Home Left

ଆଖଣ୍ଡଳମଣି ମନ୍ଦିରରେ ତାଲା: ନିରାଶ ହୋଇ ଫେରୁଛନ୍ତି ଭକ୍ତ

ଆରଡି,୨୦।୩,(ଡି.ଏନ.ଏ.): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡିରେ ଥିବା ବାବା ଆଖଣ୍ଡଳମଣିଙ୍କ ମନ୍ଦିରରେ ଶୁକ୍ରବାର ପ୍ରଭାତରୁ ତାଲା ଝୁଲୁଥିବା ଦେଖିବାକୁ ମିଳିଛି । ଗୁରୁବାର ରାତିରେ ଜିଲା ପ୍ରଶାସନ ମନ୍ଦିର ବନ୍ଦ ସଂକ୍ରାନ୍ତୀୟ ବିଜ୍ଞପ୍ତି ୪୦୦/୧୯.୦୩.୨୦ ଜାରି କରିଥିଲା। ସେଥିରେ ଏପ୍ରିଲ…

କରୋନା ପାଇଁ ୭୩ତମ କାନ୍ସ ଫିଲ୍ମ ଫେଷ୍ଟିଭାଲ ସ୍ଥଗିତ

ମୁମ୍ବାଇ: ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଥିବା କରୋନା ଭାଇରସ୍‌ ଏବେ ସାରା ଦେଶରେ ଲକ୍‌ଡାଉନ୍‌ ପରିସ୍ଥିତି ସୃଷ୍ଟି କରିଦେଇଛି। କରୋନା ଯୋଗୁ ସାଧାରଣ ଜୀବନଠାରୁ ଆରମ୍ଭ କରି ଖେଳ, ଫିଲ୍ମ ଇଣ୍ଡଷ୍ଟ୍ରି ଓ ବ୍ୟବସାୟରେ ବହୁ ପ୍ରଭାବ ପକାଇଛି। କରୋନା…

ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ: ଜନଗଣନା ସ୍ଥଗିତ ରଖିବାକୁ ନିବେଦନ

ଭୁବନେଶ୍ୱର,୨୦।୩(ବ୍ୟୁରୋ): କରୋନା ମୁକାବିଲାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ଏପ୍ରିଲରେ ହେବାକୁ ଥିବା ଜନଗଣନା କାର୍ଯ୍ୟକ୍ରମକୁ ସ୍ଥଗିତ ରଖିବାକୁ ନିବେଦନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶୁକ୍ରବାର…

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଲକ୍ଷ୍ନୌ,୨୦।୩: ଭାରତରେ ମହାମାରୀ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଏହି ମହାମାରୀ ଦେଶର ୧୯ଟି ରାଜ୍ୟରେ ବ୍ୟାପିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ଉତ୍ତରପ୍ରଦେଶ ଲକ୍ଷ୍ନୌରେ ଆଉ ୪ଟି ନୂଆ କରୋନା…

ହସ୍ପିଟାଲକୁ ୫୦,୦୦୦ ମାସ୍କ ଦାନ କଲା ଏକ କମ୍ପାନି

ସ୍ବିଡେନ୍‌ର ସରକାରୀ ହସ୍ପିଟାଲ (ଗୋଥେନ୍‌ବର୍ଗସ୍ଥିତ ସାହଲଗ୍ରେନ୍‌ସ୍କା ବିଶ୍ୱବିଦ୍ୟାଳୟ)କୁ ଏକ ଆସବାବପତ୍ର କମ୍ପାନି ୫୦,୦୦୦ ମାସ୍କ ଦାନ କରିଛି। ବର୍ତ୍ତମାନ ସମୟରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଥିବା ବେଳେ ମାସ୍କ ଦାନ କରିବା ବେଶ୍‌ ପ୍ରଶଂସାଯୋଗ୍ୟ। ଏହା ଲୋକଙ୍କ ଦରକାରରେ କାମରେ…

କେଉଁଠି ହେବ ନିର୍ଭୟା ଦୋଷୀଙ୍କ ଅନ୍ତିମ ସଂସ୍କାର

ନୂଆଦିଲ୍ଲୀ,୨୦।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର ୫ଟା ୩୦ରେ ଫାଶୀ ଖୁଣ୍ଟରେ ଝୁଲାଇ ଦିଆଯାଇଛି। ଏହାପରେ ବି ଏହି ମାମଲାକୁ ନେଇ ଆହୁରି କିଛି ଖବର ସାମ୍ନାକୁ ଆସୁଛି। ୪ ଦୋଷୀଙ୍କ ମୃତଦେହ ବ୍ୟବଚ୍ଛେଦ ପରେ ଏହା…

ଘର ଉପରେ ବଜ୍ରପାତ: ଜଣେ ମୃତ,୨ଗୁରୁତର

ଠାକୁରମୁଣ୍ଡା,୨୦।୩(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ନିକଟ ଜୁଡାମ୍ବ ଗ୍ରାମରେ ଗୁରୁବାର ସନ୍ଧ୍ୟାରେ ଏକ ଘର ଉପରେ ବଜ୍ରପାତ ଘଟିଛି। ଏଥିରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦିଗଧର ପଞ୍ଚାୟତ ସୁନିନ୍ଦା ଗ୍ରାମର ଦଶରା…

ବର୍ଷା, ପବନରେ ଦାରିଙ୍ଗବାଡ଼ି ବେହାଲ : ତହସିଲଦାର, ବିଡିଓଙ୍କ ଘଟଣାସ୍ଥଳ ପରିଦର୍ଶନ

ଦାରିଙ୍ଗବାଡ଼ି,୨୦।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ସନ୍ଧ୍ୟାରେ ହୋଇଥିବା ବର୍ଷା, ପବନ ଏବଂ କୁଆପଥର ବୃଷ୍ଟିରେ ଅଞ୍ଚଳ ବେହାଲ ହୋଇପଡ଼ିଛି । ଏଥିରେ ବହୁ ଘର ଭାଙ୍ଗିବା ସହ କୁଆପଥର ମାଡ଼ରେ ଆଜବେଷ୍ଟ ଭାଙ୍ଗି ଯାଇ ଘରେ ପାଣି…

ଆଜି ନ୍ୟାୟ ହୋଇଛି: ମୋଦି

ନୂଆଦିଲ୍ଲୀ,୨୦।୩: ଦୀର୍ଘ ୭ବର୍ଷର ଅପେକ୍ଷାର ଅନ୍ତ ଘଟି ଶେଷରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାରେ ୪ଜଣ ଦୋଷୀ ଅକ୍ଷୟ, ପଓ୍ବନ, ବିନୟ ଓ ମୁକେଶଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ଫାଶୀ…

ଦୁଇ ଏଲ୍‌ଏ ଲେକର୍ସ ଖେଳାଳି କୋଭିଡ୍‌-୧୯ରେ ପୀଡ଼ିତ

ଲସ ଏଞ୍ଜେଲ୍ସ, ୨୦।୩- ବହୁବାର ଏନ୍‌ବିଏ ଚାମ୍ପିୟନ ଲସ ଏଞ୍ଜେଲ୍ସ ଲେକର୍ସ ଦଳର ଦୁଇ ଜଣ ଖେଳାଳି ମାରାତ୍ମକ କୋଭିଡ୍‌-୧୯ରେ ପୀଡ଼ିତ। ସେମାନଙ୍କୁ ଡାକ୍ତରଙ୍କ ତତ୍ତ୍ୱାବଧାନରେ କ୍ୱାରାଣ୍ଟାଇନାରେ ରଖାଯାଇଥିବା ବାସ୍କେଟବଲ ଦଳ ପକ୍ଷରୁ କୁହାଯାଇଛି। କିନ୍ତୁ ଫ୍ରାଞ୍ଚାଇଜ ପକ୍ଷରୁ ଦୁଇ ଖେଳାଳିଙ୍କ…

‘ଇଶ୍କ ମୈ ଫିର୍‌ ମରଜାଓ୍ବା’ ପାଇଁ ୧୦ କେଜିର ଲେହେଙ୍ଗା ପିନ୍ଧି ସମୁଦ୍ରରେ ଶୁଟିଂ କଲେ ହେଲୀ

‘ୟେ ରିସ୍ତା ହୈ ଫ୍ୟାର କେ’ ଏବଂ ‘ଲାଲ ଇଶ୍କ’ପରି ଲୋକପ୍ରିୟ ଧାରାବାହିକରେ ଅଭିନୟ କରି ଘରେ ଘରେ ନିଜର ପରିଚୟ ସୃଷ୍ଟି କରିପାରିଥିବା ଚର୍ଚ୍ଚିତ ଅଭିନେତ୍ରୀ ହେଉଛନ୍ତି ହେଲୀ ଶାହ। ଖୁବ୍‌ଶୀଘ୍ର ହେଲୀଙ୍କୁ ଧାରାବାହିକ ‘ଇଶ୍କ ମୈ ମରଜାଓ୍ବା’ର ଦ୍ୱିତୀୟ…

ନିର୍ଭୟା ଦୋଷୀଙ୍କୁ ଫାଶୀ ମିଳିବା ପରେ ବଲିଉଡ୍‌ କଳାକାରଙ୍କ ପ୍ରତିକ୍ରିୟା

ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ଶୁକ୍ରବାର ଭୋର ସାଢ଼େ ୫ଟାରେ ତିହାର ଜେଲରେ ଫାଶୀ ଦିଆଯାଇଛି। ବହୁ ପ୍ରତୀକ୍ଷାର ଅନ୍ତ ଘଟି ଶେଷରେ ଦୀର୍ଘ ୭ ବର୍ଷ ପରେ ନିର୍ଭୟା ଓ ତାଙ୍କ ପରିବାରଙ୍କୁ ନ୍ୟାୟ ମିଳିଛି। ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri