Home Left

ବିଜେଡିକୁ କରୋନା ଘାରିଛି; ୟେସ୍‌ ବ୍ୟାଙ୍କ ପ୍ରସଙ୍ଗରୁ ଦୃଷ୍ଟି ହଟାଇବାକୁ ବିଧାନସଭା ବନ୍ଦ: ଭାଜପା

ଭୁବନେଶ୍ୱର, ୧୪।୩(ବ୍ୟୁରୋ): ଚାଇନାରୁ ସୃଷ୍ଟ କରୋନା ଭାଇରସ ସଂକ୍ରମଣ ଜନିତ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ବିଧାନସଭା ବଜେଟ ଅଧିବେଶନକୁ ମୁଲତବୀ କରାଯାଇଛି। ଆସନ୍ତା ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ବିଧାନସଭା ମୁଲତବୀ ଘୋଷଣା…

କ୍ଷୀର ପରି ତୋଫା ଗୋରା ୪ ଅଭିନେତ୍ରୀଙ୍କ ଚେହେରା: ନେବାକୁ ପଡ଼େନି ମେକ୍‌ ଅପ୍‌

ମୁମ୍ବାଇ: ଫିଲ୍ମ ଶୁଟିଂ ସମୟରେ ଅଭିନେତ୍ରୀ, ଅଭିନେତା ତଥା ଅନ୍ୟ କଳାକାରଙ୍କୁ ମେକ୍‌ ଅପ୍‌ ନେବାକୁ ପଡ଼ିଥାଏ। ତେବେ ବିଲିଉଡ୍‌ର ୪ ଅଭିନେତ୍ରୀଙ୍କ ଚେହେରା କ୍ଷୀର ପରି ତୋଫା ଗୋରା। ତେଣୁ ସେମାନଙ୍କୁ ପ୍ରାୟତଃ କୌଣସି ମେକ୍‌ ଅପ୍‌ ନେବାକୁ ପଡ଼ି…

କରୋନା ମୁକାବିଲା ପାଇଁ ଏସ୍‌ସିବି ପ୍ରସ୍ତୁତ

କଟକ ଅଫିସ, ୧୪।୩: ଚାଇନାରୁ ସୃଷ୍ଟି ହୋଇଥିବା କରୋନା ଭାଇରସ୍‌ ଦିନକୁ ଦିନ କାୟା ବିସ୍ତାର କରିବାରେ ଲାଗିଛି। ଏହାକୁ ନେଇ କଟକ ଏସ୍‌ସିବି ମେଡିକାଲ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଏ ନେଇ ଶନିବାର ଜରୁରିକାଳୀନ ଅଧିକାରୀ ସୂଚନା ଦେଇଛନ୍ତି। ତାଙ୍କ ସୂଚନା…

ପୁଣି ମୋଦିଙ୍କୁ ପ୍ରଶଂସା କଲେ ଟ୍ରମ୍ପ

ଓ୍ବାଶିଂଟନ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି। ନିକଟରେ ହ୍ବାଇଟ ହାଉସରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏହା ପ୍ରକାଶ କରିଛନ୍ତି। ସେ କହିଛନ୍ତି ୨ ଦିନିଆ ଭାରତ ଗସ୍ତ ସମୟରେ ସେ ମୋଦିଙ୍କ…

ଗୋଟିଏ ହସ୍ପିଟାଲରେ ଭର୍ତ୍ତି ଥାଇ ବି ଶେଷ ସମୟରେ ବାପାଙ୍କୁ ଭେଟିପାରିଲେନି ପୁଅ

ଥିରୁଭାନନ୍ତପୁରମ,୧୪।୩: ସାରା ବିଶ୍ୱରେ କରୋନା ଭାଇରସ୍‌ କାୟା ବିସ୍ତାର କରିଚାଲିଛି। ଦିନକୁ ଦିନ ଭାରତରେ କରୋନା ମାମଲା ବୃଦ୍ଧି ପାଇଥିବା ବେଳେ ସଂକ୍ରମିତ ସଂଖ୍ୟା ୮୬ ଓ ୧୧୪ ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସଂକ୍ରମିତଙ୍କ ମଧ୍ୟରୁ ୨ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।…

ଏମ୍‌କେସିଜିରେ କରୋନା ସନ୍ଦିଗ୍ଧ: ଦୁବାଇରୁ ଫେରିଥିଲେ

ବ୍ରହ୍ମପୁର ଅଫିସ ,୧୪।୩ – ସାରା ବିଶ୍ୱରେ ଏବେ ମାରାତ୍ମକ କରୋନା ଭୂତାଣୁ ଆତଙ୍କ। ଏଭଳି ସ୍ଥିତିରେ ଗଞ୍ଜାମ ଜିଲା ଚିକିଟି ଅଞ୍ଚଳର ଜଣେ କରୋନା ସନ୍ଦିଗ୍ଧ ଶୁକ୍ରବାର ରାତି ୧୦ଟାରେ ଏମ୍‌କେସିଜି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କର କରୋନା…

ସଶସ୍ତ୍ର ଡକାୟତଙ୍କ ଲୁଟ୍‌ ଉଦ୍ୟମ: ଆକ୍ରମଣରେ ବାପଝିଅ ଗୁରୁତର

ପାଟଣା,୧୪।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଝାରବେଡା ଗାଁର ଏକ ଘରୁ ଶୁକ୍ରବାର ବିଳମ୍ବିତ ରାତିରେ ଲୁଟ୍‌ ଉଦ୍ୟମ କରି ବିଫଳ ହୋଇଛନ୍ତି। ୬ଜଣ ସଶସ୍ତ୍ର ଡକାୟତ ବନ୍ଧୁକ ଦେଖାଇ ଲୁଟ୍‌ ଉଦ୍ୟମ କରିଥିବା ବେଳେ ପରିବାରର ୨ଜଣ ସଦସ୍ୟ ଗୁରୁତର…

ମଣିଷଙ୍କୁ ବ୍ୟାୟାମ କରାଉଛି କୁକୁର: ସୋସିଆଲ୍‌ ମିଡ଼ିଆରେ ଭିଡ଼ିଓ ଭାଇରାଲ; ମିଳିଲାଣି ୭୨ ଲକ୍ଷରୁ ଅଧିକ ଲାଇକ୍‌

ଓ୍ବାଶିଂଟନ,୧୪।୩: କୁକୁର ମଣିଷର ସମ୍ପର୍କ ଅତି ନିବିଡ଼। ମାନବ ସୃଷ୍ଟି ହେବାର ପରେ ପରେ ପ୍ରଥମେ ହିଁ କୁକୁର ସହିତ ବନ୍ଧୁତା ଆରମ୍ଭ କରିଥିଲା। ସମ୍ପ୍ରତି ସୋସିଆଲ ମିଡ଼ିଆରେ ଏକ କୁକୁର ଜଣେ ଲୋକଙ୍କୁ ବ୍ୟାୟାମ କରିବା ଲାଗି ତାଲିମ ଦେଉଥିବାର…

କରୋନାର ମଜାକ ଉଡ଼ାଇଥିବା ଏନ୍‌ବିଏ ଖେଳାଳିଙ୍କ ରିପୋର୍ଟ ପଜେଟିଭ

କରୋନା ଭାଇରସ କେତେ ସାଙ୍ଘାତିକ, ତାହା ପୂରା ବିଶ୍ୱ ଦେଖିସାରିଲାଣି। ୧୪୫ ଦେଶରେ ରୋଗୀ ଚିହ୍ନଟ ହୋଇଥିବାବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪ ହଜାର ଟପିଲାଣି। ଏଭଳି ପରିସ୍ଥିତି ସତ୍ତ୍ୱେ ଜଣେ ଏନ୍‌ବିଏ (ବାସ୍କେଟବଲ) ଖେଳାଳି ରୁଡି ଗବର୍ଟ କରୋନା…

୯୨ ଯାତ୍ରୀଙ୍କୁ ନେଇ ଉଡିଥିବା ବିମାନ ୩୭ ବର୍ଷ ପରେ କରିଥିଲା ଅବତରଣ

କଥାଟା ଆଶ୍ଚର୍ଯ୍ୟ ଲାଗୁଥାଇ ପାରେ। କିନ୍ତୁ ୯୨ ଯାତ୍ରୀଙ୍କୁ ନେଇ ଉଡିଥିବା ଏକ ବିମାନ ପ୍ରାୟ ୩୭ ବର୍ଷ ପରେ ଅବତରଣ କରିଥିବା କୁହାଯାଏ। ସାଣ୍ଟିଆଗୋ ଏୟାର ଲାଇନ୍ସର ୫୧୩ ନମ୍ବର ବିମାନ ପଶ୍ଚିମ ଜର୍ମାନୀର ଆକେନ ଏୟାରପୋର୍ଟରୁ ଉଡାଣ ଆରମ୍ଭ…

ସାମାନ୍ୟ ବଚସା ନେଲା ଜୀବନ: ଗ୍ରାମ ସଭାପତିଙ୍କ ଗୁଳିମାଡ଼ରେ କନଷ୍ଟେବଳ ମୃତ

ଢେଙ୍କାନାଳ ଅଫିସ, ୧୪।୩: ଢେଙ୍କାନାଳ ଜିଲା ସଦର ଥାନା ଚାଉଳିଆ ଗ୍ରାମରେ ଦୋଳମେଳଣ ଚାଲିଥିବା ବେଳେ ଶୁକ୍ରବାର ରାତିରେ ସାମାନ୍ୟ ବଚସାରୁ ଗୁଳିମାଡ ଘଟିଛି। ଏଥିରେ ଗ୍ରାମ ସଭାପତି ଶ୍ରୀକାନ୍ତ ସାହୁଙ୍କ ଗୁଳିମାଡ଼ରେ କନଷ୍ଟେବଳ ରାମଚନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟିଛି। ପ୍ରକାଶ…

୨ ବର୍ଷରେ ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ ବଡ଼ ଏରୋପ୍ଲେନ୍‌

ପ୍ୟାରିସ୍‌,୧୪।୩: ବିଭିନ୍ନ ଲୋକଙ୍କର ଭିନ୍ନ ଭିନ୍ନ ଖାଇବା ଶୈଳୀ ରହିଥାଏ। ଫ୍ରାନ୍ସ୍‌ର ଜଣେ ବ୍ୟକ୍ତି ୨ ବର୍ଷ ମଧ୍ୟରେ ଏକ ବଡ଼ ଏରୋପ୍ଲେନ୍‌କୁ ଖଣ୍ଡ ଖଣ୍ଡ କରି ଖାଇଦେଇଥିଲେ। ଏଭଳି ନିଆରା ଖାଦ୍ୟ ଶୈଳୀ ଥିବା ବ୍ୟକ୍ତି ଥିଲେ ମିଚେଲ ଲୋଟିଟୋ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri