ଗ୍ରାମବାସୀଙ୍କ ସହିତ ଥାଳି, ଘଣ୍ଟ ବଜାଇଲେ କେନ୍ଦ୍ରମନ୍ତ୍ରୀ
ସଜନାଗଡ଼, ୨୨।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ରବିବାର ସବୁଠି ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଥିଲା। କରୋନା ମୁକାବିଲା ଲାଗି ଲୋକେ ସ୍ବତଃସ୍ଫୁର୍ତ୍ତ ଭାବେ ଜନତା କର୍ଫ୍ୟୁକୁ ସମର୍ଥନ ଜଣାଇଥିଲେ। ଫଳରେ ରାସ୍ତାଘାଟ ପରିବେଶ ଶୂନଶାନ୍ ହୋଇ ପଡିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ବାଲେଶ୍ୱର ଷ୍ଟେଶନରେ ଟ୍ରେନ୍ ଯାତ୍ରୀଙ୍କ ସ୍ବାସ୍ଥ୍ୟ ପରୀକ୍ଷା
ବାଲେଶ୍ୱର ଅଫିସ, ୨୨।୩-କରୋନା ସଂକ୍ରମଣ ଭୂତାଣୁକୁ ରୋକିବା ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରତ୍ୟେକ ରେଳଷ୍ଟେଶନରେ ଟ୍ରେନ୍ରେ ଆସୁଥିବା ଯାତ୍ରୀମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବାନାର୍ଜୀ ପ୍ରସାଦ ଛୋଟରାୟଙ୍କ ତତ୍ତ୍ୱାବଧାନରେ ରବିବାର ପୂର୍ବାହ୍ନ ୧୦ଟାରେ…
ବ୍ଲିଚିଂ ପାଉଡ଼ରରେ ବି କରିହେବ ଘର, କାର୍ଯ୍ୟାଳୟ ସାନିଟାଇଜ୍
ନୂଆଦିଲ୍ଲୀ,୨୨।୩: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ପକ୍ଷରୁ ଦେଶବ୍ୟାପି ଲୋକଙ୍କ ମଧ୍ୟରେ ସଚେତନତା ବାର୍ତ୍ତା ପ୍ରସାରଣ ଜାରି ରଖିଛନ୍ତି। କରୋନାଠାରୁ ଦୂରେଇ ରହିବା ପାଇଁ ସାନିଟାଇଜେଶନ୍ ଜରୁରୀ। ଘର ଏବଂ କାର୍ଯ୍ୟାଳୟର ପରିମଳ ବ୍ୟବସ୍ଥା ବଜାୟ ରଖିଲେ ଏହି…
ବାଥ୍ ରୁମ୍ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରୁହେ କରୋନା ଭୂତାଣୁ
ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣ ନେଇ ଏବେ ସାରା ପୃଥିବୀରେ ଲୋକଙ୍କ ମଧ୍ୟରେ ସଚେତନତା ବଢ଼ିବାରେ ଲାଗିଛି। ଏହି ଭୂତାଣୁ ବାଥ୍ ରୁମ୍ରେ ୯ ଦିନ ପର୍ଯ୍ୟନ୍ତ ସକ୍ରିୟ ରହିଥାଏ ବୋଲି ପ୍ରିନ୍ସ୍ ଟନ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ଦ୍ୱାରା ହୋଇଥିବା ଗବେଷଣା ରିପୋର୍ଟରେ…
ମାସ୍କ୍ କରୋନାଠୁ କେତେଦୂର ଦେଇ ପାରିବ ସୁରକ୍ଷା
ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସ୍ବାସ୍ଥ୍ୟ ବିଶେଷଜ୍ଞ ବିଭିନ୍ନ ଉପାୟ ସମ୍ପର୍କରେ ପରାମର୍ଶ ଦେଉଛନ୍ତି। ସେଥିମଧ୍ୟରୁ ମାସ୍କ୍ର ବ୍ୟବହାର କରିବା, ନିୟମିତ ଭାବେ ନିର୍ଦ୍ଧିଷ୍ଟ ସମୟ ବ୍ୟବଧାନରେ ହାତ ଧୋଇବା ଏବଂ ଆଖି, ନାକ, ପାଟିକୁ ବାରମ୍ବାର ସ୍ପର୍ଶ…
କରୋନା ଭୟ ସତ୍ତ୍ୱେ ଅଲିମ୍ପିକ୍ସ ମଶାଲ କାର୍ଯ୍ୟକ୍ରମରେ ଯୋଗଦେଲେ ୫୦ ହଜାର ଦର୍ଶକ
ସେଣ୍ଡାଇ(ଜାପାନ),୨୨।୩(ଏଏଫ୍ପି)- କରୋନା ଭାଇରସର ପ୍ରକୋପ ସତ୍ତ୍ୱେ ନର୍ଥଇଷ୍ଟର୍ନ ଜାପାନରେ ରବିବାର ଅନୁଷ୍ଠିିତ ଅଲିମ୍ପିକ୍ସ ମଶାଲ କାର୍ଯ୍ୟକ୍ରମରେ ୫୦ ହଜାର ଦର୍ଶକ ଯୋଗ ଦେଇଛନ୍ତି। ଗୁରୁବାର ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଗ୍ରୀସ୍ ଟୋକିଓ ୨୦୨୦ ଗେମ୍ସ ଆୟୋଜକଙ୍କୁ ଅଲିମ୍ପିକ ମଶାଲ ହସ୍ତାନ୍ତର…
କରୋନା ଯୋଦ୍ଧାଙ୍କୁ କୃତଜ୍ଞତା ଜଣାଇଲେ ଦେଶବାସୀ
ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ପ୍ରକୋପରୁ ଦେଶକୁ ରକ୍ଷା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ସାରା ଦେଶରେ ପାଳନ କରାଯାଇଥିଲା ‘ଜନତା କର୍ଫ୍ୟୁ’। ଏହି ସମୟରେ ସାରା ଦେଶ ଏକ ପ୍ରକାର ନିରବ ହୋଇଯାଇଥିବା ବେଳେ ଜରୁରୀ ସେବାରେ…
ମହିଳା କ୍ରିକେଟରଙ୍କୁ ଅସଦାଚରଣ ପରେ କୋଚ୍ ନିଲମ୍ବିତ
ନୂଆଦିଲ୍ଲୀ,୨୨।୩- ବରୋଦା କ୍ରିକେଟ ଆସୋସିଏଶନ (ବିସିଏ)ର ମହିଳା ଦଳର କୋଚ୍ ଅତୁଲ ବେଦାଦେଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆସିବା ପରେ ତାଙ୍କୁ ସସପେଣ୍ଡ କରାଯାଇଛି। ଭାରତ ପାଇଁ ଖେଳିଥିବା ବିସ୍ଫୋରକ ବ୍ୟାଟ୍ସମ୍ୟାନ ଅତୁଲଙ୍କୁ ୨୦୧୯-୨୦ ସିଜନରେ ବରୋଦା ମହିଳା ଦଳର କୋଚଭାବେ…
କରୋନା ପଜିଟିଭ ଥିବା ସମସ୍ତ ୭୫ ଜିଲା ଲକ୍ଡାଉନ
ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ପଜିଟିଭ ରୋଗୀ ଥିବା ସମସ୍ତ ୭୫ ଜିଲାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଲକ୍ଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ କେବଳ ଜରୁରୀ ସେବା ଯୋଗାଇ ଦିଆଯିବ ବୋଲି ରବିବାର କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଏହି ସମୟରେ…
ପ୍ରତାପୁରରେ ବାରୁଣୀ ସ୍ନାନ ବନ୍ଦ: ହୋଇପାରିଲାନି ଠାକୁରଙ୍କ ମେଳଣ
ପୁରୁଷୋତ୍ତମପୁର,୨୨।୩(ଡି.ଏନ୍.ଏ.): ମହାମାରୀ କରୋନା ଭାଇରସ୍ ଆତଙ୍କକୁ ନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ପ୍ରତାପୁର ଗ୍ରାମର ଋଷିକୂଲ୍ୟାର ଉତ୍ତରବାଙ୍କଠାରେ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ଦ୍ୱାରା ପ୍ରତିଷ୍ଠିତ ତୁମ୍ବେଶ୍ବର ଘାଟଠାରେ କେଉଁ ଆବାହନ କାଳରୁ ହୋଇ ଆସୁଥିବା ଐତିହାସିକ ବାରୁଣୀ ସ୍ନାନକୁ ପ୍ରଶାସନ…
ଜଗନ୍ନାଥପ୍ରସାଦରେ ଜନତା କର୍ଫ୍ୟୁ: ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ବନ୍ଦ
ଜଗନ୍ନାଥପ୍ରସାଦ,୨୨।୩(ଡି.ଏନ୍.ଏ.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନରେ ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ରବିବାର ଦେଖିବାକୁ ମିଳିଛି। ମୁଖ୍ୟ ବଜାର ଜଗନ୍ନାଥ ପ୍ରସାଦ, ପଞ୍ଚଭୂତି, ବିଡିପୁର, ଗଣ୍ଡାଧର, ଚିକିଲି, କମସର, କାଦୁଆ, ଛାମୁଣ୍ଡା ଆଦି ସ୍ଥାନରେ ସମସ୍ତ…
ଗୋଟିଏ ସପ୍ତାହ ପୂର୍ବରୁ ଲାଗୁ କରିବାର ଥିଲା ‘ଜନତା କର୍ଫ୍ୟୁ’: ସଞ୍ଜୟ ରାଉତ
ମୁମ୍ବାଇ,୨୨।୩: କରୋନା ଭାଇରସର ସଂକ୍ରମଣକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ଆହ୍ବାନ ଦେଇଥିଲେ ‘ଜନତା କର୍ଫ୍ୟୁ’ ତାହା ରବିବାର ସାରା ଦେଶରେ ପାଳନ କରାଯାଉଛି। ଲୋକେ ଶାନ୍ତି ଶୃଙ୍ଖଳାର ସହ ଏହା ପାଳନ କରିଥିବା ବେଳେ ଶିବସେନା ନେତା ସଞ୍ଜୟ…
Archives


