Home Left

୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ ଅଣଅତ୍ୟାବଶ୍ୟକ କାର୍ଯ୍ୟାଳୟ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସମସ୍ତ ଅଣ-ଅତ୍ୟାବଶକ (ନନ୍‌-ଏସେନ୍‌ସିଆଲ) କେନ୍ଦ୍ର ଯଥା ସରକାରୀ କାର୍ଯ୍ୟାଳୟ, ସାଧାରଣ ଉଦ୍ୟୋଗ, ବ୍ୟାଙ୍କ୍‌ ଓ ବୀମା କାର୍ଯ୍ୟାଳୟ ଆଦି ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ ଚାଲିବ। ମହାମାରୀ ରୋଗ ଆଇନ-୧୮୯୭ର ଧାରା ୨ ଅନୁସାରେ ରାଜ୍ୟ ସରକାର ଏହି…

ରାଜ୍ୟ ସରକାରଙ୍କୁ ଚିଠି ଲେଖିଲା ଶ୍ରମ ମନ୍ତ୍ରଣାଳୟ

ଭୁବନେଶ୍ୱର,୨୪।୩:(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶବ୍ୟାପୀ ବହୁ ଜିଲାକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତାହାର ପ୍ରଭାବରେ ବଡ଼ବଡ଼ କମ୍ପାନୀଠାରୁ ଆରମ୍ଭ କରି ଛୋଟ ବ୍ୟବସାୟୀଙ୍କ ପର୍ଯ୍ୟନ୍ତ ସମସ୍ତେ ପ୍ରଭାବିତ ହୋଇଛନ୍ତି। ଏଭଳିସ୍ଥିତିରେ ବହୁ ଘରୋଇ କମ୍ପାନୀ ନିଜ ଶ୍ରମିକ, କର୍ମଚାରୀମାନଙ୍କ…

କରୋନା କରିଛି ଗାଁ ମୁହାଁ: ‘ଟଙ୍କା ନୁହେଁ, ପୁଅ ପାଖରେ ଥାଉ’

ପୁରୀ ଅଫିସ, ୨୪।୩: କରୋନା ଆତଙ୍କ ପାଇଁ ରାଜ୍ୟ ବାହାରେ ରହୁଥିବା ବହୁ ଓଡ଼ିଆ ନିଜ ଭିଟାମାଟିକୁ ଫେରି ଆସିଛନ୍ତି। ଅନେକ ଗାଁରେ ଏବେ ବାହାର ଫେରନ୍ତା ଯୁବକ। ଟଙ୍କା ରୋଜଗାର ଆଶାରେ ଦୀର୍ଘଦିନ ଧରି ଗାଁ ମାଟି ମାଡ଼ିି ନ…

୩୧ ପର୍ଯ୍ୟନ୍ତ ବନ୍ଦ ରହିବ ପାସ୍‌ପୋର୍ଟ ସେବାକେନ୍ଦ୍ର

ଭୁବନେଶ୍ୱର,୨୪।୩(ବ୍ୟୁରୋ): ସମଗ୍ର ବିଶ୍ୱରେ ମହାମାରୀ କୋଭିଡ୍‌-୧୯ର ଭୟାବହତାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ପାସ୍‌ପୋର୍ଟ ସେବା କେନ୍ଦ୍ରକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି। ଏହି ସମୟ ମଧ୍ୟରେ ରାଜ୍ୟର ବିଭିନ୍ନ ମୁଖ୍ୟ ଡାକଘରେ ଥିବା ପୋଷ୍ଟଅଫିସ୍‌ ପାସ୍‌ପୋର୍ଟ ସେବା କେନ୍ଦ୍ରଗୁଡ଼ିକ…

ବିଧାନସଭା ପ୍ରଶ୍ନୋତ୍ତର ବାତିଲ

ଭୁବନେଶ୍ୱର,୨୪।୩(ବ୍ୟୁରୋ): କରୋନା ଭୂତାଣୁର ପ୍ରକୋପକୁ ଦେଖି (କୋଭିଡ୍‌-୧୯)ଷୋଡଶ ବିଧାନସଭାର ତୃତୀୟ ଅଧିବେଶନର ମାର୍ଚ୍ଚ ୧୬ ତାରିଖରୁ ୨୧ ଏବଂ ୨୩ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ସମସ୍ତ ପ୍ରଶ୍ନୋତ୍ତରକୁ ବାତିଲ କରାଯାଇଛି। କରୋନା ଭୂତାଣୁ ପାଇଁ ରାଜ୍ୟ ସରକାର ବହୁ ସରକାରୀ…

ସମ୍ପର୍କୀୟଙ୍କ ସହ କଥା ହେବାକୁ ଭିଡିଓ କନଫରେନ୍ସିଂ ବ୍ୟବସ୍ଥା

ଭଦ୍ରକ ଅଫିସ, ୨୪।୩-ଭଦ୍ରକ ଜିଲା ମୁଖ୍ୟାଳୟରେ ଥିବା ସବ୍‌ଜେଲରେ ଏବେ କ୍ଷମତାଠାରୁ ଦୁଇଗୁଣ ଅଧିକ କଏଦୀ ରହୁଛନ୍ତି। କରୋନା ସଂକ୍ରମଣରୁ ରକ୍ଷା ପାଇବା ଲାଗି ସେମାନଙ୍କ ମଧ୍ୟରେ ସାମାଜିକ ଦୂରତ୍ୱ ରକ୍ଷା ସମ୍ଭବ ହେଉନାହିଁ ଯାହାକି ଚିନ୍ତାର କାରଣ ହୋଇଛି। ଜେଲରେ…

ଓଡ଼ିଶା-ପଶ୍ଚିମବଙ୍ଗ ସୀମା ସିଲ୍‌

ଭୋଗରାଇ, ୨୪।୩(ଡି.ଏନ.ଏ.)-କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ରାଜ୍ୟ ସରକାର ସୋମବାର ସନ୍ଧ୍ୟାଠାରୁ ପଶ୍ଚିମବଙ୍ଗକୁ ଲାଗିଥିବା ବାଲେଶ୍ୱର ଜିଲା ଭୋଗରାଇ ଓ ଜଳେଶ୍ୱର ସୀମାନ୍ତକୁ ସିଲ୍‌ କରି ଦେଇଛନ୍ତି। ପଶ୍ଚିମବଙ୍ଗରୁ କୌଣସି ଯାତ୍ରୀବାହୀ ଗାଡ଼ି ଓଡ଼ିଶା ମଧ୍ୟକୁ ପଶିବାକୁ ଦିଆଯାଉନାହିଁ ା…

ସହର ସୀମାରେ ସଜାଗ ପୋଲିସ

ଢେଙ୍କାନାଳ ଅଫିସ, ୨୩।୩: ମହାମାରୀ କରୋନାକୁ ପ୍ରତିହତ କରିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଢେଙ୍କାନାଳ ଜିଲାକୁ ସୋମବାର ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାପରେ ଜିଲା ପ୍ରଶାସନ ଏବଂ ପୋଲିସ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସହର ସମେତ ବିଭିନ୍ନ ସ୍ଥାନରେ ପାଟ୍ରୋଲିଂ…

ବିହାରରେ ଅଟକିଛନ୍ତି ୨୨ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୨୩।୩ କରୋନା ସଂକ୍ରମଣ ରୋକିବାକୁ ଦେଶବ୍ୟାପୀ ଜାରି ହୋଇଛି କଟକଣା। ସତର୍କତାମୂଳକ ପଦକ୍ଷେପ ସ୍ବରୂପ ବସ୍‌, ଟ୍ରେନ୍‌, ବିମାନ ସେବା ବାତିଲ କରାଯାଇଛି। ଏପରି ସ୍ଥିତିରେ ବିହାରର ସୁପୁଲସ୍ଥିତ ଜବାହର ନବୋଦୟ ବିଦ୍ୟାଳୟକୁ ପଢ଼ିବାକୁ ଯାଇଥିବା ଢେଙ୍କାନାଳ ଜିଲା…

ଖୋଲା ରହିବ ବଛା ବଛା ବ୍ୟାଙ୍କ ଶାଖା

ନୂଆଦିଲ୍ଲୀ,୨୪-୩: କରୋନା ଲାଗି ବର୍ତ୍ତମାନ ସାରା ଦେଶର ବିଭିନ୍ନ ସ୍ଥାନରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ସ୍ଥାନଗୁଡିକରେ କେତେକ ବଛା ବଛା ଶାଖା ଖୋଲା ରଖିବାକୁ ଇଣ୍ଡିଆନ ବ୍ୟାଙ୍କ ଆସୋସିଏଶନ(ଆଇବିଏ) ବ୍ୟାଙ୍କଗୁଡିକୁ କହିଛି। ବ୍ୟାଙ୍କଗୁଡିକ ଏହି ସମୟରେ ଜରୁରୀ ସେବା ପ୍ରଦାନ…

ତରଭୁଜ ଲାଗି ବଜାର ବେବସ୍‌ତାର ଅଭାବ: କ୍ଷତି ସହୁଛନ୍‌ ଚାଷୀ, ଲାଭ ଉଠଉଛନ୍‌ ବେପାରୀ

  ଭବାନୀପାଟଣା,୨୪।୩ (ଡି.ଏନ୍‌.ଏ.)- ବଜାର ବେବସ୍‌ତା ଅଭାବୁ ଭାବାନୀପାଟଣା ଆର ଧର୍ମଗଡ଼ ଉପଖଣ୍ଡର ଚରଭୁଜ ଚାଷୀ ଯେନ୍‌ ହିସାବେ ଲାଭ ପାଏବାର କଥା ନାଇଁ ପାଉଥିବାର ଜନାପଡ଼ିଛେ। ଇତାର ସୁଯୋଗ ନେଇ ବେପାରୀମାନେ ଚାଷୀକରନୁ ଅଲପ୍‌ ଦାମରେ ତରଭୁଜ ଘିନି ଭିନେ…

ଗାଇଡଲାଇନ ଉଲ୍ଲଂଘନକାରୀଙ୍କୁ ଚେତାବନୀ

ହିଞ୍ଜିଳିକାଟୁ, ୨୩ା୩ (ଡ଼ି.ଏନ.ଏ) : କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ବିଭିନ୍ନ ଗାଇଡ଼ଲାଇନ ଜାରି କରାଯାଇଛି। ହିଞ୍ଜିଳିକାଟୁ ପୌର ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ଲୋକଙ୍କୁ ଅତି ଆବଶ୍ୟକ ସାମଗ୍ରୀ ପାଇଁ ବାହାରକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri