ପ୍ରଥମ କେସ୍ ଜିତିଲେ ସୀମା କୁଶଓ୍ବାହ: ଆଇଏଏସ୍ ଅଫିସର ହେବାକୁ ଚାହୁଁଥିଲେ ‘ନିର୍ଭୟା ନାୟିକା’
ନୂଆଦିଲ୍ଲୀ: ନିର୍ଭୟା ବଳାତ୍କାର ଘଟଣାରେ ୪ ଦୋଷୀଙ୍କୁ ଫାଶୀ ମିଳିବା ପରେ ଏବେ ଚର୍ଚ୍ଚାରେ ନିର୍ଭୟାଙ୍କ ଓକିଲ ସୀମା କୁଶଓ୍ବାହ। ୨୦୧୨ର ଏହି ଘଟଣା ପରଠାରୁ ସେ ମାମଲାରେ ନିଜକୁ ଯୋଡିଥିଲେ। ରାଷ୍ଟ୍ରପତି ଭବନ, ଇଣ୍ଡିଆ ଗେଟ୍ ଆଦି ବିଭିନ୍ନ ସ୍ଥାନରେ…
ଋଷିକୁଲ୍ୟା ବେଳାଭୂମିରେ ଅଲିଭ୍ ରିଡ୍ଲେ କଇଁଛଙ୍କ ଗଣଅଣ୍ଡାଦାନ
ଗଞ୍ଜାମ,୨୧ା୩(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ବେଳାଭୂମିଠାରେ ଚଳିତବର୍ଷ ବିଳମ୍ବରେ ହେଲେ ମଧ୍ୟ ଅଲିଭ୍ ରିଡ୍ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି l ଶନିବାର ଭୋରରେ ପ୍ରାୟ ୨୨୪୮ କଇଁଛ ଅଣ୍ଡା ଦେଇଥିବା ଖଲ୍ଲିକୋଟ ରେଞ୍ଜର ଦିଲ୍ଲୀପ…
ଭିଡ଼ିଓ ମାଧ୍ୟମରେ କରୋନା ସଚେତନତା ବାର୍ତ୍ତା ଦେଉଛନ୍ତି ଶାହାରୁଖ, ଅକ୍ଷୟ
ମୁମ୍ବାଇ: ବଲିଉଡ୍ ବାଦଶାହା ଶାହାରୁଖ ଖାଁ କରୋନା ଭାଇରସ ସଂକ୍ରମଣକୁ ନେଇ ସଚେତନତା ବାର୍ତ୍ତା ଦେଇଛନ୍ତି। କରୋନା ଭାଇରସ ଏବେ ମହାମାରୀରେ ପରିଣତ ହୋଇଥିବା ବେଳେ ଆବଶ୍ୟକ ନ ଥିଲେ ଘରୁ ବାହାରକୁ ଯାଆନ୍ତୁ ନାହିଁ ବୋଲି କହିଛନ୍ତି ଶାହାରୁଖ। ଏହାସହ…
କରୋନା ଭୟ: ରାଜପଥରେ ବସ୍ ଅଟକାଇ ୫୧ ଜଣଙ୍କ ସ୍ବାସ୍ଥ୍ୟ ପରୀକ୍ଷା, ସମସ୍ତ ଯାତ୍ରୀ ସୁସ୍ଥ
ସିମୁଳିଆ,ଛତ୍ରପୁର,୨୧।୩(ଡି.ଏନ୍.ଏ.): ବାଲେଶ୍ୱର ଅଞ୍ଚଳର ୫୧ ଜଣ ତାମିଲନାଡୁରେ ବସବାସ କରୁଥିଲେ। ଶନିବାର ସେମାନେ ଘରୋଇ ବସ୍ ସାଡୋ (କେଏଲ୦୭ ସିଟି ୯୫୮୪) ଯୋଗେ ବାଲେଶ୍ୱର ଫେରୁଥିଲେ। ୧୬ ନଂ. ଜାତୀୟ ରାଜପଥର ସିମୁଳିଆ ଥାନା ଅଧୀନ ଜାମୁଝାଡି ନିକଟରେ ପ୍ରଶାସନ ପକ୍ଷରୁ…
କରୋନା ମୁକାବିଲା: ଆକ୍ସନ ମୁଡ୍ରେ ଦାରିଙ୍ଗବାଡ଼ି ପୋଲିସ
ଦାରିଙ୍ଗବାଡ଼ି,୨୧।୩(ଡି.ଏନ୍.ଏ.): କରୋନା ଭୂତାଣୁକୁ ପ୍ରତିହତ କରିବା ପାଇଁ ଜିଲା ପ୍ରଶାସନ ଅଣ୍ଟା ଭିଡ଼ିଛି । ୧୪୪ ଧାରାକୁ ବଜାୟ ରଖିବା ସହ ଦୋକାନ ବଜାର ବନ୍ଦ ରଖିବା ପାଇଁ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ଆଇଆଇସି କୌଶିକ ମାଝୀଙ୍କ ନେତୃତ୍ୱରେ ଏସ୍ଆଇ…
କମ୍ପ୍ୟୁଟର ଗର୍ଲ
ହିସାର: କମ୍ପ୍ୟୁଟର ଠାରୁ ବି ଶୀଘ୍ର ଉତ୍ତର ଦେଇପାରୁଛନ୍ତି ଦୁଇ ବର୍ଷର ବାଳିକା । ସେଥିପାଇଁ ଏବେ ଏହି ବାଳିକାଙ୍କୁ କମ୍ପ୍ୟୁଟର ଗର୍ଲ କୁହାଯାଉଛି। ଏଭଳି ବିଚକ୍ଷଣ ସ୍ମରଣ ଶକ୍ତି ଥିବା ବାଳିକା ଜଣକ ହେଉଛନ୍ତି ସନାୟା ହୁଡା। ତାଙ୍କ ଘର…
ଗଣମାଧ୍ୟମ ପ୍ରତିନିଧିଙ୍କୁ ସାନିଟାଇଜର, ମାସ୍କ କିଟ୍ ବାଣ୍ଟିଲେ ଡିଏମ୍କେ ମୁଖ୍ୟ
ଚେନ୍ନାଇ,୨୧।୩: ଡରାଉଚି କରୋନା। ହେଲେ ଏହାକୁ ନେଇ ଭୟଭୀତ ନ ହେବାକୁ ସରକାର କହିଛନ୍ତି। ସାବଧାନତା ଏବଂ ସତର୍କତା ଆମକୁ କରୋନା ଦାଉରୁ ରକ୍ଷା କରିବ ବୋଲି କୁହାଯାଉଛି। ବିଶେଷ ଭାବେ ୨୦ ସେକେଣ୍ଡ ପର୍ଯ୍ୟନ୍ତ ହାତକୁ ଭଲଭାବେ ଧୋଇବାକୁ କୁହାଯାଉଥିବା…
ନିତ୍ୟାଙ୍କ କରୋନା ସଚେତନତା ବାର୍ତ୍ତା: ମନ ଜିଣୁଛି କୁନି ଅଭିନେତ୍ରୀଙ୍କ ପରାମର୍ଶ
ବମ୍ବେ: ମହାମାରୀ କରୋନା ଭୂତାଣୁ ସଂକ୍ରମଣରୁ ନିଜକୁ ରକ୍ଷା କରିବା ଆଜିକାଲି ସମୟରେ ବଡ଼ ଚ୍ୟାଲେଞ୍ଜ। ଏହାକୁ ନେଇ ଲୋକଙ୍କୁ କରାଯାଉଛି ସଚେତନ। ହେଲେ ସୋସିଆଲ ମିଡିଆରେ ଏପରି ଏକ ବାର୍ତ୍ତା ଘୂରି ବୁଲୁଛି, ଯାହାକୁ ଦେଖିଲେ ଆପଣ ଘଡ଼ିଏ ଅଟକିଯିବେ।…
ନିର୍ଭୟା ଦୋଷୀଙ୍କ ଆୟ ୧.୩୭ ଲକ୍ଷ
ନୂଆଦିଲ୍ଲୀ: ନିର୍ଭୟାଙ୍କୁ ମିଳିଛି ନ୍ୟାୟ। ତିହାର ଜେଲ୍ରେ ଫାଶୀରେ ଝୁଲିଛନ୍ତି ନିର୍ଭୟା ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଦୋଷୀ। ଆଉ ତା’ ସହିତ ଶେଷ ହୋଇଛି ଦୀର୍ଘ ୭ବର୍ଷର ଆଇନଗତ ପ୍ରକ୍ରିୟା ଏବଂ ସବୁ ଦ୍ୱନ୍ଦ୍ୱରେ ପଡ଼ିଛି ଯବନିକା। ହେଲେ…
ଏହି ୪ ଭୁଲ୍ ରକ୍ତ ଶର୍କରାକୁ ବଢ଼ାଇ ଥାଏ, ଜାଣନ୍ତୁ କିପରି କରିବେ ନିୟନ୍ତ୍ରଣ
ଦିନକୁ ଦିନ ମଧୁମେହ ରୋଗୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଏ ନେଇ ଶରୀରରେ ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଇଥାଏ। ତେବେ ଏଥିରୁ ମୁକ୍ତି ଲାଗି ସବୁଠୁ ଜରୁରୀ ଉପଯୁକ୍ତ ଖାଦ୍ୟପେୟ। ଏ ନେଇ ମଧୁମେହ ରୋଗୀଙ୍କୁ ଖାଦ୍ୟପେୟ ଜନିତ ଅନେକ…
କୋଭିଡ-୧୯ ସଂକ୍ରମଣ: ଥୋମାସ, ଉବର କପ୍ ଘୁଞ୍ଚିଲା
ନୂଆଦିଲ୍ଲୀ,୨୧।୩(ପି.ଟି.): କରୋନା ଭାଇରସ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ୟାଡମିଣ୍ଟନ ଓ୍ବାଲର୍ଡ ଫେଡେରେଶନ (ବିଡବ୍ଲ୍ୟଏଫ୍) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି। ବିଶ୍ୱର ଶ୍ରେଷ୍ଠ ପୁରୁଷ ଓ ମହିଳା ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍ ରୂପେ ମାନ୍ୟତା ପାଇଥିବା ଥୋମାସ କପ୍ ଓ ଉମର କପ୍କୁ…
କରୋନା ଯୋଗୁ ମହାରାଷ୍ଟ୍ରରେ ପ୍ରଥମରୁ ଅଷ୍ଟମ ଅଲ୍ ପାସ୍
ମୁମ୍ବାଇ,୨୧।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଆତଙ୍କ ଦେଖାଦେଇଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ କରି ଦେଇଛନ୍ତି। ଫଳରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରୀଛାତ୍ର ପରୀକ୍ଷା ଦେବାରୁ…
Archives


