ଶ୍ୱଶୁରଘରୁ ଫେରୁଥିବା ବେଳେ ଦୁର୍ଘଟଣା: ଜ୍ୱାଇଁଙ୍କ ଜୀବନଗଲା
ପଦ୍ମପୁର,୧୭।୩(ଡି.ଏନ୍.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ମନ୍ଦାରଇ ଧାମରା ରାସ୍ତାରେ ବାଇକ୍ ଦୁର୍ଘଟଣା ଘଟି ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ (ଇଚ୍ଛାପୁର) ବ୍ରହ୍ମପୁର ଶିବ ଆରଖ। ଶିବ ସୋମବାର ବିଳମ୍ବିତ ରାତିରେ ଶ୍ୱଶୁରଘରୁ ଫେରୁଥିବା ବେଳେ କୌଣସି କାରଣବଶତଃ…
ବ୍ୟବସାୟୀଙ୍କୁ ପାଲହାଟରୁ ହଟାଗଲା: ବଅଁରପାଳରେ ୧୪୪ ଧାରା ଜାରି
ବଅଁରପାଳ,୧୭।୩(ଡି.ଏନ୍.ଏ): ଓଡ଼ିଶାରେ ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସାରା ରାଜ୍ୟରେ କୋକୁଆଭୟ ସୃଷ୍ଟି ହୋଇଛି। ଏ ନେଇ ସରକାର ତତ୍ପର ହୋଇଉଠିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ବଅଁରପାଳସ୍ଥିତ ପାଲହାଟକୁ ମଙ୍ଗଳବାର ବନ୍ଦ କରାଯାଇଛି। ସକାଳୁ ବ୍ୟବସାୟୀ…
କର୍ମଜୀବୀ ଓ ଫିଟ୍ନେସ୍
ଆଜିକାଲି ଅନେକ ମହିଳା ନିଜକୁ ସ୍ବାବଲମ୍ବୀ କରିବାକୁ ଆଗେଇ ଆସୁଛନ୍ତି। କେତେକେ ନିଜେ କିଛି ରୋଜଗାର କରିବା ସହ ଅନ୍ୟମାନଙ୍କୁ ରୋଜଗାରକ୍ଷମ କରାଇବାରେ ମଧ୍ୟ ସକ୍ଷମ ହୋଇଛନ୍ତି। ତେବେ କର୍ମଜୀବୀମାନେ ବ୍ୟସ୍ତବହୁଳ ଜୀବନ ଭିତରେ ନିଜ ଶରୀର ପ୍ରତି ନଜର ଦେବା…
ଦ୍ୱିତୀୟ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା: ସୁନା ଗହଣା, ଟଙ୍କା ନେଇ ଯୁବକ ଫେରାର
ଦିଗପହଣ୍ଡି,୧୭।୩(ଡି.ଏନ୍.ଏ.): ଦିଗପହଣ୍ଡି ଥାନା ଅଞ୍ଚଳର ଜନୈକା ବିବାହିତାଙ୍କୁ ଜଣେ ଯୁବକ ୨ୟ ବିବାହର ପ୍ରତିଶ୍ରୁତି ଦେଇ ପ୍ରତାରଣା କରିଛନ୍ତି। ଏପରି କି ଅଭିଯୁକ୍ତ ତାଙ୍କଠାରୁ ସୁନା ଗହଣା ସମେତ ନଗଦ ଟଙ୍କା ଠକିନେଇ ଫେରାର ହୋଇଯାଇଥିବା ମହିଳା ଜଣକ ମଙ୍ଗଳବାର ଦିଗପହଣ୍ଡି…
କରୋନା ଭୟ: ସଂକ୍ରମଣ ପୂର୍ବରୁ ନିଜକୁ ଅଲଗା କରି ରଖିଲେ ମୋଦିଙ୍କ ମନ୍ତ୍ରୀ
ନୂଆଦିଲ୍ଲୀ,୧୭।୩: କରୋନା ଭାଇରସ ଏବେ ବିଶ୍ୱପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଚାଇନା ପରେ ଏବେ ଇଟାଲି, ଇରାନରେ ସବୁଠାରୁ ଅଧିକ ପରିମାଣରେ ଲୋକ କରୋନାରେ ସଂକ୍ରମିତ ହେବା ସହ ସେମାନଙ୍କର ମୃତ୍ୟୁ ମଧ୍ୟ ହେଉଛି। ଭାରତରେ ବି କରୋନା ସ୍ଥିତି…
ଘରେ କ୍ୱାରାଣ୍ଟାଇନ୍ରେ ରଖାଯାଉଥିବା ସନ୍ଦିଗ୍ଧଙ୍କ ହାତରେ ଲଗାଯାଉଛି ମୋହର
ମୁମ୍ବାଇ,୧୭।୩: ଭାରତରେ କରୋନା ଭାଇରସ୍ ନିଜର କାୟା ବିସ୍ତାର କରିଚାଲିଥିବା ବେଳେ ଏଥିଯୋଗୁ ମହାରାଷ୍ଟ୍ର ଅତ୍ୟଧିକ ପ୍ରଭାବିତ ହୋଇଛି। ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଏପର୍ଯ୍ୟନ୍ତ ୪୦ରୁ ଊର୍ଦ୍ଧ୍ୱ ବ୍ୟକ୍ତି ସଂକ୍ରମିତ ହୋଇଥିବା ଜଣାପଡ଼ିଛି।…
ଚିତ୍ରାଙ୍କନକୁ ନିଶା ଏବଂ ପେସା ଭାବେ ଗ୍ରହଣ କରିଛି
ଇଚ୍ଛା ଏବଂ ଆଗ୍ରହ ବଳରେ ଜଣେ ନିଜର ଲକ୍ଷ୍ୟପଥରେ ଅଗ୍ରସର ହେବା ସହ ସଫଳତା ର ଶିର୍ଷ ପହଁଞ୍ଚିପାରିଥାଏ। ଠିକ୍ ସେହିପରି ମିନର୍ଭା ସାହୁ ନିଜକୁ ଏକାଧାରରେ ଜଣେ ଚିତ୍ରଶିଳ୍ପୀ ଏବଂ ଲେଖିକା ଭାବେ ପରିଚିତ କରାଇବାରେ ସଫଳ ହୋଇଛନ୍ତି। ଯାଜପୁର…
ଫ୍ଲୋର ଟେଷ୍ଟ ପାଇଁ ଭାଜପାକୁ ଆଉ ଗୋଟିଏ ଦିନ ଅପେକ୍ଷା କରିବାକୁ ପଡିବ
ଭୋପାଳ,୧୭।୩: ମଧ୍ୟପ୍ରଦେଶର କଂଗ୍ରେସ ସରକାର ଏବେ ସଙ୍କଟରେ। ଏହାକୁ ଦେଖି ବିରୋଧୀ ଭାରତୀୟ ଜନତା ପାର୍ଟି(ଭାଜପା) କଂଗ୍ରେସକୁ ଗାଦିଚ୍ୟୁତ କରିବାକୁ ପ୍ରୟାସ ଜାରି ରଖିଛି। କରୋନା ଭାଇରସର ପ୍ରଭାବ ଯୋଗୁ ମଧ୍ୟପ୍ରଦେଶ ବିଧାନସଭା ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ମୁଲତବି ଥିବା…
ହୋମ୍ମେଡ ଫେସିଆଲ୍
ଏବେ ବିବାହ ସିଜନ୍ ଚାଲିଛି। ମହିଳାମାନେ ନିଜ ସୌନ୍ଦର୍ଯ୍ୟକୁ ବଢ଼ାଇବାକୁ ହେଲେ ସେମାନେ ପାର୍ଲର ଯିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ଆପଣ ଜାଣିଛନ୍ତି କି, ଆପଣ ଘରେ ଏକ ଉପାୟ ଆପଣାଇ ପାର୍ଲର ପରି ଲୁକ୍ ପାଇପାରିବେ। ଆପଣ ହଳଦୀ ଓ…
କରୋନା ପ୍ରଭାବ: ଦିନ ୧୦ଟାରୁ ଅପରାହ୍ନ ୪ଟା ଯାଏ ଖୋଲା ରହିବ ଆହାର କେନ୍ଦ୍ର
ଭୁବନେଶ୍ୱର, ୧୭।୩(ବ୍ୟୁରୋ): କରୋନା ସତର୍କତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଉଛି। ଏହି ପରିପ୍ରେକ୍ଷୀରେ ଆହାର କେନ୍ଦ୍ର ଖୋଲା ରହିବା ସମୟ ଅବଧିକୁ ସୋମବାରଠାରୁ ବଢ଼ାଯାଇଛି। ଏହା ଦିନ ୧୦ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଖୋଲା…
ନିଜ ବାୟୋପିକ୍ରେ ସିଦ୍ଧାନ୍ତଙ୍କୁ ଦେଖିବାକୁ ଚାହାନ୍ତି ଯୁବରାଜ
ବଲିଉଡ୍ ଫିଲ୍ମ ‘ଗଲି ବୟ’ରେ ସୁନ୍ଦର ଅଭିନୟ ପାଇଁ ଅଭିନେତା ସିଦ୍ଧାନ୍ତ ଚତୁର୍ବେଦୀ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିପାରିଛନ୍ତି। ପୂର୍ବ ଭାରତୀୟ କ୍ରିକେଟ ଖେଳାଳି ଯୁବରାଜ ସିଂହଙ୍କର ମଧ୍ୟ ଦୃଷ୍ଟି ଆକର୍ଷଣ କରିଛନ୍ତି। ଯୁବରାଜ ନିଜ ବାୟୋପିକ୍ରେ ସିଦ୍ଧାନ୍ତଙ୍କୁ ଦେଖିବାକୁ ଚାହାନ୍ତି।…
ଭାରତରେ ଗୋଟିଏ ଦିନରେ ଚିହ୍ନଟ ହେଲେ ୧୩ କରୋନା ସଂକ୍ରମିତ
ନୂଆଦିଲ୍ଲୀ,୧୭।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରି ଚାଲିଥିବା ବେଳେ ଭାରତ ମଧ୍ୟ ଏଥିରୁ ବାଦ୍ ପଡିନାହିଁ। କେବଳ ମଙ୍ଗଳବାର ୧୩ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଭାରତର ୧୫ ରାଜ୍ୟରେ…
Archives


