Home Left

କରୋନା ପାଇଁ କେବଳ ପାରାସିଟାମଲ: ଜଗନ ମୋହନ

ଅମରାବତି,୧୬।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ନେଇ ଭୟଭୀତ ନ ହେବାକୁ କହିଛନ୍ତି। ସେ କହିଛନ୍ତି ଯେଉଁ ବ୍ୟକ୍ତିମାନେ ମଧୁମେହ, ଆଜ୍‌ମା, ଉଚ୍ଚ ରକ୍ତଚାପ…

ରୋଗ ପ୍ରତିରୋଧକ ଶକ୍ତି ଓ ଇବୋଲା ଭାଇରସ୍‌

ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ଦୃଢ଼ ରହିଲେ ଆମେ କେତେକ ରୋଗଠାରୁ ନିଜକୁ ଦୂରେଇ ରଖିପାରୁ। ତେଣୁ ଏଥିପ୍ରତି ଆମକୁ ସତର୍କତା ଅବଲମ୍ବନ କରିବାକୁ ପଡ଼ିଥାଏ। ହେଲେ ଏକ ପ୍ରକାର ଭାଇରସ୍‌ ଯଦି ଆମ ଶରୀରରେ ନିଜର କାୟା ବିସ୍ତାର…

ଜର୍ମାନୀରେ ଫସିଲେ ବିଶ୍ୱ ଚାମ୍ପିୟନ ଚେସ ଖେଳାଳି ବିଶ୍ୱନାଥନ

ନୂଆଦିଲ୍ଲୀ,୧୬।୩- କରୋନା ଭାଇରସର ପ୍ରକୋପ ଯୋଗୁ ବିଶ୍ୱର ସମସ୍ତ କ୍ରୀଡ଼ା ଇଭେଣ୍ଟ ପ୍ରଭାବିତ ହୋଇଛି। ଏଥିରୁ ଚେସ୍‌ କ୍ରୀଡ଼ା ମଧ୍ୟ ବର୍ତ୍ତି ପାରିନାହିଁ। ବୁଣ୍ଡେସଲିଗା ଚେସ ଲିଗ୍‌ ବାତିଲ ହୋଇଯାଇଛି। ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରିବା ପାଇଁ ଜର୍ମାନୀ ଯାଇଥିବା ପାଞ୍ଚ…

ସାମାଜିକ ବାସନ୍ଦ ଅଭିଯୋଗ, ଜିଲାପାଳଙ୍କ ନିକଟରେ ଫେରାଦ ହେଲେ ପରିବାର

ବରଗଡ଼ ଅଫିସ,୧୬।୩: ବରଗଡ଼ ଜିଲା କାଶିପାଲି ଗ୍ରାମର ୪ ପରିବାରଙ୍କୁ ସାମାଜିକ ବାସନ୍ଦ କରାଯାଇଥିବା ଅଭିଯୋଗ ହୋଇଛି। ଏକ ଦୋକାନ ନିର୍ମାଣକୁ କେନ୍ଦ୍ର କରି ଆକ୍ରୋଶମୂଳକ ଭାବେ ସେମାନଙ୍କ ବିରୋଧରେ ଏଭଳି କରାଯାଇଛି ବୋଲି ଉକ୍ତ ୪ ପରିବାରର ଲୋକେ ଅଭିଯୋଗ…

ଯାଜପୁରରେ କରୋନା କଟକଣା: ବାରୁଣୀ ମହାସ୍ନାନ ବାତିଲ, ସହରରେ ୧୪୪ ଧାରା ଜାରି

ଯାଜପୁର ଅଫିସ,୧୬।୩: ପ୍ରସିଦ୍ଧ ବାରୁଣୀ ମେଳାକୁ ବାତିଲ କରାଯିବା ସହ ଯାଜପୁର ସହରରେ ୧୪୪ ଧାରା ଜାରି କରାଯାଇଛି।  ଯାଜପୁର ଜିଲା ଭାରପ୍ରାପ୍ତ ଜିଲାପାଳ ଇନ୍ଦ୍ରମଣି ନାୟକ ମହାମାରୀ ରୋଗ ଆଇନ ୧୮୯୭ ଧାରା ୨(୧) ବଳରେ ସୋମବାର ଏହି ସୂଚନା…

ଆଣ୍ଠୁଗଣ୍ଠି ଯନ୍ତ୍ରଣା କମାଇବ ହର୍‌ମୋନ

ଆଜିକାଲି ଆଣ୍ଠୁଗଣ୍ଠି ଯନ୍ତ୍ରଣା ଏକ ସାଧାରଣ ସମସ୍ୟା ପାଲଟିଗଲାଣି। କେବଳ ବୟସ୍କ ବ୍ୟକ୍ତି ନୁହନ୍ତି, ଯୁବାବସ୍ଥାରେ ଅନେକେ ଏହାର ସମ୍ମୁଖୀନ ହେଉଛନ୍ତି। ତେବେ ଏପରି ଯନ୍ତ୍ରଣାରୁ କିପରି ଉପଶମ ମିଳିବ, ସେ ନେଇ ଅଭିଜ୍ଞ ଅସ୍ଥିଶଲ୍ୟ ବିଶେଷଜ୍ଞଙ୍କ ସହ ପରାମର୍ଶ କରିବାକୁ…

ଜଳବାୟୁ ପରିବର୍ତ୍ତନ ଓ ମାନସିକତା

ବର୍ତ୍ତମାନ ଜଳବାୟୁର ପରିବର୍ତ୍ତନ ପରିବେଶବିତ୍‌ଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଏହାର ସିଧାସଳଖ ପ୍ରଭାବ କେବଳ ମାନବ ସମାଜ ନୁହେଁ, ପଶୁପକ୍ଷୀ, ବୃକ୍ଷଲତା ଉପରେ ପଡ଼ିଥାଏ। ଯଦି ଜଳବାୟୁ ସ୍ବାସ୍ଥ୍ୟୋପଯୋଗୀ ନ ରହିଲା, ତେବେ ସେଥିଯୋଗୁ ଆମର ମାନସିକତା ପ୍ରଭାବିତ ହେବା…

ଟ୍ରମ୍ପଙ୍କ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ରିପୋର୍ଟ ଆସିଲା ନେଗେଟିଭ

ଜେରୁଜେଲମ,୧୬।୩: କରୋନା ଭାଇରସ ଏବେ ସାରା ବିଶ୍ୱକୁ ଏକ ପ୍ରକାର ତା’ କବଳକୁ ନେଇ ସାରିଲାଣି। ଚାଇନା ପରେ ଏହା ପାଖାପାଖି ୧୪୫ ଦେଶକୁ ବ୍ୟାପିଥିବା ବେଳେ ଇଟାଲି ଏବେ ଏହାର ନୂଆ ଠିକଣା ପାଲଟି ଯାଇଛି। ଇତିମଧ୍ୟରେ ଆମେରିକା ରାଷ୍ଟ୍ରପତି…

ଆଜିର ଦିନରେ ଇତିହାସ ରଚିଥିଲେ ସଚିନ

ନୂଆଦିଲ୍ଲୀ,୧୬।୩- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଠିକ୍‌ ୮ ବର୍ଷ ପୂର୍ବେ ଇତିହାସ ରଚିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ତମ ଶତକ ହାସଲ କରିଥିଲେ ମାଷ୍ଟର ବ୍ଲାଷ୍ଟର ସଚିନ। ୧୬ ମାର୍ଚ୍ଚ ୨୦୧୨ରେ ଏସିଆ କପ୍‌ବେଳେ ସଚିନ ବାଂଲାଦେଶ ବିପକ୍ଷରେ ୧୧୪ ରନ୍‌ର…

ଗୁଜରାଟରେ କଂଗ୍ରେସକୁ ବଡ଼ ଝଟ୍‌କା: ଆଉ ଜଣେ ବିଧାୟକ ଦେଲେ ଇସ୍ତଫା

ଗାନ୍ଧୀନଗର,୧୬।୩: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଗୁଜରାଟ କଂଗ୍ରେସର ଆଉ ଜଣେ ବିଧାୟକ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଏହାସହିତ ଗୁଜରାଟରେ ଏପର୍ଯ୍ୟନ୍ତ ଇସ୍ତଫା ଦେଇଥିବା ବିଧାୟକଙ୍କ ସଂଖ୍ୟା ୫କୁ ବୃଦ୍ଧି ହୋଇଛି। ରବିବାର ୪ଜଣ…

ସୂର୍ଯ୍ୟ ପର୍ଯ୍ୟବେକ୍ଷଣ ମହାକାଶ ଯାନ

”ସୂର୍ଯ୍ୟ ଅଭିଯାନରେ ଅନେକ ମହାକାଶ ଯାନ ଯିବା ସତ୍ତ୍ୱେ ସୂର୍ଯ୍ୟଙ୍କୁ ନେଇ କେତେକ ଦ୍ୱନ୍ଦ୍ୱ ଦୂର ହୋଇନାହିଁ । ସୌର ପରିମଣ୍ଡଳର ସର୍ବଶେଷ ସ୍ତରକୁ କୋରୋନା କୁହାଯାଏ । ଏହା କେବଳ ପୂର୍ଣ୍ଣଗ୍ରାସ ସୂର୍ଯ୍ୟୋପରାଗ ସମୟରେ ଖାଲି ଆଖିକୁ ଦେଖାଯାଏ। ଏହାର…

ଲୋକମାନ୍ୟ ତିଲକ ଏକ୍ସପ୍ରେସର ଇଞ୍ଜିନ୍‌ରୁ ୨ ବଗି ଅଲଗା

ଚୌଦ୍ୱାର,୧୬।୩(ଡି.ଏନ୍‌.ଏ.): ଲୋକମାନ୍ୟ ତିଲକ ଏକ୍ସପ୍ରେସର ୨ଟି ବଗି ଇଞ୍ଜିନ୍‌ରୁ ଅଲଗା ହୋଇଯାଇଥିବା ସୂଚନା ମିଳିଛି। ଏକ୍ସପ୍ରେସଟି ଭୁବନେଶ୍ୱରରୁ ମୁମ୍ବାଇ ଅଭିମୁଖେ ଯାତ୍ରା କରୁଥିବାବେଳେ ସୋମବାର ଶାଳଗାଁ-ବରହମ୍‌ପୁର ଷ୍ଟେଶନ ପଲାସିଆ ନିକଟରେ ୨ଟି ବଗି ଇଞ୍ଜିନ୍‌ରୁ ଅଲଗା ହୋଇଯାଇଥିବା ନେଇ ରେଳବାଇ କର୍ତ୍ତୃପକ୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri