Home Left

କରୋନା ପାଇଁ ଏଭରେଷ୍ଟ ପର୍ବତାରୋହଣ ଉପରେ ଲାଗିଲା କଟକଣା

କାଠମାଣ୍ଡୁ୧୩।୩: କରୋନା ଭାଇରସ୍‌ ମହାମାରୀକୁ ଦୃଷ୍ଟିରେ ରଖି ଏଭରେଷ୍ଟ ପର୍ବତାରୋହଣ ଅଭିଯାନ ଉପରେ ଶୁକ୍ରବାର କଟକଣା ଲଗାଯାଇଛି। ଚାଇନା ପକ୍ଷରୁ ଏଭରେଷ୍ଟ ଚଢ଼ାଯିବାକୁ ବନ୍ଦ କରାଯିବାର ଗୋଟିଏ ଦିନ ପରେ ନେପାଳ ସରକାର ମଧ୍ୟ ଏହି ଅଭିଯାନକୁ ବନ୍ଦ କରିଦେଇଛନ୍ତି। ନେପାଳର…

ଶ୍ରୀରାମନବମୀ ମହୋତ୍ସବ ପାଇଁ ଗଣଦୌଡ଼ ୧୫ରେ

ଭଦ୍ରକ ଅଫିସ, ୧୩।୩:  ଆସନ୍ତା ଏପ୍ରିଲ ୨ରେ ରାମ ନବମୀ। ଭଦ୍ରକର ପ୍ରସିଦ୍ଧ ଶ୍ରୀରାମ ନବମୀ ମହୋତ୍ସବ ଚଳିତବର୍ଷ ଆଡ଼ମ୍ବରରେ ଅନୁଷ୍ଠିତ ହେବ। ମହୋତ୍ସବ ପୂର୍ବରୁ ପ୍ରତିବର୍ଷ ପରି ଏଥର ମାତୃଭୂମି ପାଇଁ ଗଣଦୌଡ଼ ଆସନ୍ତା ୧୫ ତାରିଖରେ କାର୍ଯ୍ୟକ୍ରମ ରହିଛି।…

ନିଆଁ ଲାଗି ଜଳିଗଲା ଡିଜେଲ ଟ୍ୟାଙ୍କର

ରାଇସୁଆଁ/କେନ୍ଦୁଝର,୧୩।୩(ଡି.ଏନ.ଏ./ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ରାଇସୁଆଁ ହାଇସ୍କୁଲ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ଡିଜେଲ ଟ୍ୟାଙ୍କର ନିଆଁ ଲାଗି ଜଳିଯାଇଛି। ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଲୋକେ ଚାଳକଙ୍କୁ ଉଦ୍ଧାର କରିବା ସହ ସଦର ଥାନାକୁ ଜଣାଇଥିଲେ।…

ଗୋରୁ ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ୧.୭୦ ଲକ୍ଷ

ରୂପ୍‌ସା, ୧୩।୩(ଡି.ଏନ.ଏ.): ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ଛକ ନିକଟରେ ଶୁକ୍ରବାର ଜଣେ ଗୋରୁ ବ୍ୟବସାୟୀଙ୍କୁ ଭୁଜାଲି ମାଡ଼ କରି ତାଙ୍କ ବାଇକ୍‌ ସହ ୧ଲକ୍ଷ ୭୦ହଜାର ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ହଳଦୀପଦା…

କିରୋସିନ ବାଟମାରଣା ଅଭିଯୋଗରେ ଡିଲର ନିଲମ୍ବିତ

ବାଲେଶ୍ୱର ଅଫିସ, ୧୩।୩: ବାଲେଶ୍ୱର ସଦର ବ୍ଲକ ଅଧୀନ ଗୁଡ଼ ପଞ୍ଚାୟତର ଡିଲର ହିତାଧିକାରୀଙ୍କୁ କିରୋସିନ ନ ଦେଇ ହେରଫେର କରିଥିବା ନେଇ ୬ ମାସ ପୂର୍ବରୁ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରାଯାଇ ଡିଲରଙ୍କୁ ନିଲମ୍ବନ କରାଯାଇଛି। ଗୁଡ଼ ପଞ୍ଚାୟତର…

ପାଲସୁଙ୍କୁ ପରିଶ୍ରମ ଦେଇଛି ସଫଳତା

ଗୋବିନ୍ଦପାଲି, ୧୩ା୩(ଡି.ଏନ.ଏ.): ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ ବଟାଣିଗୁଡାର ପାଲସୁ ପାଙ୍ଗିଙ୍କୁ ପରିଶ୍ରମ ଦେଇଛି ସଫଳତା। ଜଣେ ସଫଳ କଦଳୀ ଚାଷୀ ରୂପେ ସେ ନିଜର ପରିଚୟ ସୃଷ୍ଟି କରିପାରିଛନ୍ତି। ପାଠ ପଢିବା ସହ କଠିନ ପରିଶ୍ରମ କରି ନିଜ ଚାଷଜମିରେ…

କରୋନା ଭୂତାଣୁ ସମ୍ପର୍କରେ ସଚେତନତା ଶୋଭାଯାତ୍ରା

ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ଏସଏସଡି ବାଳିକା ଉଚ୍ଚ ବିଦ୍ୟାଳୟ ପକ୍ଷରୁ ପ୍ରଧାନଶିକ୍ଷକ ରବୀନ୍ଦ୍ର କୁମାର ସେଠୀଙ୍କ ତତ୍ତ୍ୱାବଧାନରେ କରୋନା ଭୂତାଣୁ ସମ୍ପର୍କରେ ଏକ ସାଚତନତା କାର୍ଯ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଶିକ୍ଷୟିତ୍ରୀ ଶିକ୍ଷକଙ୍କ ସହ ୫ଶହରୁ ଊର୍ଦ୍ଧ୍ୱ ଛାତ୍ରୀ ଶୋଭାଯାତ୍ରାରେ ଯାଇ କରୋନା…

କଟକ ଡାକ୍ତରଖାନାରେ ଚିକିତ୍ସା ସୁବିଧା ନ ପାଇ ଆଖି ବୁଜିଲେ ସମୀର

ଚିତ୍ରକୋଣ୍ଡା,୧୩ା୩(ଡି.ଏନ.ଏ.): ଚିତ୍ରକୋଣ୍ଡା ପଞ୍ଚାୟତ ସମିତି ଅନ୍ତର୍ଗତ ଦୋରାଗୁଡ଼ା ପଞ୍ଚାୟତ ଆରଏସସି-୧୪ ଗ୍ରାମର ସମୀର ଭତ୍ରାଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି ଶୀର୍ଷକ ଖବର ଗତ ଫେବୃୟାରୀ ୨୧ରେ ଧରିତ୍ରୀରେ ପ୍ରକାଶ ପାଇବା ପରେ ଏନେଇ ମୁଖ୍ୟମନ୍ତ୍ରୀ ଟୁଇଟ କରି ମାଲକାନଗିରି ଜିଲାପାଳଙ୍କୁ…

ରଣଜୀ ଟ୍ରଫି: ସୌରାଷ୍ଟ୍ରକୁ ପ୍ରଥମ ଟାଇଟଲ

ରାଜକୋଟ,୧୩।୩ (ପି.ଟି.): ଦେଶର ସର୍ବବୃହତ୍‌ କ୍ରିକେଟ ଟୁର୍ନାମେଣ୍ଟ ରଣଜୀ ଟ୍ରଫିରେ ସୌରାଷ୍ଟ୍ର ନୂଆ ଚାମ୍ପିୟନ ଭାବେ ଉଭା ହୋଇଛି। ସ୍ଥାନୀୟ ସୌରାଷ୍ଟ୍ର କ୍ରିକେଟ ଆସୋସିଏଶନ ଗ୍ରାଉଣ୍ଡରେ ଅନୁଷ୍ଠିତ ବେଙ୍ଗଲ ବିପକ୍ଷ ଫାଇନାଲ ମ୍ୟାଚ୍‌ରେ ସୌରାଷ୍ଟ୍ର ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ବିଜୟୀ…

ଅଷ୍ଟ୍ରେଲିଆନ ଫର୍ମୁଲାଓ୍ବାନ ଗ୍ରାଁପ୍ରି ବାତିଲ

ମେଲବୋର୍ନ, ୧୩ା୩ (ଏଏଫ୍‌ପି): ଶୁକ୍ରବାର ପ୍ରାକ୍ଟିସ ସେସନ ଆରମ୍ଭ ପୂର୍ବରୁ ସିଜନ ଓପନିଂ ଅଷ୍ଟ୍ରେଲିଆନ ଫର୍ମୁଲା ଓ୍ବାନ୍‌ ଗ୍ରାଁ ପ୍ରିକୁ ବାତିଲ କରିଦିଆଯାଇଛି। ମ୍ୟାକଲରେନ ଟିମ୍‌ର ଜଣେ ସଦସ୍ୟ କରୋନା ଭାଇରସରେ ଆକ୍ରାନ୍ତ ଥିବା ଜଣାପଡ଼ିବା ପରେ ରେସ୍‌ର ଆୟୋଜନ ନେଇ…

ସାରା ବିଶ୍ୱରେ କରୋନା ପ୍ରକୋପ: ଭାଇରାଲ ହେଉଛି ଶର୍ଟ ଫିଲ୍ମ

ମୁମ୍ବାଇ: ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ର ପ୍ରକୋପ ଦେଖିବାକୁ ମିଳୁଥିବା ବେଳେ ଏଥିରେ ସଂକ୍ରମିତ ହୋଇ ହଜାର ହଜାର ଲୋକଙ୍କ ଜୀବନ ଗଲାଣି। ଏଥିରୁ ରକ୍ଷା ପାଇବା ପାଇଁ ସାରା ବିଶ୍ବ ଯଥା ସମ୍ଭବ ଉଦ୍ୟମ ଚଳାଇଛି। ଏହି ଭାଇରସ୍‌ ଏତେ…

ଭାରତ-ଦକ୍ଷିଣ ଆଫ୍ରିକା ଦିନିକିଆ ସିରିଜ ବାତିଲ

ନୂଆଦିଲ୍ଲୀ, ୧୩।୩(ପି.ଟି.): କରୋନା ଭାଇରସ ଆତଙ୍କ କ୍ରୀଡ଼ା ଜଗତରେ ଏହାର କାୟା ବିସ୍ତାର କରିବାରେ ଲାଗିଛି। ଭାରତୀୟ କ୍ରୀଡ଼ା ମଧ୍ୟ ଏଥିଯୋଗୁ ଗୁରୁତର ପ୍ରଭାବିତ ହୋଇଛି। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ପକ୍ଷରୁ ଏହାକୁ ବିଶ୍ୱ ମହାମାରୀ ଘୋଷଣା ପରେ ସବୁଆଡ଼େ ସତର୍କତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri