Home Left

ସକାଳେ ସୂର୍ଯ୍ୟ ନମସ୍କାର, ପ୍ରାଣାୟାମ

ନିଜର ୟୁନିକ୍‌ ଭଏସ୍‌ ପାଇଁ କଣ୍ଠଶିଳ୍ପୀ ସତ୍ୟଜିତ୍‌ ପ୍ରଧାନ ଓଲିଉଡ ଜଗତରେ ବେଶ ପରିଚିତ। ଗତ କିଛିବର୍ଷ ହେବ ତାଙ୍କର ଅନେକ ଗୀତକୁ ଶ୍ରୋତା ପସନ୍ଦ କରିବା ସହ ହିଟ୍‌ର ମୋହର ମାରିଛନ୍ତି। ୨୦୧୮ ମସିହାରେ ସତ୍ୟଜିତ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର…

ଡାକ୍ତରଙ୍କୁ ମାଡ଼ ଅଭିଯୋଗ: ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଚଳ, ରୋଗୀ ହନ୍ତସନ୍ତ

ଆଳି,୧୯।୩(ଡି.ଏନ୍‌.ଏ.): ଆଳି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଡାକ୍ତରଙ୍କୁ ଦୁର୍ବ୍ୟବହାର ଓ ମାଡ଼ ଅଭିଯୋଗରେ ଗୁରୁବାର ସକାଳୁ ମେଡିକାଲରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ମେଡିକାଲରେ ଡାକ୍ତର ନ ଥିବାରୁ ଶହ ଶହ ରୋଗୀ ମେଡିକାଲକୁ ଆସି ଫେରୁଥିବା ଦେଖିବାକୁ ମିଳିଛି l କେବଳ…

ଗଞ୍ଜାମରୁ ଉଠିଲା ୧୪୪ ଧାରା: କୋଭିଡ-୧୯ ନିର୍ଦ୍ଦେଶନାମା ବଳବତ୍ତର

ଛତ୍ରପୁର, ୧୯।୩(ଡି.ଏନ୍‌.ଏ.)-କରୋନା ଭୟାବହତା ନେଇ ଗତ ୧୫ ତାରିଖରେ ଗଞ୍ଜାମ ଜ଼ିଲାରେ ଲାଗୁ ହୋଇଥିବା ୧୪୪ ଧାରାକୁ ବୁଧବାର ଜ଼ିଲାପାଳ ଉଠାଇ ଦେଇଛନ୍ତି। ଅପରପକ୍ଷେ କୋଭିଡ-୧୯ ରେଗୁଲସନ ୨୦୨୦ ଏବେ ବି ଜ଼ିଲାରେ ବଳବତ୍ତର ରହିଛି। ଏହାଫଳରେ ସାମାଜିକ କାର୍ଯ୍ୟକ୍ରମ, ସଭାସମିତି…

ବିଡିଏ କାର୍ଯ୍ୟାଳୟକୁ ଲୋକଙ୍କ ପ୍ରବେଶ ନିଷେଧ: ଅନ୍‌ଲାଇନ୍‌ ନଚେତ ଟୋଲ ଫ୍ରି ନଂରେ ଯୋଗାଯୋଗ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଭିଡ ଯୋଗୁ କରୋନା ଭୂତାଣୁ ସଂକ୍ରମଣ ଆଶଙ୍କା ଅଧିକ ରହିଛି। ଏହାକୁ ଏଡ଼ାଇବା ଲାଗି ଏବଂ ଲୋକମାନଙ୍କ ମଧ୍ୟରେ ସର୍ବନିମ୍ନ ଦୂରତା ବଜାୟ ରଖିବାକୁ ବିଏମ୍‌ସି ନିଜ ମୁଖ୍ୟ କାର୍ଯ୍ୟାଳୟ ସହ ସମସ୍ତ ଜୋନାଲ କାର୍ଯ୍ୟାଳୟ ବନ୍ଦ କରିଛି। ଲୋକଙ୍କୁ…

ଜମିବାଡ଼ିକୁ କେନ୍ଦ୍ରକରି ଗଣ୍ଡଗୋଳ ଘଟଣା : ୪ କୋର୍ଟ ଚାଲାଣ

ଦାରିଙ୍ଗବାଡ଼ି,୧୯।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜମିବାଡ଼ିକୁ କେନ୍ଦ୍ରକରି ପ୍ରଥମେ ଗଣ୍ଡଗୋଳ ପରେ ମରଣାନ୍ତକ ଆକ୍ରମଣ ସହ ଜାତିଆଣ ଆକ୍ଷେପକୁ ନେଇ ଥାନାରେ ଅଭିଯୋଗ ହୋଇଥିଲା। ଏନେଇ ପୋଲିସ କେସ୍‌ ନଂ. ୭୬/୧୯ରେ ଏକ ମାମଲା ରୁଜୁ କରି ଘଟଣାର…

କରୋନା ପ୍ରଭାବ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଦେଶର ଲକ୍ଷ ଲକ୍ଷ ରେସ୍ତୋରାଁ ବନ୍ଦ

ନୂଆଦିଲ୍ଲୀ,୧୯।୩: ଦେଶରେ କରୋନାର ପ୍ରଭାବକୁ ଦେଖି ନ୍ୟାଶନାଲ ରେଷ୍ଟୁରାଣ୍ଟ ଆସୋସିଏଶନ ଅଫ୍‌ ଇଣ୍ଡିଆ(ଏନ୍‌ଆର୍‌ଏଆଇ)ଏକ ଆଡଭାଇଜରୀ ଜାରି କରିଛି। ଏହି ଆଡଭାଇଜରୀ ଅନୁଯାୟୀ, ଦେଶର ଲକ୍ଷ ଲକ୍ଷ ରେସ୍ତୋରାଁକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନୁମାନ କରାଯାଉଛି କି…

ଲୁଚାଇଥିଲେ ଜୁହି

ଜୁହି ଚାଓ୍ବଲାଙ୍କ ବଲିଉଡ୍‌ କ୍ୟାରିୟର ଆରମ୍ଭ ହୋଇଥିଲା ‘କୟାମତ୍‌ ସେ କୟାମତ ତକ୍‌’ରୁ। କେବଳ ସେତିକି ନୁହେଁ, ଏହି ଫିଲ୍ମରୁ ଆମୀର ଖଁ। ପ୍ରଥମ ଥର ପାଇଁ ନାୟକ ସାଜିଥିଲେ। ଟିନ୍‌ ଏଜ୍‌ ଲଭ୍‌ଷ୍ଟୋରିକୁ ନେଇ ପ୍ରସ୍ତୁତ ଫିଲ୍ମଟି ସୁପରଡୁପର ହିଟ୍‌…

କରୋନା କଟକଣା: ବନ୍ଦହେଲା ଛତ୍ରପୁର ସାପ୍ତାହିକ ହାଟ

ଛତ୍ରପୁର,୧୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରରେ ଗୁରୁବାର ସାପ୍ତାହିକ ହାଟକୁ ପ୍ରଶାସନ ବନ୍ଦ କରିଦେଇଛନ୍ତି। ପୂର୍ବରୁ ଏନେଇ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଥିଲା। ଫଳରେ ଗୁରୁବାର ହାଟସ୍ଥଳ ଶୂନଶାନ ହୋଇଯାଇଥିବା ଦେଖିବାକୁ ମିଳିଛି। ଅନ୍ୟପକ୍ଷରେ ସାପ୍ତାହିକ ହାଟ ହେଉଥିବାରୁ…

ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ

ରାୟପୁର,୧୯।୩: କରୋନା ଆଁରେ ସାରା ବିଶ୍ୱ। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାରି ଭିତରେ ଗୁରୁବାର ଛତିଶଗଡ଼ରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସଂକ୍ରମିତ ଯୁବତୀଙ୍କ ଜଣଙ୍କ ହେଉଛନ୍ତି ରାୟପୁରର ବାସିନ୍ଦା। ରବିବାର ଉକ୍ତ ୨୪…

ତିନିଫୁଟିଆ ମହାରାଜା ଦୋସା

ସମ୍ବଲପୁର ଜିଲା ରେଙ୍ଗାଲି ବାଇପାସ ଛକ ନିକଟରେ ହଟ୍‌ସ୍ପାଇସ ରେସ୍ତୋରାଁ ରହିଛି। ୧୦ ନମ୍ବର ରାଜପଥ (ବିଜୁ ଏକ୍ସପ୍ରେସ) ପାର୍ଶ୍ୱରେ ଏହା ରହିଥିବାରୁ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଗ୍ରାହକମାନେ ଏଠାକୁ ଆସିଥାନ୍ତି। ଗ୍ରାହକମାନଙ୍କ ରୁଚି ଅନୁସାରେ ଏଠାରେ ଡିଶ୍‌ ପ୍ରସ୍ତୁତ ହୋଇଥାଏ।…

ଚିନ୍ତାରେ ଡାକ୍ତର: ସୁସ୍ଥ ହେବା ପରେ ବି ପୁଣିଥରେ କରୋନାରେ ଆକ୍ରାନ୍ତ ହେଉଛନ୍ତି ଲୋକେ !

ରୋମ,୧୯।୩: ଚାଇନା ପରେ ଏବେ ଇଟାଲିରେ କରୋନା ସଂକ୍ରମଣରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ରହିଛି ୩୫୭୧୩। ସେହିପରି ଇଟାଲିରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩ହଜାର ପାର କରିଗଲାଣି। ଏହାକୁ ଦେଖି ଏବେ…

ରିଲିଜ୍‌ ଅପେକ୍ଷାରେ ଶହୀଦ ରଘୁ ସର୍ଦ୍ଦାର

ଆମ ରାଜ୍ୟର ଅନ୍ୟତମ ନାମୀ ସ୍ବାଧୀନତା ସଂଗ୍ରାମୀ ହେଉଛନ୍ତି ଶହୀଦ ରଘୁ ସର୍ଦ୍ଦାର। ତାଙ୍କ ଜୀବନର ବୀରତ୍ୱ ଗାଥାକୁ ସିନେମାରେ ସଜାଇଛନ୍ତି ନବାଗତ ପ୍ରଯୋଜକ ଡା. ବିଶ୍ୱନାଥ ପଟ୍ଟନାୟକ। ଚିତ୍ରଟିର ଟାଇଟଲ ରହିଛି ‘ଶହୀଦ ରଘୁ ସର୍ଦ୍ଦାର। ଏପରି ଏକ ଐତିହାସିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri