Home Left

ସତର୍କତା, ସଚେତନତା ନେଇ ବିଏମ୍‌ସିର ଚଢ଼ାଉ

ଭୁବନେଶ୍ୱର, ୧୮ା୩(ବ୍ୟୁରୋ): କରୋନା ସଂକ୍ରମଣକୁ ଏଡାଇବା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବ୍ୟାପକ ସଚେତନତା କରୁଛି। ହୋଟେଲ, ଘରୋଇ ହସ୍ପିଟାଲ, ଶିକ୍ଷାନୁଷ୍ଠାନ, କୋଚିଂ, ମଲ୍‌, ହାଟ, ମନ୍ଦିର, କଲ୍ୟାଣମଣ୍ଡପ, ପାର୍କ, ଖାଦ୍ୟ ଦୋକାନ, ରେଷ୍ଟୁରାଣ୍ଟ ଓ ଡ୍ୟାନ୍ସ ବାର, କର୍ପୋରେଟ୍‌…

ଭୁଟାନ ରାଜାଙ୍କ ପରାମର୍ଶ ନେଇ ପୃଥିବୀ ସାରା ଚର୍ଚ୍ଚା

ଥିମ୍ପୁ,୧୮।୩: ଭୁଟାନର ରାଜା ଜିଗ୍‌ମେ ଖେସାର ନାମଗେୟଲ ଓ୍ବାଙ୍ଗଚୁକ୍‌ ଗତ ଫେବୃୟାରୀ ୨୧ରେ ନିଜ ୪୦ ତମ ଜନ୍ମଦିନ ପାଳନ ଅବସରରେ ଦେଶବାସୀଙ୍କୁ ବୃକ୍ଷଚାରା ରୋପଣ ପାଇଁ ପରାମର୍ଶ ଦେଇଥିଲେ। ରାଜାଙ୍କ ଆହ୍ବାନରେ ଅନୁପ୍ରାଣିତ ହୋଇ ଲୋକେ ଏବେ ଗଛ ଲଗାଇବା…

୨ ସପ୍ତାହରେ ୨ କମ୍ପାନୀର ଶୁଭ କାର୍ଯ୍ୟକ୍ରମ ସ୍ଥଗିତ

ଯାଜପୁର ଅଫିସ/କଳିଙ୍ଗନଗର (ଡି.ଏନ.ଏ.),୧୮ା୩: କଳିଙ୍ଗନଗର ଶିଳ୍ପାଞ୍ଚଳରେ ଗତ ୨ ସପ୍ତାହ ମଧ୍ୟରେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁ ୨ କାରଖାନା ଶୁଭ ଦେଇ ନ ପାରି ଫେରିଯାଇଛି। ଗତ ୭ ତାରିଖରେ କଳିଙ୍ଗନଗର ବିଜୁ ପଟ୍ଟନାୟକ ପାର୍କ ନିକଟରେ କେସିକା ମେଟାଲିକ୍ସ…

ପ୍ରଧାନମନ୍ତ୍ରୀଙ୍କ ନଁ।ରେ କରୋନା ଗୁଜବ, ୪ ଗିରଫ

କେନ୍ଦ୍ରାପଡା ଅଫିସ, ୧୮ା୩: କରୋନା ସମ୍ପର୍କରେ ଗୁଜବ ସୃଷ୍ଟି ନ କରିବା ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ଆଡଭାଇଜରି ଜାରି କରିଛନ୍ତି। ତେବେ ଏହାକୁ ଅମାନ୍ୟ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି ବୋଲି ସାମାଜିକ…

ପଶ୍ଚିମବଙ୍ଗରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୫ ଓଡ଼ିଆ ମୃତ, ୩ ଗୁରୁତର

ଭୁବନେଶ୍ୱର,୧୮।୩(ବ୍ୟୁରୋ): ପଶ୍ଚିମବଙ୍ଗର ସିଲିଗୁଡ଼ି କଲିମ୍‌ପଙ୍ଗ ଘାଟିରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଭୁବନେଶ୍ୱର ଅଞ୍ଚଳର ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୩ଜଣ ଗୁରୁତର ଆହତ ହୋଇଛନ୍ତି। ମୃତକମାନେ ହେଲେ ସ୍ଥାନୀୟ ରେଳବିହାରରେ ରହୁଥିବା ରତିକାନ୍ତ ନନ୍ଦ, ଶକୁନ୍ତଳା…

୬୩ ବର୍ଷରେ ରତ୍ନା ପାଠକ: ଜୁସ୍‌ ଦୋକାନରୁ ନସିରୁଦ୍ଦିନ୍‌ଙ୍କ ସହିତ ଆରମ୍ଭ ହୋଇଥିଲା ପ୍ରେମ ସମ୍ପର୍କ…

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ରତ୍ନା ପାଠକ ଶାହ ବୁଧବାର ୬୩ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୫୭ ମାର୍ଚ୍ଚ ୧୮ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ନିଜଠାରୁ ୧୩ ବର୍ଷ ବୟସ୍କ ବଡ଼ ଅଭିନେତା ନସିରୁଦ୍ଦିନ୍‌ ଶାହଙ୍କୁ ରତ୍ନା ୧୯୮୨ରେ ବିବାହ କରିଥିଲେ।…

ମୋଟର ସାଇକେଲର ଦାମ ୭ କୋଟି ୪୦ ଲକ୍ଷ

ଲଣ୍ଡନ, ୧୮।୩: ମୋଟର ସାଇକେଲର ଦାମ ୭ କୋଟି ୪୦ ଲକ୍ଷ ଟଙ୍କା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ତେବେ ଏହା ସତ। କମ୍ପାନୀ ଗେମ୍‌ ଓଭର ପକ୍ଷରୁ ଏହି ମୋଟରସାଇକେଲ ନିର୍ମାଣ କରାଯାଇଛି। ଏଥିରେ ଟାଟୁ ହୋଇଛି। ଏହା…

ଆସାମ ମଡେଲଙ୍କୁ ବଳାତ୍କାର: ୪ ଗିରଫ

କାନପୁର, ୧୮।୩: ଆସାମର ଜଣେ ମଡେଲ କାନପୁରରେ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ଆସିଥିବାବେଳେ ତାଙ୍କୁ ସେଠାରେ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୫ ସହଯୋଗୀଙ୍କ ଉପସ୍ଥିତିରେ ଏକ ପ୍ରମୁଖ କ୍ଲବର ପୂର୍ବତନ ନିର୍ଦ୍ଦେଶକ ମଡେଲଙ୍କୁ ବଳାତ୍କାର କରିଥିବା…

ସଭର୍‌କରଙ୍କ ନାଁରେ ଜେଏନ୍‌ୟୁ ମାର୍ଗ

ନୂଆଦିଲ୍ଲୀ, ୧୮ା୩: ଜବାହରଲାଲ୍‌ ନେହେରୁ ବିଶ୍ୱବିଦ୍ୟାଳୟ(ଜେଏନ୍‌ୟୁ) ପ୍ରଶାସନ ପକ୍ଷରୁ ହିନ୍ଦୁତ୍ୱ ବିଚାରଧାରାରେ ବିଶ୍ୱାସ ରଖିଥିବା ନେତା ଭି.ଡି. ସଭର୍‌କରଙ୍କ ଏକ ସାଇନ୍‌ବୋର୍ଡ ମରାଯାଇ ତାଙ୍କ ନାମରେ କ୍ୟାମ୍ପସ୍‌ ଭିତରେ ଏକ ରାସ୍ତାର ନାମକରଣ କରାଯିବା ପରେ ଏହାକୁ ନେଇ ଚାପା ଉତ୍ତେଜନା…

ବିଷାକ୍ତ ହେଲାଣି ରେଙ୍ଗାଳି ଦକ୍ଷିଣ କେନାଲ ପାଣି

ତାଳଚେର,୧୮ା୩(ନି.ପ୍ର.) – ତାଳଚେର ସହର ଦେଇ ଯାଇଥିବା ରେଙ୍ଗାଳି ଦକ୍ଷିଣ ପାର୍ଶ୍ୱ କେନାଲ ଏବେ ଡ୍ରେନ୍‌ରେ ପରିଣତ ହୋଇଥିବା ପଞ୍ଚାୟତ ସମିତି ଅଧ୍ୟକ୍ଷ ବୃନ୍ଦାବନ ବେହେରା ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ସେ ଅନୁଗୋଳ ଜିଲାପାଳ, ତାଳଚେର ଉପଜିଲାପାଳ ଏବଂ ଉଠା…

ମୃଣ୍ମୟୀ ମୂର୍ତ୍ତି ସ୍ଥାନ ନେଲା ଦାରୁ ବିଗ୍ରହ

ଭଦ୍ରକ ଅଫିସ, ୧୮ା୩- ଭଦ୍ରକ ବ୍ଲକ ଚରମ୍ପା ବରାଳପୋଖରୀ ଅଞ୍ଚଳର ଜାନୁଗଞ୍ଜ ଗାଁରେ ଜଗନ୍ନାଥଙ୍କ ମୃଣ୍ମୟୀ ମୂର୍ତ୍ତି ବିସର୍ଜନ ପରେ ସୋମବାର ଦାରୁବିଗ୍ରହ ପ୍ରତିଷ୍ଠା ହୋଇଛି। କାହିଁ କେଉଁ କାଳରୁ ବରାଳପୋଖରୀ ଅଞ୍ଚଳରେ ପ୍ରତିବର୍ଷ ପରି ରୀତିନୀତି ଅନୁଯାୟୀ ଠାକୁରଙ୍କ ମୃଣ୍ମୟୀ…

ବିଲୁପ୍ତ ହେବାକୁ ବସିଲାଣି କୁଣ୍ଡି ନଦୀ

ତିହିଡ଼ି,୧୮ା୩(ସ୍ବ.ପ୍ର.)- ନଦୀ ଏକ, ନାମ ଏକାଧିକ । ଏପରି ଏକ ନଦୀ ହେଲା କୁଣ୍ଡି ନଦୀ। ଭିନ୍ନ ଭିନ୍ନ ସ୍ଥାନରେ ଲୋକେ ଏହାକୁ ଚୂଡ଼ାଖିଆ, ଗୁପ୍ତଗଙ୍ଗା, କରଞ୍ଜଇ, ଧଳା ନଦୀ ବୋଲି କହନ୍ତି। ଭଦ୍ରକ ଜିଲାର ସାଳନ୍ଦୀ ନଦୀ ସହିତ ସଂଯୋଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri