ଫଳକରେ ଅଟକିଛି ଉନ୍ନୟନ କାର୍ଯ୍ୟ
ବାରିପଦା ଅଫିସ, ୧୮ା୩- ବାରିପଦାର ସହରରେ ଥିବା ୭ଟି ବନ୍ଧର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ପାଇଁ ୧୨ ଫେବୃୟାରୀ ୨୦୧୯ରେ ଭିିତ୍ତିପ୍ରସ୍ଥର ସ୍ଥାପନ ହୋଇଥିଲା। ଭିତ୍ତିପ୍ରସ୍ଥର ସ୍ଥାପନ ହେବାର ବର୍ଷେ ବିତି ଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କାଣିଚାଏ କାମ ହୋଇ…
ଇଣ୍ଡୋ- ପାକ୍ ମ୍ୟାଚ୍ ବିନା ଟେଷ୍ଟ ଚାମ୍ପିୟନଶିପ୍ର ମାନେ କିଛି ନାହିଁ
କରାଚୀ, ୧୮।୩ (ପି.ଟି.)- ଉପମହାଦେଶର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ମଧ୍ୟରେ ଟେଷ୍ଟ ମ୍ୟାଚ୍ ଆୟୋଜନ କରା ନ ଗଲେ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ଚାମ୍ପିୟନଶିପ୍ର ମାନେ କିଛି ନାହିଁ। ଏକଥା କହିଛନ୍ତି ପାକିସ୍ତାନ ପୂର୍ବତନ…
ଦୃଢ ଇଛାଶକ୍ତି ଦେଇଛି ବଞ୍ଚିବାର ରାହା
ଖଇରା, ୧୮।୩(ଡି.ଏନ.ଏ.)-ଦୃଢ ଇଛାଶକ୍ତି ଥିଲେ ସବୁ କିଛି ସମ୍ଭବ। ଏହାକୁ ପ୍ରମାଣ କରି ଦେଖାଇଛନ୍ତି ଖଇରା ବ୍ଲକ ନନ୍ଦୁର ପଞ୍ଚାୟତ ବ୍ରହ୍ମଚାରୀ ଗ୍ରାମର ଦିବ୍ୟାଙ୍ଗ ଅକ୍ଷୟ କୁମାର ମହାନ୍ତି। ବୟସ ୫୪ ହେଲାଣି। ତଥାପି ସେ ଥକିନାହାନ୍ତି। ବାଲେଶ୍ୱର ଜିଲା ଖଇରା…
ଦୁର୍ଦ୍ଦିନରେ ୧୨ କୁମ୍ଭକାର ପରିବାର
ସୋର, ୧୮।୩(ଜନ୍ମେଜୟ ମିଶ୍ର)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ପାହାଡିଆ ଗଁ। ରଙ୍ଗାମାଟିଆ। ଗଁ। ଠାରୁ ପଞ୍ଚାୟତ ଶ୍ୟାମସୁନ୍ଦରପୁରର ଦୂରତା ୨୦ରୁ ୨୫ କି.ମି. ହୋଇଥିବାବେଳେ ଔପଦା ବ୍ଲକ ହେଡକ୍ୱାର୍ଟର ଦୂରତା ୩୦ରୁ ୩୫ କି.ମି.। ଭୌଗୋଳିକ ଦୃଷ୍ଟିକୋଣରୁ ଏହି ଗଁ।…
ନିର୍ଦ୍ଧାରିତ ସମୟରେ ହେବ ପୁରୁଷ ଟି୨୦ ବିଶ୍ୱକପ୍
ସିଡ୍ନୀ, ୧୭ା୩ (ପି.ଟି.)- କୋଭିଡ୍-୧୯ର ପ୍ରକୋପ ସତ୍ତ୍ୱେ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଦେଶରେ ପୁରୁଷ ଟି୨୦ ବିଶ୍ୱ କପ୍ ଅନୁଷ୍ଠିତ ହେବ ବୋଲି କ୍ରିକେଟ ଅଷ୍ଟ୍ରେଲିଆ ମଙ୍ଗଳବାର ପ୍ରକାଶ କରିଛି। କରୋନା ଭାଇରସ ଦେଖାଦେବା ପରଠାରୁ ବିଶ୍ୱବ୍ୟାପୀ କ୍ରୀଡ଼ା କାର୍ଯ୍ୟକଳାପ ବାଧା…
କୋଣାର୍କକୁ ମିଳିଲା ‘ଆଇକନିକ୍ ପର୍ଯ୍ୟଟନସ୍ଥଳୀ’ ମାନ୍ୟତା
ଭୁବନେଶ୍ୱର,୧୭।୩(ବ୍ୟୁରୋ): ଆଇକନିକ ପର୍ଯ୍ୟଟନସ୍ଥଳୀ ତାଲିକାରେ ସ୍ଥାନ ପାଇଲା ଓଡ଼ିଶା। କୋଣାର୍କକୁ ଏହି ମାନ୍ୟତା ମିଳିଲା । ମଙ୍ଗଳବାର ରାଜ୍ୟ ସଭାରେ ଏ ନେଇ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲ ସ୍ପଷ୍ଟ କରିଛନ୍ତି। ବିଜେଡି ଏମ୍ପି ସସ୍ମିତ ପାତ୍ରଙ୍କ ପ୍ରଶ୍ନର ଉତ୍ତର…
ବ୍ରେଥ୍ ଆନାଲାଇଜର୍ ଟେଷ୍ଟ ବନ୍ଦ ପାଇଁ ଡିଜିଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର,୧୭।୩(ବ୍ୟୁରୋ):ରାଜ୍ୟରେ ନୂତନ ସଡ଼କ ସୁରକ୍ଷା ଆଇନ ଲାଗୁ ହେବା ପରେ ଯାନବାହନ କଡ଼ାକଡ଼ି ଭାବେ ଯାଞ୍ଚ କରାଯାଉଥିଲା। କାଗଜପତ୍ର ତଥା ଅନ୍ୟାନ୍ୟ ନିୟମ ଭଙ୍ଗ କଲେ ଚାଳକଙ୍କଠାରୁ ମୋଟା ଅଙ୍କର ଜରିମାନା କରାଯାଉଥିଲା। ବିଶେଷକରି ମଦ୍ୟପ ଡ୍ରାଇଭରଙ୍କ ଉପରେ ରହିଥିଲା ନଜର।…
ମାର୍ଚ୍ଚ ୩୧ ଯାଏ କଟକଣା: କଏଦୀଙ୍କୁ ଭେଟିପାରିବେନି ସମ୍ପର୍କୀୟ
ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ମୁକାବିଲା ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ବିଶେଷକରି ଜନଗହଳିପୂର୍ଣ୍ଣ ସ୍ଥାନକୁ ଯିବାକୁ ବାରଣ କରାଯାଉଛି। ଏହି ପରିପ୍ରେକ୍ଷୀରେ କଏଦୀଙ୍କୁ ସମ୍ପର୍କୀୟ ଭେଟିବାକୁ ନେଇ କଟକଣା ଜାରି କରାଯାଇଛି। ଭୁବନେଶ୍ୱର ଝାରପଡ଼ା ଜେଲରେ କଏଦୀଙ୍କ…
ଗଜପତିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭।୩(ବ୍ୟୁରୋ): ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ବିଦେଶରୁ ଫେରି ହୋମ୍ କ୍ୱାରେଣ୍ଟାଇନ୍ ରହିଛନ୍ତି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏ ନେଇ ଏକ ଟୁଇଟ୍ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ନିଜ ତରଫରୁ ସରକାରଙ୍କ ପକ୍ଷରୁ…
ରହସ୍ୟମୟ ଯମ ଦ୍ୱାର: ଯେଉଁଠି ରାତିରେ ରହିଲେ ଲୋକେ ଫେରି ନ ଥାନ୍ତି
ହିନ୍ଦୁ ଧର୍ମରେ ଯମରାଜଙ୍କୁ ମୃତ୍ୟୁର ଦେବତା କୁହାଯାଏ। ପୃଥିବୀରେ ଏପରି ଏକ ରହସ୍ୟମୟ ଦ୍ୱାର ରହିଛି ଯାହାକୁ ‘ଯମଦ୍ୱାର’ ଅର୍ଥାତ୍ ଯମ ରାଜାଙ୍କ ଘରର ପ୍ରବେଶ ଦ୍ୱାର ବୋଲି କୁହାଯାଏ। ଏହି ପ୍ରବେଶ ଦ୍ୱାର ପବିତ୍ର କୈଳାଶ ପର୍ବତ ଯିବା ରାସ୍ତାରେ…
ଗଞ୍ଜାମରେ ୧୪୪ ଧାରା ଜାରି: ଏମ୍ଜିଏନ୍ଆର୍ଜିଏସ୍ ଯୋଜନାରେ ଏକତ୍ର କାମ କରୁଛନ୍ତି ଶ୍ରମିକ
ପୁରୁଷୋତ୍ତମପୁର, ୧୭।୩(ଡି.ଏନ୍.ଏ.): ମାରାତ୍ମକ କରୋନା ଭାଇରସକୁ ନେଇ ଗଞ୍ଜାମ ଜିଲାରେ ୧୪୪ ଧାରା ଜାରି କରାଯାଇଛି। ୫ ଜଣରୁ ଅଧିକ ଲୋକ ଗୋଟିଏ ସ୍ଥାନରେ ଗହଳି ନେଇ କଟକଣା ଜାରି କରାଯାଇଛି। ହେଲେ ବିଭିନ୍ନ ପଞ୍ଚାୟତରେ ଏମ୍ଜିଏନ୍ଆର୍ଜିଏସ୍ ଯୋଜନାରେ ଚାଲିଥିବା କାର୍ଯ୍ୟରେ…
କରୋନାରୁ ମୁକ୍ତି ପାଇଁ ବିଦ୍ୟୁତ୍ କର୍ମଚାରୀଙ୍କ ସୁରକ୍ଷା ଦାବିକଲା ଓଡ଼ିଶା ବିଦ୍ୟୁତ୍ ଶ୍ରମିକ ମହାସଂଘ
ଭୁବନେଶ୍ୱର, ୧୭।୩(ବ୍ୟୁରୋ): ଓଡ଼ିଶାରେ ପ୍ରଥମ କରୋନା ରୋଗୀ ଚିହ୍ନଟ ହେବା ପରେ ସାରା ରାଜ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। ଏହି ପରିପ୍ରେକ୍ଷୀରେ ବିଦ୍ୟୁତ୍ କର୍ମଚାରୀମାନେ ଘର ଘର ବିଲ୍ ଆଦାୟ କରୁଛନ୍ତି। ଏହା ସାଙ୍ଗକୁ ଗାଁ ଗାଁରେ ଲାଇନ କାଟିଲା…
Archives


