Home Left

ଫ୍ଲୋର ଟେଷ୍ଟ ପୂର୍ବରୁ ସମସ୍ତ ବିଧାୟକଙ୍କର ହେବ କରୋନା ଟେଷ୍ଟ!

ଭୋପାଳ,୧୫।୩: ମଧ୍ୟପ୍ରଦେଶର କମଳନାଥ ସରକାର ସୋମବାର ଫ୍ଲୋର ଟେଷ୍ଟ ଦେବେ ବୋଲି ରାଜ୍ୟପାଳ ଲାଲାଜି ଟଣ୍ଡନ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହା ପୂର୍ବରୁ ମଧ୍ୟପ୍ରଦେଶର ସମସ୍ତ ବିଧାୟକଙ୍କର କରୋନା ଭାଇରସ ଟେଷ୍ଟ କରାଯିବ ବୋଲି ଜଣାପଡିଛି। ମଧ୍ୟପ୍ରଦେଶ ରାଜନୀତିରେ ଆରମ୍ଭ ହୋଇଥିବା…

ଚୈତନ୍ୟଙ୍କ ପରିବାର ଉପରେ ଦୁଃଖର ପାହାଡ଼: ସରକାରୀ ସହାୟତାକୁ ଅପେକ୍ଷା

ଡାବୁଗାଁ,୧୫।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ଡାବୁଗାଁ ବ୍ଲକ ଜୟନ୍ତୀନଗରଠାରେ ଦୀର୍ଘଦିନ ଧରି ବିଛଣାରେ ପଡ଼ିରହିଛନ୍ତି ଚୈତନ୍ୟ ଜାନି। ପକ୍ଷାଘାତ ରୋଗରେ ଆକ୍ରାନ୍ତ ହୋଇ ତାଙ୍କ ବାମ ହାତ ଓ ଗୋଡ଼ ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଛି। ଅର୍ଥାଭାବରୁ ଚିକିତ୍ସା ହୋଇପାରୁ ନ ଥିବା ସେ…

ଗୋଟିଏ ବାଲ୍‌ଟି ପାଇଁ ୬୯୫ ବର୍ଷ ତଳେ ହୋଇଥିଲା ଯୁଦ୍ଧ: ୨୦୦୦ ସୈନ୍ୟଙ୍କ ଘଟିଥିଲା ମୃତ୍ୟୁ

ରୋମ୍‌,୧୫।୩: ପୃଥିବୀରେ ଭିନ୍ନ ଭିନ୍ନ କାରଣରୁ ବହୁ ଯୁଦ୍ଧ ହୋଇଛି। ତେବେ ମାତ୍ର ଗୋଟିଏ ବାଲ୍‌ଟି ପାଇଁ ଯୁଦ୍ଧ। ପୁଣି ଏଥିରେ ୨୦୦୦ରୁ ଅଧିକ ସୈନ୍ୟଙ୍କ ମୃତ୍ୟୁ ଘଟିଥିବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। କିନ୍ତୁ ଏହା ସତ। ୬୯୫…

କରୋନା ଯୋଗୁ ପ୍ରଭାବିତ ହେଲାଣି ହୋଟେଲ ଶିଳ୍ପ

ଜୟପୁର,୧୫।୩: କରୋନା ଭାଇରସକୁ ଦେଖି ଏବେ ସବୁ ପ୍ରକାର ସତର୍କତା ଅବଲମ୍ବନ କରାଯାଉଛି। ଏହାପରେ ବି ଏବେ ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇ ସାରିଲାଣି। ବିଭିନ୍ନ ରାଜ୍ୟରେ ଶିକ୍ଷାନୁଷ୍ଠାନ, ସିନେମା ହଲ,…

ନିଜକୁ ଘରେ ବନ୍ଦକରି ଫଟୋ ଶେୟାର କଲେ ପ୍ରିୟଙ୍କା

ମୁମ୍ବାଇ: ବଲିଉଡ୍‌ ଦେଶୀ ଗର୍ଲ ପ୍ରିୟଙ୍କା ଚୋପ୍ରା ଏବେ କରୋନା ଭାଇରସକୁ ନେଇ ବେଶ୍‌ ସଚେତନ ଥିବା ଦେଖାଯାଇଛି। ନିକଟରେ ସେ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିବା ପରେ ଏବେ ଏହା ଭାଇରାଲ ହେବାରେ ଲାଗିଛି। ଉକ୍ତ ଫଟୋରେ…

ବିହାରରେ ହେଲା କୁକୁଡ଼ା ବର୍ଷା: କରୋନାକୁ ଭୟ ନ କରି ଲୋକେ ଘରକୁ ନେଲେ ବୋହି

ପାଟନା,୧୫।୩: ପୃଥିବୀସାରା ଏବେ କରୋନା ସଂକ୍ରମଣକୁ ନେଇ ଆତଙ୍କ ସୃଷ୍ଟି ହୋଇଛି। କରୋନା ଯେତିକି ଆତଙ୍କ ନ ସୃଷ୍ଟି କରୁଛି, ତାହାଠାରୁ ଲୋକଙ୍କୁ ବେଶି ଭୟଭୀତ କରୁଛି ସଂକ୍ରମଣ ନେଇ ଗୁଜବ। କେତେକ ଚିକେନ ଖାଇବାକୁ ମନା କରୁଛନ୍ତି। ତେଣୁ କୁକୁଡ଼ା…

ଶିରିଡି ନ ଆସିବାକୁ ଅନୁରୋଧ କଲା ସାଇବାବା ସଂସ୍ଥାନ ଟ୍ରଷ୍ଟ

ମୁମ୍ବାଇ,୧୫।୩: ଦେଶରେ ଏବେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୧୦୮ରେ ପହଞ୍ଚିଥିବା ବେଳେ ଏହାକୁ ଆଉ ନ ବ୍ୟାପିବାକୁ ଚାଲିଛି ପ୍ରୟାସ। ଏହାକୁ ରୋକିବା ପାଇଁ ସରକାରୀ ଓ ବେସରକାରୀ ସ୍ତରରେ ପ୍ରୟାସ ଚାଲିଥିବା ବେଳେ ବିଭିନ୍ନ ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ,…

କରୋନା ଭାଇରସ୍‌: ସେଫିଲ୍ଡ ସିଲ୍ଡ୍‌ ଫାଇନାଲ ରାଉଣ୍ଡ ବାତିଲ

ମେଲବୋର୍ନ, ୧୫।୩(ପି.ଟି.)- ଅଷ୍ଟ୍ରେଲିଆର ଶ୍ରେଷ୍ଠ ପ୍ରଥମ ଶ୍ରେଣୀ ଲିଗ୍‌ ଭାବେ ଜଣାଶୁଣା ଥିବା ସେଫିଲ୍ଡ ସିଲ୍ଡର ପାଇନାଲ ରାଉଣ୍ଡକୁ ବାତିଲ କରିବାକୁ କ୍ରିକେଟ ଅଷ୍ଟ୍ରେଲିଆ (ସିଏ) ନିଷ୍ପତ୍ତି ନେଇଛି। କରୋନା ଭାଇରସ୍‌ କାରଣରୁ ସୃଷ୍ଟି ହୋଇଥିବା ମହାମାରୀକୁ ଦୃଷ୍ଟିରେ ରଖି ଏପରି…

ନକଲି ସାନିଟାଇଜର ବିକ୍ରି ଅଭିଯୋଗରେ ୩ ଅଟକ

ପୁଣେ,୧୫।୩: କରୋନା ଭାଇରସ ଏବେ ତା’ର କାୟା ବିସ୍ତାର କରୁଥିବା ବେଳେ ଏହାଠାରୁ ଦୂରେଇ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସାନିଟାଇଜର ବ୍ୟବହାର କରିବାକୁ କୁହାଯାଇଛି। ବାରମ୍ବାର ହାତ ଧୋଇବା ଓ ପରିଷ୍କାର ପରିଚ୍ଛନ ପରିବେଶରେ ରହିଲେ କରୋନାକୁ ସହଜରେ ଦୂରେଇ…

ଭାରତୀୟ ନମସ୍କାର ସଂସ୍କୃତି ଏବେ ଅନ୍ତର୍ଜାତୀୟ ସ୍ତରରେ: ବିଶ୍ୱନେତାଙ୍କୁ ବି ଆସିଲା ପସନ୍ଦ

ନୂଆଦିଲ୍ଲୀ,୧୫।୩ : ଭାରତୀୟ ସଂସ୍କୃତିର ଅଭିନ୍ନ ଅଙ୍ଗ କୁହାଯାଉଥିବା ନମସ୍କାର ଏବେ ବିଶ୍ୱସ୍ତରରେ ପହଞ୍ଚିଛି। ନମସ୍କାର ପୃଥିବୀସାରା ବର୍ତ୍ତମାନ ଅଭିବାଦନର ଏକ ମାଧ୍ୟମ ପାଲଟିଛି। ଏହା ବିଶ୍ୱନେତାଙ୍କୁ ବେଶ୍‌ ପସନ୍ଦ ଆସିଛି। ସେମାନଙ୍କ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌, ଜର୍ମାନୀ…

୨ ଟଙ୍କାରେ ମିଳୁଛି ମାସ୍କ

କୋଚି,୧୫।୩: କରୋନା ଭାଇରସ ଭୟରେ ଏବେ ବଜାରରେ ମାସ୍କ ଓ ସାନିଟାଇଜର ମିଳୁ ନ ଥିବା ଖବର ଆସୁଛି। ଲୋକଙ୍କ ଆବଶ୍ୟକତା ବଢି ଯିବାରୁ ଅନେକ ସ୍ଥାନରେ ଏସବୁ ଜିନିଷ ଚଢା ଦରରେ ବିକ୍ରି ହେଉଥିବା କୁହାଯାଉଛି। ହେଲେ କେରଳ କୋଚିର…

କରୋନା ଭାଇରସ: ସିରିଜ ଏ’ରେ ୧୧ ଖେଳାଳି ସଂକ୍ରମିତ

ରୋମ,୧୫।୩(ପି.ଟି.)- ଇଟାଲୀ ଫୁଟବଲ ଲିଗ୍‌ ସିଷ୍ଟମର ଏକ ପେସାଦାର ଲିଗ୍‌ ଭାବେ ଜଣାଶୁଣା ଥିବା ସିରିଜ ଏ’ରେ ମୋଟ ୧୧ ଜଣ ଖେଳାଳି କରୋନା ଭାଇରସ୍‌ରେ ସଂକ୍ରମିତ ହୋଇଛନ୍ତି। ଏହା ଏକ ସଙ୍କଟଜନକ ପରିସ୍ଥିତି ବୋଲି ସିରିଜ ଏ’ର ଡାକ୍ତରମାନେ ଘୋଷଣା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri