ଜିଲା ବାହାର ଗାଡ଼ି ଗଞ୍ଜାମରେ ଅଟକିବା ମନା
ଛତ୍ରପୁର,୨୧ା୩(ଡି.ଏନ୍.ଏ.)- ଅନ୍ୟ ରାଜ୍ୟ ଓ ଅନ୍ୟ ଜିଲାର କୌଣସି ବସ୍, ଟ୍ରକ୍, ଟ୍ରେଲର ଆଦି ଗାଡ଼ି ଗଞ୍ଜାମ ଜିଲା ଦେଇ ଯାଉଥିବା ବେଳେ ଅଟକିବା ଉପରେ ନିଷେଧ ଜାରି କରାଯାଇଛି। କରୋନାକୁ ନେଇ ପ୍ରତିଷେଧକ ପଦକ୍ଷେପ ସ୍ବରୂପ ଗଞ୍ଜାମ ଜିଲାପାଳ ବିଜୟ…
କରୋନା ସଂକ୍ରମଣ ସମୟରେ ଶାରୀରିକ ସମ୍ପର୍କ କେତେ ସୁରକ୍ଷିତ…
ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ ଉଙ୍କି ମାରୁଛି। କେହିକେହି ଏହା ମଶାଦ୍ୱାରା ବ୍ୟାପୁଥିବା କହି ଲୋକଙ୍କୁ ଭ୍ରମିତ କରୁଛନ୍ତି। ଅପରପକ୍ଷରେ…
ରବିବାରଠାରୁ ରାଜଧାନୀ, କଟକର ସମସ୍ତ ପାର୍କ ବନ୍ଦ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀ ସମେତ କଟକର ସମସ୍ତ ପାର୍କ ବନ୍ଦ ରହିବ। ସରକାରୀ ଓ ଘରୋଇ ମାଲିକାନାରେ ଥିବା ସମସ୍ତ ପାର୍କ ରବିବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ। କରୋନା ମୁକାବିଲା ନେଇ ପାର୍କଗୁଡ଼ିକୁ ବିଏମ୍ସି ବନ୍ଦ କରିଛି। ସେହିଭଳି କଟକ…
୨ ପେସାଦାର ଲୁଟେରା ଗିରଫ: ୧୫ ଭରି ସୁନା ଗହଣା, ଟଙ୍କା, ଗାଡ଼ି ଜବତ
ବ୍ରହ୍ମପୁର ଅଫିସ,୨୧ା୩: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଲୁଟ୍ ଘଟଣାର ମାଷ୍ଟରମାଇଣ୍ଡ୍ଙ୍କ ସମେତ ୨ ଜଣ ପେସାଦାର ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ ଗୋଶାଣିନୂଆଗାଁ ଥାନା ଅନ୍ତର୍ଗତ ଆମ୍ବ ମାର୍କେଟରେ ରହୁଥିବା ବୈଦ୍ୟନାଥ ପାଣିଗ୍ରାହୀ (୨୬) ଓ…
ଇଟାଲିରେ ଥିବା ଭାରତୀୟଙ୍କୁ ଆଣିବାକୁ ବାହାରିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ
ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏବେ ବିଦେଶରେ ଥିବା ଆଉ କେତେଜଣ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ସରକାର ଯୋଜନା କରିଛନ୍ତି। ରୋମରେ ଥିବା ଭାରତୀୟଙ୍କୁ ଆଣିବାକୁ ଏୟାର ଇଣ୍ଡିଆର ଏକ ସ୍ବତନ୍ତ୍ର ବିମାନ…
ଶନିମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି: ପୋଲିସ,ମାଜିଷ୍ଟ୍ରେଟଙ୍କ ହସ୍ତକ୍ଷେପ ପରେ ଖାଲି ହେଲା ମନ୍ଦିର
ଦେବଗଡ଼, ୨୧।୩ (ଡି.ଏନ.ଏ .): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯାଉଛି l ଆସନ୍ତା ଏପ୍ରିଲ ୧ ପର୍ଯ୍ୟନ୍ତ ରାଜ୍ୟରେ ଥିବା ସମସ୍ତ ଧର୍ମାନୁଷ୍ଠାନରେ କେବଳ ଦୈନନ୍ଦିନ ରୀତିନୀତି ପରେ ବନ୍ଦ ପାଇଁ ସରକାର ନିର୍ଦ୍ଦେଶ…
ଆଇସିସି ଟି୨୦ ପୁରୁଷ ବିଶ୍ୱକପ୍: ସେମିଫାଇନାଲ ରିଜର୍ଭ ଡେ ଲାଗି ପ୍ରସ୍ତାବ
ସିଡନୀ, ୨୧।୩(ପି.ଟି.): ଅକ୍ଟୋବରରେ ଆୟୋଜନ ହେବାକୁ ଥିବା ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ପୁରୁଷ ଟି୨୦ ବିଶ୍ୱକପ୍ରେ ସେମିଫାଇନାଲ ମ୍ୟାଚ୍ ଲାଗି ରିଜର୍ଭ ଡେ ରଖିବାକୁ କ୍ରିକେଟ ଅଷ୍ଟ୍ରେଲିଆ ପ୍ରସ୍ତାବ ଦେଇପାରେ। ଚଳିତ ବର୍ଷ ଶେଷ ଆଡକୁ ଆୟୋଜନ ହେବାକୁ ଥିବା…
କରୋନା ମୁକାବିଲା ପାଇଁ କେନ୍ଦୁଝରରେ ସ୍ବତନ୍ତ୍ର ଅଧିବେଶନ: ହଲ୍କୁ ପ୍ରବେଶ ପୂର୍ବରୁ ସମସ୍ତେ ହ୍ୟାଣ୍ଡଓ୍ବାଶ୍ରେ ଧୋଇଲେ ହାତ
କେନ୍ଦୁଝର,୨୧ା୩(ସ୍ବ.ପ୍ର.): କରୋନା ସଂକ୍ରମଣ ରୋକିବା ପାଇଁ କେନ୍ଦୁଝର ଜିଲା ପରିଷଦ ଅଧ୍ୟକ୍ଷଙ୍କ ଅଧ୍ୟକ୍ଷତାରେ ଦରବାର ହଲ୍ଠାରେ ସ୍ବତନ୍ତ୍ର ଅଧିବେଶନ ଶନିବାର ଅନୁଷ୍ଠିତ ହୋଇଯାଇଛି। କରୋନା ସଂକ୍ରମଣକୁ ରୋକିବା ଓ ଏହାର ମୁକାବିଲା ପାଇଁ କ’ଣ ପଦକ୍ଷେପ ନିଆଯାଉଛି ଏବଂ ଆଗାମୀ ଦିନରେ…
ରାଜଧାନୀରେ କୁଆପଥର ବର୍ଷା
ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀରେ କୁଆପଥର ବର୍ଷା। ଶନିବାର ଅପରାହ୍ନ ୧ଟା ପରଠାରୁ ପ୍ରବଳ ବର୍ଷା ସହ କୁଆପଥର ପଡ଼ୁଥିବା ଦେଖିବାକୁ ମିଳିଛି। ପାଗରେ ହଠାତ୍ ପରିବର୍ତ୍ତନ ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପ୍ରକାଶ ଯେ, ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ…
୫ ଜିଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା: ସତର୍କ ରହିବାକୁ ପରାମର୍ଶ
ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜ୍ୟର ୫ ଜିଲାରେ ଶନିବାର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତ୍ସିଂହପୁର ଆଦି ଜିଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା…
କରୋନା ଭାଇରସ୍ ମୁକାବିଲା: ନିମୋନିଆ ରୋଗୀଙ୍କ ହେବ ଯାଞ୍ଚ
ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ୍ ବିରୋଧରେ ଜାରି ରହିଥିବା ଲଢ଼େଇରେ ଭାରତ ସରକାର ନିଜର ରଣନୀତିରେ ପରିବର୍ତ୍ତନ ଆଣିଛନ୍ତି। ଏବେ ସମସ୍ତ ହସ୍ପିଟାଲରେ ନିମୋନିଆ ରୋଗୀଙ୍କର ମଧ୍ୟ କରୋନା ଭାଇରସ୍ ସଂକ୍ରମଣ ନେଇ ଯାଞ୍ଚ କରାଯିବ ବୋଲି ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ…
ବିମାନର କବର ସ୍ଥାନ
କବର ସ୍ଥାନ କହିଲେ ସାଧାରଣତଃ ବୁଝାଏ ଯେଉଁଠାରେ ମନୁଷ୍ୟମାନଙ୍କୁ କବର ଦିଆଯାଇଥାଏ। ହେଲେ ଆମେରିକାରେ ଏମିତି ଏକ ସ୍ଥାନ ରହିଛି ଯେଉଁଠାରେ ହଜାର ହଜାର ସେନା ବିମାନକୁ ରଖାଯାଇଥିବାରୁ ସେହି ସ୍ଥାନକୁ ବିମାନର କବର ସ୍ଥାନ ବୋଲି କୁହାଯାଏ। ଉକ୍ତ ସ୍ଥାନରେ…
Archives


