Home Left

୯ରେ ଇଣ୍ଡିଆ ବ୍ଲକ୍‌ର ବିହାର ବନ୍ଦ ଡାକରା

ପାଟନା,୮ା୭: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଭୋଟର ତାଲିକାରେ ସଂଶୋଧନ ପାଇଁ ନିର୍ବାଚନ କମିଶନଙ୍କ ସ୍ପେଶାଲ ଇଣ୍ଟେନ୍‌ସିଭ୍‌ ରିଭିଜନ (ଏସ୍‌ଆଇଆର୍‌)କୁ ବିରୋଧୀ ମେଣ୍ଟ ଇଣ୍ଡିଆ ବ୍ଲକ୍‌ ଦୃଢ଼ ବିରୋଧ କରିବା ସହ ଆସନ୍ତା ୯ ତାରିଖ ବୁଧବାର ରାଜ୍ୟରେ ବନ୍ଦ ପାଳନ ପାଇଁ…

ଗୁଳିମାଡ଼ରେ ରୁଷିଆର ବହିଷ୍କୃତ ମନ୍ତ୍ରୀଙ୍କ ମୃତ୍ୟୁ

ମସ୍କୋ,୮ା୭: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ତାଙ୍କ କ୍ୟାବିନେଟର ପରିବହନ ମନ୍ତ୍ରୀ ରୋମାନ ଷ୍ଟାରୋଭୋଏଟ୍‌ଙ୍କୁ ବହିଷ୍କାର କରିବାର କିଛି ଘଣ୍ଟା ପରେ କାର୍‌ ଭିତରେ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ଦେହରେ ଗୁଳିମାଡ଼ ସହ ପାଖରେ ତାଙ୍କ ବ୍ୟବହୃତ ବନ୍ଧୁକ ପଡ଼ିଥିବାରୁ…

ଚିଠି ଲେଖି ଏପରି କହିଦେଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ, ଚିନ୍ତାରେ ପଡିଗଲେ ଯୋଗୀ ଆଦିତ୍ୟନାଥ

ନୂଆଦିଲ୍ଲୀ,୮।୭: ଦିଲ୍ଲୀର ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଏକ ଚିଠି ଲେଖି ଦିଲ୍ଲୀ-ଉତ୍ତର ପ୍ରଦେଶ ସୀମା ନିକଟରେ ଯମୁନା ନଦୀ କୂଳରେ ଚାଲିଥିବା ଅବୈଧ ବାଲି ଖନନକୁ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ଅନୁରୋଧ…

ମୋତିଆବିନ୍ଦୁ, ହୃଦରୋଗ ହେଉ ଅବା ମଧୁମେହ ନିତିଦିନ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁଜ ପରିବା, ରହିଛି ଅନେକ ଔଷଧିୟ ଗୁଣ

ଆମେ ପ୍ରାୟତଃ ସବୁଜ କ୍ୟାପସିକମ ପନିପରିବାରେ, ଭାତ କିମ୍ବା ନୁଡୁଲ୍ସ ସହିତ କିମ୍ବା ସାଲାଡରେ ବ୍ୟବହାର କରିଥାଉ। କିନ୍ତୁ ଆପଣ କ’ଣ ଜାଣନ୍ତି ଯେ ଏହି ଛୋଟ ସବୁଜ ପନିପରିବା କେବଳ ଆପଣଙ୍କ ଖାଦ୍ୟର ଲୁକ୍ସକୁ ବୃଦ୍ଧି କରେ ନାହିଁ, ବରଂ…

ନନ୍ଦନକାନନରେ ଜନ୍ମ ହେଲେ ୧୧ଟି ହଳଦିଆ ଆନାକୋଣ୍ଡା

ବାରଙ୍ଗ,୭।୭(ଲିଙ୍ଗରାଜ ରାଉତ): ଦ୍ୱିତୀୟ ଥର ପାଇଁ ମା’ ହୋଇଛି ହଳଦିଆ ଆନାକୋଣ୍ଡା। ସୋମବାର ଏହା ଜଣାପଡ଼ିବା ପରେ କର୍ମଚାରୀ ମହଲରେ ଖୁସିର ମହୋଲ ଖେଳିଯାଇଛି। ନନ୍ଦନକାନନ ପ୍ରାଣୀ ଉଦ୍ୟାନର ସରୀସୃପ ପାର୍କରେ ୨୦୨୫ ଜୁଲାଇ ୪ରେ ଦ୍ୱିତୀୟ ପ୍ରଜନନ ଯୋଡିରୁ ୧୧ଟି…

ଭୁବନେଶ୍ୱର ଷ୍ଟେଶନରେ ଟ୍ରେନ୍‌ରେ ଲାଗିଲା ନିଆଁ: ଆତଙ୍କରେ ଧାଇଁଲେ ଲୋକେ

ଭୁବନେଶର,୭ା୭: ଭୁବନେଶ୍ୱର ରେଳଷ୍ଟେଶନରେ ହୀରାକୁଦ ଏକ୍ସପ୍ରେସ୍‌ର ଏକ ବଗିରେ ସୋମବାର ସନ୍ଧ୍ୟାରେ କୌଣସି କାରଣରୁ ନିଅଁା ଲାଗିଯାଇଥିଲା। ନିଆଁରେ ଜଣେ ଯାତ୍ରୀଙ୍କ କିଛି ଆସବାବପତ୍ର ପୋଡ଼ିଯାଇଥିବା ବେଳେ ଜଣେ ଶିଶୁଙ୍କ ପାଦରେ ସାମାନ୍ୟ ଆଘାତ ଲାଗିଥିଲା। ଟ୍ରେନ୍‌ ବଗିରେ ନିଆଁ ଦେଖି…

ପୋଷ୍ଟମର୍ଟମ ରିପୋର୍ଟ ଦେବାକୁ ଲାଞ୍ଚ ନେଉଥିଲେ କୁଜଙ୍ଗ CHCର ଡାକ୍ତର ପ୍ରସାଦ ସେଠୀ, ମାଡି ବସିଲା ଭିଜିଲାନ୍ସ

କୁଜଙ୍ଗ,୭।୭: କୁଜଙ୍ଗ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର (CHC)ର ଡାକ୍ତର ଶିବ ପ୍ରସାଦ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଲାଞ୍ଚ ନେଉଥିବା ଧରାଯାଇଛି। ସେ ଜଣେ ଅଭିଯୋଗକାରୀଙ୍କଠାରୁ ତାଙ୍କ ପତ୍ନୀଙ୍କ ମୃତ ଶରୀରର ପୋଷ୍ଟମର୍ଟମ ରିପୋର୍ଟ ଶୀଘ୍ର ପ୍ରଦାନ କରିବା ପାଇଁ ୧୦,୦୦୦…

‘ବ୍ୟାଡ୍ ବୟ ପିଜା’ ଆରମ୍ଭ କଲେ ବାଦଶାହ, ପ୍ୟାକେଜିଂରେ ‘ହାୟେ ଗର୍ମୀ

ମୁମ୍ବାଇ: ଜଣାଶୁଣା ରାପର ବାଦଶାହ, ଯିଏ ଜଣେ ଆବେଗୀ ଖାଦ୍ୟପ୍ରେମୀ ମଧ୍ୟ, ନିଜର ଖାଦ୍ୟ ପ୍ରତି ଥିବା ଅନୁରାଗକୁ ଆଉ ଏକ ପାଦ ଆଗକୁ ନେଇଛନ୍ତି। ସେ ମୁମ୍ବାଇର ଅନ୍ଧେରୀରେ ନିଜର ପିଜା ବ୍ରାଣ୍ଡ ‘ବ୍ୟାଡ୍ ବୟ ପିଜା’ର ପ୍ରଥମ ବୁଟିକ…

ଘୁମୁସର କରାଟେ ଏକାଡେମୀର ବଡ଼ ସଫଳତା

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ୧୧ତମ ରାଜ୍ୟସ୍ତରୀୟ ସୋଟୋକନ କରାଟେ ପ୍ରତିଯୋଗିତା ଭୁବନେଶ୍ବରରେ ଅନୁଷ୍ଟିତ ହୋଇଯାଇଛି । ଏଥିରେ ଘୁମୁସର କରାଟେ ଏକାଡେମୀକୁ ବଡ ସଫଳତା ମିଳିଛି। ଏକାଡେମୀର ହିମାଂଶୁ ଲାଲ ସାହୁ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ବି. ଭିଜନ ପାତ୍ର…

ଆନ୍ଦୋଳନକୁ ଓହ୍ଲାଇବ ଡ୍ରାଇଭର ସଂଘ

ଭଞ୍ଜନଗର,୭ା୭(ବାବୁଲା ପ୍ରଧାନ): ୬ ଦଫା ଦାବି ନେଇ ଓଡ଼ିଶା ଡ୍ରାଇଭର ମହାସଂଘ ମଙ୍ଗଳବାରଠାରୁ ଆନ୍ଦୋଳନକୁ ଓହ୍ଲାଇବ। ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ମଧ୍ୟ ଆନ୍ଦୋଳନରେ ସାମିଲ ହେବେ। ଏନେଇ ସୋମବାର ଭଞ୍ଜନଗର ଶାଖା କର୍ମକର୍ତ୍ତାମାନେ ଏନ୍‌ଏସି ଅଧିକାରୀଙ୍କୁ ଲିଖିତ ଭାବେ ଜଣାଇଛନ୍ତି। କର୍ମକର୍ତ୍ତାମାନେ…

ଖୋଲିଲା ମଝିଘରିଆଣିଙ୍କ ୯ ହୁଣ୍ଡି: ମିଳିଲା ୧ କୋଟି ୪ ଲକ୍ଷ, ୧୨ ବିଦେଶୀ ନୋଟ୍‌ ସହ ୩୮ ଗ୍ରାମ ସୁନା

ରାୟଗଡ଼ା, ୭।୭ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିରର ୯ଟି ହୁଣ୍ଡି ସୋମବାର ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ୧ କୋଟି ୪ ଲକ୍ଷ ୩୬ ହଜାର ୯୬୩ ଟଙ୍କା ସହିତ ୩୮…

କୁଟିଆ ଜନଜାତି ମହିଳା ଏକକାଳୀନ ଜନ୍ମଦେଲେ ତିନି ସନ୍ତାନ, କନ୍ଧମାଳରେ ଚର୍ଚ୍ଚା

ତୁମୁଡିବନ୍ଧ,୭।୭(ଦିପକ କୁମାର ପରାସେଠ): କନ୍ଧମାଳ ଜିଲାର ତୁମୁଡ଼ିବନ୍ଧ ବ୍ଲକ ଅନ୍ତର୍ଗତ ବେଲଘର ପଞ୍ଚାୟତରେ ଏକ ଘଟଣା ଚର୍ଚ୍ଚାର ବିଷୟ ହୋଇଛି। କୁଟିଆ ଜନଜାତିର ଜଣେ ମହିଳା ରଂଜିତା ମାଝି (୨୬), ଦେଉଗାଡ଼ା ଗ୍ରାମର କଂସ ମାଝିଙ୍କ ସ୍ତ୍ରୀ, ବେଲଘର ପ୍ରାଥମିକ ସ୍ୱାସ୍ଥ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri