Home Left

ବଢ଼ିଲା କଳାବଜାର: ୨ଶହରୁ ଊର୍ଦ୍ଧ୍ୱ ଔଷଧ ଦୋକାନ ଉପରେ ପୋଲିସ ଚଢ଼ାଉ

ଭୁବନେଶ୍ୱର,(ବ୍ୟୁରୋ)/ କଟକ ରୋଡ୍‌,୧୬।୩(ଡି.ଏନ୍‌.ଏ.) କରୋନା ପାଇଁ ମାସ୍କ ଓ ହ୍ୟାଣ୍ଡ୍‌ ସାନିଟାଇଜରର ହଠାତ୍‌ ଡିମାଣ୍ଡ ବଢ଼ିଯିବା ପରେ କଳାବଜାର ଆରମ୍ଭ ହୋଇଯାଇଛି। ଔଷଧ ଦୋକାନୀମାନେ ଅଭାବ ଦର୍ଶାଇ ମନଇଚ୍ଛା ଦର ନେଉଛନ୍ତି। ମୂଲ୍ୟ ୫୦ ଟଙ୍କା ରହିଥିଲେ ମଧ୍ୟ ଦୋକାନୀମାନେ ତାହାକୁ…

ବେଳାଭୂମିରେ ଗହଳି ମନା

ପୁରୀ ଅଫିସ,୧୬।୩: କରୋନାକୁ ନେଇ ବିଶ୍ୱବ୍ୟାପୀ ଭୟଙ୍କର ସ୍ଥିତି। ଦିନକୁ ଦିନ ଏହି ମାରାତ୍ମକ ଭୂତାଣୁ ନୂଆ ନୂଆ ଦେଶରେ ତା’ର ଉପସ୍ଥିତି ଜାହିର କରୁଛି। ଭାରତରେ ଯଦିଓ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଟପିଲାଣି କିନ୍ତୁ ଓଡ଼ିଶା ବେଶ୍‌ ଭଲ ସ୍ଥିତିରେ…

ନିର୍ଭୟା ମାମଲା: ୧୭ ମାର୍ଚ୍ଚରେ ତିହାର ଜେଲ ପହଞ୍ଚିବେ ଜହ୍ଲାଦ ପବନ

ନୂଆଦିଲ୍ଲୀ,୧୬।୩: ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କୁ ମାର୍ଚ୍ଚ ୨୦ରେ ଫାଶୀ ଖୁଣ୍ଟରେ ଝୁଲାଇବାକୁ ତୃତୀୟ ଥର ଲାଗି ଡେଥ୍‌ ଓ୍ବାରେଣ୍ଟ ଜାରି କରାଯାଇଛି। ଏଥିପାଇଁ ଜହ୍ଲାଦ ପବନ ୧୭ ମାର୍ଚ୍ଚରେ ତିହାର ଜେଲ ପହଞ୍ଚିବେ ବୋଲି ଜଣାପଡିଛି। ତେବେ ଫାଶୀ…

କମିଲା ପେଟ୍ରୋଲ, ଡିଜେଲ ଦର

ମୁମ୍ବାଇ,୧୬।୩: ଦେଶର ମେଟ୍ରୋ ସହରଗୁଡିକରେ ରବିବାର ପେଟ୍ରୋଲ ଏବଂ ଡିଜେଲ ଦରରେ ହ୍ରାସ ପରିଲକ୍ଷିତ ହୋଇଛି। ପେଟ୍ରୋଲ ଦର ଲିଟର ପିଛା ୧୨ ପଇସା କମିଥିବା ବେଳେ ଡିଜେଲ ଦର ଲିଟର ପିଛା ୧୪ ପଇସା ଖସିଛି। ଅନ୍ତର୍ଜାତୀୟ ବଜାରରେ ତୈଳ ଦର…

ଅଗ୍ନିଶମ ସେବା ରେଞ୍ଜ୍‌ କାର୍ଯ୍ୟାଳୟ ପାଇଁ ଅର୍ଥ ଦାବି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ସମେତ ଅନୁଗୋଳ, ବାଲେଶ୍ୱର, କୋରାପୁଟ ଏବଂ ଶିଳ୍ପନଗରୀ ରାଉରକେଲାରେ ନୂତନ ଅଗ୍ନିଶମ ସେବା ରେଞ୍ଜ୍‌ କାର୍ଯ୍ୟାଳୟ ଖୋଲାଯିବ। ଏଥିପାଇଁ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଗୃହ ବିଭାଗ ବଜେଟରୁ ଆବଶ୍ୟକ ଅର୍ଥ ଯୋଗାଇ ଦିଆଯାଉ ବୋଲି ବିଭାଗୀୟ…

ହ୍ୟାଣ୍ଡଶେକ୍‌ ନୁହେଁ, କେବଳ ହସଟିଏ

ପୁରୀ ଅଫିସ,୧୬।୩: କରୋନା ଭାଇରସର ଭୟାବହତା ସାରା ବିଶ୍ୱକୁ ଘୋଟିଛି। ଲକ୍ଷାଧିକ ଲୋକେ ଏହି ଭୂତାଣୁ ଦ୍ୱାରା ଆକ୍ରାନ୍ତ ହୋଇଥିବାବେଳେ ୫,୯୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଗଲାଣି। ଭାରତରେ ମଧ୍ୟ ଧୀରେ ଧୀରେ କାୟା ମେଲାଉଛି କରୋନା। ଓଡ଼ିଶା ସରକାର ରାଜ୍ୟ…

ଆଦିବାସୀ ଅଞ୍ଚଳରୁ ଇଣ୍ଟରନ୍ୟାଶନାଲ ଫ୍ୟାଶନ ଶୋ: ‘ହୋ’ ସମ୍ପ୍ରଦାୟର ବିଉଟି କୁଇନ୍‌ ରେହା ରେଶମ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ଜାତୀୟ ଓ ଅନ୍ତର୍ଜାତୀୟସ୍ତରର ବିଭିନ୍ନ ବିଉଟି ପାଜେଣ୍ଟରେ ଓଡ଼ିଶାର ପ୍ରତିଯୋଗୀମାନେ ବାଜି ମାରିଛନ୍ତି। ମିସ୍‌ରୁ ମିସେସ୍‌ ପର୍ଯ୍ୟନ୍ତ, ସବୁକ୍ଷେତ୍ରରେ ଓଡ଼ିଆ ପ୍ରତିଭାଙ୍କ ଲମ୍ବା ତାଲିକା ରହିଛି। ଏବେ ଜଣେ ଓଡ଼ିଶା ଜନ୍ମିତ ଆଦିବାସୀ ଝିଅ ରେହା ରେଶମ ବରୀ ଫ୍ୟାଶନ…

ଇଟାଲି ଫେରନ୍ତାଙ୍କ ରିପୋର୍ଟ ନେଗେଟିଭ୍‌

କଟକ ଅଫିସ,୧୬।୩: କରୋନା ସନ୍ଦେହରେ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିବା ଯୁବକଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତାଙ୍କ ଘର କଟକରେ ହୋଇଥିବା ବେଳେ ସେ ଇଟାଲିରେ ଇଞ୍ଜିନିୟର୍‌ ଭାବେ କାମ କରୁଥିଲେ। ଗତ ୨ତାରିଖରେ ସେ ଘରକୁ ଫେରିଥିଲେ। ପରେ…

କରୋନାକୁ ନେଇ ସାର୍କ ରାଷ୍ଟ୍ରଙ୍କୁ ଭାରତର ବାର୍ତ୍ତା: ପ୍ରସ୍ତୁତ ରୁହ, ଭୟ କରନାହିଁ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ମିଳିତ ଜରୁରୀ ପାଣ୍ଠି ଗଠନ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସାର୍କ (ଦକ୍ଷିଣ ଏସୀୟ ଆଞ୍ଚଳିକ ସହଯୋଗ ସଂଘ) ସଦସ୍ୟ ରାଷ୍ଟ୍ରଗୁଡ଼ିକୁ ପ୍ରସ୍ତାବ…

୧୯ ପର୍ଯ୍ୟନ୍ତ ସ୍ବଳ୍ପ ବର୍ଷା, ୩୫ ଡିଗ୍ରୀ ଟପିଲା ତାତି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେଉଛି। ଏହିଭଳି ବର୍ଷା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସୋମବାର କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତ୍‌ସିଂହପୁର, ଅନୁଗୋଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱରରେ ବର୍ଷା ହେବାର ସମ୍ଭାବନା…

ଆଜି କମଲନାଥଙ୍କ ଶକ୍ତି ପରୀକ୍ଷା

ନୂଆଦିଲ୍ଲୀ/ଭୋପାଳ,୧୬।୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ଆସ୍ଥାଭୋଟର ସମ୍ମୁଖୀନ ହେବେ। ଏହା ପୂର୍ବରୁ ଭୋପାଳରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ସହ ଭାଜପା ନେତୃବୃନ୍ଦ ରବିବାର ଏକାଧିକ ବୈଠକ କରିଛନ୍ତି। ଗୁରୁଗ୍ରାମ ନିକଟ…

କରୋନା ଭୟ: ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ ଆସୋସିଏଶନ (ଆଇଏମ୍‌ପିପିଏ), ଓ୍ବେଷ୍ଟର୍ନ ଇଣ୍ଡିଆ ଫିଲ୍ମ ପ୍ରଡ୍ୟୁସର୍ସ ଆସୋସିଏଶନ (ଡବ୍ଲ୍ୟଆଇପିଏଫ୍‌ଏ), ଇଣ୍ଡିଆନ୍‌ ଫିଲ୍ମ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri