ଖାଁ ଖାଁ ବାଲିଗୁଡ଼ା: ଗଡୁନି ଯାନବାହନ
ବାଲିଗୁଡ଼ା,୨୨।୩(ଡି.ଏନ୍.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ରବିବାର ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ବସଷ୍ଟାଣ୍ଡଠାରୁ ଆରମ୍ଭ କରି ବିଭିନ୍ନ ରାଜରାସ୍ତା ତଥା ଜନଗହଳିପୂର୍ଣ୍ଣ ସ୍ଥାନ ସବୁ ଖାଁ ଖାଁ ଶୂନ୍ଶାନ୍। କରୋନାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ…
ପୌରାଞ୍ଚଳରେ କରୋନା ମୁକାବିଲା: ରାଜ୍ୟ ସରକାରଙ୍କ ପକ୍ଷରୁ ୨୧ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର,୨୨।୩(ବ୍ୟୁରୋ): ପୌରାଞ୍ଚଳରେ କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାର ୨୧ କୋଟି ୧୦ଲକ୍ଷ ଚଙ୍କା ମଞ୍ଜୁର କରିଛନ୍ତି। ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଏ ନେଇ ସହରାଞ୍ଚଳ ଉନ୍ନୟନ ସଂସ୍ଥା(ସୁଡା)କୁ ଅବଗତ କରି ତୁରନ୍ତ ଟଙ୍କା ପ୍ରଦାନ କରିବାକୁ…
ଆଜିଠାରୁ ବାହାର ରାଜ୍ୟକୁ ଗଡ଼ିବନି ବସ୍
ଭୁବନେଶ୍ୱର,୨୨।୩(ବ୍ୟୁରୋ): ରବିବାରଠାରୁ ଆନ୍ତଃରାଜ୍ୟ ବସ୍ ଚଳାଚଳ ବନ୍ଦ ରହିବ। ରାଜ୍ୟରୁ କୌଣସି ବସ୍ ଅନ୍ୟ ରାଜ୍ୟକୁ ଗଡ଼ିବ ନାହିଁ। ଏନେଇ ଘରୋଇ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇଛନ୍ତି।
ଉତ୍ତରାଖଣ୍ଡରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’
ଡେରାଡୁନ,୨୨।୩: ଉତ୍ତରାଖଣ୍ଡରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ‘ଜନତା କର୍ଫ୍ୟୁ’ ଲାଗୁ ହେବ ବୋଲି ରବିବାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ। ଏହି ସମୟରେ ଖାଦ୍ୟ ପଦାର୍ଥ, ଔଷଧ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ମିଳିବାରେ କୌଣସି ଅସୁବିଧା ହେବ ନାହିଁ…
ସାନଖେମୁଣ୍ଡିରେ ଜନତା କର୍ଫ୍ୟୁ: ଜରୁରୀ ସେବାକୁ ଛାଡ଼ି ସବୁ ବନ୍ଦ
ପାଟପୁର,୨୨।୩(ଡି.ଏନ୍.ଏ.): କରୋନା ଭୂତାଣୁ ସଂକ୍ରାମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀଙ୍କ ଜନତା କର୍ଫ୍ୟୁ ବାର୍ତ୍ତା ନେଇ ରବିବାର ସାନଖେମୁଣ୍ଡି ଅଞ୍ଚଳ ଖାଁ ଖାଁ ହୋଇପଡ଼ିଛି। ସହରରେ ଥିବା ଦେକାନ ବଜାର ଯାନବାହନ ସମ୍ପୂର୍ଣ୍ଣ ବନ୍ଦ ରହିଥିବାବେଳେ ଜରୁରିକାଳୀନ ସେବା ଯଥା ଅଗ୍ନିଶମ ବିଭାଗ,…
୩ ବିଦେଶ ଫେରନ୍ତାଙ୍କୁ ଆଇସୋଲେଶନରେ ରହିବାକୁ ପରାମର୍ଶ ଦେଲା ପ୍ରଶାସନ
ଭଞ୍ଜନଗର,୨୨।୩(ଡି.ଏନ୍.ଏ.): ଇଂଲଣ୍ଡ ଓ କୁଏତ୍ରୁ ୨ ଜଣ ଭଞ୍ଜନଗର ବାସିନ୍ଦା ଗତ ସପ୍ତାହରେ ଘରକୁ ଫେରିଥିବା ବେଳେ ଶନିବାର ଦୁବାଇରୁ ଆଉ ଜଣେ ଘରକୁ ଫେରିଛନ୍ତି। ସେମାନେ ସମସ୍ତେ ସୁସ୍ଥ ଥିବା ଜଣାପଡ଼ିଛି। ତଥାପି ଘରେ ଅନ୍ୟମାନଙ୍କ ଠାରୁ ୧୪ ଦିନ…
ସୋମବାର ସକାଳ ପର୍ଯ୍ୟନ୍ତ ମହାରାଷ୍ଟ୍ରରେ ପାଳନ ହେବ ‘ଜନତା କର୍ଫ୍ୟୁ’
ମୁମ୍ବାଇ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନ କ୍ରମେ ରବିବାର ସାରା ଦେଶରେ ପାଳନ କରାଯାଉଛି ‘ଜନତା କର୍ଫ୍ୟୁ’। ଏହି ସମୟରେ ଦେଶବାସୀ ନିଜ ନିଜ ଘରେ ବନ୍ଦ ହୋଇ ରହିଛନ୍ତି। କରୋନାକୁ ସଂକ୍ରମଣରୁ ଅଟକାଇବାକୁ ଏହା ଏକ ବଡ ପଦକ୍ଷେପ ବୋଲି…
ଜନତା କର୍ଫ୍ୟୁ ଆହ୍ବାନ: ଚାରିଆଡ଼େ ଖାଁ ଖାଁ
ରାଜନଗର,୨୨।୩(ଡି.ଏନ୍.ଏ.): ମହାମାରୀ ରୂପ ଧାରଣ କରିଥିବା କରୋନା ଭୂତାଣୁଠାରୁ ଦୂରରେ ରହିବା ପାଇଁ ପ୍ରଧାନମନ୍ତ୍ରୀ ଜନତା କର୍ଫ୍ୟୁ ଆହ୍ବାନ ଦେଇଛନ୍ତି। ଏହି ଆହ୍ବାନକୁ କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଅଞ୍ଚଳରେ ସମ୍ପୂର୍ଣ୍ଣ ପାଳନ କରାଯାଇଛି। ସବୁବେଳେ ଜନଗହଳି ଲାଗି ରହୁଥିବା ରାଜନଗର,…
ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ରାଜଧାନୀରେ ମେଟ୍ରୋ ଟ୍ରେନ୍ ସେବା ବନ୍ଦ
ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ସହ ଲଢିବାକୁ ଏବେ ସମସ୍ତେ ପ୍ରସ୍ତୁତ। ଏହାର ଭୟାବହତା ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଥିବା ବେଳେ ଏହାକୁ ନେଇ ସାରା ବିଶ୍ୱ ଏକ ପ୍ରକାର ଠପ୍ ହୋଇଯାଇଛି କହିଲେ ଚଳେ। ମହାମାରୀ କରୋନା ଦାଉରୁ ରକ୍ଷା…
କରୋନା ଭାଇରସ: ବ୍ରିଟେନ୍ରେ ୧୫ ଲକ୍ଷ ଲୋକଙ୍କୁ ୩ ମାସ ଘରେ ରହିବାକୁ କୁହାଗଲା!
ଲଣ୍ଡନ,୨୨।୩: କରୋନା ଭାଇରସ ଚାଇନା ପରେ ଏବେ ୟୁରୋପରେ ତା’ର କାୟା ବିସ୍ତାର କରି ଚାଲିଛି। ଇଟାଲିରେ ତାଣ୍ଡବ ରଚିଥିବା କରୋନା ଫ୍ରାନ୍ସ, ଜର୍ମାନୀ ଓ ସ୍ପେନରେ ମଧ୍ୟ ତା’ର ଉଗ୍ର ରୂପକୁ ପ୍ରକାଶ କରିଛି। ସେହିପରି ବ୍ରିଟେନରେ ୫ହଜାର ଲୋକ…
ପ୍ରଧାନମନ୍ତ୍ରୀଙ୍କ ନିର୍ଦ୍ଦେଶ ପାଳନ କଲେ ଜନସାଧାରଣ: ରାଇକିଆରେ ରାସ୍ତାଘାଟ ଶୂନ୍ଶାନ୍
ରାଇକିଆ,୨୨।୩(ଡି.ଏନ୍.ଏ.): କରୋନା ଭାଇରସ୍ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ କନ୍ଧମାଳ ଜିଲା ରାଇକିଆରେ ରବିବାର ପାଳନ କରାଯାଇଥିବା ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ସ୍ବତଃପ୍ରବୃତ୍ତ ବନ୍ଦ ରହିଥିବା…
ଗୋଟିଏ ହୋଟେଲରେ ରହୁଥିଲେ କନିକା କାପୁର, ଦକ୍ଷିଣ ଆଫ୍ରିକା କ୍ରିକେଟ ଦଳର ଖେଳାଳି
ନୂଆଦିଲ୍ଲୀ,୨୨।୩- ଏକ ହଜାର ସ୍ଥାନୀୟ ପ୍ରଶାସକ ଓ ଉତ୍ତର ପ୍ରଦେଶ (ୟୁପି) ସ୍ବାସ୍ଥ୍ୟ ବିଭାଗୀୟ କର୍ମକର୍ତ୍ତାଙ୍କୁ ନେଇ ଗଠିତ ୧୦୦ ଦଳକୁ ବଲିଉଡ କଣ୍ଠଶିଳ୍ପୀ କନିକା କାପୁରଙ୍କ ଯୋଗାଯୋଗରେ ଆସିଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ଖୋଜିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେ ମାର୍ଚ୍ଚ ୧୧…
Archives


