ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମସ୍ତ ପାସେଞ୍ଜର ଟ୍ରେନ୍ ବାତିଲ
ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଇଣ୍ଡିଆନ୍ ରେଲଓ୍ବେ ବଡ ପଦକ୍ଷେପ ନେଇଛି। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମସ୍ତ ପାସେଞ୍ଜର ଟ୍ରେନକୁ ବାତିଲ କରାଯାଇଥିବା ସୂଚନା ଦିଆଯାଇଛି। ଯେଉଁ ଟ୍ରେନ୍ ଗୁଡିକର ଯାତ୍ରା ଶେଷ ହୋଇଛି ସେଗୁଡିକୁ ଅଟକାଇ ରଖାଯାଇଛି। ଏବେସୁଦ୍ଧା…
ଛାତ୍ରୀଛାତ୍ରଙ୍କୁ ଏକାଥରକେ ମିଳିବ ୩ ମାସର ମଧ୍ୟାହ୍ନଭୋଜନ ସାମଗ୍ରୀ: ଗଶଶିକ୍ଷା ମନ୍ତ୍ରୀ
ଭୁବନେଶ୍ୱର,୨୨।୩(ବ୍ୟୁରୋ): ଏକାଥରକେ ୩ ମାସର ମଧ୍ୟାହ୍ନଭୋଜନ ସାମଗ୍ରୀ ଦେବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ମାର୍ଚ୍ଚରୁ ଜୁନ୍ ୧୩ ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ସାମଗ୍ରୀ ଦିଆଯିବ। ପ୍ରଥମରୁ ୮ମ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଏହା ଦିଆଯିବ। ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ଏହାକୁ ସଂଗ୍ରହ କରିବେ। ପ୍ରଧାନଶିକ୍ଷକ…
କଟକ ରେଳ ଷ୍ଟେଶନ ଖାଁ ଖାଁ
କଟକ ଅଫିସ,୨୨।୩: ଜନତା କର୍ଫ୍ୟୁର ପ୍ରଭାବ ରବିବାର କଟକ ରେଳ ଷ୍ଟେଶନରେ ଦେଖିବାକୁ ମିଳିଛି। ଟ୍ରେନ ଚଳାଚଳ ବାତିଲ ନେଇ ପୂର୍ବରୁ ସୂଚନା ଦିଆଯାଇଥିଲା। ଏଣୁ ଯାତ୍ରୀମାନେ ଆସି ନ ଥିବାରୁ ଷ୍ଟେଶନ ପରିସର ଖାଁ ଖାଁ ହୋଇପଡ଼ିଛି। ତେବେ କଟକ…
କରୋନା ପୀଡ଼ିତ ପୂର୍ବତନ ରିୟଲ ମାଡ୍ରିଡ୍ ସଭାପତିଙ୍କ ପରଲୋକ
ମାଡ୍ରିଡ୍,୨୨।୩- ପୂର୍ବତନ ରିୟଲ ମାଡ୍ରିଡ୍ ସଭାପତି ୭୬ ବର୍ଷୀୟ ଲୋରେଞ୍ଜୋ ସାଞ୍ଜଙ୍କ ପରଲୋକ ଘଟିଛି। କରୋନା ଭାଇରସ ଯୋଗୁ ଶନିବାର ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ତାଙ୍କ ପୁଅ ସ୍ପଷ୍ଟ କରିଛନ୍ତି। ସାଞ୍ଜ ୧୯୯୫ରୁ ୨୦୦୦ ପର୍ଯ୍ୟନ୍ତ ରିୟଲ ମାଡ୍ରିଡ୍…
ଜନଶୂନ୍ୟ ଆରଡ଼ି : ପୀଠରେ କାଉକୋଇଲିଲ ଶବ୍ଦ ନାହିଁ
ଆରଡ଼ି,୨୨।୩(ଡି.ଏନ୍.ଏ.): ଭଦ୍ରକ ଜିଲା ଆରଡ଼ି ଅଞ୍ଚଳରେ ଜନତା କର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଆରଡ଼ି, ନାନ୍ଦପୁର, ଓଳଗ, ସୁନ୍ଦରପୁର, ପାଳସାହି, ରଇପୁର, ଶ୍ୟାମସୁନ୍ଦରପୁର ଆଦି ପଞ୍ଚାୟତର ଲୋକମାନେ ସ୍ବତଃ ପ୍ରବୃତ୍ତ ଭାବେ ଘରୁ ବାହାରି…
ଜଳିଗଲା ଦୋକାନ ସହ ୩ ବଖରା: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ
ଭଦ୍ରକ ଅଫିସ,୨୨।୩: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ଓଲଙ୍ଗ ପଞ୍ଚାୟତର ସାରତୋଳା ଗାଁରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟି ଘର ଓ ଦୋକାନ ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଭସ୍ମୀଭୂତ ହୋଇଯାଇଛି। ସୂଚନାଯୋଗ୍ୟ, ସାରତୋଳା ଗାଁର ଧନେଶ୍ୱର ବେହେରାଙ୍କ…
ଗଞ୍ଜାମ ଜିଲା ଲକ୍ଡାଉନ୍: ବିଦେଶ ଫେରନ୍ତା ପଞ୍ଜିକରଣ ନ କଲେ କାର୍ଯ୍ୟାନୁଷ୍ଠାନ
ଛତ୍ରପୁର, ୨୨।୩(ଡି.ଏନ୍.ଏ.)- ମୁଖମନ୍ତ୍ରୀ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରବିବାରଠାରୁ ଗଞ୍ଜାମ ଜିଲାରେ ଲକ୍ଡାଉନ୍ ଆରମ୍ଭ ହୋଇଛି। ଏଥିସହ ଜନତା କର୍ଫ୍ୟୁ ମଧ୍ୟକୁ ଲୋକେ ମାନି ଘରୁ ବାହାରୁ ନ ଥିବା ବେଳେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ଏହାର ପ୍ରଭାବରେ…
ଶୂନ୍ଶାନ ହୋଇପଡ଼ିଛି ଯାଜପୁରରୋଡ୍
ଯାଜପୁର ଅଫିସ,୨୨।୩: ଜନତା କର୍ଫ୍ୟୁ ଯୋଗୁ ଯାଜପୁରରୋଡ୍ ଶୂନଶାନ ହୋଇପଡ଼ିଛି। କରୋନା ଭୂତାଣୁର ମୁକାବିଲା ପାଇଁ ଜିଲାବାସୀ ସ୍ବତଃପ୍ରବୃତ୍ତ ଭାବେ ସମସ୍ତ ଦେକାନ ବଜାର ବନ୍ଦ କରିଛନ୍ତି। ବଡ଼ବଡ଼ ଶପିଂମଲ୍ଠାରୁ ଆରମ୍ଭ କରି ଛୋଟ ଦୋକାନ ମଧ୍ୟ ବନ୍ଦ ରହିଛି। ଏପରିକି…
ସରକାରୀ ନିର୍ଦ୍ଦେଶ ଅବମାନନା କଲେ କାର୍ଯ୍ୟାନୁଷ୍ଠାନ, ଜରୁରୀ ଥିଲେ ବାଇକ୍ରେ ନୁହେଁ ଚାଲିକି ଯାଆନ୍ତୁ: ସିପି
ଭୁବନେଶ୍ୱର,୨୨।୩(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ବାନକ୍ରମେ ରାଜ୍ୟରେ ରବିବାର ଜନତା କର୍ଫ୍ୟୁ ପାଳନ କରାଯାଛି। ଏଥିସହ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ଲକ୍ଡାଉନ୍ ମଧ୍ୟ ଜାରି ରହିଛି। ତେବେ ଏହି ସମୟରେ ସରକାରୀ ନିର୍ଦ୍ଦେଶ ମାନିବାକୁ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ପରାମର୍ଶ…
ସୁନ୍ଦରଗଡ଼ରେ ଜନତା କର୍ଫ୍ୟୁ: ଖୋଲା ରହିଛି ଅତ୍ୟାବଶ୍ୟକୀୟ ସାମଗ୍ରୀ, ଔଷଧ ଦୋକାନ
ସୁନ୍ଦରଗଡ଼,୨୨।୩(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ରୋକିବା ନିମନ୍ତେ ଜନତା କର୍ଫୁ ପ୍ରଭାବ ରବିବାର ସୁନ୍ଦରଗଡ଼ରେ ଦେଖିବାକୁ ମିଳିଛି। ଏଠାରେ ସମସ୍ତ ଦୋକାନ ବଜାର, ଯାନବାହନ ଚଳାଚଳ ବନ୍ଦ ରହିଛି। କାଁ ଭାଁ ଦୁଇଚକିଆ ଯାନକୁ ଛାଡ଼ିଦେଲେ ରାସ୍ତାଘାଟ ଏକପ୍ରକାର ଜନଶୂନ୍ୟ ହୋଇପଡ଼ିଛି। କେବଳ…
କରୋନା ଭାଇରସ: ବିହାରରେ ୩୮ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ
ପାଟନା,୨୨।୩: ଦେଶରେ କରୋନା ଭାଇରସର ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ବିହାରରେ ଜଣେ ୩୮ ବର୍ଷ ବୟସ୍କ ଯୁବକଙ୍କ ମୃତ୍ୟୁ ପରେ ଏବେ ଏହି ସଂଖ୍ୟା ୬ରେ ପହଞ୍ଚିଛି। ଅସୁସ୍ଥ ଥିବା ଯୁବକ ଜଣଙ୍କୁ ପାଟନାର ଏମ୍ସରେ ଭର୍ତ୍ତି କରାଯାଇଥିଲା। ତେବେ…
‘ଜନତା କର୍ଫ୍ୟୁ’ରେ କମିଶନରେଟ ପୋଲିସର ସ୍ବତନ୍ତ୍ର ପାସ୍ ବ୍ୟବସ୍ଥା: ଜରୁରିକାଳୀନ କାମ ପାଇଁ ନେଇପାରିବେ
ଭୁବନେଶ୍ୱର,୨୨।୩(ବ୍ୟୁରୋ): କରୋନା ସଂକ୍ରମଣ ରୋକିବା ଓ ସମସ୍ତଙ୍କୁ ଏହି ଭୂତାଣୁ ସମ୍ପର୍କରେ ସଚେତନ କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ସାରା ଦେଶରେ ଜନତା କର୍ଫ୍ୟୁ ପାଳନ କରାଯାଉଛି। ଏହି ସମୟରେ ଜରୁରିକାଳୀନ କାର୍ଯ୍ୟ ପାଇଁ କମିଶନରେଟ…
Archives


