Home Left

ସ୍ବାଦିଷ୍ଟ ସହ ସ୍ବାସ୍ଥ୍ୟ ଉପକାରୀ କିଓ୍ବି: ଏସବୁ ସମସ୍ୟା କରେଦୂର

ପାହାଡ଼ିଆ ଅଞ୍ଚଳରେ ଏପରି କିଛି ଫଳ ରହିଛି ଯାହା ଅଧିକ ଲୋକପ୍ରିୟ ହୋଇ ନ ଥିଲେ ମଧ୍ୟ ଏହାକୁ ଥରେ ଖାଇଲେ ତାହା ସ୍ବାଦ ଭୁଲିହୋଇ ନ ଥାଏ। ଏପରି ଏକ ଫଳ ହେଉଛି କିୱି ଯାହା ଅଧିକ ସ୍ବାଦିଷ୍ଟ। ଏହାର…

ଚାଇନା ଲୁଚାଇଲା କରୋନାର ପ୍ରାରମ୍ଭିକ ସୂଚନା, ପରିଣାମ ଭୋଗୁଛି ବିଶ୍ୱ: ଟ୍ରମ୍ପ

ଓ୍ବାଶିଂଟନ୍‌,୨୦।୩: ସାରା ବିଶ୍ୱରେ କରୋନା ଭାଇରସ୍‌ର ପ୍ରକୋପ ଥମିବାର ନାଁ ନେଉନି। ଏହାରି ଭିତରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଚାଇନାକୁ ଟାର୍ଗେଟ କରିଛନ୍ତି। ଟ୍ରମ୍ପ ଅଭିଯୋଗ କରିଛନ୍ତି ଯେ, ଚାଇନା କରୋନା ଭାଇରସ୍‌କୁ ନେଇ ପ୍ରାରମ୍ଭିକ ସୂଚନା ଲୁଚାଇବାରୁ ଆଜି…

କରୋନା ପାଇଁ କୁନି ଝିଅର ପ୍ରସ୍ତୁତି

ନଏଡ଼ା : କରୋନା ଭାଇରସ ସଂକ୍ରମଣକୁ ରୋକିବାକୁ ଏବେ ସରକାରୀ ଓ ବେସରକାରୀ ସ୍ତରରେ ବିଭିନ୍ନ ପ୍ରକାର ପଦକ୍ଷେପ ନିଆଯାଉଛି। ଏମିତିକି କିଛି ରାଜ୍ୟରେ କେତେକ ସହରକୁ ସମ୍ପୂର୍ଣ୍ଣ ବନ୍ଦ କରାଗଲାଣି। ଏହାକୁ ଦେଖି ନଏଡ଼ାରେ ଜଣେ କୁନି ଝିଅ ଏମିତି…

୪୬ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି ଓଡ଼ିଶାର ୨ୟ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ଦିନକୁ ଦିନ ବଢ଼ୁଛି ମହାମାରୀ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା। ଗୁରୁବାର ପର୍ଯ୍ୟନ୍ତ ୧୭୬ ଦେଶରେ କରୋନା ଚିହ୍ନଟ ହୋଇଥିବା ବେଳେ ଶୁକ୍ରବାର ଏହା ୧୮୨ରେ ପହଞ୍ଚିଛି। ଏଥିରେ ୨ ଲକ୍ଷ ୧୯ ହଜାର ୩୫୧ଜଣ ଆକ୍ରାନ୍ତ ଥିବା ବେଳେ…

କନିକାଙ୍କ ପାର୍ଟିରେ ଯୋଗ ଦେଇଥିବାରୁ ଆଇସୋଲେଶନରେ ବସୁନ୍ଧରା

ନୂଆଦିଲ୍ଲୀ,୨୦।୩: ବଲିଉଡ୍‌ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ହେବା ପରେ ଏବେ ଏହାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଛି। ୧୦ ଦିନ ପୂର୍ବରୁ ସେ ଲଣ୍ଡନରୁ ଫେରିଥିବା ବେଳେ କରୋନାର କୌଣସି ଲକ୍ଷଣ ଦେଖା ନ ଦେବାରୁ…

ଦେଶର ଶ୍ରେଷ୍ଠ ଫୁଟ୍‌ବଲରଙ୍କ ପରଲୋକ

କୋଲକାତା, ୨୦।୩(ପି.ଟି.)- ଭାରତୀୟ ଫୁଟ୍‌ବଲର ଏକ ଯୁଗର ଅନ୍ତ ହୋଇଛି। ଦେଶର ଅନ୍ୟତମ ଶ୍ରେଷ୍ଠ ଫୁଟ୍‌ବଲ ଖେଳାଳି ୮୩ ବର୍ଷୀୟ ପି.କେ. ବାନାର୍ଜୀଙ୍କ ଶୁକ୍ରବାର ପରଲୋକ ଘଟିଛି। ନିମୋନିଆ କାରଣରୁ ତାଙ୍କର ବିଭିନ୍ନ ଅଙ୍ଗ ଅକ୍ଷମ ହୋଇପଡ଼ିଥିଲା। ଚଳିତ ମାସ ୨ତାରିଖଠାରୁ…

କରୋନା ଭାଇରସ୍‌ର ଏହି ଲକ୍ଷଣ ବୈଜ୍ଞାନିକଙ୍କ ଚିନ୍ତା ବଢ଼ାଇଛି

ବର୍ଲିନ,୨୦।୩: କରୋନା ଭାଇରସ୍‌ର ପ୍ରକୋପ ସାରା ବିଶ୍ୱରେ ଜାରି ରହିଛି। ଦିନକୁ ଦିନ ବୃଦ୍ଧି ପାଉଥିବା ଏହି ମହାମାରୀ ସହ ମୁକାବିଲା ପାଇଁ ଏପର୍ଯ୍ୟନ୍ତ କୌଣସି ଔଷଧ ତିଆରି ହୋଇପାରି ନାହିଁ। ସୁରକ୍ଷା ଦୃଷ୍ଟିରୁ କେବଳ ଲୋକଙ୍କୁ ବିଭିନ୍ନ ପ୍ରକାରର ସାବଧାନତା…

କରୋନା ସମ୍ପର୍କିତ ବୈଠକ ବ୍ୟତୀତ ଅନ୍ୟ ସମସ୍ତ ସରକାରୀ ବୈଠକ ବାତିଲ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ବଢ଼ିଛି କରୋନା କଟକଣା। ଆଗାମୀ ଦିନରେ ସରକାରୀ କାର୍ଯ୍ୟାଳୟରେ କରୋନା ସମ୍ପର୍କିତ ବୈଠକ ବ୍ୟତୀତ ଅନ୍ୟ କୌଣସି ସଭା, ସମିତି ହେବ ନାହିଁ। ସେହିଭଳି ସରକାରୀ ଅନୁଷ୍ଠାନ ଯେପରିକି ମାଲ୍ୟାର୍ପଣ, ଜୟନ୍ତୀ ପାଳନ, ସଭା, ସମିତି ତଥା ଅନ୍ୟ ଅନୁଷ୍ଠାନ…

ବଢ଼ିଲା କରୋନା କଟକଣା: ଘର ବ୍ୟତୀତ ଅନ୍ୟ କୌଣସି ସ୍ଥାନରେ ୭ରୁ ଅଧିକ ବ୍ୟକ୍ତି ଏକତ୍ରିତ ହେବା ମନା

ଭୁବନେଶ୍ୱର,୨୦।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମଣ ସହ ମୁକାବିଲା ଗୋଟିଏ କିମ୍ବା ଦୁଇ ଦିନର ନୁହେଁ ଏହା ୬ ମାସର ଯୁଦ୍ଧ। ଆହୁରି ୧୭୩ ଦିନ ଏହା ଜାରି ରହିବ। ଏଣୁ ଶୁକ୍ରବାରଠାରୁ ସ୍ଥିତିରେ ପରିବର୍ତ୍ତନ ନ ହେବା ଯାଏ ଘର ବ୍ୟତିତ…

ପାକିସ୍ତାନରେ କରୋନା ମୃତ୍ୟୁସଂଖ୍ୟା ୩

ସିନ୍ଧ,୨୦।୩: ପାକିସ୍ତାନର ସିନ୍ଧ ଅଞ୍ଚଳରେ ଶୁକ୍ରବାର ଜଣେ ୭୭ ବର୍ଷ ବୟସ୍କ ବ୍ୟକ୍ତିଙ୍କର କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁ ହେବା ପରେ ଏଠାରେ ମୃତକଙ୍କ ସଂଖ୍ୟା ୩ରେ ପହଞ୍ଚିଛି। ସ୍ବାସ୍ଥ୍ୟମନ୍ତ୍ରୀ ଡା. ଆଜ୍ରା ଫାଜଲ ପେଚୁହୋ ଏହି ସୂଚନା ଦେଇଛନ୍ତି। ଉକ୍ତ…

ଘରୁ ନ ବାହାରିବାକୁ ବିରୁଷ୍କାଙ୍କ ନିବେଦନ

ନୂଆଦିଲ୍ଲୀ, ୨୦।୩- ପୂରା ବିଶ୍ୱକୁ କରୋନା ଭାଇରସ ଧୀରେ ଧୀରେ ଗ୍ରାସ କରିବାରେ ଲାଗିଛି। ଏହାକୁ ପ୍ରତିହତ କରିବା ଲାଗି କୌଣସି ଔଷଧ ନାହିଁ। ଏଥିରୁ ବଞ୍ଚତ୍ବା ପାଇଁ ଏକମାତ୍ର ବାଟ ସେଲ୍‌ଫ ଆଇସୋଲେଶନ ଅର୍ଥାତ ଘରୁ ନ ବାହାରିବା। ପ୍ରଧାନମନ୍ତ୍ରୀ…

ବଲାଙ୍ଗୀର ଘରୋଇ ବସ୍‌ଷ୍ଟାଣ୍ଡରେ କରୋନା ସଚେତନତା: ବସ୍‌ଯାତ୍ରୀଙ୍କୁ ହାତ ଧୋଇ ଚଢ଼ିବାକୁ ପରାମର୍ଶ

ବଲାଙ୍ଗୀର ଅଫିସ,୨୦।୩: ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏକ ଜନ ସଚେତନତା କାର୍ଯ୍ୟକ୍ରମ ବଲାଙ୍ଗୀର ଟାଉନ ଘରୋଇ ବସ୍‌ ଷ୍ଟାଣ୍ଡଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଘରୋଇ ବସ୍‌ ମାଲିକ ସଂଘ,ଜିଲା ରେଡ୍‌କ୍ରସ୍‌ ସୋସାଇଟି ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri