ପୁନଃନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରହିବ ବଜାର, ମଲ
ବ୍ରହ୍ମପୁର ଅଫିସ,୨୧ା୩ ମହାମାରୀ କରୋନା ମୁକାବିଲା ପାଇଁ ସଚେତନତା ହିଁ ଏକମାତ୍ର ପନ୍ଥା ା ଭିଡ଼ରେ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଛି। ତେଣୁ ଭିଡ଼କୁ ଏଡାଇବା ପାଇଁ ଜିଲାରୁ ୧୪୪ ଧାରା ପ୍ରତ୍ୟାହାର ପରେ ବି ସହରାଞ୍ଚଳର ସମସ୍ତ…
ରାଜଘାଇ ପାଣି ଦୂଷିତ, ପାନୀୟଜଳ ପ୍ରକଳ୍ପ ଅଚଳ
ହିଞ୍ଜିଳିକାଟୁ,୨୧ା୩(ଡି.ଏନ୍.ଏ.) – ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ବଡ଼ଖଣ୍ଡି ପଞ୍ଚାୟତ ଅଧୀନ ଗୋପୀନାଥପୁର ଗ୍ରାମରେ ପାଣି ପାଇଁ ହନ୍ତସନ୍ତ ହେଉଛନ୍ତି ଗ୍ରାମବାସୀ। ଗ୍ରାମ୍ୟ ଜଳ ଯୋଗାଣ ପ୍ରକଳ୍ପରୁ ଦିନକୁ ମାତ୍ର ଅଧଘଣ୍ଟା ତ କେବେ ଘଣ୍ଟାଏ ଜଳ ଯୋଗାଣ ହେଉଛି। ପିଇବା…
ସମୂହ ପ୍ରାର୍ଥନା ନ କରିବାକୁ ନିର୍ଦ୍ଦେଶ
ବ୍ରହ୍ମପୁର ଅଫିସ,୨୧ା୩ ରେଶମ ନଗରୀ ବ୍ରହ୍ମପୁରରେ ଶୁକ୍ରବାରଠାରୁ ଚର୍ଚ୍ଚ ଓ ମସଜିଦରେ ପ୍ରଶାସନ ପକ୍ଷରୁ କଟକଣା ଲଗାଯାଇଛି । କରୋନା ଭୂତାଣୁ ବ୍ୟାପିବା ଆଶଙ୍କା ଥିବାରୁ ସମୂହ ପ୍ରାର୍ଥନା ନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। କେଳବ ଧର୍ମ ଗୁରୁମାନେ ବିଧି ପାଳନ…
ଲଲାଗୁଲା ହେଇ ଜୀବନ୍ ବିତଉଛନ୍ ଅଁଧ୍ ବୁରୁଧ୍: ଥଇଥାନ ଲାଗି ଦାବି କଲେ ଗଁ।ବାସୀ
ଅତାବିରା, ୨୧।୩ (ଡି.ଏନ୍.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ସଂକିର୍ଡ଼ା ପଁଚେତ୍ ସଦର ଗଁାରେ ବାସ କରୁଛନ୍ ସୁରୁବାବାୁ ପତି(୬୬)। ଅନେକ ବଛର ତଲେ ସେ ଝନେ ଟ୍ରାକ୍ଟର ଡ୍ରାଇଭର ହିସାବେ ନିଜର ପେଟ୍ ପାଲୁଥିଲେ। ହେଲେ ଗୁଟେ ସଡ଼କ…
ଅନିର୍ଦ୍ଦିଷ୍ଟ କାଳପାଇଁ ଅଷ୍ଟ୍ରେଲିଆରେ ରହିବ ନ୍ୟୁଜିଲାଣ୍ଡ ରଗ୍ବୀ ଟିମ୍
ଓ୍ବେଲିଂଟନ, ୨୧ା୩ (ଏପି)- କରୋନାଭାଇରସ ସଙ୍କଟ ଜାରି ରହିଥିବାରୁ ନ୍ୟୁଜିଲାଣ୍ଡ ଓ୍ବାରିୟର୍ସ ରଗ୍ବୀ ଲିଗ୍ ଟିମ୍ ଅଷ୍ଟ୍ରେଲିଆରେ ଅନିର୍ଦ୍ଦିଷ୍ଟ କାଳପାଇଁ ଅଟକି ରହିବେ। ସେମାନେ ଅଷ୍ଟ୍ରେଲିଆର ନ୍ୟାଶନାଲ ରଗ୍ବୀ ଲିଗ୍ (ଏନଆର୍ଏଲ୍) ରେ ଖେଳ ଜାରି ରଖିବେ। କୋଭିଡ୍-୧୯ ଯୋଗୁ ଉଭୟ…
କୋଭିଡ-୧୯ ପ୍ରତିବନ୍ଧକ: ବାଲା ଦେବୀଙ୍କ ସ୍କଟ୍ଲାଣ୍ଡ ରହଣି ବଢିଲା
ନୂଆଦିଲ୍ଲୀ, ୨୧।୩ (ପି.ଟି.)- କରୋନା ଭାଇରସ ବା କୋଭିଡ-୧୯ ପ୍ରତିବନ୍ଧ ପାଇଁ ଭାରତୀୟ ମହିଳା ଫୁଟବଲ ତାରକା ଏନ୍ ବାଲା ଦେବୀଙ୍କ ସ୍କଟଲାଣ୍ଡ ରହିଣିରେ ବୃଦ୍ଧି ଘଟିଛି। ପ୍ରଥମ ଭାରତୀୟ ଭାବେ ସେ ସ୍କଟିଶ ମହିଳା ପ୍ରିମିୟର ଲିଗ୍ କ୍ଲବ ରେଞ୍ଜର୍ସ…
କରୋନା ଭାଇରସ ସଂକ୍ରମଣ: ବ୍ରିଟିଶ ଅଲିମ୍ପିକ୍ ଆସୋସିଏଶନ ଚିନ୍ତିତ
ଲଣ୍ଡନ,୨୦।୩ (ଏଏଫ୍ପି)- କରୋନା ଭାଇରସ ସଂକ୍ରମଣ ନେଇ ବ୍ରିଟିଶ ଅଲିମ୍ପିକ୍ସ ମୁଖ୍ୟ ଚିନ୍ତା ପ୍ରକଟ କରିଛନ୍ତି। ଯଦି ଏହି ଭାଇରସ ସଂକ୍ରମଣକୁ ଠିକ୍ ସମୟରେ ନିୟନ୍ତ୍ରଣ ନ କରାଯାଏ ତା’ହେଲେ ଅଲିମ୍ପିକ୍ସ ପ୍ରସ୍ତୁତି ପାଇଁ ଆଥଲେଟମାନଙ୍କୁ ଉତ୍ସାହିତ କରାଯିବ ନାହିଁ ବୋଲି…
ଅଲିମ୍ପିକ୍ ଜ୍ୟୋତିକୁ ଜାପାନରେ ନୀରବ ସ୍ବାଗତ
ହିଗାଶିମାତ୍ସୁଶିମା, ୨୦।୩ (ଏଏଫ୍ପି)-କରୋନା ଭାଇରସ ସାରା ବିଶ୍ୱକ୍ରୀଡ଼ାକୁ ପ୍ରଭାବିତ କରିଥିବା ବେଳେ ଏବେ ଟୋକିଓରେ ଅଲିମ୍ପିକ୍ସ ଆୟୋଜନ ନେଇ ଆଶଙ୍କ ବୃଦ୍ଧିପାଇଛି। ତେବେ ଇତିମଧ୍ୟରେ ଶୁକ୍ରବାର ଜାପାନରେ ଅଲିମ୍ପିକ୍ ଜ୍ୟୋତିକୁ ସ୍ବାଗତ କରାଯାଇଛି। ଏହି ସ୍ବାଗତ ଉତ୍ସବ ସମ୍ପୂର୍ଣ୍ଣ ରୂପେ ଫିକା…
ଦିଲ୍ଲୀ କୋର୍ଟଙ୍କୁ ନିର୍ଭୟା ଦୋଷୀଙ୍କ ଫାଶୀ ସମ୍ପର୍କିତ ସମସ୍ତ ତଥ୍ୟ ଦେଲେ ତିହାର ଜେଲ କର୍ତ୍ତୃପକ୍ଷ
ନୂଆଦିଲ୍ଲୀ,୨୦।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଫାଶୀ ଦିଆଯାଇଥିବା ବେଳେ ତାଙ୍କ ମୃତଦେହ ବ୍ୟବଚ୍ଛେଦ ହେବା ପର୍ଯ୍ୟନ୍ତ ସମସ୍ତ ତଥ୍ୟ ଦିଲ୍ଲୀର ପଟିଆଲା ହାଉସ କୋର୍ଟଙ୍କୁ ତିହାର ଜେଲ ପକ୍ଷରୁ ପ୍ରଦାନ କରାଯାଇଛି। ଭୋର ୫ଟା ୩୦ରେ ସେମାନଙ୍କୁ…
କୋଭିଡ-୧୯ ସହ ଲଢିବାକୁ ଭାରତକୁ ସାହାଯ୍ୟ କରିବ ଚାଇନା
ବେଜିଂ,୨୦।୩: କୋଭିଡ-୧୯ ସହ ଲଢିବାକୁ ଶୁକ୍ରବାର ଚାଇନାଠାରୁ ପରାମର୍ଶ ନେଇଛନ୍ତି ୟୁରୋଏସିଆନ ଓ ସାଉଥ୍ ଏସିଆନର ପ୍ରାୟ ୧୦ ଦେଶ। ଭିଡିଓ କନଫରେନ୍ସିଂ ଜରିଆରେ ଏମାନେ କଥା ହୋଇଛନ୍ତି। ଏଥିରେ ଆମ ଦେଶର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ବୈଦେଶିକ…
ଆସାମରେ ଏପର୍ଯ୍ୟନ୍ତ ଜଣେ ବି ନାହାନ୍ତି କରୋନା ସଂକ୍ରମିତ
ଗୁଆହାଟୀ,୨୦।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଆସାମରେ କିନ୍ତୁ ଏପର୍ଯ୍ୟନ୍ତ ଜଣେ ହେଲେ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇ ନାହିଁ ବୋଲି କହିଛନ୍ତି ମନ୍ତ୍ରୀ ହିମନ୍ତ ବିଶ୍ୱ ସର୍ମା। ଶୁକ୍ରବାର ସେ…
ସେଲ୍ଫ ଆଇସୋଲେଶନରେ ସ୍ବାସ୍ଥ୍ୟମନ୍ତ୍ରୀ
ଲକ୍ଷ୍ନୌ,୨୦।୩: ବଲିଉଡ୍ ଗାୟିକା କନିକା କପୁରଙ୍କ କରୋନା ସଂକ୍ରମଣ ଏବେ ଦିଲ୍ଲୀଠାରୁ ଉତ୍ତର ପ୍ରଦେଶ ପର୍ଯ୍ୟନ୍ତ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି। ଲଣ୍ଡନରୁ ଫେରିବା ପରେ କରୋନା ଭାଇରସରେ ପୀଡ଼ିତ ହୋଇଥିବା ନେଇ ଜାଣି ନ ପାରି ଲକ୍ଷ୍ନୌରେ ଏକ ପାର୍ଟିରେ…
Archives


