ୟୁପିଏସ୍ସି ମୁଖ୍ୟ ସାକ୍ଷାତକାର ପରୀକ୍ଷା ବାତିଲ
ନୂଆଦିଲ୍ଲୀ, ୨୧ା୩: କରୋନା ଭାଇରସ୍ ଯୋଗୁ ୟୁପିଏସ୍ସି ପକ୍ଷରୁ ମୁଖ୍ୟ ସାକ୍ଷାତକାର ପରୀକ୍ଷା(ଇଣ୍ଟରଭ୍ୟୁ)କୁ ବାତିଲ କରାଯାଇଛି। ଏହି ପରୀକ୍ଷା ଫେବୃୟାରୀରୁ ଆରମ୍ଭ ହୋଇ ଏପ୍ରିଲ ପର୍ଯ୍ୟନ୍ତ କରାଯିବାକୁ ଥିବାବେଳେ କରୋନା ଭୟରେ ଏହାକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛି। ନୂଆ…
ଭ୍ରମରେ ରୁହନ୍ତୁନି ଯୁବବର୍ଗ; ବୟସ୍କଙ୍କ ଭଳି ସେମାନଙ୍କ ଉପରେ ବି କରୋନା ସଙ୍କଟ: ଡବ୍ଲ୍ୟୁଏଚ୍ଓ
ଓ୍ବାଶିଂଟନ, ୨୧।୩: ବୟସ୍କଙ୍କ ଭଳି ଯୁବବର୍ଗଙ୍କ କ୍ଷେତ୍ରରେ ବି କରୋନା ସଂକ୍ରମଣ ଆଶଙ୍କା ରହିଛି। ତେଣୁ ଯୁବବର୍ଗ ଭ୍ରମରେ ନ ରହି ଆବଶ୍ୟକ ସଚେତନତା ଏବଂ ପରିଷ୍କର ପରିଚ୍ଛନ୍ନତାକୁ ଗୁରୁତ୍ୱଦେବାର ଆକଶ୍ୟକତା ରହିଛି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍ଓ) ପକ୍ଷରୁ କୁହାଯାଇଛି।…
ସିଲ୍ ହେଲା ବିଶାଲ ମେଗା ମାର୍ଟ
ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଠି ଆତଙ୍କର ବାତାବରଣ। ସଂକ୍ରମଣ ଏଡ଼ାଇବା ପାଇଁ ସରକାର ଓ ବିଭିନ୍ନ ବିଭାଗ ଆଡଭଇଜରି ଜାରି କରି କଟକଣା ଲଗାଇଥିବାବେଳେ ଭୁବନେଶ୍ୱର ମହାନଗର ନିଗମ ସମସ୍ତ ମଲ୍କୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ନିର୍ଦ୍ଦେଶ…
‘ନିର୍ଭୟା ଭଳି କୁନ୍ଦୁଲି ପୀଡ଼ିତାଙ୍କ ଅଭିଯୁକ୍ତଙ୍କୁ ଦଣ୍ଡ ମିଳୁ’
ଜୟପୁର,୨୧ା୩(ନି.ପ୍ର.) ନିର୍ଭୟା ମାମଲାରେ ଫାଶୀ ଦିଆଯିବା ପରେ ଏହାର ବିଚାର କରିଥିବା ବିଚାରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି କୁନ୍ଦୁଲି ପୀଡ଼ିତାଙ୍କ ସମ୍ପର୍କୀୟ। ପୀଡ଼ିତାଙ୍କ ଖୁଡ଼ୀ କହିଛନ୍ତି, ନିର୍ଭୟାଙ୍କ ଆତ୍ମାକୁ ଏବେ ଶାନ୍ତି ମିଳିଲା, ସେଥିରେ ସେ ଖୁସି। କିନ୍ତୁ ୩ ବର୍ଷ ବିତିବା…
କରୋନା ଆକ୍ରାନ୍ତଙ୍କ ତଥ୍ୟ ଲୁଚାଇଥିଲେ ଏମ୍ସ ଡାକ୍ତର
ଭୁବନେଶ୍ୱର, ୨୧ା୩(ବ୍ୟୁରୋ): ରାଜ୍ୟରେ ଦ୍ୱିତୀୟ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସେ ଏବେ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ତେବେ ଆକ୍ରାନ୍ତ ୧୯ବର୍ଷୀୟ ଯୁବକଙ୍କ ବିଷୟରେ ତଥ୍ୟ ଲୁଚାଯାଇଥିବା ଭୁବନେଶ୍ୱର ଏମ୍ସ ରେସିଡେଣ୍ଟ ଡାକ୍ତରୀ ସଂଘ ଅଭିଯୋଗ ଆଣିଛି। ଏନେଇ ସଂଘ…
ରେଷ୍ଟୁରାଣ୍ଟ, ବାର୍, କଫି ଶପ୍ ବନ୍ଦ
ଭୁବନେଶ୍ୱର, ୨୧ା୩ (ବ୍ୟୁରୋ): କରୋନା (କୋଭିଡ୍-୧୯)ର କରାଳ ସଂକ୍ରମଣ ସମଗ୍ର ବିଶ୍ୱକୁ ଗ୍ରାସ କରି ଚାଲିଛି। ରାଜ୍ୟରେ ଶପିଂମଲଠାରୁ ଆରମ୍ଭ କରି ସନେମା ହଲ, ପାର୍କ, ସଭା ସମିତି, ସାମାଜିକ ମିଳାମିଶା ଇତ୍ୟାଦିକୁ ବନ୍ଦ କରି ସାରିବା ପରେ ଏବେ ରେଷ୍ଟୁରାଣ୍ଟ,…
ବିଦେଶ ଫେରନ୍ତା ବ୍ୟକ୍ତି କରିନାହାନ୍ତି ନାମ ପଞ୍ଜିକରଣ: କେନ୍ଦୁଝରରେ ଭୟ
କେନ୍ଦୁଝର,୨୧।୩(ସ୍ବ.ପ୍ର.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦିନକୁ ଦିନ ନୂଆ ନୂଆ ପଦକ୍ଷେପ ଗ୍ରହଣ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ନିକଟରେ ଦୁବାଇରୁ ଫେରିଥିବା ଜଣେ ଯୁବକ କେନ୍ଦୁଝର ସହରରେ ତାଙ୍କ ଶ୍ୱଶୁର ଘରେ ରହୁଛନ୍ତି। ମାତ୍ର ସେ ନିଜ…
ବନ୍ଦ ହେଲା ଭିନ୍ନକ୍ଷମ ଶିକ୍ଷାନୁଷ୍ଠାନ
ଭୁବନେଶ୍ୱର,୨୧ା୩(ବ୍ୟୁରୋ): କରୋନା (କୋଭିଡ-୧୯) ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଏହାର ଭୟାବହତାକୁ ଦୃଷ୍ଟିରେ ରଖି ଭିନ୍ନକ୍ଷମ ଛାତ୍ରୀଛାତ୍ରଙ୍କ ପାଇଁ ଉଦ୍ଦିଷ୍ଟ ସ୍ବତନ୍ତ୍ର ଶିକ୍ଷାନୁଷ୍ଠାନଗୁଡ଼ିକୁ ବନ୍ଦ କରିଦିଆଯାଇଛି। ଏଥିସହ ଭିନ୍ନକ୍ଷମଙ୍କ ପାଇଁ କାର୍ଯ୍ୟକରୁଥିବା ବିଭିନ୍ନ ଥେରାପି ସେଣ୍ଟରର ଛାତ୍ରାବାସ ଓ ଛାତ୍ରୀ…
ଟୋକିଓ ଅଲିମ୍ପିକ୍ସ ସ୍ଥଗିତ ରଖିବାକୁ ୟୁଏସ୍ଏ ସୁଇମିଂର ପରାମର୍ଶ
ଲସଏଞ୍ଜେଲ୍ସ,୨୧।୩ (ଏଏଫ୍ପି): ଆମେରିକୀୟ ସନ୍ତରଣ ପ୍ରତିଯୋଗିତାର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ୟୁଏସ୍ଏ ସୁଇମିଂ ଆଗାମୀ ଟୋକିଓ ଅଲିମ୍ପିକ୍ସକୁ ସ୍ଥଗିତ ରଖିବାକୁ ପରାମର୍ଶ ଦେଇଛି। ସାରା ବିଶ୍ୱରେ କରୋନା ଭାଇରସ୍ ଏକ ମହାମାରୀ ରୁପେ କାୟା ବିସ୍ତାର କରିସାରିଥିବାରୁ ଅଲିମ୍ପିକକୁ ସ୍ଥଗିତ ରଖିବା…
ଭିତ୍ତିଭୂମି ସୁଦୃଢ଼ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦାବି
ଭୁବନେଶ୍ୱର,୨୧ା୩(ବ୍ୟୁରୋ): ଓଡ଼ିଶାରେ ୨ ଜଣଙ୍କ ଶରୀରରେ କରୋନା ପଜିଟିଭ୍ ଥିବା ଜଣାପଡିଲାଣି। ପ୍ରତିଦିନ ନମୁନା ପରୀକ୍ଷା କରାଯାଉଛି। ସଂକ୍ରମିତ ବ୍ୟକ୍ତିଙ୍କ ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି। ତେଣୁ ଏହାର ମୁକାବିଲା ପାଇଁ ଆବଶ୍ୟକ କେତେକ ମୌଳିକ ପ୍ରସଙ୍ଗ ଉପରେ ମୁଖ୍ୟମନ୍ତ୍ରୀ…
୩୫ ଲକ୍ଷ ଶ୍ରମିକଙ୍କୁ ୧ହଜାର ଲେଖାଏଁ ସହାୟତା ଦେବେ ଯୋଗୀ ସରକାର
ଲକ୍ଷ୍ନୌ,୨୧।୩: କରୋନା ଭାଇରସ ଯୋଗୁ ସମଗ୍ର ବିଶ୍ୱ ଏକ ପ୍ରକାର ଠପ୍ ହୋଇଯାଇଛି କହିଲେ ଚଳେ। ଭାରତରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୮ ପହଞ୍ଚିଥିବା ବେଳେ ଉତ୍ତରପ୍ରଦେଶରେ ୨୩…
ମଦ ଦୋକାନରେ ପଶି ୩୦ ଲିଟର ମଦ ପିଇଗଲେ ହାତୀ
ୟୁନାନ,୨୧।୩: ଜନସଂଖ୍ୟା ବଢ଼ିବା ଯୋଗୁ ଜଙ୍ଗଲର ପରିସୀମା କମିବାରେ ଲାଗିଛି। ଫଳରେ ଜଙ୍ଗଲର ରାଜା ହାତୀ ପାଇଁ ସ୍ଥାନ ନିଅଣ୍ଟ ପଡୁଛି। ତେଣୁ ବହୁ ସମୟରେ ହାତୀପଲ ଖାଦ୍ୟ ଅନ୍ବେଷଣରେ ଜନବସତିକୁ ପଶି ଆସୁଛନ୍ତି। ଦକ୍ଷିଣ-ପଶ୍ଚିମ ଚାଇନାର ୟୁନାନ ପ୍ରଦେଶରେ ଏଭଳି…
Archives


