କରୋନା ଗୁଜବ ପ୍ରଚାର କରି ଶିକ୍ଷକ ଗିରଫ
ରାୟଗଡ଼ା ଅଫିସ,୨୨ା୩: କରୋନାକୁ ନେଇ ଗୁଜବ ପ୍ରଚାର କରିବା ପରେ ଜଣେ ଶିକ୍ଷକ ଗିରଫ ହେବା ଘଟଣା ରାୟଗଡ଼ା ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି। ସୋସିଆଲ ମିଡ଼ିଆରେ କରୋନାକୁ ନେଇ ମିଥ୍ୟା ପ୍ରଚାର କରିବା ଅଭିଯୋଗରେ ରାୟଗଡ଼ା ଟାଉନ ପୋଲିସ ସଂପୃକ୍ତ…
ଜନତା କର୍ଫ୍ୟୁ: ଜୟପୁର ସହର ଶୂନ୍ଶାନ୍
ଜୟପୁର,୨୨।୩(ଡି.ଏନ୍.ଏ.): କୋରାପୁଟ ଜିଲା ଜୟପୁର ସହର ଜନତା କର୍ଫ୍ୟୁ ଲାଗି ରବିବାର ପୂର୍ବାହ୍ନ ୭ଟାରୁ ଶୂନ୍ଶାନ୍ ହୋଇଯାଇଥିଲା। ଦୂରରୁ ଆସିଥିବା ଯାତ୍ରୀବାହୀ ବସ୍ଗୁଡ଼ିକ ପହଞ୍ଚିଥିବା ବେଳେ ଏଠାରେ ଗାଡ଼ିମୋଟର ବନ୍ଦ ରହିଛି। ସେହିପରି ଦୋକାନ ବଜାର ମଧ୍ୟ ବନ୍ଦ ରହିଛି। ପୋଲିସ…
ପଞ୍ଜାବକୁ ଲକ୍ଡାଉନ୍ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଚଣ୍ଡିଗଡ଼,୨୨।୩: କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରୁ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂ ରବିବାର ସମ୍ପୂର୍ଣ୍ଣ ରାଜ୍ୟକୁ ଲକ୍ଡାଉନ୍ ଘୋଷଣା କରିଛନ୍ତି। ପ୍ରଥମେ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ରାଜ୍ୟକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲକ୍ଡାଉନ୍ ଘୋଷଣା କରିବା…
କରୋନାରେ ପୀଡ଼ିତ ଜୁଭେଣ୍ଟସ ସୁପରଷ୍ଟାର ଡିବାଲା
ରୋମ,୨୨।୩- ଜୁଭେଣ୍ଟସ ସୁପରଷ୍ଟାର ଫୁଟବଲ ଖେଳାଳି ପଲ ଡିବାଲା ମାରାତ୍ମକ ଭାଇରସ କରୋନାରେ ପୀଡ଼ିତ ଥିବା ସ୍ବୀକାର କରିଛନ୍ତି। ଇଟାଲିଆନ ଚାମ୍ପିୟନ ଜୁଭେଣ୍ଟସ ଦଳର ତୃତୀୟ ଖେଳାଳି ଭାବେ ଡିବାଲା ଆକ୍ରାନ୍ତ ହୋଇଛନ୍ତି। ସେହିଭଳି ଏସି ମିଲନ ଡିଫେଣ୍ଡର ପାଉଲୋ ମାଲଡିନି…
ଭଦ୍ରକରେ ଜନତା କର୍ଫ୍ୟୁକୁ ପାଳନ କରିଛନ୍ତି ଜନସାଧାରଣ: ରାସ୍ତାଘାଟ ଶୂନ୍ଶାନ
ଭଦ୍ରକ ଅଫିସ,୨୨।୩: ମହାମାରୀ କରୋନା ଦାଉରୁ ରକ୍ଷା ପାଇବା ପାଇଁ ସତର୍କ, ସ୍ବଚ୍ଛତା ଓ ସାମାଜିକ ଦୂରତା ନିହାତି ଜରୁରୀ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସକାଳ ୭ରୁ ରାତି ୯ଟା ପର୍ଯ୍ୟନ୍ତ ଲୋକଙ୍କୁ ଘରୁ ନ ବାହାରିବା ପାଇଁ…
ମୋଦିଙ୍କ ନିବେଦନ ସହର ଛାଡି ଗାଁକୁ ଯାଆନ୍ତୁ ନାହିଁ
ନୂଆଦିଲ୍ଲୀ,୨୨।୩: କରୋନା ଭାଇରସର ଭୟାବହତାକୁ ଦେଖି ଦେଶର ଅଧିକାଂଶ ସହରକୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଫଳରେ ଲୋକଙ୍କ ପେଟପାଟଣା ଉପରେ ଏହାର ପ୍ରଭାବ ପଡିଛି। ଏହାକୁ ଦେଖି ସହରରେ ରହି କାମ କରୁଥିବା ଅଧିକାଂଶ ଲୋକେ ଏବେ ଗାଁ ମୁହାଁ ହୋଇଛନ୍ତି।…
ଜନତା କର୍ଫ୍ୟୁକୁ ସମର୍ଥନ : ପାଟଣାରେ ଦୋକାନ ବଜାର ବନ୍ଦ
ପାଟଣା,୨୨।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସମସ୍ତ ଦୋକାନ ବଜାର ଜନତା କର୍ଫ୍ୟୁକୁ ସମର୍ଥନ କରି ରବିବାର ବନ୍ଦ ରହିଥିବା ଦେଖିବାକୁ ମିଳିଛି। ଏଥିସହ ପାଟଣା ବ୍ଲକ ଅନ୍ତର୍ଗତ ତୁରୁମୁଙ୍ଗା ମୁଖ୍ୟ ବଜାର ଓ ସାହାରପଡ଼ା ବ୍ଲକ ମୁଖ୍ୟାଳୟସ୍ଥିତ ବଜାରରେ…
ଜନତା କର୍ଫ୍ୟୁ ପ୍ରଭାବ: ଦେବଗଡ଼ ଜନଶୂନ୍ୟ
ଦେବଗଡ଼,୨୨।୩(ଡି.ଏନ୍.ଏ.): ବିଶ୍ୱ ବ୍ୟାପୀ କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ପ୍ରଧାନମନ୍ତ୍ରୀଙ୍କ ‘ଜନତା କର୍ଫ୍ୟୁ’ ଆହ୍ବାନ ପରେ ରବିବାର ଦେବଗଡ଼ ଜିଲାରେ ଏହାର ପ୍ରଭାବ ପ୍ରତିଫଳିତ ହୋଇଛି। ସକାଳୁ ଦେବଗଡ଼ ଜିଲା ମହକୁମା ସମେତ ବିଭିନ୍ନ ଗ୍ରାମରେ ଜନସାଧାରଣ ସ୍ବତଃପ୍ରବୃତ୍ତ ଭାବେ…
ଜୀବନର ଅନ୍ତିମ ମୁହୂର୍ତ୍ତରେ ଧୋନୀଙ୍କ ବିଶ୍ୱକପ୍ ବିଜୟୀ ଛକା ଦେଖିବାକୁ ଚାହାନ୍ତି ପ୍ରସିଦ୍ଧ ଭାରତୀୟ ଖେଳାଳି
ଆଇସିସି ୨୦୧୧ ଦିନିକିଆ ବିଶ୍ୱକପ୍ ଭାରତୀୟ ପ୍ରଶଂସକଙ୍କ ମନରେ ସର୍ବଦା ଲିପି ବଦ୍ଧ ହୋଇ ରହିବ। ଓ୍ବାଙ୍ଖଡେ ଷ୍ଟାଡିୟମରେ ଶ୍ରୀଲଙ୍କା ବିପକ୍ଷ ଫାଇନାଲରେ ମହେନ୍ଦ୍ର ସିଂ ଧୋନୀଙ୍କ ସେହି ବିଶ୍ୱକପ୍ ବିଜୟୀ ଛକାକୁ କିଏ ବା ଭୁଲି ପାରିବ। ପୂର୍ବତନ ଭାରତୀୟ…
ରୋମରେ ଥିବା ୨୬୩ ଭାରତୀୟଙ୍କୁ ନେଇ ଦିଲ୍ଲୀ ପହଞ୍ଚିଲା ସ୍ବତନ୍ତ୍ର ବିମାନ
ନୂଆଦିଲ୍ଲୀ,୨୨।୩: କରୋନା ଭାଇରସ ଏବେ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଚାଇନାର ମୃତ୍ୟୁହାରକୁ ଟପି ଗଲାଣି ଇଟାଲିର କରୋନା ସଂକ୍ରମିତଙ୍କ ମୃତ୍ୟୁ ହାର। ଏବେ ଇଟାଲିରେ ୪ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ, ବେଳକୁ ବେଳ ସଂକ୍ରମିତଙ୍କ…
ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍ ରିଡ୍ଲେଙ୍କ ଗଣଅଣ୍ଡାଦାନ: ୭ ବର୍ଷ ପରେ ଦିନରେ ଅଣ୍ଡାଦାନ ପ୍ରକ୍ରିୟା
ଗଞ୍ଜାମ,୨୨।୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟସ୍ଥ ଋଷିକୂଲ୍ୟା ବେଳାଭୂମିରେ ଅଲିଭ୍ ରିଡ୍ଲେଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଜାରିରହିଛି l ଦୀର୍ଘ ୭ ବର୍ଷ ପରେ ଚଳିତ ବର୍ଷ ଏହି ଅଲିଭ୍ ରିଡ୍ଲେ କଇଁଛମାନେ ଦିନବେଳା (ଦିନରେ ) ଗଣ ଅଣ୍ଡାଦାନ କରିଥିବା…
ପୁରୁଷୋତ୍ତମପୁରରେ ଜନତା କର୍ଫ୍ୟୁ: ରାସ୍ତାଘାଟ ଶୂନ୍ଶାନ୍
ପୁରୁଷୋତ୍ତମପୁର,୨୨ା୩(ଡି.ଏନ୍.ଏ.): କରୋନା ଭାଇରସ୍ ସଂକ୍ରମଣ ରୋକିବାକୁ ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ନିବେଦନ କରାଯାଇ ଜନତା କର୍ଫ୍ୟୁ ପାଳନ ଲାଗି ନିର୍ଦ୍ଦେଶ ଦିଆଯାଇଥିଲା। ଏହାକୁ ନେଇ ରବିବାର ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଜନସାଧାରଣ ସମ୍ପୂର୍ଣ୍ଣ ସମର୍ଥନ ଦେଇ ପ୍ରଶାସନକୁ ସହଯୋଗ କରିଛନ୍ତି। ଫଳରେ…
Archives


