Home Left

ଦୁଃଖଦ ଅନୁଭୂତି ବଖାଣିଲେ ଶିବାଶିଷ

ବ୍ରହ୍ମପୁର ଅଫିସ,୧୫ା୩ – କରୋନା ଭୂତାଣୁକୁ ନେଇ ଦୀର୍ଘ ୪୮ ଦିନ ଧରି ପ୍ରତିଟି ମୁହୂର୍ତ୍ତର ଭୟ ଓ ଆତଙ୍କରୁ ମୁକୁଳି ଶେଷରେ ଘରକୁ ଫେରିଛନ୍ତି ବ୍ରହ୍ମପୁରର ଯୁବ ଇଞ୍ଜିନିୟର ଶିବାଶିଷ ନାୟକ। କରୋନା ପାଇଁ ଜାପାନ ଜଳ ଜାହାଜା ଡାଇମଣ୍ଡ…

‘କରୋନା’କୁ ନେଇ ଗୁଜବ: ଶନି ମନ୍ଦିରରେ ମହିଳା ଶ୍ରଦ୍ଧାଳୁଙ୍କ ଭିଡ

କେନ୍ଦୁଝର, ୧୫ା୩ (ସ୍ବ.ପ୍ର.)-ବିଶ୍ୱବ୍ୟାପୀ ଆତଙ୍କ ଖେଳାଇଥିବା ‘କରୋନା’ ଭାଇରସକୁ ନେଇ ବିଭିନ୍ନ ସ୍ଥାନରେ କିଭଳି ଗୁଜବ ପ୍ରଚାରିତ ହେଉଛି ତାହାର ଏକ ନଜିର କେନ୍ଦୁଝର ଜିଲା ସଦରମହକୁମାସ୍ଥିତ ପୁରୁଣା ସହରରେ ଦେଖିବାକୁ ମିଳିଛି। ସେଠାରେ ଥିବା ସିଦ୍ଧ ମଠସ୍ଥିତ ଶନି ମନ୍ଦିରରେ…

ଯାତାୟାତରେ ବାଧକ ଖୋଳାନାଳ

ଭଣ୍ଡାରିପୋଖରୀ,୧୫।୩(ଡି.ଏନ.ଏ.)-ଗ୍ରାମାଞ୍ଚଳରେ ଲୋକେ ସୁବିଧାରେ ଯାତାୟାତ କରିବା ଲାଗି ପ୍ରଧାନମନ୍ତ୍ରୀ ଗ୍ରାମସଡ଼କ ଯୋଜନାରେ ରାସ୍ତା ନିର୍ମାଣ କରାଯାଉଛି। କିନ୍ତୁ କେତେକ ସ୍ଥାନରେ ବ୍ୟବସ୍ଥାଗତ ତ୍ରୁଟି ଯୋଗୁ ରାସ୍ତା ନିର୍ମାଣ ହୋଇଥିଲେ ମଧ୍ୟ ତାହା ଜନସାଧାରଣଙ୍କ କାମରେ ଆସୁ ନ ଥିବା ଅଭିଯୋଗ ହେଉଛି।…

ଗୋପାଳନକୁ ଜୀବିକା କରିଛନ୍ତି ଇଞ୍ଜିନିୟର

ଭଦ୍ରକ ଅଫିସ,୧୫।୩-ଜଳବାୟୁ ପରିବର୍ତ୍ତନ ଓ ପ୍ରାକୃତିକ ବିପର୍ଯ୍ୟୟ କୃଷି ଉପରେ ଦାଉ ସାଧୁଛି। ଏଣୁ ଚାଷୀମାନେ କୃଷି ପ୍ରତି ଆଗ୍ରହ ହରାଇ ବସୁଛନ୍ତି। ଯୁବପିଢ଼ି ମଧ୍ୟ କୃଷି କାର୍ଯ୍ୟଠାରୁ ଦୂରେଇ ଯାଉଛନ୍ତି। ଏଭଳି ସ୍ଥିତିରେ ଭଦ୍ରକ ଜିଲାରେ ଜଣେ ଉଚ୍ଚଶିକ୍ଷିତ ଇଞ୍ଜିନିୟରିଂ…

କରୋନାରୁ ରକ୍ଷା ପାଇଁ ମା’ ଅମ୍ବିକା ମନ୍ଦିରରେ ଦୀପଦାନ

ବାରିପଦା ଅଫିସ, ୧୫ା୩ -ସାରା ବିଶ୍ୱରେ ମହାମାରୀ ରୂପ ନେଇଥିବା କରୋନା ଭାଇରସ ଦାଉରୁ ରକ୍ଷା ପାଇବା ଲାଗି ସ୍ଥାନୀୟ ‘ହେଲ୍ପିଂ ବୟ’ ଅନୁଷ୍ଠାନ ପକ୍ଷରୁ ସ୍ଥାନୀୟ ମା’ ଅମ୍ବିକା ମନ୍ଦିରରେ ଶନିବାର ଦୀପଦାନ କରାଯାଇଥିଲା। ମୟୂରଭଞ୍ଜବାସୀଙ୍କ ସମେତ ସାରା ଦେଶରେ…

ସ୍ଥିତି ହରାଇଛି ଐତିହାସିକ କୋଷ୍ଟ କେନାଲ

ବାଲିଆପାଳ, ୧୫।୩(ସୁକାନ୍ତ କୁମାର ଗିରି)-ବ୍ରିଟିଶ ଅମଳରେ ଜଳପଥରେ ଗମନାଗମନ, ନୈାବାଣିଜ୍ୟ ଲାଗି ଖୋଳାଯାଇଥିବା ଓଡ଼ିଶା କୋଷ୍ଟ କେନାଲ ଏବେ ସ୍ଥିତି ହରାଇ ବସିଛି। ଦେଶ ସ୍ବାଧୀନ ହେବା ପରେ ସ୍ଥାନୀୟ ଚାଷୀ ଜଳସେଚନ କାର୍ଯ୍ୟରେ ଏହି କେନାଲକୁ ବ୍ୟବହାର କରୁଥିଲେ। କ୍ରମେ…

ଗଣବଳାତ୍କାର ଅଭିଯୋଗରେ ୨ ଗିରଫ

ଖଲ୍ଲିକୋଟ,୧୪ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଞ୍ଚଳର ୨ଜଣ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଗତ ଶୁକ୍ରବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକୁ ଭିତ୍ତି କରି ଖଲ୍ଲିକୋଟ ପୋଲିସ ନଂ.୧୧୧/୨୦ ମାମଲା ରୁଜୁ କରି ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୩…

କରୋନା ହୋଇଥିବା କହି ୧୩ ଦିନର ନବବଧୂଙ୍କୁ ଘରୁ ତଡ଼ିଦେଲେ ଶାଶୁଘର ଲୋକେ: ସ୍ବାମୀ, ଶ୍ୱଶୁର ଗିରଫ

ଉମରକୋଟ,୧୪।୩(ଡି.ଏନ୍‌.ଏ.): କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ଗାଁଠାରୁ ସହରଯାଏ ଏହି ଭାଇରସ୍‌ ଆତଙ୍କରେ ଆତଙ୍କିତ। ଏପରିକି ଜଣେ ନବବଧୂଙ୍କର ସାମାନ୍ୟ ଥଣ୍ଡା କାଶ ହେବାରୁ ଶାଶୁଘର ଲୋକେ କରୋନା ହୋଇଥିବା କହି ଟାହିଟାପରା କରିଥିଲେ। ଏହା…

ଟୋକିଓ ଅଲିମ୍ପିକ୍ସ ଯଥା ସମୟରେ ହେବ: ଜାପାନ ପ୍ରଧାନମନ୍ତ୍ରୀ

ଟୋକିଓ,୧୪ା୩ (ଏଏଫ୍‌ପି): ସମଗ୍ର ବିଶ୍ୱରେ କରୋନା ଭାଇରସ ଏହାର କାୟା ବିସ୍ତାର କରିବାରେ ଲାଗିଥିବାରେ ଟୋକିଓ ଅଲିମ୍ପିକ୍ସ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ହେବ। ଶନିବାର ଏହା ଦୃଢତାର ସହିତ କହିଛନ୍ତି ଜାପାନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ। କରୋନା ଭାଇରସ ଦ୍ୱାରା ଇତିମଧ୍ୟରେ…

ଲୁକା କିଲିଆନ କରୋନା ଭାଇରସ୍‌ରେ ଆକ୍ରାନ୍ତ

ବର୍ଲିନ,୧୪ା୩ (ଏଏଫ୍‌ପି): ବୁଣ୍ଡେସଲିଗା ଟିମ୍‌ ପ୍ୟାଡରବର୍ନର ଲୁକା କିଲିଆନ ନାମକ ୨୦ ବର୍ଷୀୟ ଖେଳାଳି କରୋନା ଭାଇରସ୍‌ ଦ୍ୱାରା ଫୀଡ଼ିତ ହୋଇଛନ୍ତି। ଫଳରେ ତାଙ୍କ ଫୁଟ୍‌ବଲ ଦଳର ସମସ୍ତଙ୍କ ସମେତ ୪୫ଜଣଙ୍କୁ ଏବେ ପୃଥକ୍‌ ସ୍ଥାନରେ ପର୍ଯ୍ୟବେକ୍ଷଣରେ ରଖାଯାଇଛି। ୨୦ବର୍ଷୀୟ କିଲିଆନ…

ଜୁଆଆଡ୍ଡାରେ ଚଢ଼ାଉ: ୫ ବାଇକ୍‌, ୧୧ ହଜାର ଟଙ୍କା ଜବତ, ୬ କୋର୍ଟ ଚାଲାଣ

ହିଞ୍ଜିଳିକାଟୁ,୧୪।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶିକିରି ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଜୁଆଆଡ୍ଡା ଉପରେ ପୋଲିସ ଟିମ୍‌ ଚଢ଼ାଉ କରି ୬ ଜୁଆଡ଼ିଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ନଗଦ ୧୧ ହଜାର ଶହେ ଟଙ୍କା, ୫ ବାଇକ୍‌ ଓ ୫…

କଟକଣା ସତ୍ତ୍ୱେ କାର୍ଯ୍ୟକ୍ରମ

ବନ୍ତ,୧୪।୩(ଡି.ଏନ.ଏ.): ସମଗ୍ର ବିଶ୍ୱରେ ଏବେ କରୋନା ଭୟ ଲାଗି ରହିଥିବାବେଳେ ରାଜ୍ୟ ସରକାର ଏହି ମହାମାରୀକୁ ରାଜ୍ୟ ବିପତ୍ତି ଭାବେ ଘୋଷଣା କରିଛନ୍ତି। ରାଜ୍ୟରେ ସମସ୍ତ ସ୍କୁଲ, କଲେଜକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଛୁଟି ଘୋଷଣା କରିବା ସହିତ ସିନେମା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri