Home Left

କରୋନା ସଚେତନତା ଗୀତ ଗାଇଲେ ଏସ୍‌ପି

ପାରଳାଖେମୁଣ୍ଡି,୨୩।୩(ସ୍ବ.ପ୍ର.)-ମହାମାରୀ କରୋନାକୁ ପ୍ରତିହତ କରିବା ଦିଗରେ ଲୋକଙ୍କୁ ସଚେତନ କରାଯାଉଛି। ଏହା ମଧ୍ୟରେ ଗଜପତି ଏସ୍‌ପି ସାରା ଶର୍ମା ଲୋକଙ୍କ ପାଇଁ ସଚେତନତାମୂଳକ ଗୀତ ଗାଇଛନ୍ତି। ସୋମବାର ଏହା ଲୋକାର୍ପିତ ହୋଇଛି। ଜିଲା ସମନ୍ବିତ ଆଦିବାସୀ ସଂସ୍ଥା ପ୍ରକଳ୍ପ ପ୍ରଶାସକ ସରୋଜ…

୨୪ ତାରିଖ ମଧ୍ୟରାତ୍ରରୁ ବନ୍ଦରହିବ ଘରୋଇ ବିମାନ ସେବା

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭାରତ ସରକାର ପ୍ରଥମେ ଟ୍ରେନ୍‌ ସେବା ଓ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ କରିଥିଲେ। ମଙ୍ଗଳବାର ମଧ୍ୟରାତିଠାରୁ ସମସ୍ତ ଘରୋଇ ବିମାନ ସେବାକୁ ବନ୍ଦ କରାଯିବାକୁ ନିଷ୍ପତ୍ତି…

କାଲି ଦିନ୧୧ରୁ ବସ୍‌ ଚଳାଚଳ ବନ୍ଦ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ଆନ୍ତଃ ରାଜ୍ୟ ବସ୍‌ ଚଳାଚଳ ବନ୍ଦ ପରେ ମଙ୍ଗଳବାରଠାରୁ ଆନ୍ତଃ ଜିଲା ବସ୍‌ ଚଳାଚଳ ବନ୍ଦ କରାଯାଇଛି। କରୋନାର ଭୟାବହତାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଦିନ୧୧ଟାରୁ ସାରା ରାଜ୍ୟରେ ବସ୍‌ ଚଳାଚଳ ବନ୍ଦ ରହିବାକୁ ନିଷ୍ପତ୍ତି ନିଆଯାଇଛି। ରାଜ୍ୟତମାମ ସମସ୍ତ…

ପୁଣିଥରେ କନିକାଙ୍କ ରିପୋର୍ଟ ଆସିଲା ପଜିଟିଭ

ଲକ୍ଷ୍ନୌ,୨୩।୩: ବଲିଉଡ୍‌ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମିତ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡିଛି। ପ୍ରଥମ ଥର ଆସିଥିବା ତାଙ୍କ ରିପୋର୍ଟକୁ ନେଇ କନିକାଙ୍କ ପରିବାର ଲୋକେ ଅଭିଯୋଗ ଆଣିବାରୁ ପୁଣିଥରେ ତାଙ୍କର କରୋନା ସଂକ୍ରମଣ ଟେଷ୍ଟ କରାଯାଇଥିଲା। ବର୍ତ୍ତମାନ କନିକା…

ରାତି ୯ଟାରେ ଚତୁର୍ଥ ଥର ଲାଗି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବରାଜ

ଭୋପାଳ,୨୩।୩: ପାଖାପାଖି ମାସେ ହେବ ମଧ୍ୟପ୍ରଦେଶ ରାଜନୀତିରେ ଦେଖାଦେଇଥିବା ହାଇଡ୍ରାମା ସୋମବାର ରାତି ୯ଟାରେ ଶେଷ ହେବାକୁ ଯାଉଛି। ଭାରତୀୟ ଜନତା ପାର୍ଟି(ଭାଜପା)ର ହାଇକମାଣ୍ଡ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶିବରାଜ ସିଂ ଚୌହାନଙ୍କ ନାଁରେ ମୋହର ମାରିଛନ୍ତି। ଶିବରାଜ ସୋମବାର ରାତି…

ଘରେପଶି ମାଡ଼ମାରି ସୁନାଗହଣା, ଟଙ୍କା ଚୋରିକଲେ ଦୁର୍ବୃତ୍ତ: ସାଇଣ୍ଟିଫିକ୍‌ ଟିମ୍‌ର ତଦନ୍ତ ଆରମ୍ଭ

ଦିଗପହଣ୍ଡି/ଚିକିଟି,୨୩।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଚିକିଟି ବ୍ଲକ ଗଡ଼ ଗୋବିନ୍ଦପୁର ପଞ୍ଚାୟତ ଡାବରାସିଙ୍ଗି ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ପ୍ରସନ୍ନ ପ୍ରଧାନଙ୍କ ଘରେ ପଶି ନଗଦ ଟଙ୍କା ସହ ସୁନାଗହଣା ଦେଇ ଫେରାର ହୋଇଯାଇଛନ୍ତି। ପ୍ରକାଶ ଯେ, ପ୍ରସନ୍ନ…

କରୋନା ସଚେତନତା: ପାନୀୟ ଜଳ ଯୋଗାଣ, ସଫେଇ କର୍ମଚାରୀଙ୍କୁ ୬ ମାସ ଆନ୍ଦୋଳନ ମନା

ଭୁବନେଶ୍ୱର, ୨୩।୩(ବ୍ୟୁରୋ): କରୋନା (କୋଭିଡ-୧୯)ର ଭୟାବହତା ସମଗ୍ର ବିଶ୍ୱକୁ ଥରହର କରିଛି। ରାଜ୍ୟ ସରକାର ଏହି ମହାମାରୀକୁ ପ୍ରତିହତ କରିବା ପାଇଁ ଅନେକ ପଦକ୍ଷେପ ନେଇଛନ୍ତି। ୫ ଜିଲା ଓ ୮ସହରକୁ ମାର୍ଚ୍ଚ ୨୨ରୁ ୨୯ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌…

କରୋନା ଭାଇରସ୍‌ ଯୋଗୁ ଅସ୍ଥାୟୀ ଭାବେ ବନ୍ଦ ହେଲା ଏମ୍ସର ଓପିଡି ସେବା

ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଭାଇରସ୍‌ର ପ୍ରକୋପକୁ ଦେଖି ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସ (ଏମ୍ସ) ସୋମବାରଠାରୁ ନିୟମିତ ରୋଗୀଙ୍କ ପାଇଁ ସମସ୍ତ ଓପିଡି ସେବାକୁ ଅସ୍ଥାୟୀ ଭାବେ ବନ୍ଦ ରଖାଯିବାକୁ ନିଷ୍ପତ୍ତି ନିଆଯାଇଛି। କାରଣ ଓପିଡିକୁ ନିୟମିତ ଭାବେ…

ସେଲ୍‌ଫ ଆଇସୋଲେଶନରେ ଜାସନ ଗିଲେସ୍ପି

ମେଲବୋର୍ନ,୨୩।୩- ଇଂଲଣ୍ଡ ଓ ଓ୍ବେଲ୍ସ କ୍ରିକେଟ ବୋର୍ଡ (ଇସିବି) ତା’ର ସମସ୍ତ କ୍ରିକେଟ କାର୍ଯ୍ୟକ୍ରମକୁ ମେ ୨୮ ତାରିଖ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଅଷ୍ଟ୍ରେଲିଆର ପୂର୍ବତନ ଖେଳାଳି ଜାସନ ଗିଲେସ୍ପ ଇଂଲଣ୍ଡରୁ ଘରକୁ ଫେରି ସେଲ୍‌ଫ ଆଇସୋଲେଶନରେ ରହିଛନ୍ତି। କାଉଣ୍ଟି କ୍ଲବ…

କରୋନା ଭାଇରସକୁ ତୃତୀୟ ବିଶ୍ୱଯୁଦ୍ଧ ବୋଲି କହିଲେ ଏହି ଅଭିନେତା

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଲି ଫଜଲ କରୋନା ଭାଇରସକୁ ତୃତୀୟ ବିଶ୍ୱଯୁଦ୍ଧ କହିବାକୁ କହିଛନ୍ତି। ତେବେ ବରିଷ୍ଠ ନାଗରିକଙ୍କୁ ସେ ଏହା କହିବାକୁ କହିଛନ୍ତି। ତାଙ୍କ ମାତାପିତାଙ୍କୁ ସେ ଆଇାସୋଲେଶନରେ ରଖିବାକୁ ଚାହୁଁଥିବା ବେଳେ ସେମାନେ ଏହା ବୁଝୁ ନ ଥିବାରୁ…

କରୋନା ଭାଇରସ ପାଇଁ ରିଲିଫ୍‌ ଫଣ୍ଡକୁ ଗୋଟିଏ ମାସର ଦରମା ଦାନ କଲେ ଦୁଷ୍ୟନ୍ତ

ଚଣ୍ଡିଗଡ଼,୨୩।୩: କରୋନା କବଳରେ ଭାରତ। ବେଳକୁ ବେଳ ବଢି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦେଖି ଏବେ ହରିୟାଣାର ଉପ ମୁଖ୍ୟମନ୍ତ୍ରୀ ଦୁଷ୍ୟନ୍ତ ଚୌତାଲ ତାଙ୍କର ଗୋଟିଏ ମାସର ଦରମା ରିଲିଫ୍‌ ଫଣ୍ଡକୁ ଦାନ କରିବାକୁ ଘୋଷଣା କରିଛନ୍ତି। ଏହାସହ ସେ…

କରୋନା ଭାଇରସ୍‌: ଲୋକ ସଭା ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ

ନୂଆଦିଲ୍ଲୀ,୨୩।୩: କରୋନା ଭାଇରସ୍‌ ସାରା ଦେଶରେ ପ୍ରକୋପ ଜାରି ରହିଛି। ଏହାକୁ ରୋକିବା ପାଇଁ ଭାରତ ସରକାର କେତେକ ଜରୁରୀ ପଦକ୍ଷେପ ଗ୍ରହଣ କରୁଛନ୍ତି। ଇତିମଧ୍ୟରେ ଲୋକ ସଭା କାର୍ଯ୍ୟକୁ ଅନିଶ୍ଚିତକାଳ ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଦେଶରେ ଦିନକୁ ଦିନ ବୃଦ୍ଧି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri