Home Left

ଭିତରକନିକା ୩୧ ଯାଏ ବନ୍ଦ

ରାଜନଗର, ୧୭।୩(ଡି.ଏନ.ଏ.): କରୋନା ସତର୍କତାକୁ ଦୃଷ୍ଟିରେ ରଖି ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ କେନ୍ଦ୍ରାପଡା ଜିଲାର ଭିତରକନିକା ଜାତୀୟ ଉଦ୍ୟାନକୁ ମଙ୍ଗଳବାର ଠାରୁ ବନ୍ଦ ରଖାଯିବ। ଏହା ୧୫ଦିନ ପାଇଁ ଅର୍ଥାତ୍‌ ୩୧ ତାରିଖ ଯାଏ ବନ୍ଦ ରହିବ। ଏହି…

୧୧ ମାସ ପରେ ବି ମିଳିଲାନି ଫନୀ ସହାୟତା

ବାଲିଆ, ୧୭।୩: ୨୦୧୯ ମେ’ ରେ ହୋଇଥିବା ସାମୁଦ୍ରିକ ଝଡ଼ ଫନୀରେ ସ୍ବାମୀଙ୍କ ମୃତ୍ୟୁ ଘଟିବା ପରେ ତିନୋଟି ପିଲାଙ୍କ ଦିଓଳି ଖାଇବା ଓ ପାଠପଢ଼ା ଖର୍ଚ୍ଚ ତୁଲାଇବା ପାଇଁ ଘରୁ ଗୋଡ଼ କାଢ଼ିଥିଲେ ବିରିଡି ବ୍ଲକ ଅଧୀନ ବୁଢାପଢ଼ା ପଞ୍ଚାୟତ…

ଜଳସଙ୍କଟ ଭୋଗିବେ ବନ୍ଦରାଞ୍ଚଳବାସୀ

ପାରାଦୀପ, ୧୭।୩ (ସ୍ବ.ପ୍ର.): ଚଳିତବର୍ଷ ଖରାଦିନେ ପାରାଦୀପ ବନ୍ଦରାଞ୍ଚଳରେ ପୁଣି ଜଳସଙ୍କଟ ଦେଖାଦେବ। ଏଥିପାଇଁ ସମସ୍ତେ ଜଳ ପରିଚାଳନା କ୍ଷେତ୍ରରେ ସଚେତନ ରହିବାକୁ ବନ୍ଦର ଅଧ୍ୟକ୍ଷ ସୋମବାର ଗଣମାଧ୍ୟମ ଜରିଆରେ ପରାମର୍ଶ ଦେଇଛନ୍ତି। ଏପରି ଜଳସଙ୍କଟ କାରଣ ସମ୍ପର୍କରେ ଅଧ୍ୟକ୍ଷ ରିଙ୍କେଶ…

‘କରତାଳି ଦିଏ ପ୍ରେରଣା’

ସିମୁଳିଆ, ୧୭ା୩(ସନ୍ତୋଷ କୁମାର ନାୟକ)-ପିଲାଦିନେ ସୁଲଳିତ କଣ୍ଠରେ ଗୀତ ବୋଲି ପାରୁଥିଲେ ପୂଜାରାଣୀ । ସ୍କୁଲରେ ପଢିବା ବେଳେ ବିଭିନ୍ନ କାର୍ଯ୍ୟକ୍ରମରେ ଗୀତ ବୋଲି ପ୍ରଶଂସା ପାଇଥିଲେ। ଏହା ତାଙ୍କୁ ପରେ କଳା ଜଗତ ମଧ୍ୟକୁ ଟାଣି ନେଇଥିଲା। ସେ ଏବେ…

କରୋନା: ଶାରଳା ପୀଠରେ ସତର୍କତା

ତିର୍ତ୍ତୋଲ, ୧୭।୩ (ଡି.ଏନ୍‌.ଏ.): ତିର୍ତ୍ତୋଲ ବ୍ଲକ କନକପୁରସ୍ଥିତ ଶାରଳା ମନ୍ଦିରରେ କରୋନା ପାଇଁ ସତର୍କତାମୂଳକ ପଦକ୍ଷେପ ନିଆଯାଇଛି। ମନ୍ଦିର ମୁଖ୍ୟଦ୍ୱାର ଦେଇ କେବଳ ଶ୍ରଦ୍ଧାଳୁଙ୍କ ପ୍ରବେଶ ପାଇଁ ବ୍ୟବସ୍ଥା କରାଯାଇଛି। ଅନ୍ୟପଟେ ମନ୍ଦିର ପରିସରରେ କିପରି ଶ୍ରଦ୍ଧାଳୁମାନେ ଏକାଠି ନ ହେବେ…

୬୮,୫୫୦ଟଙ୍କାରେ ଶୌଚାଳୟ ନିଲାମ

ରଘୁନାଥପୁର,୧୭ା୩(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ କେରେକେରାସ୍ଥିତ ଗୋରଖନାଥ ପୀଠରେ ସୋମବାର ଭୋଗ, ଦୀପ, ଯଁାବାଳ, ଫୁଲ ଦୋକାନ, ଶୌଚାଳୟ ପାଇଁ ନିଲାମ ପ୍ରକ୍ରିୟା ହୋଇଥିଲା। ନିର୍ଦ୍ଧାରିତ ସମୟରେ ଭୋଗ, ଦୀପ, ଯଁାବାଳ, ଫୁଲ ଦୋକାନ ପାଇଁ କୌଣସି ଫର୍ମ ପଡ଼ି…

ନିୟମିତ ଦିଆଯିବ କରୋନା ସମ୍ପର୍କିତ ତଥ୍ୟ

ଅନୁଗୋଳ ଅଫିସ୍‌, ୧୭।୩ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ କରୋନା ମୁକାବିଲା ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଏହି ଅବସରରେ ସୋମବାର ଅପରାହ୍ନରେ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ କୋର୍ଟରୁମ୍‌ ଠାରେ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା। ସାମ୍ପ୍ରତିକ…

କୁକୁଡ଼ା ନେବାକୁ ଗଁ।ରେ ଡେଙ୍ଗୁରା

ଅନୁଗୋଳ ସହର,୧୭ା୩ କରୋନା ଭାଇରସ ଆତଙ୍କ ବ୍ରଏଲର କୁକୁଡ଼ା ଚାଷୀ ଓ କମ୍ପାନୀକୁ ତଳିତଳାନ୍ତ କରିଦେଲାଣି। କୁକୁଡ଼ା ମାଂସ କି ଅଣ୍ଡା ସହିତ କରୋନାର କୌଣସି ସମ୍ପର୍କ ନ ଥିବା ଡାକ୍ତର, ବିଶେଷଜ୍ଞମାନେ ବାରମ୍ବାର କହୁଥିଲେ ମଧ୍ୟ ସାଧାରଣରେ ତାହା ବିଶ୍ୱାସଯୋଗ୍ୟ…

ଏମ୍‌କେସିଜିରେ ପୁଣି ୨ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୧୭ା୩ ଗଞ୍ଜାମ ଜିଲାରେ ଏବେ କରୋନାକୁ ନେଇ କଳ୍ପନାଜଳ୍ପନା ଲାଗିରହିଛି। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ବ୍ରହ୍ମପର ସହର ବୁଲି ବିଭିନ୍ନ ଦୋକାନ ବନ୍ଦ କରିବାକୁ ନିର୍ଦ୍ଦେଶ ଦେଉଛନ୍ତି। ଜିଲାରେ ୧୪୪ ଧାରା ଜାରି ହୋଇଛି। ଏମ୍‌କେସିଜି ମେଡିକାଲରେ ଗତ…

୨୦୧୯-୨୦ ସୁଦ୍ଧା ୯୭ ବିବାହ ବନ୍ଦ

ସୁବାସ ପାଢୀ ବ୍ରହ୍ମପୁର ଅଫିସ,୧୭ା୩ ସମାଜରେ ଥିବା କୁସଂସ୍କାର ମଧ୍ୟରେ ଅନ୍ୟତମ ହେଉଛି ବାଲ୍ୟ ବିବାହ। ପୂର୍ବ କାଳରୁ ଚଳି ଆସୁଥିବା ଏହି ପ୍ରଥା ଆଜି ସେତେଟା ନାହିଁ। କିନ୍ତୁ ତଥାପି କେତେକ ଗ୍ରାମାଞ୍ଚଳ ତଥା ଦୁର୍ଗମ ଅଞ୍ଚଳରେ ଆଜି ବି…

ପ୍ରୋତ୍ସାହନ ଅଭାବ: ଦୁର୍ଦ୍ଦିନରେ ପଥର କାରିଗର

ଗଞ୍ଜାମ,୧୭ା୩(ଡି.ଏନ୍‌.ଏ.)ଗଞ୍ଜାମ ବ୍ଲକ କୁଶପଲି ଦଳିତ ସାହି ଓ ଆଖପାଖ ଅଞ୍ଚଳରେ ଥିବା ପଥର କାରିଗରମାନେ କିଛି ବର୍ଷ ଧରି ପଥରରେ ବିଭିନ୍ନ ପ୍ରକାର ଘରକରଣା ସାମଗ୍ରୀ ତିଆରି କରି ବିକ୍ରି କରୁଥିଲେ। ପଥର ତିଆରି ଶିଳ, ଗୁଡୁପା, ଘୋରଣା, ପେଷଣା ଓ…

କଫିବଗିଚା, ଜଳପ୍ରପାତ ବୁଲିଲେ ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୬।୩(ଡି.ଏନ୍‌.ଏ.) ସାରା ପୃଥିବୀରେ ଏବେ କରୋନା ଭୟ। ରାଜ୍ୟ ବିପର୍ଯ୍ୟୟ ଘୋଷଣା ପରେ କନ୍ଧମାଳ ଜିଲାପାଳ ଡ. ବୃନ୍ଦା ଡି ସମସ୍ତ ନିର୍ଦ୍ଦେଶକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି କରିଥିଲେ। ନିର୍ଦ୍ଦେଶ ପ୍ରକାରେ ଦାରିଙ୍ଗବାଡ଼ିର ସମସ୍ତ ପାର୍କ ବନ୍ଦ କରିଦିଆଯାଇଥିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri