Home Left

ମୁଁ ଘରେ ରହି କାମ କରୁଛି ଆପଣମାନେ ବି ‘ଜନତା କର୍ଫ୍ୟୁ’କୁ ସହଯୋଗ କରନ୍ତୁ: ରାଜନାଥ

ନୂଆଦିଲ୍ଲୀ,୨୨।୩: ସାରା ଦେଶରେ ରବିବାର ପାଳନ କରାଯାଇଛି ‘ଜନତା କର୍ଫ୍ୟୁ’। କରୋନା ଭାଇରସର ଭୟାବହତାକୁ ଦେଖି ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ କ୍ରମେ ‘ଜନତା କର୍ଫ୍ୟୁ’ ପାଳନ କରାଯାଉଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଦେଶବାସୀଙ୍କୁ କହିଛନ୍ତି ମୁଁ ଘରେ ବସି କାମ…

୨୦ରୁ ଊର୍ଦ୍ଧ୍ୱ ଦେଶରେ ଲକ୍‌ଡାଉନ୍‌: ୧୨୦କୋଟି ଲୋକ ଘରେ ବନ୍ଦ

ଓ୍ବାଶିଂଟନ,୨୨।୩: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ପୃଥିବୀରେ ୨୦ଟିରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଚାଇନା, ଇଟାଲି, ସ୍ପେନ୍‌, ଫ୍ରାନ୍ସ୍‌, ଆୟର୍ଲାଣ୍ଡ୍‌, ଡେନମାର୍କ, ଏଲ୍‌-ସାଲଭେଡର, ଜର୍ମାନୀ, ବ୍ରିଟେନ୍‌, ବେଲଜିଅମ୍‌, ଆର୍ଜେଣ୍ଟିନା, ଭାଟିକାନ୍‌ ସିଟି, ନରଓ୍ବେ, ଇରାନ, ଦକ୍ଷିଣକୋରିଆ, ହଂକଂ,…

୬ ସ୍ବାସ୍ଥ୍ୟକର୍ମୀଙ୍କୁ କରୋନା: ଭିଲଓ୍ବାଡ଼ାରେ କର୍ଫ୍ୟୁ

ଆଜମେର/ଜୟପୁର,୨୨।୩: ରାଜସ୍ଥାନର ଭିଲଓ୍ବାଡ଼ାରେ ୬ ଜଣ ସ୍ବାସ୍ଥ୍ୟକର୍ମୀଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସେଠାରେ ଶୁକ୍ରବାର ସନ୍ଧ୍ୟାରୁ କର୍ଫ୍ୟୁ ଜାରି ହୋଇଛି। ପ୍ରଶାସନିକ ଅଧିକାରୀମାନେ ସର୍ବସାଧାରଣ ସ୍ଥାନକୁ ଯାଇ ଲୋକମାନଙ୍କୁ ସେଠାରୁ ହଟାଇବା ସହ ବିଭିନ୍ନ ଜିଲାରୁ…

ଭୂତାଣୁ ନୁହେଁ, କେନିୟାରେ ମାରକ ହେବ ଦୁର୍ବଳ ସ୍ବାସ୍ଥ୍ୟସେବା

ନାଇରୋବି,୨୨।୩: କୋଭିଡ୍‌-୧୯ ଭୂତାଣୁ ସଂକ୍ରମଣ ପୃଥିବୀର ଅନେକ ଦେଶରେ ଏବେ ଅଚଳାବସ୍ଥା ସୃଷ୍ଟି କରିଛି। ୟୁରୋପୀୟ ଦେଶଗୁଡ଼ିକର ଏବେ ପ୍ରମୁଖ ଧ୍ୟେୟ ହୋଇଛି, କିପରି ଲୋକରୁ ଲୋକଙ୍କୁ ଏହି ଭୂତାଣୁ ନ ବ୍ୟାପିବ। ଫ୍ରାନ୍ସ ସରକାର ଏବେ ତାଙ୍କ ନାଗରିକମାନଙ୍କୁ ଏକ…

ଚାଇନାରେ ତିନିଦିନରେ ନୂଆ ରୋଗୀ ଚିହ୍ନଟ ହୋଇନାହାନ୍ତି

ବେଜିଂ,୨୨।୩(ପି.ଟି.): କରୋନା ଭୂତାଣୁ ସୃଷ୍ଟି ହୋଇଥିବା ଚାଇନାରେ କ୍ରମାଗତ ତୃତୀୟ ଦିନରେ ବି ଜଣେ ହେଲେ ନୂଆ ରୋଗୀ ଚିହ୍ନଟ ହୋଇନାହାନ୍ତି। କରୋନା ସଂକ୍ରମଣକୁ ଚାଇନା ସଫଳତାର ସହ ମୁକାବିଲା କରିପାରିଥିବା କୁହାଯାଉଛି। ତେବେ ହୁବେଇ ପ୍ରଦେଶରେ ୭ ଜଣ ରୋଗୀଙ୍କ ମୃତ୍ୟୁ…

ବେତନ ବୃଦ୍ଧି କରି ନ ପାରନ୍ତି ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୨।୩: ମହାମାରୀ କରୋନା ସଂକ୍ରମଣ ସାରା ବିଶ୍ୱର ଅର୍ଥନୀତିକୁ ପ୍ରଭାବିତ କରିଛି। ଭାରତର ଆଇଟି କମ୍ପାନୀଗୁଡ଼ିକ ଉପରେ ଏହାର ପ୍ରଭାବ ପଡିଛି। ତେଣୁ ଏହି କମ୍ପାନୀଗୁଡ଼ିକ ଚଳିତ ବର୍ଷ ବେତନ ବୃଦ୍ଧି ନ କରିପାରନ୍ତି ବୋଲି କୁହାଯାଉଛି। ସେହିପରି ବୋନସ୍‌ ମଧ୍ୟ…

୧୨ ରେଳଯାତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ,୨୨।୩(ପି.ଟି.): ଦୁଇଟି ଟ୍ରେନରୁ ୧୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଛି। ସେମାନଙ୍କ ମଧ୍ୟରୁ ଗତ ୧୩ ତାରିଖରେ ଏପି ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସରେ ୮ ଜଣ ଦିଲ୍ଲୀରୁ ରାମଗୁଣ୍ଡମ୍‌ ଯାଉଥିଲେ। ୧୬ ତାରିଖରେ ଅନ୍ୟ ୪ ଜଣ ଗୋଦାନ ଏକ୍ସପ୍ରେସରେ…

‘ସଙ୍କଟ ଆଗରେ ମୁଣ୍ଡ ନୁଆଁଇବନି ଭାରତ’

କରୋନା ସଂକ୍ରମଣକୁ ନେଇ ଦେଶ ଏବେ ସଙ୍କଟମୟ ପରିସ୍ଥିତି ଦେଇ ଗତି କରୁଛି। ତେବେ ଏହାକୁ ନେଇ ଭୟ କରିବାର କିଛି କାରଣ ନାହିଁ। ସଙ୍କଟ ନିକଟରେ ଦେଶ ମୁଣ୍ଡ ନୁଆଁଇବ ନାହିଁ ବୋଲି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ କହିଛନ୍ତି।…

ଜନତା କର୍ଫ୍ୟୁ ପୂର୍ବରୁ ଦେଶବାସୀଙ୍କୁ ମୋଦିଙ୍କ ଆହ୍ବାନ: ସତର୍କ ହୁଅ, ଭୟ କରନି

ନୂଆଦିଲ୍ଲୀ,୨୨।୩: ଜନତା କର୍ଫ୍ୟୁ ପାଳନର ଦିନକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ପୁଣିଥରେ ଦେଶବାସୀଙ୍କ ସହଯୋଗ ଲୋଡ଼ିଛନ୍ତି। କରୋନା ସଂକ୍ରମଣ ରୋକିବା ଦିଗରେ ସତର୍କ ରୁହନ୍ତୁ କିନ୍ତୁ ଭୟଭୀତ ହୁଅନ୍ତୁ ନାହିଁ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଲୋକମାନଙ୍କୁ ଘରେ ରହିବା…

‘ଜନତା କର୍ଫ୍ୟୁ’ରେ ଶୂନଶାନ୍‌ ବରଗଡ଼

ବରଗଡ଼ ଅଫିସ,୨୨।୩- କରୋନା ସଂକ୍ରମଣ ରୋକିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିବେଦନ କ୍ରମେ ରବିବାର ଦେଶବ୍ୟାପୀ ଚାଲିଥିବା ଜନତା କର୍ଫ୍ୟୁ ବରଗଡ଼ରେ ଅନୁଭୂତ ହୋଇଛି। ସକାଳୁ ଦୋକାନ ବଜାର ବନ୍ଦ ରହିଥିବା ବେଳେ ରାସ୍ତାଘାଟ ଶୂନଶାନ୍‌ ହୋଇ ପଡିଛି। ଉଭୟ…

ଦାରିଙ୍ଗବାଡ଼ିରେ ଜନତା କର୍ଫ୍ୟୁର ପ୍ରଭାବ: ଦୋକାନ ବଜାର, ଗାଡ଼ିମୋଟର ଚଳାଚଳ ବନ୍ଦ; ରାସ୍ତାଘାଟ ଜନଶୂନ୍ୟ

ଦାରିଙ୍ଗବାଡି,୨୨।୩(ଡି.ଏନ୍‌.ଏ.)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଳକ ଅଞ୍ଚଳରେ ରବିବାର ଜନତାକର୍ଫ୍ୟୁର ପ୍ରଭାବ ଦେଖିବାକୁ ମିଳିଛି। ଦାରିଙ୍ଗବାଡି ସମେତ ସିମନବାଡି, ବ୍ରାହ୍ମଣୀଗାଁ, ଗଦାପୁର ସମେତ ୨୫ ପଞ୍ଚାୟତରେ ଏହାର ପ୍ରଭାବ ପଡିଛି । କାଁ ଭାଁ ସ୍ଥାନକୁ ଛାଡିଦେଲେ ଲୋକେ ସ୍ବତ୍ତପ୍ରବୃତ ଭାବେ ଘରୁ…

ଜନତା କର୍ଫ୍ୟୁ ସମର୍ଥନରେ ବାଲୁକା ଶିଳ୍ପୀ ମାନସ କୁମାରଙ୍କ ସ୍ୟାଣ୍ଡ ଆନିମେଶନ

ପୁରୀ ଅଫିସ,୨୨।୩: ମହାମାରୀ କରୋନାକୁ ନେଇ ଏବେ ସବୁଠି ଆତଙ୍କ। ସମଗ୍ର ବିଶ୍ୱ କରୋନା ସହିତ ଲଢ଼େଇ କରୁଥିବାବେଳେ ଭାରତ ବି ପ୍ରାଣମୂର୍ଚ୍ଛା ଚେଷ୍ଟା ଚଳାଇଛି। କିନ୍ତୁ ବେକାବୁ କରୋନା ଦିନକୁ ଦିନ ଅଧିକ ଉଗ୍ରରୂପ ଧାରଣ କରି ଗୋଟିଏ ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri