‘ଖବରକାଗଜ ଦ୍ୱାରା କରୋନା ବ୍ୟାପେନି’
ଜେନିଭା, ୨୪ା୩: ଖବରକାଗଜ ଦ୍ୱାରା ଜଣେ ବ୍ୟକ୍ତିଠାରୁ ଅନ୍ୟ ଜଣକୁ କରୋନା ଭାଇରସ୍ ବ୍ୟାପେ ନାହିଁ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ପକ୍ଷରୁ ଏହା ସ୍ପଷ୍ଟ କରାଯାଇଛି। ଡବ୍ଲ୍ୟୁଏଚ୍ଓ ଗାଇଡ୍ଲାଇନ୍ରେ ମଧ୍ୟ ଏହା ଉଲ୍ଲେଖ ରହିଛି। ଖବରକାଗଜ ପ୍ୟାକେଟ୍ ଗ୍ରହଣ କରିବା…
ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡରେ ସାମିଲ ହେଲା କରୋନା ପ୍ରତିକାର ପ୍ରକଳ୍ପ
ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନାର ଭୟାବହତାକୁ ଦେଖି ଏମ୍ଏଲ୍ଏ ଲ୍ୟାଡ ଫଣ୍ଡରେ କରୋନା ପ୍ରତିକାର ପ୍ରକଳ୍ପକୁ ସାମିଲ କରାଯାଇଛି। କୋଭିଡ-୧୯ର ପ୍ରତିକାର ପାଇଁ ଆବଶ୍ୟକ କର୍ମଚାରୀ, ଅସ୍ଥାୟୀ ସ୍ବାସ୍ଥ୍ୟ କେନ୍ଦ୍ର ପାଇଁ ଆବଶ୍ୟକ ଉପକରଣ, ପାଇଖାନା, ରୋଗୀଙ୍କୁ ନେବା ଲାଗି ଆମ୍ବୁଲାନ୍ସ, ଅଧିଗ୍ରହଣ, ଖାଦ୍ୟ,…
ବିନା ପାସ୍ରେ ଗଡ଼ିବନି ଗାଡ଼ି: ପାସ୍ ପାଇଁ ଥାନାରେ ଅସମ୍ଭାଳ ଭିଡ଼
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜନତା କର୍ଫ୍ୟୁର ଗୋଟିଏ ଦିନ ପରେ ରାଜଧାନୀର ରାଜପଥରେ ଅନେକ ଯାନବାହନର ଭିଡ଼ ଦେଖିବାକୁ ମିଳିଥିଲା। ଯାଞ୍ଚ ସମୟରେ ପୋଲିସ ପାଇଁ ଏହା ସମସ୍ୟା ସୃଷ୍ଟି ହୋଇଥିଲା। ଏପରିକି ଭୁବନେଶ୍ୱରରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କର ଅନେକ ଦପ୍ତର ରହିଛି।…
ହାତ ବାନ୍ଧି ବସିଛନ୍ତି ଦିନ ମଜୁରିଆ
ଭୁବନେଶ୍ୱର,୨୪।୩ (ବ୍ୟୁରୋ): କରୋନା ପାଇଁ ଏବେ ଦିନମଜୁରିଆଙ୍କ ଘରେ ଚୁଲି ଜଳୁନି। ପରିବାର ଲୋକେ ଉପାସ ରହୁଛନ୍ତି। ସହର ଲକ୍ ଡାଉନ୍ ଯୋଗୁ ଦିନମଜୁରିଆମାନେ କାମ କରିବାକୁ ଯାଇପାରୁ ନାହାନ୍ତି। ସେହିପରି ବିଭିନ୍ନ ବାଣିଜି୍ୟକ ପ୍ରତିଷ୍ଠାନଗୁଡ଼ିକ ବନ୍ଦ ଥିବାରୁ ନିର୍ମାଣାଧୀନ କାମ…
୧୪୪ ଧାରା ଉଲ୍ଲଂଘନ: ୭ ଗିରଫ
ଖୋର୍ଦ୍ଧା ଅଫିସ,୨୪।୩: କରୋନା ପାଇଁ ଲାଗୁ ହୋଇଥିବା ୧୪୪ ଧାରା ଉଲ୍ଲଂଘନ ଅଭିଯୋଗରେ ଖୋର୍ଦ୍ଧା ସଦର ଥାନା ପୋଲିସ ସୋମବାର ୭ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ବିକାଶ ସାହୁ, ରଶ୍ମିରଞ୍ଜନ ମଙ୍ଗରାଜ, ପ୍ରତାପ ଭୂଜବଲ, କାଳୁ…
ଏସ୍ସିବିରେ ନାହିଁ ସାନିଟାଇଜର, ପିପି କିଟ୍
କଟକ ଅଫିସ,୨୪।୩: କରୋନା ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ହେଲେ ଏସ୍ସିବି ମେଡିକାଲରେ କରୋନା ମୁକାବିଲା ଲାଗି ନିୟୋଜିତ ଥିବା ଡାକ୍ତର, ନର୍ସ, ଲ୍ୟାବ୍ ଟେକ୍ନିସିଆନ, ଫାର୍ମାସିଷ୍ଟ ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କୁ ଗତ ୧୯…
ହୋଟେଲ, ପାନ୍ଥନିବାସରେ କ୍ବାରାଣ୍ଟାଇନ ବ୍ୟବସ୍ଥା
ପୁରୀ ଅଫିସ,୨୪।୩: କରୋନା ମୁକାବିଲା ପାଇଁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ସହରସ୍ଥ ୨ଟି ଘରୋଇ ହୋଟେଲ ଏବଂ ପାନ୍ଥନିବାସରେ ପେଡ୍ କ୍ବାରାଣ୍ଟାଇନ ବ୍ୟବସ୍ଥା କରାଯାଇଛି। ଏହି ୨ଟି ହୋଟେଲ ହେଉଛି ସିଟି ରୋଡର ସାଗର ତରଙ୍ଗ ଏବଂ ବଳିଆପଣ୍ଡା ଅଞ୍ଚଳର…
ଶ୍ରୀମନ୍ଦିର ହୁଣ୍ଡିରୁ ୪୬୭ ଟଙ୍କା
ପୁରୀ ଅଫିସ,୨୪।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ଉପରେ କଟକଣା ଲଗାଯାଇଛି। ଗତ ୨୦ ତାରିଖରୁ ଶ୍ରୀମନ୍ଦିର ବନ୍ଦ ରହିଥିବାବେଳେୁ ପ୍ରତିଦିନ ମନ୍ଦିର ହୁଣ୍ଡିରୁ କିନ୍ତୁ ଟଙ୍କା ବାହାରୁଛି। ଏ ଦାନ ଅର୍ଥ ଆସୁଛି କେଉଁଠୁ ବୋଲି…
ଲକ୍ଡାଉନ୍ ସତ୍ତ୍ୱେ ମାନିଲେନି
ଭୁବନେଶ୍ୱର,୨୪।୩(ବ୍ୟୁରୋ)/ ପୁରୀ ଅଫିସ/ ଖୋର୍ଦ୍ଧା ଅଫିସ/କଟକ ଅଫିସ୍: କରୋନାକୁ ପରାଜିତ କରିବାକୁ ହେଲେ ଲୋକଙ୍କ ମଧ୍ୟରେ ସଚେତନତା ଆବଶ୍ୟକ। ବାହାରେ ନୁହେଁ, ଲୋକେ ଘରେ ରହି ହିଁ ଲଢ଼େଇ କଲେ ଘାତକ ଭାଇରସ୍ କୋଭିଡ୍-୧୯କୁ ହରାଇ ହେବ। ଏକମାତ୍ର ମହୌଷଧି ସଚେତନତା ଓ…
କରୋନା ଆଗରୁ ମାରିବ କ୍ଷୁଧା
ଭୁବନେଶ୍ୱର,୨୪।୩(ବ୍ୟୁରୋ): କଲବଲ କରୁଛି କରୋନା। କରୋନା ଯୋଗୁ ନା ଗଣ୍ଡେ ଖାଇବାକୁ ମିଳୁଛି ନା ପିଇବାକୁ ମିଳୁଛି। ଗଛ ତଳେ, ବ୍ରିଜ୍ ତଳେ ନ ଖାଇ ନ ପିଇ ପଡ଼ି ପଡ଼ି ଦିନ କଟିଯାଉଛି। ଆହା ପଦେ କହିବାକୁ କେହି ନାହାନ୍ତି।…
ମିଡ୍ ଇଷ୍ଟ ଷ୍ଟିଲ କମ୍ପାନୀର ଆବେଦନ ଉପରେ ରାଜ୍ୟ ସରକାରଙ୍କୁ ଜବାବ ମାଗିଲେ ସୁପ୍ରିମ୍ କୋର୍ଟ
ଭୁବନେଶ୍ୱର, ୨୪।୩(ବ୍ୟୁରୋ): ମିଡ୍ ଇଷ୍ଟ ଇଣ୍ଟିଗ୍ରେଟେଡ୍ ଷ୍ଟିଲ୍ ଲିମିଟେଡ୍କୁ ଉତ୍ତୋଳିତ ଲୁହାପଥର ବିକ୍ରି ପାଇଁ ଅନୁମତି ଦିଆଯାଉନି। ଏ ସମ୍ପର୍କରେ ଜବାବ ରଖିବା ପାଇଁ ସୋମବାର ସୁପ୍ରିମ୍କୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ଏସ୍.ଏ. ବୋବ୍ଡେ, ଜଷ୍ଟିସ୍ ଏଲ୍.…
ହୋମ୍ କ୍ବାରାଣ୍ଟାଇନ୍ରେ ଥିବା ବ୍ୟକ୍ତିଙ୍କ ଘର ଆଗରେ ଲାଗିବ ଷ୍ଟିକର
ଭୁବନେଶ୍ୱର,୨୪।୩(ବ୍ୟୁରୋ): ଜନସାଧାରଣଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ହୋମ୍ କ୍ୱାରାଣ୍ଟାଇନ୍ରେ ରହୁଥିବାବ୍ୟକ୍ତିଙ୍କ ଘର ସମ୍ମୁଖରେ ଏକ ନିର୍ଦ୍ଧାରିତ ଫର୍ମ ପୂରଣ କରି ଲଗାଯିବ। ଏ ନେଇ ସୋମବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି…
Archives


