ନାକଚଣା ସ୍ପର୍ଶରେ କାଳିଆର ଅନୁଭବ
ପୁରୀ ଅଫିସ,୨୨।୩: କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଜିଲା ପ୍ରଶାସନ ନେଇଛି ଏକ ବଡ଼ ନିଷ୍ପତ୍ତି। ଶୁକ୍ରବାରଠାରୁ ବନ୍ଦ ରହିଛି ଶ୍ରୀମନ୍ଦିରରେ ଦର୍ଶନ। ଶନିବାର ଦ୍ୱିତୀୟ ଦିନରେ ବି କୌଣସି ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରୁ ନ…
ଲକ୍ଡାଉନ୍ରେ ସେବା ଯୋଗାଇବ ମୋ ବସ୍: ବିମାନବନ୍ଦର, ରେଳ ଷ୍ଟେଶନ, ବସ୍ଷ୍ଟାଣ୍ଡ୍ ଓ ହସ୍ପିଟାଲକୁ ସ୍ବତନ୍ତ୍ର ରୁଟ୍
ଭୁବନେଶ୍ୱର, ୨୨।୩(ବ୍ୟୁରୋ): କରୋନା ସଂକ୍ରାମଣ ଏଡ଼ାଇବାକୁ ୨୨ରୁ ୨୯ ତାରିଖ ଯାଏ ଲକ୍ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର। ତେବେ ଏହି ସମୟରେ କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ) ଦ୍ୱାରା ପରିଚାଳିତ ‘ମୋ ବସ୍’ ସେବା ଜାରି ରଖିବ। ଓଡ଼ିଶା…
ପୁଣି କମିଲା ବସ୍ ଭଡ଼ା: କିଲୋମିଟର ପିଛା ୧, ୨ ପଇସା
ଭୁବନେଶ୍ୱର,୨୨।୩(ବ୍ୟୁରୋ): ଗତ କିଛିଦିନ ହେବ ଡିଜେଲ ଓ ପେଟ୍ରୋଲ ଦର ଲଗାତର ହ୍ରାସ ପାଇବାରେ ଲାଗିଛି। ଏଥିଯୋଗୁ ରାଜ୍ୟରେ ବସ୍ଭଡ଼ା କମିଛି। ଏ ନେଇ ଶନିବାର ରାଜ୍ୟ ପରିବହନ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ତୈଳଦର୍ ହ୍ରାସ ପାଇଥିବାରୁ…
କରୋନା: ସ୍ବଚ୍ଛତା ହିଁ ପ୍ରତିଷେଧକ
କରୋନା ଏକ ଆର୍ଏନ୍ଏ ଭୂତାଣୁ, ଏଚ୍ଆଇଭି ଭଳି। ଏହିପରି ଭୂତାଣୁ ଶରୀରର ପ୍ରତିରୋଧକ ଶକ୍ତିକୁ ଅକାମୀ କରି କାୟା ବିସ୍ତାର କରେ ଓ ମଣିଷର ଶ୍ୱାସକ୍ରିୟାକୁ କବଳିତ କରିଥାଏ। ବର୍ତ୍ତମାନର କରୋନାକୁ ନୋଭେଲ ବା ନୂତନ କରୋନା ଭୂତାଣୁ ଆଖ୍ୟା ଦିଆଯାଇଛି;…
ପରମ୍ପରା ଉପରେ କରୋନା ଅଙ୍କୁଶ
ସର୍ବଧର୍ମ ସମନ୍ବୟର ପ୍ରତୀକ ବରାହ-ବିରଜା କ୍ଷେତ୍ରର ସଂସ୍କୃତି, ପରମ୍ପରା ଓ ଐତିହାସିକ ପୀଠଗୁଡ଼ିକର ଅନେକ ପ୍ରସିଦ୍ଧ କାର୍ଯ୍ୟକ୍ରମ ଉପରେ କରୋନା ଅଙ୍କୁଶ ଲାଗିଛି। ଫଳରେ ଚଳିତ ବର୍ଷ ବାରୁଣୀ ମେଳା, ବାରବାଟୀ ବିଶ୍ୱଶାନ୍ତି ମହାଯଜ୍ଞ, ଶଙ୍ଖଚିଲା ହିଙ୍ଗୁଳା ଯଜ୍ଞ, ରାଛିପୁର ଶନିଶ୍ଚର…
ଖୁଣ୍ଟ ଅଛି, ବିଦ୍ୟୁତ୍ ନାହିଁ
ବଅଁରପାଳ, ୨୨ା୩(ଡି.ଏନ.ଏ.) – ବଅଁରପାଳ ବ୍ଲକ କନ୍ୟାବେଡା ତେଲିସାହି ଓ ଭୋଇ ସାହି ବାସିନ୍ଦାଙ୍କ ମୌଳିକ ସମସ୍ୟା ସୁଧାରୁନି ପ୍ରଶାସନ। ସାହିରେ ବିଜୁଳି, ପାନୀୟ, ସ୍ବାସ୍ଥ୍ୟ, ଶିକ୍ଷା ଭଳି ସୁବିଧା ସୁଯୋଗରୁ ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପରିବାର ବଞ୍ଚିତ ହେଉଥିଲେ ହେଁ…
‘ସୁରକ୍ଷିତ ପରିବେଶ’ ରେ ଭାରତୀୟ ହକିର ଅଲିମ୍ପିକ ପ୍ରସ୍ତୁତି
ବେଙ୍ଗାଲୁରୁ, ୨୨।୩ (ପି.ଟି.) – ବିଶ୍ୱରେ ଭୟଙ୍କର ପରିସ୍ଥିତି ସୃଷ୍ଟି କରିଥିବା କରୋନା ଭାଇରସ ସତ୍ତ୍ୱେ ଭାରତୀୟ ହକି ଦଳ ‘ସୁରକ୍ଷିତ ପରିବେଶ’ରେ ଆଗାମୀ ଅଲିମ୍ପିକ୍ସ ପାଇଁ ସେମାନଙ୍କ ପ୍ରସ୍ତୁତି ଚଳାଇଛନ୍ତି। ସ୍ଥାନୀୟ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ସେଣ୍ଟର ପରିସରରେ…
ମାଞ୍ଚେଷ୍ଟର ଫୁଡ୍ ବ୍ୟାଙ୍କକୁ ସାହାଯ୍ୟ କରିବା ଲାଗି ଏକାଠି ହେଲେ ୟୁନାଇଟେଡ୍, ସିଟି
ଲଣ୍ଡନ, ୨୨।୩(ଏଏଫ୍ପି)- ପ୍ରିମିୟର ଲିଗ୍ର ଦୁଇ ଚିରପ୍ରତିଦ୍ୱନ୍ଦ୍ୱୀ ଦଳ ମାଞ୍ଚେଷ୍ଟର ୟୁନାଇଟେଡ୍ ଓ ମାଞ୍ଚେଷ୍ଟର ସିଟି କୋଭିଡ୍-୧୯ ଭୟାବହତା ଦ୍ୱାରା ପ୍ରଭାବିତ ସହରର ଖାଦ୍ୟ ବ୍ୟାଙ୍କକୁ ସାହାଯ୍ୟ କରିବା ଲାଗି ମିଳିତ ଭାବେ ଏକ ଲକ୍ଷ ପାଉଣ୍ଡ ଖର୍ଚ୍ଚ କରିବେ। ଏହି…
ପୋଖରୀ ବିଷାକ୍ତ କରୁଛି ଠିକାସଂସ୍ଥା
ବଇଣ୍ଡା,୨୨।୩(ଡି.ଏନ.ଏ.) – କିଶୋରନଗର ବ୍ଲକ ବଇଣ୍ଡା ଚନ୍ଦନ ପୋଖରୀର କିଛି ଅଂଶ ପୋତିବା ପାଇଁ ଏକ ଠିକାସଂସ୍ଥା ବିଷାକ୍ତ ସାମଗ୍ରୀ ମିଶା ମାଟି ମୋରମ ଆଦି ପକାଉଥିବାରୁ ପାଣି ଦୂଷିତ ହେବା ସହ ଶତାଧିକ ମାଛ ମରି ଭାସୁଛନ୍ତି। ଏ ନେଇ…
ପ୍ରତିରୋଧ ଲାଗି ଜୋର୍ଦାର ପ୍ରୟାସ
କାମାକ୍ଷାନଗର/ଭୁବନ, ୨୨।୩(ଡି.ଏନ.ଏ.) – ଭାରତରେ କାୟାବିସ୍ତାର କରୁଛି କରୋନା ଭାଇରସ୍। ଏହାକୁ ରୋକିବାକୁ ଏବେ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଗୁରୁତ୍ୱ ଦେଉଥିବାବେଳେ ସଂକ୍ରମଣ ପ୍ରତିହତ କରିବାକୁ ସବୁସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ପ୍ରତିଦିନ ନୂଆ ଗାଇଡ୍…
ଓ୍ବାଡା ଗାଇଡ୍ଲାଇନ୍ ଜାରି
ମଣ୍ଟ୍ରିଲ, ୨୨ା୩ (ଏଏଫ୍ପି)-କରୋନା ଭାଇରସ୍ ଜନିତ ସମସ୍ୟା କାରଣରୁ ଓ୍ବାଲର୍ଡ ଆଣ୍ଟି ଡୋପିଂ ଏଜେନ୍ସି (ଓ୍ବାଡା) ପକ୍ଷରୁ ନୂଆ ଗାଇଡ୍ ଲାଇନ୍ ଜାରି କରାଯାଇଛି। ବିଶେଷ କରି ୨୦୨୦ ଟୋକିଓ ଅଲିମ୍ପିକ ଓ ପାରା ଅଲିମ୍ପିକ ଗେମ୍ସରେ ଭାଗ ନେବାକୁ ଥିବା…
ବସ୍ରେ ପରିବହନ କଟକଣା ଯାଞ୍ଚ କଲେ ଜିଲାପାଳ: କୋକୋକୋଲା ଗୋଦାମ, ବେକେରୀକୁ ବନ୍ଦ କଲା ବିଏମ୍ସି
ବ୍ରହ୍ମପୁର ଅଫିସ,୨୨ା୩-କରୋନା ଭୂତାଣୁ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା ବେଳେ ଏହାର ମୁକାବିଲା ପାଇଁ ଅଧିକ ସଜାଗ ହୋଇଛି ଜିଲା ପ୍ରଶାସନ । ଗଞ୍ଜାମ ଜିଲାରେ ୧୪୪ ଧାରା ଉଠାଯିବା ପରେ ସହରରେ ଜନଗହଳି, ଭିଡକୁ ଏଡାଇବା ପାଇଁ ଜିଲା…
Archives


