ବଲିଉଡ୍ ଗାୟିକାଙ୍କଠାରୁ କରୋନା ସଂକ୍ରମିତ ହେଲେ ଭାଜପା ନେତା!
ନୂଆଦିଲ୍ଲୀ,୨୦।୩: ରାଜସ୍ଥାନର ଭାରତୀୟ ଜନତା ପାର୍ଟି(ଭାଜପା) ଏମ୍ପି ତଥା ବସୁନ୍ଧରା ରାଜେଙ୍କ ପୁଅ ଦୁଷ୍ୟନ୍ତ ସିଂ କରୋନା ଚେକ୍ଅପ୍ ପାଇଁ ଶୁକ୍ରବାର ଦିଲ୍ଲୀର ରାମ ମନୋହର ଲୋହିଆ ହସ୍ପିଟାଲରେ ପହଞ୍ଚିଥିବା ଜଣାପଡିଛି। ବଲିଉଡ୍ ଗାୟିକା କନିକା କପୁରଙ୍କ ଏକ ପାର୍ଟିରେ ଯୋଗ…
ହାଇଓ୍ବା,ବସ୍ ମୁହାଁମୁହିଁ: ୧୭ଗୁରୁତର, ୩୨ଆହତ, ସ୍ଥାନୀୟ ଗ୍ରାମବାସୀଙ୍କ ରାସ୍ତା ଅବରୋଧ
ଜମନକିରା,୨୦।୩: ସମ୍ବଲପୁର ଜିଲା ଜମନକିରା ଥାନା ଫାସିମାଲ- କୁଚିଣ୍ଡା ରାସ୍ତାରେ ଶୁକ୍ରବାର ଦୁର୍ଘଟଣା ଘଟି ୧୭ ଗୁରୁତର ଥିବା ବେଳେ ୩୨ ଆହତ ହୋଇଛନ୍ତି। ଏକ ଘରୋଇ ବସ୍ ସହ ହାଇୱା ମୁହାଁମୁହିଁ ଧକ୍କାହେବା ଫଳରେ ବସ୍ରେ ଥିବା ୪୯ ଯାତ୍ରୀଙ୍କ…
କରୋନା ଭୟ: ଦିଲ୍ଲୀରେ ବନ୍ଦ ହେଲା ସମସ୍ତ ମଲ୍ ଖୋଲାରହିବ ଔଷଧ ସହ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ
ନୂଆଦିଲ୍ଲୀ,୨୦।୩: ଦେଶରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ଭାଇରସ୍ ସଂକ୍ରମଣକୁ ରୋକିବା ପାଇଁ ଦିଲ୍ଲୀ ସରକାର ଶୁକ୍ରବାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଦିଲ୍ଲୀରେ ସମସ୍ତ ଶପିଂ ମଲ୍କୁ ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ…
କରୋନା ଲକ୍ ଡାଉନ୍: ଲଣ୍ଡନରେ ଫସିଥିଲେ ଇର୍ଫାନ ଖାନ୍ଙ୍କ ପୁଅ, ସିଙ୍ଗାପୁରରେ କାଜଲଙ୍କ ଝିଅ, ଫେରିଲେ ଭାରତ
ମୁମ୍ବାଇ: କରୋନା ଭାଇରସ୍ ସମଗ୍ର ବିଶ୍ୱକୁ ଗ୍ରାସ କରି ଚାରିଥିବା ବେଳେ ବିଦେଶରେ ରହୁଥିବା ଅନେକ ଷ୍ଟାର୍ କିଡ୍ ସ୍ବଦେଶ ତଥା ଭାରତ ଫେରିଆସିଛନ୍ତି। ସେମାନଙ୍କ ମଧ୍ୟରେ ଅଭିନେତା ଇର୍ଫାନ ଖାନ୍ଙ୍କ ପୁଅ ବାବିଲ, ଅଜୟ ଦେବଗନ-କାଜୋଲଙ୍କ ଝିଅ ନ୍ୟାସା, ବୋନି…
ଚାଇନାକୁ ପଛରେ ପକାଇଲା ଇଟାଲି: ମୃତଦେହ ସଂସ୍କାର ପାଇଁ ନେବାକୁ ପଡୁଛି ସେନାର ସହାୟତା
ରୋମ,୨୦।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ତା’ର ଠିକଣା ବଦଳାଇ ଇଟାଲିରେ କାୟା ବିସ୍ତାର କରି ଚାଲିଛି। ଏବେ ପର୍ଯ୍ୟନ୍ତ ଇଟାଲିରେ କରୋନା ଭାଇରସରେ ମୃତକଙ୍କ ସଂଖ୍ୟା ପହଞ୍ଚିଛି ୩,୪୦୫ରେ ଯାହା ଚାଇନାଠାରୁ ଅଧିକ। ଚାଇନାରେ ଏବେ ମୃତକଙ୍କ…
ଏସ୍ସି/ଏସ୍ଟି ପିଲାଙ୍କ ହଷ୍ଟେଲ ବନ୍ଦ
ଭୁବନେଶ୍ୱର,୨୦।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ ହୋଇଥିବା କରୋନା ଭୂତାଣୁ ଜନିତ ସଂକ୍ରମଣ ସାରା ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଓଡ଼ିଶାରେ ୨ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ନେଇ ରାଜ୍ୟରେ ଭୟର…
ହୃଦ୍ରୋଗୀଙ୍କୁ ସୁସ୍ଥ ରଖେ ସଙ୍ଗୀତ
ଲଣ୍ଡନ: ଦିନକୁ ୧ ଘଣ୍ଟା ସଙ୍ଗୀତ ଶୁଣିଲେ ହାର୍ଟ ପାଇଁ ବହୁତ ଭଲ। ସର୍ବିୟାର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ଏକ ଗବେଷଣା କରି ଏହା କହିଛନ୍ତ। ସଙ୍ଗୀତ ଚିନ୍ତା ଏବଂ ଦୁଃଖ ଦୂର କରିବା ସହ ଯନ୍ତ୍ରଣା ମଧ୍ୟ ଦୂର କରିଥାଏ। ବିଶେଷଜ୍ଞମାନେ…
ମୁମ୍ବାଇ, ପୁଣେ, ନାଗପୁର ସମେତ ମହାରାଷ୍ଟ୍ରର ୪ ସହର ଲକ୍ଡାଉନ୍
ମୁମ୍ବାଇ.୨୦।୩: ମହାରାଷ୍ଟ୍ରରେ କରୋନା ପୀଡ଼ିତଙ୍କ ସଂଖ୍ୟା ସବୁଠାରୁ ଅଧିକ ଥିବାରୁ ଏବେ ଏହାକୁ ରୋକିବାକୁ ସରକାର ବିଭିନ୍ନ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଶୁକ୍ରବାର ମୁମ୍ବାଇ, ପୁଣେ, ନାଗପୁର ସମେତ ୪ ସହରକୁ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ…
କରୋନାରେ ପୀଡ଼ିତ ବଲିଉଡ୍ ଗାୟିକା
ମୁମ୍ବାଇ,୨୦।୩: ବଲିଉଡ୍ ଗାୟିକା କନିକା କପୁର କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି। ଶୁକ୍ରବାର ତାଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ସେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କିଛିଦିନ ପୂର୍ବରୁ ସେ ଲଣ୍ଡନରୁ ଫେରିଥିବା ବେଳେ ଏବେ…
ଭିନ୍ନ ଢଙ୍ଗରେ କରୋନା ବାର୍ତ୍ତା : ଅଷ୍ଟ୍ରିଆନ୍ ପାଇଲଟ୍ ଏୟାରକ୍ରାଫ୍ଟ ଦ୍ୱାରା ଆକାଶରେ ଲେଖିଲେ ‘ଷ୍ଟେ ହୋମ୍’
ଭିଏନା: ଅଷ୍ଟ୍ରିଆର ଜଣେ ପାଇଲଟ୍ କୋରନା ଭାଇରସ୍ ମହାମାରୀ ସମୟରେ ଘରେ ରହିବା ପାଇଁ ଆକାଶମାର୍ଗରୁ ଲୋକଙ୍କୁ ସଚେତନତା ବାର୍ତ୍ତା ଲେଖିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ‘ଷ୍ଟେ ହୋମ୍’ ବା ଘରେ ରହିବା ପାଇଁ ବାର୍ତ୍ତା ଲେଖିବାକୁ ପାଇଲଟ୍ ଫ୍ଲାଇଟ୍ ରାଡାରର…
ଅଷ୍ଟ୍ରେଲିଆ ଟି୨୦ ଦଳର ଜର୍ସି ଚୟନ କରିବେ ଫ୍ୟାନ
ମେଲବୋର୍ନ, ୨୦।୩- ଅଷ୍ଟ୍ରେଲିଆନ ପ୍ରଶଂସକ ଏବେ ଜାତୀୟ ଦଳର ଟି୨୦ ଜର୍ସି ଚୟନ କରିପାରିବେ। ‘ଡିଜାଇନ ଦି କିଟ୍’ ଅନଲାଇନ ପ୍ରୋଗ୍ରାମରେ ଫ୍ୟାନଙ୍କ ଦ୍ୱାର ପ୍ରସ୍ତୁତ ୧୨୦ ଷ୍ଟାଇଲର ଜର୍ସି ସ୍ଥାନ ପାଇଥିଲା। ଏଥିରୁ ୫ଟି ଜର୍ସିକୁ ଶର୍ଟଲିଷ୍ଟ କରାଯାଇଛି। ଆଗାମୀ…
ହିତାଧିକାରୀଙ୍କ ଘରକୁ ଯାଇ ଦିଆଯିବ ଭତ୍ତା ଟଙ୍କା
ଛତ୍ରପୁର, ୨୦।୩(ଡି.ଏନ୍.ଏ.): କରୋନାକୁ ମୁକାବିଲା କରିବା ଲାଗି ସରକାର ଅନେକ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ହିତାଧିକାରୀଙ୍କ ସ୍ବାସ୍ଥ୍ୟାବସ୍ଥାକୁ ଦୃଷ୍ଟିରେ ରଖି ମଧୁବାବୁ ପେନସନ ଯୋଜନା ଏବଂ ଜାତୀୟ ସାମାଜିକ ସହାୟତା କାର୍ଯ୍ୟକ୍ରମ ଅନ୍ତର୍ଗତ ଯୋଜନାରେ ପ୍ରଦାନ କରାଯାଉଥିବା ମାସିକ ଭତ୍ତା…
Archives


