Home Left

ବାଂଲାଦେଶର ଭାବି ପ୍ରଧାନମନ୍ତ୍ରୀଙ୍କର ରହିଛି ବଡ଼ ରୋଚକ ପ୍ରେମ କାହାଣୀ! କଠିନ ସମୟରେ ବି ହାତ ଛାଡି ନ ଥିଲେ ପତ୍ନୀ

ଢାକା,୧୩।୨: ବାଂଲାଦେଶର ରାଜନୀତି ଏକ ଗୁରୁତ୍ୱପୂର୍ଣ୍ଣ ମୋଡ଼ରେ ଅଛି। କ୍ଷମତା ପରିବର୍ତ୍ତନ ଏବଂ ନିର୍ବାଚନୀ ବିଜୟ ପରେ, ଏବେ ଦେଶରେ ଏକ ନୂତନ ନେତୃତ୍ୱ ବିଷୟରେ ଆଲୋଚନା ବଢୁଛି, ଏବଂ ତାରିକ ରହମାନ ଏହି ପରିବର୍ତ୍ତନର କେନ୍ଦ୍ରରେ ଅଛନ୍ତି। ପ୍ରାୟ ୧୭…

ଗଞ୍ଜାମରୁ ପୁରୀ ଗଲେ ୭୪ ଶ୍ରଦ୍ଧାଳୁ, ଦୁଇଟି ବସ୍‌ରେ ଯାଇ…

ଛତ୍ରପୁର,୧୩ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରଠାରେ ଶ୍ରୀଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ଶୁକ୍ରବାର ନବରଙ୍ଗପୁରରୁ ଏହାର ଶୁଭାରମ୍ଭ କରିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଭକ୍ତମାନେ ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିପାରିବେ। ଏହି ଅବସରରେ…

ବାଇକ୍‌ ସହ ବ୍ରିଜ୍‌ ତଳକୁ ଖସିପଡ଼ିଲେ ବୃଦ୍ଧ, ଆଉ ତା’ ପରେ…

ଥୁଆମୂଳରାମପୁର,୧୩ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅନ୍ତର୍ଗତ ଲୋହରାଜୋର ବ୍ରିଜ ନିକଟରେ ଗୁରୁବାର ବିଳମ୍ବିତ ରାତିରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ନିୟନ୍ତ୍ରଣ ହରାଇ ପ୍ରାୟ ୧୫ ଫୁଟ ତଳକୁ ଖସି ପଡ଼ିବାରୁ ଜଣେ ବୃଦ୍ଧଙ୍କର ଘଟଣାସ୍ଥଳରେ ହିଁ…

ଧୋଇହୋଇଯିବ ଭାରତ-ପାକିସ୍ତାନ ମ୍ୟାଚ୍‌: ପ୍ରବଳ ବର୍ଷା ସମ୍ଭାବନା

ନୂଆଦିଲ୍ଲୀ,୧୩।୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ମହାମୁକାବିଲା ଫେବୃଆରୀ ୧୫ରେ ଖେଳାଯିବ। ପିସିବି ତାଙ୍କ ନିଷ୍ପତ୍ତିରେ ୟୁ-ଟର୍ନ ନେଇଛି। ଏହାର ଅର୍ଥ ହେଉଛି ଯେ, ପ୍ରଶଂସକମାନେ ପୁଣି ଥରେ କଲମ୍ବୋ ପିଚ୍‌ରେ ଏକ ରୋମାଞ୍ଚକର ପ୍ରତିଯୋଗିତା ଦେଖିବେ। ଏସିଆ କପ ଫାଇନାଲ…

ବାଂଲାଦେଶର ଭବିଷ୍ୟତ ପ୍ରଧାନମନ୍ତ୍ରୀଙ୍କୁ କାହିଁକି ବଙ୍ଗଳାରେ ଶୁଭେଚ୍ଛା ଜଣାଇଲେ ମୋଦି? ପଛରେ ରହିଛି ୨ ରହସ୍ୟ

ଢାକା,୧୩।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶ ସଂସଦୀୟ ନିର୍ବାଚନରେ ବିଏନପି ଅଧ୍ୟକ୍ଷ ତାରିକ ରହମାନଙ୍କୁ ତାଙ୍କ ବିପୁଳ ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଏହି ବିଜୟ ବାଂଲାଦେଶବାସୀଙ୍କ ତାଙ୍କ ନେତୃତ୍ୱ ପ୍ରତି ବିଶ୍ୱାସକୁ ପ୍ରତିଫଳିତ କରୁଛି। ସୋସିଆଲ…

ଠପ୍‌ ହୋଇଯିବ ସମସ୍ତ ସରକାରୀ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୧୩ା୨: ଆସନ୍ତା ୨୦ରୁ ୩ ପ୍ରମୁଖ ଠିକାଦାର ସଂଘ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ। ୧୮ ସୁଦ୍ଧା ୮ ଦଫା ଦାବି ପୂରଣ ନ ହେଲେ ୨୦ରୁ ଆନ୍ଦୋଳନ କରିବ ବୋଲି ଚେତାବନୀ ଦେଇଛି ଠିକାଦାର ସଂଘ। ଫଳରେ ରାଜ୍ୟବ୍ୟାପୀ ସମସ୍ତ ସରକାରୀ…

କେନ୍ଦୁଝର ଯିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ଜୋରଦାର

କେନ୍ଦୁଝର,୧୩।୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲା ଗ୍ରସ୍ତରେ ଆସିବେ। ସଦର ବ୍ଲକ ବଳଭଦ୍ରପୁର ଗ୍ରାମରେ ଆୟୋଜିତ ହେବାକୁ ଥିବା ଏକ ସଭାରେ ଯୋଗଦେବେ। ସେଠାରେ ଏକ ଟେକ୍ସଟାଇଲ ପାର୍କ ଓ ଧରଣୀଧର ବିଶ୍ୱବିଦ୍ୟାଳୟର…

ଫୁଟ୍‌ପାଥ୍‌ରେ ଗାଡ଼ି ଚଲାଇବା ପଡ଼ିଲା ମହଙ୍ଗା: ସ୍କୁଟର ଆରୋହୀଙ୍କୁ ଅଟକାଇ ପାନେ ଦେଲେ ବୃଦ୍ଧା

କେରଳ,୧୩।୨: ଟ୍ରାଫିକ୍ ଜାମ୍‌ରୁ ବଞ୍ଚିବା ପାଇଁ ଫୁଟ୍‌ପାଥ୍‌ରେ ସ୍କୁଟର ଚଲାଇବା ଜଣେ ବ୍ୟକ୍ତିଙ୍କୁ ମହଙ୍ଗା ପଡ଼ିଛି। କେରଳର କୋଝିକୋଡ ଅଞ୍ଚଳରେ ଜଣେ ବୃଦ୍ଧା ନିଜର ସାହସିକତା ପ୍ରଦର୍ଶନ କରି ଜଣେ ସ୍କୁଟର ଆରୋହୀଙ୍କୁ ଫୁଟ୍‌ପାଥ୍ ବ୍ୟବହାର କରିବାରୁ ଅଟକାଇବା ସହ ତାଙ୍କୁ…

ଗର୍ଲଫ୍ରେଣ୍ଡଙ୍କୁ ହତ୍ୟା ପରେ ସୁଟକେଶରେ ପୁରାଇ ଫିଙ୍ଗିଦେଲେ ବୟଫ୍ରେଣ୍ଡ, ହାତରେ ଟାଟୁ…

ଚଣ୍ଡିଗଡ଼: ପଞ୍ଜାବର ବଥିଣ୍ଡା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ଯୁବତୀଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ଜଣାପଡିଛି । ଏହା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଛି। ବଥିଣ୍ଡା ପୋଲିସ ରାସ୍ତା କଡ଼ରେ ଏକ ସୁଟକେଶ…

ପ୍ରେମର ପାଠପଢାଇ ଫସିଲେ ବିଜ୍ଞାନ ଶିକ୍ଷକ: ସ୍କୁଲ ଫାଟକରେ ତାଲା, ଥାନାରେ ପହଞ୍ଚିଲା ମାମଲା…

ଦେବଗଡ,୧୩।୨(ଶଶାଙ୍କ ଶେଖର ଝାଙ୍କର): ସ୍କୁଲ ଛାତ୍ରୀଙ୍କୁ ବିଜ୍ଞାନ ଶିକ୍ଷକଙ୍କ ଅଶାଳୀନ ବ୍ୟବହାର। କୁଣ୍ଢେଇଗୋଳା ହାଇସ୍କୁଲ ଶିକ୍ଷକ ତପନ ମିଶ୍ର ଥାନାରେ ଅଟକ। ଛାତ୍ରୀଙ୍କ ମା’ ଦେଇଥିବା ଅଭିଯୋଗ ଆଧାରରେ ଅଟକ ରଖିଛି ପୋଲିସ। ଶିକ୍ଷକଙ୍କ ଅଶାଳୀନ ବ୍ୟବହାର ପ୍ରତିବାଦରେ ସ୍କୁଲ ଫାଟକରେ…

୮୫ ପ୍ରତିଶତ ଦୃଷ୍ଟିଶକ୍ତି ହରାଇଲେଣି ପୂର୍ବତନ ପ୍ରଧାନମନ୍ତ୍ରୀ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ହେଲା ଯାଞ୍ଚ

ଇସଲାମାବାଦ,୧୩।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗୋଟିଏ ଆଖିରେ ପ୍ରାୟ ୮୫ ପ୍ରତିଶତ ଦୃଷ୍ଟିଶକ୍ତି ହରାଇଛନ୍ତି। ପାକିସ୍ତାନ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ହୋଇଥିବା ତଦନ୍ତ ପରେ ଏହା ପ୍ରକାଶ ପାଇଛି। ସୁପ୍ରିମକୋର୍ଟଙ୍କ ଦ୍ୱାରା ନିଯୁକ୍ତ ଓକିଲ ସଲମାନ ସଫଦର ତାଙ୍କ ରିପୋର୍ଟରେ…

IPL ପୂର୍ବରୁ RCBକୁ ମିଳିଲା ବଡ଼ ଖୁସି ଖବର: ଏଥର…

ନୂଆଦିଲ୍ଲୀ,୧୩।୨: ଆଗାମୀ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନ ପୂର୍ବରୁ RCBକୁ ମିଳିଛି ଖୁସି ଖବର। କର୍ନାଟକ ସରକାର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଫ୍ରାଞ୍ଚାଇଜ୍‌ର ହୋମ ଗ୍ରାଉଣ୍ଡ ଏମ. ଚିନ୍ନାସ୍ବାମୀ ଷ୍ଟାଡିୟମ ଉପରୁ ପ୍ରତିବନ୍ଧକ ଉଠାଇ ଦେଇଛନ୍ତି, ଅର୍ଥାତ୍‌ RCB ଏବେ ସେହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?