଦ୍ର ସରକାର କରୋନା ଭାଇରସର ସଂକ୍ରମଣକୁ ଦେଖି ବିଭିନ୍ନ ପ୍ରକାର ପଦକ୍ଷେପ ନେଇଛନ୍ତି। ଏବେ ପ୍ରାୟ ୬୪୫ ନବୋଦୟ ବିଦ୍ୟାଳୟ ହଷ୍ଟେଲକୁ ସରକାର ଅସ୍ଥାୟୀ ହସ୍ପିଟାଲରେ ପରିଣତ କରିବେ ବୋଲି କହିଛନ୍ତି। କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ…

ମହାରାଷ୍ଟ୍ରରେ ସର୍ବାଧିକ  କରୋନା ସଂକ୍ରମିତ: କର୍ନାଟକରେ ୪ ନୂଆ ଘଟଣା

ନୂଆଦିଲ୍ଲୀ,୨୪।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ସାଧାରଣ ଜୀବନଯାତ୍ରା ଥମି ଯାଇଛି। କରୋନା ସଂକ୍ରମଣ ଘଟଣା ମହାରାଷ୍ଟ୍ରରେ ସର୍ବାଧିକ ରହିଛି। ଏଠାରେ ୧୦୧ ଜଣ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି କର୍ନାଟକରେ ୪ ନୂଆ ଘଟଣାକୁ ମିଶାଇ ସଂକ୍ରମିତଙ୍କ ସଂଖ୍ୟା ୩୭କୁ…

ଆଇସୋଲେଶନ୍‌ ରହି କିଭଳି ସମୟ କାଟୁଛନ୍ତି ନୁସରତ

ମୁମ୍ବାଇ: କୋଲକାତା ତୃଣମୂଳ କଂଗ୍ରେସର ଏମ୍‌ପି ତଥା ଅଭିନେତ୍ରୀ ନୁସରତ ଜହାଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହୁଥିବା ନୁସରତଙ୍କ ପ୍ରାୟ ସମୟରେ ଭିଡିଓ ଭାଇରାଲ ହୋଇଥାଏ। ତେବେ ଦେଶରେ କରୋନା ପ୍ରକୋପ ଜାରି ରହିଥିବାରୁ ସୁରକ୍ଷା…

୧୦୦ ଦିନ ପରେ ଖାଲି ହେଲା ଶାହିନବାଗ

ନୂଆଦିଲ୍ଲୀ,୨୪।୩: ଦୀର୍ଘ ପ୍ରାୟ ୧୦୦ ଦିନର ଆନ୍ଦୋଳନ ପରେ ମଙ୍ଗଳବାର ଖାଲି ହୋଇଛି ଶାହିନବାଗ। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସେଠାରେ ଚାଲିଥିବା ଆନ୍ଦୋଳନ କରୋନା ଭାଇରସ କାରଣରୁ ଶେଷ ହୋଇଥିବା ସୂଚନା ମିଳିଛି। କୁହାଯାଉଛି ଯଦି କରୋନା ଭାଇରସ ଆସି…

୪୧ ବର୍ଷରେ ଇମରାନ୍‌ ହାସ୍‌ମୀ: ବଲିଉଡ୍‌ରେ ଆରମ୍ଭ କରିଥିଲେ କିସିଂ-ଲିପ୍‌ଲକ୍‌ ଟ୍ରେଣ୍ଡ୍‌

ମୁମ୍ବାଇ: ବଲିଉଡ୍‌ର କିସିଂ ଷ୍ଟାର ଇମରାନ୍‌ ହାସ୍‌ମୀ ମଙ୍ଗଳବାର ୪୧ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୭୯ ମାର୍ଚ୍ଚ ୨୪ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ପ୍ରାଥମିକ ପର୍ଯ୍ୟାୟରେ କ୍ୟାରିୟରରେ ଅସଫଳ ରହିଥିଲେ। ତେବେ ପରବର୍ତ୍ତୀ ସମୟରେ ସେ ବଲିଉଡ୍‌ରେ କିସିଂ ଏବଂ…

ଏମ୍‌ପି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଶିବରାଜ

ଭୋପାଳ,୨୪ା୩: ଭାଜପାର ବରିଷ୍ଠ ନେତା ଶିବରାଜ ସିଂ ଚୌହାନ ଚତୁର୍ଥ ଥର ପାଇଁ ମଧ୍ୟପ୍ରଦେଶ (ଏମ୍‌ପି)ର ମୁଖ୍ୟମନ୍ତ୍ରୀ ଭାବେ ସୋମବାର ରାତି ୯ଟାରେ ଶପଥ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ତାଙ୍କୁ ଭାଜପା ବିଧାୟକ ଦଳ ନେତା ନିର୍ବାଚିତ କରାଯାଇଥିଲା। ବରିଷ୍ଠ…

ଉଷୁମପାଣି ଓ ଉଜ୍ଜ୍ୱଳ ତ୍ୱଚା

ଦୈନିକ ଦୁଇରୁ ତିନି ଗ୍ଲାସ୍‌ ଉଷୁମପାଣି ପିଇଲେ ତ୍ୱଚାର ଜଳୀୟାଂଶ ଠିକ୍‌ ରହିଥାଏ। ଫଳରେ ତ୍ୱଚା ରୁକ୍ଷ ଲାଗି ନ ଲାଗି ଚିକ୍କଣ ଏବଂ ଉଜ୍ଜ୍ୱଳ ଲାଗିଥାଏ। ଉଷୁମପାଣିରେ ଅଳ୍ପ ଲେମ୍ବୁରସ କିମ୍ବା ମହୁ ମିଶାଇ ପିଇଲେ ଏହା ଅଧିକ ଲାଭଦାୟକ…

୨୫ରୁ ଘରୋଇ ବିମାନ ସେବା ବାତିଲ

ନୂଆଦିଲ୍ଲୀ, ୨୪ା୩: କରୋନା ଭାଇରସ୍‌ ଯୋଗୁ ଆସନ୍ତା ୨୫ରୁ ସମସ୍ତ ଘରୋଇ ବିମାନ ବନ୍ଦରହିବ। କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। କରୋନା ଭୂତାଣୁ ଯେପରି ନ ବ୍ୟାପିବ, ସେଥିଲାଗି ବିମାନ ଯାତ୍ରା ଉପରେ କଟକଣା…

୧୨ ଘରୋଇ ଲାବ୍‌ ଚେନ୍‌ରେ ହେବ କରୋନା ପରୀକ୍ଷା

ନୂଆଦିଲ୍ଲୀ,୨୪ା୩(ଆଇଏଏନ୍‌ଏସ୍‌): କରୋନା ପରୀକ୍ଷା ଲାଗି ସରକାର ୧୨ଟି ଘରୋଇ ଲାବ୍‌ ଚେନ୍‌କୁ ଦାୟିତ୍ୱ ଦେଇଛନ୍ତି। ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ନିର୍ଦ୍ଦେଶକ ଡ. ବଳରାମ ଭାର୍ଗବ ଏହି ସୂଚନା ଦେଇଛନ୍ତି। ଏହି ୧୨ଟି ଲାବ୍‌ ଚେନ୍‌ ଅଧୀନରେ ୧୫,୦୦୦ ନମୁନା…

ସୁପ୍ରିମକୋର୍ଟରେ କରୋନା କଟକଣା

ନୂଆଦିଲ୍ଲୀ,୨୪ା୩(ପି.ଟି.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିରାପତ୍ତା ପଦକ୍ଷେପ ସ୍ବରୂପ ସର୍ବୋଚ୍ଚ ଅଦାଲତ ଓକିଲାମାନଙ୍କ ଚାମ୍ବରଗୁଡ଼ିକୁ ବନ୍ଦ କରିବା ଲାଗି ସୋମବାର ନିଷ୍ପତ୍ତି ନେଇଛନ୍ତି। କେବଳ ଗୋଟିଏ କୋର୍ଟରେ ଅତି ଜରୁରୀ ମାମଲାଗୁଡ଼ିକର ଶୁଣାଣି ହେବ ବୋଲି କୁହାଯାଇଛି। ସୋମବାରଠାରୁ ଆଇନଜୀବୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri