Home Left

ଜେଲରେ ପ୍ରତିଷେଧକ ବ୍ୟବସ୍ଥା ନେଇ ରିପୋର୍ଟ ତଲବ

ନୂଆଦିଲ୍ଲୀ,୧୭।୩(ପି.ଟି.): କରୋନାକୁ ନେଇ ଭୟର ବାତାବରଣ ସୃଷ୍ଟି ହୋଇଥିବାବେଳେ ସାରା ଦେଶରେ ଥିବା ଜେଲ୍‌ଗୁଡ଼ିକରେ ଅତ୍ୟଧିକ ବନ୍ଦୀଙ୍କୁ ନେଇ ସର୍ବୋଚ୍ଚ ଅଦାଲତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସୁପ୍ରିମକୋର୍ଟ ନିଜଆଡୁ ଏହାକୁ ମାମଲା ଭାବେ ଗ୍ରହଣ କରି ଶୁଣାଣି ପାଇଁ ନିଷ୍ପତ୍ତି ନେଇଛନ୍ତି।…

ସାନିଟାଇଜର୍‌ର ବହୁଳ ବ୍ୟବହାର କ୍ଷତିକାରକ

ନୂଆଦିଲ୍ଲୀ, ୧୭।୩: ସାରା ବିଶ୍ୱରେ କରୋନା ଭାଇରସ ବ୍ୟାପିବାରେ ଲାଗିଛି। ଏ ନେଇ ଲୋକଙ୍କ ମଧ୍ୟରେ ଆତଙ୍କ ସୃଷ୍ଟି ହୋଇଥିବା ବେଳେ ଡାକ୍ତର ଏବଂ ବିଶେଷଜ୍ଞମାନେ ଆରମ୍ଭରୁ ସ୍ବଚ୍ଛତା ଏବଂ ରକ୍ଷଣାବେକ୍ଷଣ ଉପରେ ପରାମର୍ଶ ଦେଉଛନ୍ତି। ସର୍ବାଧିକ ସଂକ୍ରମଣ ବିସ୍ତାର ହେବାର…

ଆରମ୍ଭରୁ ଅବ୍ୟବସ୍ଥା

ଭୁବନେଶ୍ୱର,୧୭।୩ (ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଶହ କୋଟିର ବ୍ୟୟବରାଦ ରହିଛି। ଚିକିତ୍ସା, ସଚେତନତାଠାରୁ ଆରମ୍ଭ କରି ବ୍ୟାପକ ବ୍ୟବସ୍ଥା କରାଯାଉଥିବା କୁହାଯାଉଛି। ଘନଘନ ନିର୍ଦ୍ଦେଶନାମା ଜାରି କରାଯାଇ କଟକଣା ଲଗାଯାଉଛି। ବିମାନ ବନ୍ଦରରେ କଡ଼ା ଯାଞ୍ଚ, ହସ୍ପିଟାଲରେ ଆସୋଲେଶନ ଓ୍ବାର୍ଡ…

ରଞ୍ଜନ ଗୋଗୋଇ ରାଜ୍ୟ ସଭାକୁ ମନୋନୀତ

ନୂଆଦିଲ୍ଲୀ, ୧୭।୩(ପି.ଟି.): ଭାରତର ପୂର୍ବତନ ପ୍ରଧାନ ବିଚାରପତି (ସିଜେଆଇ) ରଞ୍ଜନ ଗୋଗୋଇଙ୍କୁ ସରକାର ରାଜ୍ୟ ସଭାକୁ ମନୋନୀତ କରିଛନ୍ତି। ଏନେଇ ସୋମବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଭାରତୀୟ ସମ୍ବିଧାନର ଅନୁଚ୍ଛେଦ ୮୦ର ଧାରା (୧)ର ଉପଧାରା (କ)ରେ…

ଆଜି ଆସ୍ଥାଭୋଟ ଲାଗି ସାନି ନିର୍ଦ୍ଦେଶ

ଭୋପାଳ,୧୭।୩: ମଙ୍ଗଳବାର ସୁଦ୍ଧା ବିଧାନସଭାରେ ଆସ୍ଥାଭୋଟର ସମ୍ମୁଖୀନ ହେବା ଲାଗି ରାଜ୍ୟପାଳ ଲାଲ୍‌ଜୀ ଟଣ୍ଡନ ସୋମବାର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ପାଇଁ ସାନି ସମୟସୀମା ଧାର୍ଯ୍ୟ କରିଛନ୍ତି। ଯଦି ସରକାର ଶକ୍ତି ପରୀକ୍ଷାର ସମ୍ମୁଖୀନ ନ ହୁଅନ୍ତି ତେବେ ଏହା ଆସ୍ଥା ହରାଇଥିବା…

ଗର୍ଭଗୃହରେ ଶ୍ରୀଲିଙ୍ଗରାଜଙ୍କୁ ଦର୍ଶନ ମନା

ପୁରୁଣା ଭୁବନେଶ୍ୱର, ୧୭।୩(ଡି.ଏନ୍‌.ଏ.): ମହାମାରୀ କରୋନା ପାଇଁ ଶ୍ରୀ ଲିଙ୍ଗରାଜଙ୍କୁ ଦର୍ଶନ କରିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ କଟକଣା ଜାରି କରାଯାଇଛି। ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ ପକ୍ଷରୁ ଯାତ୍ରୀଙ୍କ ପାଇଁ ୭ଟି ଗାଇଡଲାଇନ ବ୍ୟବସ୍ଥା କରାଯାଇଛି। ସେହିପରି ଗର୍ଭଗୃହରେ ଲିଙ୍ଗରାଜଙ୍କୁ…

ଖାଲିପଡ଼ୁଛି ରେଷ୍ଟୁରାଣ୍ଟ୍‌, ପବ୍‌

ଭୁବନେଶ୍ୱର,୧୭।୩(ବ୍ୟୁରୋ): ଭିଡ଼ ଜମୁଥିବା ରେଷ୍ଟୁରାଣ୍ଟ ଓ ପବ୍‌ ଏବେ ଖାଲିପଡ଼ୁଛି। ଗ୍ରାହକଙ୍କ ଅପେକ୍ଷାରେ କର୍ମଚାରୀଙ୍କ ଦିନ କଟୁଛି। କରୋନା ଭୟ ଯୋଗୁ ବିପୁଳ କ୍ଷତିଗସ୍ତ ହୋଇଛି ପବ୍‌ ଓ ରେଷ୍ଟୁରାଣ୍ଟ୍‌ ଶିଳ୍ପ। ଲୋକ ଘରୁ ବାହାରକୁ ବାହାରୁ ନ ଥିବାରୁ ଆମ୍ୟୁଜମେଣ୍ଟ…

ହରିରାଜପୁର ମେଳଣରେ ଲାଗିଲା ୧୪୪ ଧାରା

ଡେଲାଙ୍ଗ/ ଜଟଣୀ, ୧୭।୩(ଡି.ଏନ୍‌.ଏ): ମହାମାରୀ କରୋନା ବିଶ୍ୱରେ କାୟା ବିସ୍ତାର ଚଳାଇଥିବାବେଳେ ପ୍ରତିଷେଧକ ପାଇଁ ସରକାରଙ୍କ ପକ୍ଷରୁ କଡ଼ା ନିର୍ଦ୍ଦେଶ ରହିଛି। ତେବେ ଓଡ଼ିଶା ପ୍ରସିଦ୍ଧ ଶ୍ରୀ ଶ୍ରୀ ପଶ୍ଚିମାଶମ୍ଭୁ ସୋମନାଥ ଦେବଙ୍କ ହରିରାଜପୁର ମେଳଣ ମଙ୍ଗଳବାର ଉଦ୍‌ଯାପନୀ ହୋଇଥାନ୍ତା। ଏହି…

କରୋନା ପାଇଁ କଟକଣା ଜାରିକଲେ ଓଏଚ୍‌ଆରସ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): କରୋନା ଭାଇରସ (କୋଭିଡ୍‌-୧୯)ର ମିୁକାବିଲା କରିବା ପାଇଁ ରାଜ୍ୟ ମାନବାଧିକାର କମିଶନ(ଓଏଚଆରସି) କଟକଣା ଜାରି କରିଛନ୍ତି। ସ୍ଥିତି ସୁଧୁରିବା ପର୍ଯ୍ୟନ୍ତ କେବଳ ଗୁରୁତ୍ୱପୂର୍ଣ୍ଣ ମାମଲା କୋର୍ଟରେ ବିଚାର କରାଯିବ। କୋର୍ଟ ପରିସରରେ ବିଚାରପତି, ମାନବାଧିକାର କର୍ମୀ, ଅଭିଯୁକ୍ତ, ଅଭିଯୋଗକାରୀ…

ବିଦେଶୀ ପର୍ଯ୍ୟଟକଙ୍କ ଡାଟାବେସ୍‌ ପ୍ରସ୍ତୁତ ହେବ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ଲାଗି ଅନ୍ୟ ସମସ୍ତ ବିଭାଗ ଭଳି ବ୍ୟାପକ ପ୍ରସ୍ତୁତି କରିଛି ରାଜ୍ୟ ପର୍ଯ୍ୟଟନ ବିଭାଗ। କରୋନା ଭୂତାଣୁ ସଂକ୍ରମଣରେ ଚାଇନା ପରେ ଏବେ ଇଟାଲୀ ସର୍ବାଧିକ ପ୍ରଭାବିତ ହୋଇଛି। ଏପରିସ୍ଥଳେ ଓଡ଼ିଶାରେ ଏବେ ଏକାଧିକ ଇଟାଲୀୟ…

ବନ୍ଦ ହେଲା ନିକୋ ପାର୍କ

ଭୁବନେଶ୍ୱର,୧୭।୩(ବ୍ୟୁରୋ): କରୋନା ଆତଙ୍କ ପାଇଁ ବିଡିଏ ସିଟି ସେଣ୍ଟର (ନିକୋ ପାର୍କ)କୁ ବନ୍ଦ କରାଯାଇଛି। ମଙ୍ଗଳବାରଠାରୁ ପାର୍କକୁ ପରବର୍ତ୍ତୀ ନିର୍ଦ୍ଦେଶନାମା ଜାରି ହେବା ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି ବୋଲି ବିଡିଏ ସୂତ୍ରରୁ ଜଣାପଡ଼ିଛି। ରାଜଧାନୀ ଭୁବନେଶ୍ୱରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ…

ଖୋଲା ରହିବ ଜରୁରୀ ସାମଗ୍ରୀ ଦୋକାନ

ଭୁବନେଶ୍ୱର,୧୭।୩ (ବ୍ୟୁରୋ): ସୋମବାର ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ କରୋନା ମୁକାବିଲା ପାଇଁ ପୋଲିସ ସେବା ଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ। ଏହି ବୈଠକରେ ଡିସିପି ଅନୁପ ସାହୁ, ଟ୍ରାଫିକ୍‌ ଡିସିପି ସାଗରିକା ନାଥ, ଅଭିଜ୍ଞ ଡାକ୍ତରୀ ଟିମ୍‌ ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri