ଖୋଲା ଛାତ ତଳେ ଗଢ଼ା ହେଉଛି ଶିଶୁଙ୍କ ଭବିଷ୍ୟତ
କୋରେଇ,୧୯।୩(ଡିଏନଏ): କୋରେଇ ଅଞ୍ଚଳର ବହୁ ଅଙ୍ଗନଓ୍ବାଡି କେନ୍ଦ୍ର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଆବଶ୍ୟକ ଭିତ୍ତିଭୂମି ଅଭାବରୁ କୁନିକୁନି ପିଲା ନିଜ ଅଧିକାରରୁ ବଞ୍ଚିତ୍ତ ହେଉଛନ୍ତି। ୧୫ରୁ ଊର୍ଦ୍ଧ୍ୱ ଭଙ୍ଗା ଘରେ ବିପଦପୂର୍ଣ୍ଣ ଭାବେ କୁନି ପିଲାଙ୍କୁ ପଢ଼ା ଯାଉଥିବା ଦେଖିବାକୁ ମିଳିଛି।…
୬ ମାସ ବିତିଲା, ଚିହ୍ନଟ ହୋଇପାରିଲାନି ଜମି
ଯାଜପୁର ଅଫିସ,୧୯।୩: ଯାଜପୁର ଜିଲା ରସୁଲପୁର ବ୍ଲକର ଗୋପାଳପୁର ଗ୍ରାମ ହସ୍ତତନ୍ତ ଶିଳ୍ପ ପାଇଁ ବେଶ ପ୍ରସିଦ୍ଧି ଲାଭ କରିଛି। ତେଣୁ ଗୋପାଳପୁର ଗ୍ରାମକୁ ହସ୍ତତନ୍ତ ଶିଳ୍ପ ଗ୍ରାମଭାବେ ପ୍ରତିଷ୍ଠା କରିବାକୁ ସେପ୍ଟେମ୍ବର ୧୩ରେ ନିଷ୍ପତ୍ତି ହୋଇଥିଲା। ଏହି ପ୍ରସ୍ତାବର ୬…
ରାଉତରାପୁର ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ମାମଲା: ଫଳାଫଳ ଘୋଷଣା ୨୦କୁ ସ୍ଥଗିତ
ରସୁଲପୁର,୧୯।୩(ଡିଏନଏ): ରସୁଲପୁର ବ୍ଲକ ରାଉତରାପୁର ସରପଞ୍ଚ ରେଣୁ ସେଠୀଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ ମାମଲା ରୋଚକ ମୋଡ଼ ନେଇଛି। ଫଳାଫଳ ଘୋଷଣା ପାଇଁ ବୁଧବାରକୁ ଧାର୍ଯ୍ୟ କରାଯାଇଥିଲା। ମାତ୍ର ତାହା ସମ୍ଭବପର ହୋଇପାରି ନାହିଁ। ଯାଜପୁର ଜିଲାପାଳଙ୍କ ପୂର୍ବ ନିର୍ଦ୍ଧାରିତ ନିର୍ଦ୍ଦେଶ…
କରୋନା ସନ୍ଦିଗ୍ଧଙ୍କୁ ଠାବ କରିପାରୁନି ପୋଲିସ
କୁଜଙ୍ଗ, ୧୯।୩ (ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲାର ଜଣେ ବ୍ୟକ୍ତି ମହାରାଷ୍ଟ୍ରରେ କିଛି ଦିନ ରହି ନିକଟରେ ଘରକୁ ଫେରିବା ପରେ ଥଣ୍ଡା, ଜ୍ୱର ଆକ୍ରାନ୍ତ ହୋଇଥିଲେ। ତେବେ ସେ ସ୍ବାସ୍ଥ୍ୟ ପରୀକ୍ଷା ପାଇଁ କୁଜଙ୍ଗସ୍ଥିତ ଏକ ଘରୋଇ କ୍ଲିନିକକୁ ବୁଧବାର ଅପରାହ୍ନରେ…
ପରୀକ୍ଷା ବନ୍ଦ କଲା ଓପିଏସ୍ସି
କଟକ ଅଫିସ,୧୮ା୩: କରୋନା ଯୋଗୁ ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍ସି) ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଓପିଏସ୍ସି ଆନୁକୂଲ୍ୟରେ ହେବାକୁ ଥିବା ସମସ୍ତ ପରୀକ୍ଷାକୁ ସାମୟିକ ଭାବେ ସ୍ଥଗିତ ରଖାଯାଇଛି। ଏନେଇ ଓପିଏସ୍ସି କାର୍ଯ୍ୟାଳୟ ବୁଧବାର ଏକ ନୋଟିସ ନଂ. ୧୯୯୪/୧୮।୩।୨୦୨୦…
ଫେରାର ଚୋରି ଅଭିଯୁକ୍ତ ଗିରଫ
ଯୋଡ଼ା,୧୮।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର କମାରଯୋଡ଼ା ଠାରେ ହୋଇଥିବା ଚୋରି ଘଟଣାର ଜଣେ ଅଭିଯୁକ୍ତଙ୍କୁ ଯୋଡ଼ା ପୋଲିସ ବୁଧବାର ଗିରଫ କରିଛି। ଅଭିଯୁକ୍ତ ହେଲେ ଯୋଡ଼ା ମଙ୍ଗଳା ମନ୍ଦିର ନିକଟରେ ରହୁଥିବା ଟେପେ କାରୁଆ ା ପୋଲିସ ସୂଚନା ଅନୁଯାୟୀ,…
ବଳାତ୍କାରୀଙ୍କୁ ୭ ବର୍ଷ ଦଣ୍ଡାଦେଶ
ତାଳଚେର,୧୮ା୩(ନି.ପ୍ର): ଏକ ବଳାତ୍କାର ମାମଲାର ବିଚାର କରି ତାଳଚେର ଅତିରିକ୍ତ ଜିଲା ଦୌରାଜଜ୍ ଅମୃତ ରଞ୍ଜନ ନନ୍ଦ ମଙ୍ଗଳବାର ଖମାର ଉପଖଣ୍ଡ ବଡ଼ଗୁଣ୍ଡୁ ଗ୍ରାମର ସାଲୁକା ବାଇପେଇଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ୭ ବର୍ଷ ସଶ୍ରମ କାରାଦଣ୍ଡା ଦେଶ ଶୁଣାଇଛନ୍ତି।…
କାର୍ ସହ ଗଞ୍ଜେଇ ଜବତ, ୨ କୋର୍ଟ ଚାଲାଣ
ଶଙ୍କରାଖୋଲ,୧୮ା୩(ଡି.ଏନ୍.ଏ.): ଟିକାବାଲି ଥାନା ବାହାଡାସାହି ଛକଠାରେ ଟିକାବାଲି ପୋଲିସ ପକ୍ଷରୁ ଯାନବାହାନ ଯାଞ୍ଚ କରାଯାଉଥିଲା। ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଏକ କାର ଜବତ କରି ପୋଲିସ ଏଥିରେ ସମ୍ପୃକ୍ତ ୨ ଜଣଙ୍କୁ ଗିରଫ କରିଥିଲା। ସେମାନଙ୍କୁ ବୁଧବାର କୋର୍ଟ ଚାଲାଣ…
ଗୋଆରେ ପ୍ରଥମ କରୋନା ରୋଗୀ
ପଣଜୀ,୧୮।୩: ଗୋଆରେ ବୁଧବାର କରୋନା ଭାଇରସ୍ ସଂକ୍ରମଣର ପ୍ରଥମ ଘଟଣା ସାମ୍ନାକୁ ଆସିଛି। ସଂକ୍ରମିତ ହୋଇଥିବା ରୋଗୀ ହେଉଛନ୍ତି ନରଓ୍ବେର ନାଗରିକ। ଫେବୃଆରୀ ୨୦ରେ ଉକ୍ତ ବ୍ୟକ୍ତି ଗୋଆରେ ପହଞ୍ଚିଥିଲେ। ଏହାପରେ ତାଙ୍କୁ କାଶ, ଥଣ୍ଡାର ସମସ୍ୟା ହୋଇଥିଲା। କରୋନା ସନ୍ଦେହରେ…
୫ ବାଂଲାଦେଶ ଫେରନ୍ତାଙ୍କ ହେଲା ମେଡିକାଲ ଯାଞ୍ଚ
କୋରୁକୋଣ୍ଡା,୧୮ା୩(ଡି.ଏନ.ଏ): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଚିତାପାରି-୩ ପଞ୍ଚାୟତ ଅନ୍ତର୍ଗତ ଏମଭି-୧୦୪ ଗ୍ରାମର ଗୋଟିଏ ପରିବାରର ୫ ଜଣ ସଦସ୍ୟ ବିଦେଶ ଯାଇ ଫେରିଥିବାରୁ ସେମାନଙ୍କୁ ସନ୍ଦେହରେ ମେଡିକାଲ ପରୀକ୍ଷା କରାଯାଇଛି। ଗତ ଦୁଇ ମାସ ତଳେ ଏହି ପରିବାର ବାଂଲାଦେଶକୁ…
କରୋନା ପାଇଁ ସଚେତନ କରୁଛନ୍ତି ଡାକ୍ତରୀ ଟିମ୍
ମାଥିଲି/ଗୋବିନ୍ଦପଲି,୨୮।୩(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଞ୍ଚଳର ବିଭିନ୍ନ ଆଦିବାସୀପଡା ଗ୍ରାମରେ ବୁଧବାର ଡାକ୍ତରୀଦଳ କରୋନା ସମ୍ପର୍କରେ ଲୋକଙ୍କୁ ସଚେତନ କରିଛନ୍ତି। ଆଦିବାସୀ ଗ୍ରାମଗୁଡିକରେ ଘରକୁ ଘର ବୁଲି କରୋନାକୁ ଭୟ ନ କରି ସଚେତନ ଓ ସତର୍କ ରହିବାକୁ ପରାମର୍ଶ…
ଖେଳାଳିଙ୍କ ନିରାପତ୍ତା ସହ ବୁଝାମଣା କରାଯାଇଥିଲା: ସାଇନା
ନୂଆଦିଲ୍ଲୀ,୧୮।୩(ପି.ଟି.): ଭାରତୀୟ ମହିଳା ବ୍ୟାଡମିଣ୍ଟନ ତାରକା ସାଇନା ନେହ୍ବାଲ ଗତ ସପ୍ତାହରେ ଖେଳାଯାଇଥିବା ଅଲ ଇଂଲଣ୍ଡ ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍ର ଆୟୋଜନ ନେଇ ପ୍ରଶ୍ନ ଉଠାଇଛନ୍ତି। ଖେଳାଳିଙ୍କ ନିରାପତ୍ତାକୁ ହେୟ କରି ଅର୍ଥକୁ ଅଧିକ ଗୁରୁତ୍ୱ ଦିଆଯାଇଥିଲା ବୋଲି ସେ ଅଭିଯୋଗ ଆଣିଛନ୍ତି।…
Archives


