ଏକଦା ଦିନକୁ ୩୫ ଟଙ୍କା ରୋଜଗାର କରୁଥିଲେ ରୋହିତ, ଏବେ ଗୋଟିଏ ଫିଲ୍ମ ନିର୍ଦ୍ଦେଶନା ଲାଗି ନେଉଛନ୍ତି ୧୫ କୋଟି
ବମ୍ବେ: ବଲିଉଡ୍ର ହିଟ୍ ନିର୍ଦ୍ଦେଶକଙ୍କ ମଧ୍ୟରୁ ଜଣେ ହେଉଛନ୍ତି ରୋହିତ ସେଟ୍ଟୀ। ତାଙ୍କର ପ୍ରତିଟି ସିନେମାରେ ଥାଏ ଆକ୍ସନ, ରୋମାନ୍ସ, କମେଡିର ତଡକା। ଆଜି ହେଉଛି ଏହି ଅଲ୍ରାଉଣ୍ଡର ନିର୍ଦ୍ଦେଶକଙ୍କ ହାପି ଓ୍ବାଲା ବର୍ଥ ଡେ। ୧୯୭୬ ମସିହା ମାର୍ଚ୍ଚ ୧୪ରେ…
କରୋନା ମୁକାବିଲା ଚିନ୍ତା: ବିଏମ୍ସି ପକ୍ଷରୁ ସ୍କ୍ବାଡ ଗଠନ; ପାନଛେପ ପକାଇଲେ କର୍ମଚାରୀଙ୍କୁ ୫ଶହ ଜରିମାନା
ଭୁବନେଶ୍ୱର,୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭୂତାଣ ସଂକ୍ରମଣର ଭୟାବହତାକୁ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଏନେଇ ଶନିବାର ପ୍ରତିକ୍ରିୟା ରଖି ବିଏମ୍ସି କମିଶନର କହିଛନ୍ତି, ୩ଟି ଜୋନା ପାଇଁ ପୃଥକ୍ ପୃଥକ୍ ସ୍କ୍ବାଡ ଗଠନ…
କରୋନା ପ୍ରଭାବ: ମାର୍ଚ୍ଚ ୧୫ରୁ ୩୧ ଯାଏ ନନ୍ଦନକାନନ ବନ୍ଦ
ଭୁବନେଶ୍ୱର,୧୪।୩(ବ୍ୟୁରୋ): ଚାରିଆଡ଼େ କରୋନା ଆତଙ୍କ। ଭାରତରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨ରେ ପହଞ୍ଚିବା ପରେ ରାଜ୍ୟ ସରକାର ସତର୍କ ହୋଇପଡ଼ିଛନ୍ତି। ଶୁକ୍ରବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ସଚେତନ ରହିବାକୁ ପରାମର୍ଶ ଦେଇଛନ୍ତି। ଏହାଛଡ଼ା ବିଭିନ୍ନ ସ୍କୁଲ, କଲେଜ, ସପିଂମଲ, ଜିମ୍ ଆଦିକୁ…
୧୦ ବର୍ଷ ହେବ ହାତ ଧୋଇ ନାହାନ୍ତି ଏହି ସେଲିବ୍ରିଟି
ଓ୍ବାଶିଂଟନ: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପି ସାରିଲାଣି କହିଲେ ଚଳେ। ଏହାଠାରୁ ଦୂରେଇ ରହିବା ପାଇଁ ସବୁ ଦେଶର ସ୍ବାସ୍ଥ୍ୟ ବିଶେଷଜ୍ଞମାନେ ବାରମ୍ବାର ହାତ ଧୋଇବାକୁ ପରାମର୍ଶ ଦେଉଥିବା ଦେଖାଯାଇଛି। ହେଲେ ଏମିତି ଜଣେ…
ଥମୁନି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ରାସ୍ତାରେ ପ୍ରସବ କଲେ ଗର୍ଭବତୀ
ରାୟଗଡ଼ା ଅଫିସ,୧୪।୩- ରାୟଗଡ଼ା ଜିଲା କାଶୀପୁର ବ୍ଲକ ଅନ୍ତର୍ଗତ ଅଡ଼ାଜାଲ ଗ୍ରାମରେ ରାସ୍ତା ନ ଥିବା ଯୋଗୁ ଆମ୍ବୁଲାନ୍ସ ପହଞ୍ଚି ନ ପାରିବାରୁ ଶନିବାର ଜଣେ ଗର୍ଭବତୀ ରାସ୍ତାରେ ପ୍ରସବ କରିଛନ୍ତି। ସେ ୨ଟି ସନ୍ତାନ ଜନ୍ମ ଦେଇଥିବାବେଳେ ସେଥିରୁ ଜଣଙ୍କ…
କରୋନା ଯୋଗୁ ଚାଇନାରେ ବଢୁଛି ଛାଡ଼ପତ୍ର ମାମଲା
ବେଜିଂ,୧୪।୩: ଚାଇନାରେ କରୋନା ସଂକ୍ରମଣ ଯୋଗୁ ବହୁ ଲୋକେ ଘରେ ବନ୍ଦୀ ଭଳି ଜୀବନ ବିତାଉଛନ୍ତି। ଏହାଦ୍ୱାରା ସ୍ତ୍ରୀ-ସ୍ବାମୀ ଅଧିକ ସମୟ ଧରି ଏକାଠି ରହୁଥିବାରୁ ପରସ୍ପର ମଧ୍ୟରେ ମତଭେଦ ଏବଂ ବିବାଦ ସୃଷ୍ଟି ହେଉଛି। ଫଳରେ ଦମ୍ପତି ଛାଡ଼ପତ୍ର ପାଇଁ…
କରୋନା ଭାଇରସରେ ମୃତକଙ୍କ ପରିବାରକୁ ମିଳିବ ସହାୟତା
ନୂଆଦିଲ୍ଲୀ,୧୪।୩: ଏବେ କରୋନା ଭାଇରସ କବଳରେ ଭାରତ। ଏବେସୁଦ୍ଧା ଏଠାରେ ୮୫ ଜଣ କରୋନା ଭାଇରସ ପଜିଟିଭଙ୍କୁ ଚିହ୍ନଟ କରାଯାଇଥିବା ବେଳେ ସେମାନଙ୍କ ମଧ୍ୟରୁ ୨ ଜଣଙ୍କ ମୃତ୍ୟୁ ହୋଇଛି। ତେବେ କୋରୋନା ଭାଇରସ ସଂକ୍ରମଣରେ ମୃତକଙ୍କ ପରିବାରଙ୍କୁ କେନ୍ଦ୍ର ସରକାର…
ବୁଢ଼ାବଳଙ୍ଗରେ ବୁଡ଼ି ଜଣେ ନିଖୋଜ: ଉଦ୍ଧାର କାର୍ଯ୍ୟ ଜାରି
ବାଲେଶ୍ୱର ଅଫିସ,୧୪।୩: ବାଲେଶ୍ୱର ଜିଲା ବୁଢ଼ାବଳଙ୍ଗ ନଦୀର କସମିଳା ପାଖ ଘାଟରେ ଶନିବାର ଜଣେ ବ୍ୟକ୍ତି ଗାଧୋଇବାକୁ ଯାଇ ବୁଡି ଯାଇଛନ୍ତି। ସେ ହେଲେ କସ୍ମିରା ଗ୍ରାମର ଅରୁଣ ଜେନା (୪୦)। ଅରୁଣ ମଧ୍ୟାହ୍ନରେ ଗାଧୋଇବାକୁ ଯାଇ ନଦୀରେ ବୁଡ଼ିଯାଇଥିଲେ। ଖବରପାଇ…
କରୋନା ମୁକାବିଲା: ଅଚାନକ ଆହାରକେନ୍ଦ୍ର ଯାଞ୍ଚ କଲେ ଉପଜିଲାପାଳ, ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱ
ଛତ୍ରପୁର,୧୪।୩(ଡି.ଏନ୍.ଏ.): କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏହାକୁ ନେଇ ଲୋକଙ୍କ ମନରେ ଭୟ ସୃଷ୍ଟି ହୋଇଛି। ଇତିମଧ୍ୟରେ ରାଜ୍ୟ ସରକାର ଏହାକୁ ରାଜ୍ୟ ବିପତ୍ତି ଭାବେ ଘୋଷଣା କରିଛନ୍ତି। କରୋନା ମୁକାବିଲା ଲାଗି ବିଭିନ୍ନ ପଦକ୍ଷେପ ଗ୍ରହଣ…
ସଞ୍ଚୟ ଖାତା ଉପରେ ସୁଧହାର ୦.୨୫ ପ୍ରତିଶତ କମାଇଲା ଏସ୍ବିଆଇ: ୪୨ କୋଟି ଗ୍ରାହକ ହେବେ ପ୍ରଭାବିତ
ମୁମ୍ବାଇ,୧୪।୩: ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଏକ ବଡ଼ ନିଷ୍ପତ୍ତିି ଗ୍ରହଣ କରାଯାଇଛି। ନିଷ୍ପତ୍ତି ଅନୁସାରେ ବ୍ୟାଙ୍କ ସଞ୍ଚୟ ଖାତାର ଏକ ଲକ୍ଷ ଟଙ୍କା ଜମା ଉପରେ ସୁଧହାର ୦.୨୫ ପ୍ରତିଶତ ହ୍ରାସ କରିବ। ପୂର୍ବରୁ ଏହା ୩.୨୫ ପ୍ରତିଶତ ଥିବାବେଳେ ଏବେ…
କରୋନା ସଚେତନତା ବାର୍ତ୍ତା: ୨୫୦୦୦ ସାବୁନ୍ ବ୍ୟବହାର କରି ଚିତ୍ର ଆଙ୍କିଲେ ୧୦୦୦ ଛାତ୍ରୀ
ଚେନ୍ନାଇ: ସମଗ୍ର ବିଶ୍ୱରେ କରୋନା ଭାଇରସ୍ କାୟା ବିସ୍ତାର କରିଚାଲିଛି। ଏଥିରୁ ବାଦ୍ ପଡ଼ିନି ଭାରତ। ଆମ ଦେଶରେ କରୋନା ଭାଇରସ୍ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ଶନିବାର ୯୦କୁ ବୃଦ୍ଧିପାଇଛି। ଏହି ସଂକ୍ରମଣ ୧୩ଟି ରାଜ୍ୟରେ ବ୍ୟାପିଛି। ଏଭଳି ପରିସ୍ଥିତିରେ ସଂକ୍ରମଣକୁ…
୭ମାସ ପରେ ପୁଅଙ୍କୁ ପାଖରେ ପାଇ ଭାବବିହ୍ବଳ ହେଲେ ଫାରୁକ
ନୂଆଦିଲ୍ଲୀ,୧୪।୩: ନ୍ୟାଶନାଲ କନଫରେନ୍ସର ମୁଖ୍ୟ ଫାରୁକ ଅବଦୁଲ୍ଲା ଦୀର୍ଘ ୭ ମାସ ପରେ ନଜରବନ୍ଦୀ ଥିବା ପୁଅ ଓମାର ଅବଦୁଲ୍ଲାଙ୍କୁ ଶ୍ରୀନଗରର ସାକ୍ଷାତ୍ କରିବା ପରେ ଭାବ ବିହ୍ବଳ ହୋଇପଡିଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲା ଜନ ସୁରକ୍ଷା ଆଇନ(ପିଏସ୍ଏ)ଅଧିନରେ ଅଟକ…
Archives


