କରୋନା ସଚେତନତା: ସ୍ଥାନାନ୍ତର ହେଲା ଡେଲି ମାର୍କେଟ
ବିଜେପୁର, ୨୩।୩(ଡି.ଏନ୍.ଏ.): କରୋନା ସଂକ୍ରମଣ ଦେଶରେ କାୟା ବିସ୍ତାର କରିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଏହାର ଔଷଧ ବାହାରି ନାହିଁ। ତେଣୁ ସତର୍କତା ହିଁ ଏକମାତ୍ର ବିକଳ୍ପ। ଫଳରେ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନତାମୂଳକ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ ବରଗଡ଼…
କାହିଁକି ଆତ୍ମହତ୍ୟା କରିବାକୁ ଚାହୁଁଥିଲେ କନିକା
ଲକ୍ଷ୍ନୌ,୨୩।୩: ବଲିଉଡ୍ ଗାୟିକା କନିକା କପୁର ଏବେ କରୋନା ଭାଇରସରେ ପୀଡ଼ିତ ଥିବା ବେଳେ ତାଙ୍କର କାର୍ଯ୍ୟକଳାପକୁ ନେଇ ଆସିଛନ୍ତି ଚର୍ଚ୍ଚାକୁ। ନିକଟରେ ସେ ଲଣ୍ଡନରୁ ଫେରି ଯେଉଁଭଳି ବିଭିନ୍ନ ପାର୍ଟିରେ ଯୋଗ ଦେଲେ ଓ ପରେ କରୋନାରେ ସଂକ୍ରମିତ ହୋଇଥିବା…
ନବରଙ୍ଗପୁର, ଉମରକୋଟ ସହରରେ ଲକ୍ଡାଉନ୍: ୨୯ ପର୍ଯ୍ୟନ୍ତ ଏହା ଜାରି ରହିବ
ନବରଙ୍ଗପୁର,୨୩।୩(ବି.ପ୍ର.): ମହାମାରୀ କରୋନା ଭାଇରସ୍ରୁ କିଭଳି ମୁକ୍ତି ମିଳିବ ସେ ନେଇ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ରବିବାର ଜନତା କର୍ଫ୍ୟୁ ପରେ ସୋମବାରଠାରୁ ୨୯ ତାରିଖ ରାତି ୯ଟା ପର୍ଯ୍ୟନ୍ତ ନବରଙ୍ଗପୁର ଓ ଉମରକୋଟ ପୌରାଞ୍ଚଳରେ…
ବନ୍ଧୁକ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ: ଶିକାରୀ ଗିରଫ
ସଜନାଗଡ଼,୨୩।୩(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ କୁଲଡିହା ଅଭୟାରଣ୍ୟରେ ଦିନକୁ ଦିନ ଶିକାରୀଙ୍କ ପ୍ରାଦୁର୍ଭାବ ଦେଖିବାକୁ ମିଳୁଛି। ରବିବାର ରାତିରେ ଏହି ଅଭୟାରଣ୍ୟକୁ ଶିକାର ଉଦ୍ଦେଶ୍ୟରେ ଯାଇଥିବା ନୀଳଗିରି ଥାନା ଅଧିନସ୍ଥ ଶିଆଡ଼ିମାଳ ପଞ୍ଚାୟତ ବାବନ୍ଧ ଗ୍ରାମର ପବନ ସିଂଙ୍କୁ ବନବିଭାଗ…
ସଂକ୍ରମିତଙ୍କୁ ଛୁଇଁଲେ ହେବ କି କରୋନା !
ଓ୍ବାଶିଂଟନ,୨୩।୩: କରୋନା ସଂକ୍ରମଣ କିଭଳି ହୋଇଥାଏ। ଏସମ୍ପର୍କିତ ବହୁ ପ୍ରଶ୍ନ ଏବେ ଲୋକଙ୍କ ମଧ୍ୟରେ ସୃଷ୍ଟି ହେଉଛି। କେହି କେହି ଏହା ସଂକ୍ରମିତଙ୍କୁ ଛୁଇଁଲେ ବ୍ୟାପିଥାଏ ବୋଲି କହିଥାନ୍ତି। ତେବେ ପ୍ରକୃତ ପକ୍ଷେ ଏହା ସମ୍ପୂର୍ଣ୍ଣ ସତ୍ୟ ନୁହେଁ ବୋଲି ବିଶ୍ୱ…
ରକ୍ତ ପରୀକ୍ଷାରୁ ଜାଣିହେବ ପୃଥୁଳତା
ଆଜିକାଲି ପୃଥୁଳତା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ଭାବରେ ଉଭାହେଲାଣି। ଅବ୍ୟବସ୍ଥିତ ଜୀବନଶୈଳୀ, ଖାଦ୍ୟପେୟ ଆଦି କାରଣରୁ ଜଣେ ପୃଥୁଳତା ପରି ସମସ୍ୟାର ସମ୍ମୁଖୀନ ହୋଇଥାଏ। ତେବେ ଏହାକୁ କିପରି ନିରୂପଣ କରାଯିବ ସେ ନେଇ ଏକ ନୂଆ ଉପାୟ ଖୋଜିପାଇବାରେ…
କରୋନା ସହ ଲଢ଼େଇ ପାଇଁ ସାମ୍ନାକୁ ଆସିଲେ ଉଦ୍ୟୋଗପତି
ନୂଆଦିଲ୍ଲୀ,୨୩।୩: ଦେଶରେ କରୋନାର ପ୍ରକୋପ ଜାରି ରହିଛି। କରୋନା ଭାଇରସ୍ ସଂକ୍ରମଣରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ୮କୁ ଟପିଛି। ତେବେ କରୋନା ସହ ମୁକାବିଲା ପାଇଁ ବ୍ୟବସାୟ ଓ ଉଦ୍ୟୋଗ ଜଗତ ସହାୟତାର…
ଆଜିର ଦିନରେ କୋଟି କୋଟି ପ୍ରଶଂସକଙ୍କ ହୃଦୟ ଭାଙ୍ଗିଥିଲେ ସଚିନ
ନୂଆଦିଲ୍ଲୀ,୨୩।୩- ଠିକ୍ ୧୭ ବର୍ଷ ତଳେ ଅର୍ଥାତ ୨୦୦୩ ମାର୍ଚ୍ଚ ୨୩ ତାରିଖରେ ସଚିନ ତେନ୍ଦୁଲକରଙ୍କ ଯୋଗୁ ଭାଙ୍ଗି ଯାଇଥିଲା କୋଟି କୋଟି ଭାରତୀୟ ପ୍ରଶଂସକଙ୍କ ହୃଦୟ। ସେ ଦିନ ଜୋହାନ୍ସବର୍ଗର ଓ୍ବାଣ୍ଡର୍ସ ଷ୍ଟାଡିୟମ୍ରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିଲା…
ଲକ୍ଡାଉନ୍କୁ ନେଇ କ୍ଷୋଭ ପ୍ରକାଶ କଲେ ମୋଦି
ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢି ଚାଲିଛି। ତେବେ କରୋନାର ମୁକାବିଲା କରିବାକୁ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଥିବା ବେଳେ ଏହାକୁ କେତେଜଣ ସାଧାରଣ…
ଜନନୀ ଯନ୍ତ୍ରଣା: ଗ୍ରାମକୁ ରାସ୍ତା ନ ଥିବାରୁ ଭାରରେ ବୁହାହେଲେ ଗର୍ଭବତୀ
ଚିତ୍ରକୋଣ୍ଡା,୨୩।୩(ଡି.ଏନ୍.ଏ.): ନଜରକୁ ଆସିଛି ଆଉ ଏକ ଜନନୀ ଯନ୍ତ୍ରଣା। ଗ୍ରାମକୁ ରାସ୍ତା ନ ଥିବାରୁ ଗର୍ଭବତୀଙ୍କୁ ଭାରରେ ବୁହାଇବାକୁ ପଡ଼ିଛି। ରବିବାର ଏପରି ଦେଖିବାକୁ ମିଳିଛି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ନୁଆଗୁଡ଼ା ପଞ୍ଚାୟତ ପାଲିଗୁଡ଼ା ଗ୍ରାମରେ। ଗ୍ରାମର ଭୀଷ୍ମ…
ଲକ୍ଡାଉନ୍ର ଦ୍ୱିତୀୟ ଦିନ: ନିର୍ଦ୍ଦେଶ ଉଲ୍ଲଙ୍ଘନକାରୀଙ୍କୁ ଦାଗିଦ୍ କଲା ପ୍ରଶାସନ
ପୁରୁଷୋତ୍ତମପୁର,୨୩।୩: ମହାମାରୀ କରୋନା ଭାଇରସ୍ ଆତଙ୍କକୁ ନେଇ ସରକାର ଲକ୍ଡାଉନ୍ ଘୋଷଣା କରି ବିଭିନ୍ନ ନିୟମ ଓ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ମାତ୍ର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ କିଛି ବ୍ୟକ୍ତି ଲକ୍ଡାଉନ୍ର ଦ୍ୱିତୀୟ ଦିନ ଅର୍ଥାତ୍ ସୋମବାର ଏହାକୁ ଉଲ୍ଲଙ୍ଘନ…
ଟୋକିଓ ଅଲିମ୍ପିକ୍ସରୁ ଓହରିଲା କାନାଡା
ଟୋକିଓ,୨୩।୩- ବିଶ୍ୱକୁ ଗ୍ରାସ କରୁଥିବା କରୋନା ଭାଇରସ ଟୋକିଓ ଅଲିମ୍ପିକ୍ସକୁ ସାଙ୍ଘାତିକ ଭାବେ ପ୍ରଭାବିତ କରୁଛି। ବିଶ୍ୱର ସବୁଠୁ ବଡ଼ କ୍ରୀଡ଼ା ମହାକୁମ୍ଭରୁ ଦଳ ଓହରିବା ଆରମ୍ଭ କରିଛନ୍ତି। ପ୍ରଥମ ଦଳ ଭାବେ କାନାଡା ଓହରିଛି। କାନାଡିଆନ ଅଲିମ୍ପିକ୍ କମିଟି (ସିଓସି)…
Archives


