Home Left

ରାଜ୍ୟ ସରକାରଙ୍କ ୬ ମାସିଆ ରଣକୌଶଳ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନାକୁ ନେଇ ଏବେ ସବୁଆଡ଼େ ଭୟର ବାତାବରଣ ସୃଷ୍ଟି ହୋଇଛି। କୋଭିଡ୍‌ ୧୯ ଭାଇରସ୍‌ ସଂକ୍ରମଣ ଏଡ଼ାଇବା ପାଇଁ ସରକାରୀ ସ୍ତରରେ ବ୍ୟାପକ ପଦକ୍ଷେପ ଜାରି ରହିଛି। ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ଏଥିପାଇଁ ସ୍ବତନ୍ତ୍ର…

ମ୍ୟାଜିକ୍‌ ବଦଳାଇଛି ଜୀବନ ମୋଡ଼

ଅନୁଗୋଳ ଅଫିସ୍‌, ୧୬।୩ (ଅମିତ କୁମାର ସାମଲ) : ପୋଲିସ ବିଭାଗରେ ଚାକିରି କରି ବି ମନରେ ସନ୍ତୋଷ ନ ଥିଲା। ଚାକିରି ସହ ଅନ୍ୟ କିଛି କରି ଲୋକଙ୍କ ହୃଦୟ ଜିଣିବାକୁ ସେ ଚାହୁଁଥିଲେ। ତେଣୁ ତବଲା, ବେହେଲାଠାରୁ ସଙ୍ଗୀତ ଶିକ୍ଷା…

ହାଇକୋର୍ଟଙ୍କ ବେଲ୍‌ ଅର୍ଡରକୁ ଅଣଦେଖା: ଥାନାକୁ ଆଣି ଜେଲ ହାଜତରେ ପୂରାଇଲେ, ସମାଧାନ ପାଇଁ ଅପହରଣ ଧମକ

ନୟାଗଡ଼ ଅଫିସ/ରଣପୁର,୧୬ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ଥାନା ପୋଲିସ ହାଇକୋର୍ଟଙ୍କ ବେଲ୍‌ ଅର୍ଡରକୁ ବି ଖାତିର କରୁନି। ବେଲ୍‌ ଅର୍ଡର ଦେଖାଉଥିବା ଜଣେ ଅଭିଯୁକ୍ତଙ୍କୁ ଥାନାକୁ ଆଣି ୨ଘଣ୍ଟା ହାଜତରେ ରଖିଲେ। ପରେ ଏସ୍‌ଡିପିଓଙ୍କ ନିର୍ଦ୍ଦେଶରେ ଅଭିଯୁକ୍ତଙ୍କଠାରୁ ବେଲ୍‌ ଅର୍ଡର ରଖି…

ବିପଦରେ ଜୈବ ବିବିଧତା: ୮୫ ପ୍ରତିଶତ ଜମିର ମାଟି ଅମ୍ଳଯୁକ୍ତ,ଫସଲ ଉତ୍ପାଦନରେ ବାଧକ

ନୟାଗଡ଼ ଅଫିସ,୧୬ା୩: ଅତ୍ୟଧିକ ରାସାୟନିକ ସାର ଓ କୀଟନାଶକ ପ୍ରୟୋଗ ଦ୍ୱାରା ଜୈବ ବିବିଧତା ବିପଦରେ ରହିଛି। ଏହି କାରଣରୁ ନୟାଗଡ଼ ଜିଲାର ୮୫ ପ୍ରତିଶତ ଜମିର ମାଟି ଅମ୍ଳଯୁକ୍ତ ହୋଇସାରିଲାଣି। ଏହି ଅମ୍ଳଯୁକ୍ତ ମାଟି ଫସଲ ଉତ୍ପାଦନରେ ବାଧକ ସାଜିଛି।…

ଅପମିଶ୍ରଣରେ ଲଗାମ ନାହିଁ

ପାରାଦୀପ,୧୬।୩ (ସ୍ବ.ପ୍ର.): ସମ୍ପ୍ରତି କରୋନା ଭାଇରସ୍‌ ପାଇଁ ସମଗ୍ର ବିଶ୍ୱରେ ଆତଙ୍କ ଖେଳିଯାଇଛି। ଏଥିପାଇଁ ରାଜ୍ୟ ସରକାର ମଧ୍ୟ ଖୁବ୍‌ ତତ୍ପରତା ସହ ପଦକ୍ଷେପ ନେଉଛନ୍ତି। ହେଲେ ବିଭିନ୍ନ ଖାଦ୍ୟ ପଦାର୍ଥରେ କରାଯାଉଥିବା ଅପମିଶ୍ରଣ ପ୍ରତି ଲଗାମ ରହୁ ନ ଥିବାରୁ…

ବଧୂ ନିର୍ଯାତନା: ସ୍ବାମୀ, ଶ୍ୱଶୁରଙ୍କ ବିରୋଧରେ ଅଭିଯୋଗ

ରଘୁନାଥପୁର,୧୬।୩ (ଡି.ଏନ.ଏ.): ସ୍ବାମୀ ଓ ଶ୍ୱଶୁରଙ୍କ ନିର୍ଯାତନାରେ ଅତିଷ୍ଠ ହୋଇ ଜଣେ ବଧୂ କିଶନନଗର ଥାନା ଅନ୍ତର୍ଗତ କଲରାବାଙ୍କ ଫାଣ୍ଡିରେ ରାବିବାର ଅଭିଯୋଗ କରିଛନ୍ତି। ମହିଳା ଜଣକ ହେଲେ ଏହି ଥାନା ଅନ୍ତର୍ଗତ ଶିର୍ଲୋ ଗଁାର ପ୍ରିୟଙ୍କା ସିଂହ। ପ୍ରିୟଙ୍କା ଦିଲୀପଙ୍କୁ…

ରାସ୍ତାକଡ଼ରୁ ଶିଶୁକନ୍ୟା ଉଦ୍ଧାର

ଏରସମା,୧୬।୩ (ସ୍ବ.ପ୍ର.): ପୁଣି ଅଲୋଡ଼ା ହେଲା ଶିଶୁକନ୍ୟା। ଗତ ଗୁରୁବାର ଅନୁଗୋଳ ଜିଲାର ଏକ ଶ୍ମଶାନରୁ ଶିଶୁକନ୍ୟାଟିଏ ଉଦ୍ଧାର ହୋଇଥିବା ବେଳେ ରବିବାର ଏରସମା ଥାନା ଅଧୀନ ଜିରାଇଲୋ ପଞ୍ଚାୟତର ଏକଘରିଆ ନିକଟ ରାସ୍ତାକଡ଼ରୁ ଆଉ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର…

ପାରାଦୀପ ଶିଳ୍ପାଞ୍ଚଳ: ଅପରାଧ ନିୟନ୍ତ୍ରଣ ନିରୁତ୍ସାହଜନକ

ପାରାଦୀପ,୧୬।୩ (ସ୍ବ.ପ୍ର.): ପାରାଦୀପ ବନ୍ଦର ଭିତ୍ତିକ ଶିଳ୍ପାଞ୍ଚଳରେ ଏବେ ଜନସଂଖ୍ୟା ହ୍ରାସ ପାଇବାରେ ଲାଗିଛି। ୨୦୦୧ ଜନଗଣନା ତଥ୍ୟାନୁସାରେ ଏଠାକାର ଜନସଂଖ୍ୟା ୭୩,୬୨୫ ଥିବା ବେଳେ ୨୦୧୧ ବେଳକୁ ହ୍ରାସ ପାଇ ୬୮,୩୧୦ରେ ପହଞ୍ଚତ୍ଥିଲା। ୨୦୨୧ ଜନଗଣନା ବେଳକୁ ସେହି ସଂଖ୍ୟା…

ଶିଶୁକୁ କିଛି ସମୟ କାନ୍ଦିବାକୁ ଦିଅନ୍ତୁ, ଜାଣନ୍ତୁ କାରଣ

ଲଣ୍ଡନ: ଜନ୍ମରୁ ଦେଢ଼ ପର୍ଯ୍ୟନ୍ତ ଶିଶୁକୁ କିଛିସମୟ କାନ୍ଦିବାକୁ ଦିଅନ୍ତୁ। ଶିଶୁଟି କାନ୍ଦିବା ସଙ୍ଗେ ସଙ୍ଗେ ତା’ ନିକଟରେ ପହଞ୍ଚିଗଲେ ଏହାର ବିକାଶ ଉପରେ କୁପ୍ରଭାବ ପକାଇବ। ବ୍ରିଟେନ୍‌ର ଓ୍ବାର୍‌ଓ୍ବିକ୍‌ ୟୁନିଭର୍‌ସିଟିର ବୈଜ୍ଞାନିକମାନେ ଏକ ଗବେଷଣା କରି କହିଛନ୍ତି। ରିପୋର୍ଟ ଅନୁଯାୟୀ,…

ଉପକାରୀ ଶିମ୍ବ: ଚର୍ମରୋଗ ସହ ନାନାଦି ସମସ୍ୟାରୁ ମୁକ୍ତି ଦିଏ

ବର୍ତ୍ତମାନର ଜୀବନଶୈଳୀ ଏବଂ ପ୍ରଦୂଷଣ ଲାଗି ଅନେକ ସ୍ବାସ୍ଥ୍ୟ ସମସ୍ୟା ଦେଖାଯାଉଛି। ତନ୍ମଧ୍ୟରୁ ଚର୍ମ ରୋଗ ଅନ୍ୟତମ। ଏହା ପ୍ରଦୂଷଣ ଜଳ ଓ ବାୟୁ ସଂସ୍ପର୍ଶରେ ଆସି ହୋଇଥାଏ। ବେଳେବେଳେ ଏହା ରକ୍ତ ଅପରିଷ୍କାର ହେଲେ ମଧ୍ୟ ହୋଇଥାଏ। ତେବେ ଏହି…

ଓମାନ ଓପନ୍‌ ଫାଇନାଲରେ ଶରଥ୍‌

ମସ୍କଟ, ୧୫।୩ (ପି.ଟି.)- ଭାରତୀୟ ଭେଟେରାନ ଟେବୁଲ ଟେନିସ ଖେଳାଳି ଅଚନ୍ତ ଶରଥ୍‌ କମଲ ଏଠାରେ ଚାଳିଥିବା ଆଇଟିଟିଏଫ୍‌ ଚ୍ୟାଲେଞ୍ଜର ପ୍ଲସ ଓମାନ୍‌ ଓପନ୍‌ର ଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଖେଳାଯାଇଥିବା ପୁରୁଷ ସିଙ୍ଗଲ୍ସ ସେମିଫାଇନାଲରେ ଶରଥ୍‌ ରୁଷିଆର କିରିଲ ସ୍କାଚକୋଭଙ୍କୁ…

ଚେନ୍ନାଇ ଛାଡ଼ିଲେ ଧୋନୀ

ଚେନ୍ନାଇ, ୧୫।୩- ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଆଗାମୀ ତ୍ରୟୋଦଶ ସଂସ୍କରଣ ମାର୍ଚ୍ଚ ୨୯ରୁ ଆରମ୍ଭ ହେବାକୁ ଥିଲା। କିନ୍ତୁ ମାରାତ୍ମକ କରୋନା ଭାଇରସ୍‌ ଲାଗି ଭାରତୀୟ କ୍ରିକେଟ୍‌ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଏହାକୁ ଏପ୍ରିଲ ୧୫ ପର୍ଯ୍ୟନ୍ତ ସ୍ଥଗିତ ରଖିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri