Home Left

ସ୍ଥିତି ସ୍ବାଭାବିକ ନ ହେଲେ ଭାରତ ଫେରିବେନି ସୋନୁ

ନୂଆଦିଲ୍ଲୀ,୨୧।୩: ଭାରତରେ ଲଗାତାର ଭାବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ବଲିଉଡ୍‌ ଗାୟକ ସୋନୁ ନିଗମ ଏକ ନିଷ୍ପତ୍ତି ନେଇଛନ୍ତି। ଏବେ ସୋନୁ ଦୁବାଇରେ ଥିବା ବେଳେ କରୋନାକୁ ନେଇ ସାରା ବିଶ୍ୱର ପରିସ୍ଥିତି ସ୍ବାଭାବିକ…

ଏମିତି ଗାଁ, ଯେଉଁଠି କୁକୁର କୋଟିପତି

ଗୁଜରାଟ: ସାଧାରଣତଃ ଲୋକମାନେ କୋଟିପତି ହୋଇଥା’ନ୍ତି। କିନ୍ତୁ କୁକୁରମାନେ କୋଟିପତି ବୋଲି ସୁପରଷ୍ଟାର ଅକ୍ଷୟ କୁମାରଙ୍କ ଫିଲ୍ମ ‘ଏଣ୍ଟରଟେନ୍‌ମେଣ୍ଟ୍‌’ରେ ଦେଖିଥିବେ। ମାତ୍ର ଏହା ବାସ୍ତବରେ ସତ ବୋଲି ଦେଖିବାକୁ ମିଳିଛି। ଗୁଜରାଟର ମେହସାଣା ଜିଲାସ୍ଥିତ ଏକ ଛୋଟ ଗାଁରେ ଏମିତି କୋଟିପତି…

ଗଞ୍ଜେଇ, କଫ୍‌ ସିରପ୍‌ ଚାଲାଣ ବେଳେ ଠାବ: ପିସ୍ତଲ, ଗୁଳି ଜବତ, ୬ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୨୧।୩: ବରଗଡ଼ ଜିଲା ପୋଲିସର ସ୍ପେଶାଲ ସ୍କ୍ବାଡ୍‌ ଓ ବରପାଲି ଥାନା ପୋଲିସ ଶନିବାର କଫ ସିରପ ଏବଂ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ଠାବ କରିଛି। ଏହା ବରପାଲି ରାସ୍ତାର ଏକ ଢାବା ନିକଟରେ ଠାବ ହୋଇଥିବା ବେଳେ…

କାର୍ତ୍ତିକଙ୍କ ଭିଡ଼ିଓକୁ ଶେୟାର କଲେ ମୋଦି

ମୁମ୍ବାଇ: କରୋନା ଭାଇରସ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ପରିସ୍ଥିତିରେ ସମସ୍ତଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଜରୁରୀ ହୋଇପଡିଛି। ବଲିଉଡ୍‌ ମୁଭି ‘ପ୍ୟାର କି ପଞ୍ଚନାମା’ର ଅଭିନେତା କାର୍ତ୍ତିକ ଆର୍ଯ୍ୟନ ମଧ୍ୟ କରୋନା ଭାଇରସ ସମ୍ପର୍କରେ ସଚେତନତା…

ଭୟ ନାହିଁ,ଏପ୍ରିଲ୍‌ ୨୯ରେ ପୃଥିବୀକୁ ଦେବନି ଧକ୍କା ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨ : ୨୦୭୯ରେ ସୃଷ୍ଟି ହୋଇପାରେ ସଙ୍କଟ !

ଓ୍ବାଶିଂଟନ,୨୧।୩: ଏପ୍ରିଲ୍‌ ୨୯ରେ ପୃଥିବୀ ସହିତ ଗ୍ରହାଣୁପିଣ୍ଡ ୧୯୯୮-ଓଆର୍‌-୨(୫୨୭୬୮) ଧକ୍କା ଦେବ ବୋଲି କେତେକ ଗୁଜବ କରୁଛନ୍ତି। ତେବେ ଏହା ମିଛ ବୋଲି ନାସାର ମହାକାଶବିଜ୍ଞାନୀ ମତ ଦେଇଛନ୍ତି। ଲକ୍ଷ ଲକ୍ଷ ବର୍ଷ ତଳେ ଏଭଳି ଗ୍ରହାଣୁପିଣ୍ଡ ପୃଥିବୀକୁ ଧକ୍କା ଦେଇଥିଲା।…

କରୋନା ମୋହର ଲାଗିଥିବାରୁ ଟ୍ରେନରୁ ଦମ୍ପତିଙ୍କୁ ଓହ୍ଲାଇ ଦିଆଗଲା

ନୂଆଦିଲ୍ଲୀ,୨୧।୩: ସିକନ୍ଦରାବାଦରୁ ବେଙ୍ଗାଲୁରୁ-ଦିଲ୍ଲୀ ରାଜଧାନୀ ଏକ୍ସପ୍ରେସରେ ଯାତ୍ରା କରୁଥିବା ଦମ୍ପତିକୁ କରୋନା ଭୟରେ ଓହ୍ଲାଇ ଦେବା ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଟ୍ରେନରେ ଦମ୍ପତି ସକାଳୁ ସକାଳୁ ତେଲେଙ୍ଗାନାର କାଜିପଟ ପହଞ୍ଚିବା ପରେ ପୁରୁଷଙ୍କ ହାତରେ କରୋନା ମୋହର ଲାଗିଥିବା…

ଖାଇବାକୁ ଯିବା ବାହାନାରେ ବାଇକ୍‌ ନେଇ ଯାଉଥିଲେ ଯୁବକ: ନିର୍ଧୂମ ଛେଚିଲେ ଗ୍ରାମବାସୀ

ଭଦ୍ରକ ଅଫିସ,୨୧ା୩: ଭଦ୍ରକ ଜିଲା ଗ୍ରାମାଞ୍ଚଳ ଥାନା ବାରିକପୁର ବାସନ୍ତୀ ଦୁର୍ଗା ପଡ଼ିଆଠାରେ ଜଣେ ଯୁବକଙ୍କୁ ଗ୍ରାମବାସୀ ଧରି ନିର୍ଧୂମ ଛେଚିଛନ୍ତି। ଉକ୍ତ ଯୁବକ ଜଣଙ୍କ ଗାଁ ଲୋକଙ୍କ କାମ କରିବାକୁ ଯାଉଥିବା ବେଳେ ଖାଇବା ଆଣିବାକୁ ଯିବାକୁ କହି ଘର…

କରୋନାରେ ସବୁଠାରୁ କନିଷ୍ଠ ମହିଳାଙ୍କ ମୃତ୍ୟୁ

ଓ୍ବାରସା,୨୧।୩: କରୋନା ଭାଇରସ୍‌ର ପ୍ରକୋପ ସାରା ବିଶ୍ୱରେ ଜାରି ରହିଛି। ଇଟାଲିରେ କରୋନା ଭାଇରସ୍‌ରେ ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମହାମାରୀରେ ସର୍ବାଧିକ ମୃତ୍ୟୁ ସଂଖ୍ୟା ବୟସ୍କଙ୍କ ହେଉଥିବା ବେଳେ ପୋଲାଣ୍ଡରେ ଜଣେ ସୁସ୍ଥ ଓ…

ୟୁଟ୍ୟୁବ୍‌ ଦେଖି ପ୍ରେମିକାଙ୍କ ଡେଲିଭରୀ କରାଉଥିଲେ ପ୍ରେମିକ…

ଚେନ୍ନାଇ,୨୧।୩: ତାମିଲ୍‌ନାଡୁରେ ୨୭ ବର୍ଷ ବୟସ୍କ ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କ ଡେଲିଭରୀ ୟୁଟ୍ୟୁବ ଦେଖି କରୁଥିଲେ। ତେବେ ଅତ୍ୟଧିକ ରକ୍ତସ୍ରାବ ହେବାରୁ ୧୯ ବର୍ଷ ବୟସ୍କା ପ୍ରେମିକାଙ୍କର ମୃତ୍ୟୁ ଘଟିଛି। ଖବର ପାଇ ପୋଲିସ ପ୍ରେମିକଙ୍କୁ ଗିରଫ କରି ତଦନ୍ତ…

କନିକା କପୁରଙ୍କ ସଂସ୍ପର୍ଶରେ ଆସିଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ନେଗେଟିଭ

ଲକ୍ଷ୍ନୌ,୨୧।୩: କରୋନା ଭାଇରସକୁ ନେଇ ବଲିଉଡ୍‌ ଗାୟିକା କନିକା କପୁରଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସବୁଆଡେ ହଇଚଇ ସୃଷ୍ଟି ହୋଇଥିଲା। କାରଣ ଏହି ବଲିଉଡ୍‌ ସେଲିବ୍ରିଟି ଅନେକ ଲୋକଙ୍କ ସଂସ୍ପର୍ଶରେ ଆସିଥିବାରୁ ଏମାନେ ବି କରୋନା ସଂକ୍ରମଣରେ ପୀଡ଼ିତ ହୋଇଥାଇ…

ଚାଇନା ତାରକା ଫୁଟବଲର କରୋନା ଭାଇରସ ଆକ୍ରାନ୍ତ

ସାଙ୍ଘାଇ,୨୧।୩(ପି.ଟି.):  ଚାଇନାର ଜଣାଶୁଣା ଫୁଟବଲ ତାରକା ବୁ ଲେଇ ସ୍ପେନ୍‌ରେ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସ୍ପେନ୍‌ର ଇସ୍ପାନ୍ୟୋଲ କ୍ଲବ ତରଫରୁ ଖେଳୁଥିବା ଲେଇଙ୍କ ଦେହରେ ଏହି ଭାଇରସ ଥିବା କଥା ଚାଇନିଜ ଫୁଟବଲ ଆସୋସିଏଶନ (ସିଏଫ୍‌ଏ) ତରଫରୁ ଶନିବାର…

କରୋନା ଗଲା ପରେ ମୁଖ୍ୟଧାରାକୁ ଫେରି ପାରିବ କି ସାମାଜିକ ବ୍ୟବସ୍ଥା !

ଓ୍ବାଶିଂଟନ,୨୧।୩: ପୃଥିବୀ ସାରା କରୋନା ସୃଷ୍ଟି କରିଛି ଆତଙ୍କ। ସଂକ୍ରମଣକୁ ରୋକିବା ପାଇଁ କେତେକ ସୁରକ୍ଷିତ ମାର୍ଗଦର୍ଶିକା ଜାତିସଂଘ ପକ୍ଷରୁ ଜାରି କରାଯାଇଛି। ସେଥିମଧ୍ୟରେ ପରସ୍ପରଠାରୁ ଦୂରେଇ ରହିବା, ଭିଡ଼ରେ ସାମିଲ ନ ହେବା, କରମର୍ଦ୍ଦନ ନ କରିବା, ଆଲିଙ୍ଗନ ନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri