Home Left

ଏସ୍‌ସିବିରେ ଆଉ ଜଣେ କରୋନା ସନ୍ଦିଗ୍ଧ

କଟକ ଅଫିସ,୧୬।୩: କରୋନା ସନ୍ଦେହରେ ଭୁବନେଶ୍ୱରର ଜଣେ ଯୁବକ ରବିବାର ବିଳମ୍ବିତ ରାତିରେ ଏସ୍‌ସିବି ମେଡିକାଲର ଆଇସୋଲେଶନ ଓ୍ବାର୍ଡରେ ଭର୍ତ୍ତି ହୋଇଛନ୍ତି। ସେ ପୂର୍ବରୁ ଥଣ୍ଡା, ଜ୍ୱରରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ସେଠାରେ ତାଙ୍କ…

ଅର୍ଜୁନ ପୁରସ୍କାର ବିଜେତା ମାଇକେଲଙ୍କ କ୍ଷୋଭ

ରାଉରକେଲା ଅଫିସ,୧୫ା୩: ୧୯୭୫ ମାର୍ଚ୍ଚ ୧୫। ସେଦିନ ମାଲେସିଆର କ୍ୱାଲାଲମ୍ପୁରଠାରେ ଆୟୋଜିତ ବିଶ୍ୱ କପ୍‌ ହକିରେ ପାକିସ୍ଥାନକୁ ଭାରତ ୨-୧ ଗୋଲରେ ପରାସ୍ତ କରି ନୂଆ ଇତିହାସ ସୃଷ୍ଟି କରିଥିଲା। ଏଥିରେ ରାଉରକେଲାର ମାଇକେଲ କିଣ୍ଡୋ ଉଚ୍ଚମାନର କ୍ରୀଡା ପ୍ରଦର୍ଶନ କରି…

ପରୀକ୍ଷା ସ୍ଥଗିତ, ଶିକ୍ଷକଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୬।୩(ବ୍ୟୁରୋ): ମହାମାରୀ କରୋନା ନେଇ ସାରା ବିଶ୍ୱରେ ଭୟର ବାତାବାରଣ ସୃଷ୍ଟି ହୋଇଛି। ଏ ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସୋମବାର କଡ଼ା ପଦକ୍ଷେପ ନିଆଯାଇଛି। ପୂର୍ବରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ସ୍କୁଲଗୁଡିକୁ ଛୁଟି ଘୋଷଣା କରାଯାଇଥିବା…

କରୋନା ଆତଙ୍କ: ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ସାରା ବିଶ୍ୱରେ କରୋନା ଆତଙ୍କ ସୃଷ୍ଟି କରିଥିବା ବେଳେ ରାଜ୍ୟରେ ମଧ୍ୟ ଏହା ଚିହ୍ନଟ ହୋଇସାରିଛି। କରୋନାର ମୁକାବିଲା ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଉଛି। ତେବେ ରାଜ୍ୟରେ କରୋନା ସ୍ଥିତିକୁ ଦୃଷ୍ଟିରେ ରଖି ପଞ୍ଚାୟତ ଉପନିର୍ବାଚନକୁ ସ୍ଥଗିତ…

ମହାରାଷ୍ଟ୍ରରେ ଆଉ ୪ କରୋନା ସଂକ୍ରମିତ ଚିହ୍ନଟ

ମୁମ୍ବାଇ,୧୬।୩: ମହାରାଷ୍ଟ୍ରରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ଏଠାରେ ଆଉ ୪ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ସେଠାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଛି ୩୭। ନୂଆ ସଂକ୍ରମିତଙ୍କ ମଧ୍ୟରୁ ୩ଜଣ ମୁମ୍ବାଇରେ ହୋଇଥିବା…

୨ ଦିନରେ ଜେଲ୍‌ରେ କଏଦୀ ତିଆରି କଲେ ୨୦୦୦ ମାସ୍କ

ଭୋପାଳ: କରୋନା ଭୂତାଣୁ ସଂକ୍ରମଣକୁ ଏଡ଼ାଇବା ପାଇଁ ମଧ୍ୟପ୍ରଦେଶର ଭୋପାଳ ସେଣ୍ଟ୍ରାଲ ଜେଲରେ ଥିବା କଏଦୀମାନେ ମାସ୍କ ତିଆରି କରିଛନ୍ତି। ୨ ଦିନରେ ଏଠାରେ ୨୦୦୦ ମାସ୍କ ପ୍ରସ୍ତୁତ କରାଯାଇଛି। ଜେଲ ପରିଚାଳନା କର୍ତ୍ତୃପକ୍ଷ କହିଛନ୍ତି, ଏହି ମାସ୍କଗୁଡ଼ିକ ମଧ୍ୟରୁ କିଛି…

ଲୋକଙ୍କ ଉପରେ ପ୍ରଥମ କରୋନା ଭାଇରସ୍‌ ଟିକା ପ୍ରୟୋଗ କରିବ ଆମେରିକା

ଓ୍ବାଶିଂଟନ୍‌,୧୬।୩: ସାରା ବିଶ୍ୱରେ କରୋନା ଆତଙ୍କ ଖେଳାଇ ଚାଲିଥିବା ବେଳେ ଏଥିରୁ ବର୍ତ୍ତିବା ପାଇଁ ବିଭିନ୍ନ ଦେଶ ଭିନ୍ନ ଭିନ୍ନ ପ୍ରକାରର ଉଦ୍ୟମ ଚଳାଇଛନ୍ତି। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚ୍‌ଓ) ଏହାକୁ ମାହାମାରୀ ବୋଲି ଘୋଷଣା କରିସାରିଥିବା ବେଳେ ବିଭିନ୍ନ ଦେଶର…

କରୋନା ପାଇଁ ସଚେତନ ବାର୍ତ୍ତା: ହାତ ଧୋଇବାକୁ ପରାମର୍ଶ

ରାଜନଗର, ୧୬।୩(ଡି.ଏନ୍‌.ଏ.): ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସୋମବାର କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କାର୍ଯ୍ୟାଳୟରେ ହାତଧୁଆ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କରୋନା ଭୂତାଣୁ ସଂକ୍ରମଣରୁ ସୁରକ୍ଷିତ ରହିବା ପାଇଁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଚିକିତ୍ସାଧିକାରୀ ଡା. ରଶ୍ମିରଞ୍ଜନ ମହାନ୍ତି…

ରାଜନଗରରେ କରୋନା ସନ୍ଦେହ: ନିରୀକ୍ଷଣରେ ୩ ଯୁବକ

ରାଜନଗର, ୧୬।୩(ଡି.ଏନ୍‌.ଏ.): ଓଡ଼ିଶାରେ ପ୍ରଥମ କରୋନା ପଜିଟିଭି ଚିହ୍ନଟ ହେବା ପରେ ଆତଙ୍କ ଖେଳିଯାଇଛି। କେନ୍ଦ୍ରାପଡ଼ା ଜିଲା ରାଜନଗରରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବିଦେଶ ଫେରନ୍ତା ୩ ଯୁବକଙ୍କୁ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରୀକ୍ଷଣ ଲାଗି ରଖାଯାଇଛି। ସେମାନେ…

ଭଦ୍ରକରେ କରୋନା ସତର୍କତା: ପ୍ରଶାସନ ପକ୍ଷରୁ ଛୁଟି ବାତିଲ

ଭଦ୍ରକ ଅଫିସ, ୧୬।୩: ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ପ୍ରଶାସନ ପକ୍ଷରୁ ସୋମବାରଠାରୁ ଭଦ୍ରକ ଜିଲାର ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଏ ନେଇ ଜିଲାପାଳ ଜ୍ଞାନ…

ଉପକାରୀ ଆମ୍ବପତ୍ର

ଆମ୍ବ ଏକ ସୁସ୍ବାଦୁ ଫଳ ଏହା ସମସ୍ତଙ୍କୁ ଜଣା, କିନ୍ତୁ ଆମ୍ବପତ୍ରର ଗୁଣ ବିଷୟରେ ପ୍ରାୟ ଧାରଣା କମ୍‌। ଆସନ୍ତୁ ଜାଣିବା, ଆମ୍ବପତ୍ରର ଔଷଧୀୟ ଗୁଣ ବିଷୟରେ। ଆମ୍ବପତ୍ର ବିଭିନ୍ନ ପ୍ରକାର ନ୍ୟୁଟ୍ରିଏନଟ୍‌ରେ ଭରପୂର। ଏଥିରେ ଜୀବସାର ଏ, ବି, ସି…

ସ୍କୁଲ ବନ୍ଦ ନ କରିବାକୁ ଜିଲାପାଳଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ

ବରଗଡ଼ ଅଫିସ,୧୬।୩: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ତ୍ରିଲୋଚନପୁର ପ୍ରାଥମିକ ସ୍କୁଲରେ ଛାତ୍ରୀଛାତ୍ର କମ ଥିବା ଦର୍ଶାଇ ଉକ୍ତ ସ୍କୁଲକୁ ବନ୍ଦ କରିଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ ଏହି ସ୍କୁଲକୁ ବନ୍ଦ କରାଗଲେ ସେମାନଙ୍କ ପିଲାଛୁଆ ପାଠପଢ଼ାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri